Home Left

ହଠାତ୍‌ ଅଲିମ୍ପିକ୍ସରୁ ଓହରିଲେ ବିଶ୍ୱର ନମ୍ବର-୧ ଟେନିସ୍‌ ଖେଳାଳି: ପଛର କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୭: ବିଶ୍ୱ ନମ୍ବର ୱାନ ଟେନିସ ଖେଳାଳି ୟାନିକ ସିନର୍‌ ପ୍ୟାରିସ ଅଲିମ୍ପିକ୍ସରୁ ଓହରି ଯାଇଛନ୍ତି। ଗଳା ସଂକ୍ରମଣ (ଟନ୍‌ସିଲ) ହେତୁ ସେ ଏପରି ନିଷ୍ପତ୍ତି ନେଇଛନ୍ତି। ଏହି ୨୨ ବର୍ଷୀୟ ଇଟାଲୀୟ ଖେଳାଳି ସୋସିଆଲ ମିଡିଆରେ ଲେଖିଛନ୍ତି, ଅଲିମ୍ପିକ ଗେମ୍ସରେ…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ୯ଟି ଜାଗାରେ ଚଢାଉ

ବଲାଙ୍ଗୀର,୨୫।୭: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗେର ବଲାଙ୍ଗିର ଲୋୟର ସୁକତେଲ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। ଏକକାଳୀନ ୯ଟି ଜାଗାରେ ଭିଜିଲାନ୍ସ ଚଢ଼ାଉ କରିଛି। ଭୁବନେଶ୍ବର, ପୁରୀ, ଅନୁଗୁଳ, କଟକ, ବଲାଙ୍ଗିର ବାସଭବନ…

ହଠାତ୍‌ ଲୋକ ସଭାରେ କଂଗେସ ଏମ୍‌ପିଙ୍କୁ ‘ଷ୍ଟୁପିଡ୍‌’ କହିଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨୫।୭: ବଜେଟ୍‌କୁ ନେଇ ଲୋକ ସଭାରେ ଜୋରଦାର ହଙ୍ଗାମା ହୋଇଛି। କଂଗ୍ରେସ ସଦସ୍ୟମାନେ ଭାଜପା ଏମ୍‌ପି ଅଭିଜିତ ଗଙ୍ଗୋପାଧ୍ୟାୟଙ୍କ ମନ୍ତବ୍ୟକୁ ନେଇ ହଟ୍ଟଗୋଳ କରିଛନ୍ତି। ସରକାର ଏବଂ ସଦସ୍ୟଙ୍କୁ କ୍ଷମା ମାଗିବାକୁ ଜିଦ୍‌ ଧରିଛନ୍ତି। ଗୃହରେ ବଜେଟ ଉପରେ ଆଲୋଚନା ବେଳେ…

ଏସ୍‌ସିବିରେ ଜମିରହୁଛି ଆବର୍ଜନା

କଟକ,୨୫ା୭(ଶିଳ୍ପା ପ୍ରିୟଦର୍ଶିନୀ): କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ (ଏସ୍‌ସିବି)ର ବିଭିନ୍ନ ବିଭାଗ ପରିସରରେ କୁଢ଼ କୁଢ଼ ଆବର୍ଜନା ଜମି ରହିଛି। ଏହାଦ୍ୱାରା ପୂତ୍ତିଗନ୍ଧମୟ ପରିବେଶ ସୃଷ୍ଟି ହୋଇଛି। ଫଳରେ ସେହି ବାଟ ଦେଇ ଯାତାୟାତ କରୁଥିବା ଡାକ୍ତର,…

ବିଶ୍ୱର ୧୧ ଉତ୍ତମ ବାସୋପଯୋଗୀ ସହର ମଧ୍ୟରେ ଭୁବନେଶ୍ୱର

ଭୁବନେଶ୍ୱର, ୨୫ା୭(ଅନୁରାଧା ମହାରଣା): ବିଶ୍ୱର ଉତ୍ତମ ବାସୋପଯୋଗୀ ୧୧ ସହର ଭିତରେ ଭୁବନେଶ୍ୱର ରହିଛି। ୟୁଏନ୍‌ ହାବିଟାଟ୍‌ ସର୍ଭେରୁ ଏହା ଜଣାପଡିଛି। ଏବେ ଶ୍ରେଷ୍ଠ ସହର ଚୟନ ସହ ର଼୍ୟାଙ୍କିଙ୍ଗ୍‌ ପାଇଁ ପ୍ରକ୍ରିୟା ଚାଲିଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ମହାନଗର ନିଗମ…

ତକିଆ-ବେଡସିଟ୍‌ ଧରି ବିଧାନସଭାରୁ ବାହାରିଲେ ବିଧାୟକ

ବେଙ୍ଗାଲୁରୁ,୨୫।୭:କର୍ନାଟକ ବିଧାନସଭାରେ ଗୁରୁବାର ସକାଳେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏଠାରେ ଅନେକ ବିଧାୟକ ନିଜ ତକିଆ ଏବଂ ବେଡସିଟ ସହିତ ଘର ଭିତରେ ବିଶ୍ରାମ ନେଉଥିବାର ଦେଖାଯାଇଥିଲା। ଏହି ବିଧାୟକମାନଙ୍କ ମଧ୍ୟରୁ ଅନେକ ଶୋଇବା ପରେ ଉଠିବା ସହ…

୫ବର୍ଷର ଝିଅକୁ ମାରି ଆତ୍ମହତ୍ୟା କଲେ ବାପା, ବନ୍ଦ ଘର ଭିତରୁ ମିଳିଲା ମୃତଦେହ

ନୟାଗଡ଼,୨୫।୭(ଲୋକନାଥ ମିଶ୍ର): ବନ୍ଦ ଘର ଭିତରୁ ମିଳିଛି ବାପା-ଝିଅଙ୍କ ମୃତଦେହ। ୫ବର୍ଷର ଝିଅଙ୍କୁ ମାରି ନିଜେ ଝୁଲି ପଡିଲେ ବାପା। ଏପରି ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଟାଉନ ଥାନା ନୟାଗଡ଼ ସହରର ଦେବୋତ୍ତର ଲେନ ୪/୧ ରେ। ସେହି ଲେନ୍‌ର…

ବିବାହବେଳେ ଅଜବ ସର୍ତ୍ତ ରଖିଥିଲେ କାଜୋଲ

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ଦମ୍ପତିଙ୍କ ମଧ୍ୟରୁ ଅଭିନେତା ଅଜୟ ଦେବ୍‌ଗନ୍‌ ଓ ଅଭିନେତ୍ରୀ କାଜୋଲ ଅନ୍ୟତାମ। ବ୍ୟକ୍ତିଗତ ଜୀବନକୁ ନେଇ ଏହି ଷ୍ଟାର ଦମ୍ପତି ଅନେକବାର ଚର୍ଚ୍ଚାରେ ରହିଥାନ୍ତି। ତେବେ ନିଜ ବିବାହକୁ ନେଇ ବୁଧବାର ଏକ ସାକ୍ଷାତ୍‌କାରରେ କାଜୋଲ ନୂତନ…

ଓଡ଼ିଆ ଅସ୍ମିତାର ସୁରକ୍ଷା, ପ୍ରସାର: ୨୦୦ କୋଟିର କର୍ପସ୍‌ ପାଣ୍ଠି

ଭୁବନେଶ୍ୱର, ୨୫।୭(ସୁନିତ୍‌ ମିଶ୍ର)ଓଡ଼ିଶା ରାଜ୍ୟ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଅବସରରେ ଏହି ପବିତ୍ର ଗୃହରେ ରାଜ୍ୟପାଳଙ୍କ ଅଭିଭାଷଣକୁ ସ୍ବାଗତ କରୁଛି। ଓଡ଼ିଶାର ସାଢ଼େ ୪ କୋଟି ଜନସାଧାରଣଙ୍କ ଆଶା, ଆକାଂକ୍ଷା ଓ ସ୍ବପ୍ନକୁ ସାକାର କରିବା ପାଇଁ ଆମର ନୂଆ…

୧ରୁ ଖୋଲିବ ଭିତରକନିକା

ରାଜନଗର, ୨୫ା୭(ଭାସ୍କର ରାଉତରାୟ): ପ୍ରକୃତିର ଗନ୍ତାଘର ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏହା ମଧ୍ୟରେ ନୂଆକରି ସ୍କାଏ ଓ୍ବାକ୍‌ ବ୍ରିଜ୍‌ ନିର୍ମାଣ କରାଯାଇଛି, ଯାହାକି ପର୍ଯ୍ୟଟକମାନଙ୍କ ପାଇଁ ମୁଖ୍ୟ ଆକର୍ଷଣ ପାଲଟିବ। ମେ ୧ରୁ ଜୁଲାଇ…

ବର୍ଷା ପାଇଁ ବେକେ ପାଣିରେ ଜପ

ପାଟଣା,୨୫ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ରେ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଧାନଚାଷ ପ୍ରଭାବିତ ହୋଇଛି। ଶ୍ରାବଣ ମାସରେ ଜମି ଶୁଖିଲା ପଡ଼ିଥିବା ବେଳେ ବିଲରେ କେଉଁଠି ଧାନତଳି ବୁଢ଼ା ହେଲାଣି ତ କେଉଁଠି ଶୁଖି ମରି ଗଲାଣି। ବିଗତ ୫ବର୍ଷରେ…

ଜୀବନରେ ‘ରିଫ୍ରେଶ’ ରହିବା ଜରୁରୀ

ପ୍ରତିବର୍ଷ ଜୁଲାଇ ମାସର ଚତୁର୍ଥ ଗୁରୁବାର ନ୍ୟାଶନାଲ୍‌ ରିଫ୍ରେଶ୍‌ମେଣ୍ଟ ଡେ’ ପାଳନ କରାଯାଏ। ଏହି ଦିନ ଲୋକମାନେ ଥଣ୍ଡା ଲେମ୍ବୁ, ବରଫଯୁକ୍ତ ଚା’, କୋଲ୍ଡ ପାନୀୟ, ସ୍ମୁଥ, ମକଟେଲ ଏବଂ ଅନ୍ୟାନ୍ୟ ଥଣ୍ଡା ପାନୀୟ ପିଇ ନିଜ ବ୍ୟସ୍ତବହୁଳ ଜୀବନରୁ ସାମାନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?