ପୃଥିବୀର ପଡୋଶୀରେ ଅଛନ୍ତି ଏଲିଏନ୍ସ, ୨୦୩୦ ସୁଦ୍ଧା ଖୋଜିଦେବ ନାସା!
ଓ୍ବାଶିଂଟନ,୨୫।୩: ଏଲିଲନ୍ସ ସତରେ ଅଛନ୍ତି କି। ଯଦି ଅଛନ୍ତି, ସେମାନେ କେଉଁଠାରେ ରୁହନ୍ତି? ଏହି ଦୁଇଟି ପ୍ରଶ୍ନର ଉତ୍ତର ଖୋଜିବାରେ ସାରା ବିଶ୍ୱର ସ୍ପେସ ଏଜେନ୍ସିମାନେ ବ୍ୟସ୍ତ ଅଛନ୍ତି। ଏହାକୁ ନେଇ ଏକ ବଡ ଦାବି କରାଯାଇଛି। ଆମେରିକାର ୱାଶିଂଟନ ୟୁନିଭରସିଟିର…
ସୁସ୍ଥ ସ୍ବାସ୍ଥ୍ୟର ଚାବିକାଠି
ସୁସ୍ଥ ରହିବାକୁ କିଏ ବା ନ ଚାହେଁ? ତେବେ ଏହା ପଛରେ ରହିଛି ଅନେକ କାରଣ। ତନ୍ମଧ୍ୟରୁ ଏକ ସହଜ ତଥା ସରଳ ଉପାୟ ହାତପାଆନ୍ତାରେ ରହିଛି। ସେ ସମ୍ପର୍କରେ ଜାଣିବାକୁ ଚେଷ୍ଟା କରିଥିଲେ ରବର୍ଟ୍ ବେନ୍ସନ୍। ଆମେରିକାସ୍ଥିତ ହାର୍ଭାର୍ଡ ମେଡିକାଲ…
ଲଣ୍ଡନରେ ସଡ଼କ ଦୁର୍ଘଟଣାର ଶିକାର ହେଲେ ଭାରତୀୟ ଛାତ୍ରୀ
ଲଣ୍ଡନ,୨୫।୩: ଲଣ୍ଡନରେ ଏକ ସଡ଼କ ଦୁର୍ଘଟଣାରେ ୩୩ ବର୍ଷୀୟ ଭାରତୀୟ ଛାତ୍ରୀ ଚିସ୍ତା କୋଚରଙ୍କ ମୃତ୍ୟୁ ଘଟିଛି। ଲଣ୍ଡନ ସ୍କୁଲ ଅଫ ଇକୋନୋମିକ୍ସରେ ପିଏଚଡି କରୁଥିବା ଚିସ୍ତା ସାଇକେଲରେ ତାଙ୍କ ଘରକୁ ଯାଉଥିବାବେଳେ ଏକ ଲୋରୀ (ଟ୍ରକ) ତାଙ୍କ ସାଇକେଲକୁ ଧକ୍କା…
ନନା ବାଲେଶ୍ୱରରୁ ପ୍ରାର୍ଥୀ ହେବା ପରେ ସ୍ବାଧୀନ ଲଢ଼ିବେ କହିଲେ ଖାରବେଳ
ଭୁବନେଶ୍ୱର,୨୫।୩: ଭାଜପାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି। ବାଲେଶ୍ୱର ଲୋକ ସଭା ଆସନରୁ ଦଳ ପ୍ରତାପ ଷଡ଼ଙ୍ଗୀକୁ ପ୍ରାର୍ଥୀ କରିବା ପରେ ନିଜର ପ୍ରତିକ୍ରିୟା ରଖିଛନ୍ତି, ଗତଥର କନ୍ଧମାଳ ଏମ୍ପି ପ୍ରାର୍ଥୀ ଖାରବେଳ ସ୍ବାଇଁ। ସେ ଚଳିତ ବର୍ଷ…
ଗ୍ରୀଷ୍ମ ଋତୁରେ ଡାକ୍ତରଖାନା ଅଗ୍ନି କାଣ୍ଡ ରୋକିବା ପାଇଁ ରାଜ୍ୟ ମାନଙ୍କୁ ପରାମର୍ଶ ଜାରି କଲା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୨୫ା୩: ଗ୍ରୀଷ୍ମ ମାସରେ ହସ୍ପିଟାଲରେ ଅଗ୍ନିକାଣ୍ଡକୁ ରୋକିବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏବଂ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏନଡ଼ିଏମଏ) ସମସ୍ତ ରାଜ୍ୟ / କେନ୍ଦ୍ର ଶାସିତ ଅଞ୍ଚଳକୁ ମିଳିତ ପରାମର୍ଶ ଦେଇଛନ୍ତି। ସମସ୍ତ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଏବଂ…
ଉଦ୍ୟୋଗପତି ପଲ୍ଲବିଙ୍କୁ ଟିକେଟ, ଗୋଆରେ ପ୍ରଥମ ଥର ମହିଳା ପ୍ରାର୍ଥୀଙ୍କୁ ଟିକେଟ ଦେଇଛି ଭାଜପା
ପଣଜୀ,୨୫।୩: ଡେମ୍ପୋ ଇଣ୍ଡଷ୍ଟ୍ରିଜର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପଲ୍ଲବି ଡେମ୍ପୋ ଗୋଆରୁ ଭାଜପା ପ୍ରାର୍ଥୀ ଭାବରେ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି। ଗୋଆ ନିର୍ବାଚନ ଇତିହାସରେ ସେ ହେଉଛନ୍ତି ପ୍ରଥମ ମହିଳା ପ୍ରାର୍ଥୀ ଯିଏ ପାର୍ଟି ଟିକେଟରେ ପ୍ରତିଦ୍ୱନ୍ଦ୍ୱିତା କରିଛନ୍ତି।…
କାନ୍ଥ ଭୁଶୁଡ଼ି ପୁଅଙ୍କ ଜୀବନ ଗଲା, ମା-ବାପା ଗୁରୁତର
ଭୋଗରାଇ,୨୫।୩(ପ୍ରଦୀପ ଦାସ): କାନ୍ଥ ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ମା-ବାପା ଗୁରୁତର ଅଛନ୍ତି। ତାଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏଭଳି ଏକ ଦୁଃଖଦ ଘଟଣା ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ପଶ୍ଚିମବାଡ଼…
ଆଗକୁ ତାତି ବଢ଼ିବ: ହୋଲିରେ ଡ଼ହଡ଼ହ ଖରା
ଭୁବନେଶ୍ୱର,୨୫।୩: ଆଗକୁ ଆହୁରି ତାତି ବଢ଼ିବ। ବର୍ତ୍ତମାନ ରାଜ୍ୟରେ ଅଧିକାଂଶ ସ୍ଥାନର ତାପମାତ୍ରା ୩୫ ଡିଗ୍ରୀ ଉପରେ ଥିବାବେଳେ ଆଗକୁ ଆହୁରି ବଢ଼ିବ। ହୋଲିରେ ତାତି ବଢ଼ିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଆଗାମୀ ୪ ଦିନ ମଧ୍ୟରେ ତାପମାତ୍ରା…
ବିଦେଶି ବୟଫ୍ରେଣ୍ଡଙ୍କୁ ବିବାହ କଲେ ତାପସି? ଅନୁରାଗ କାଶ୍ୟପ ଅତିଥି!
ମୁମ୍ବାଇ: ଲଙ୍ଗ ଟାଇମ ବୟଫ୍ରେଣ୍ଡ ମୈଥିୟାସ ବୋଙ୍କ ସହ ବଲିଉଡ ଅଭିନେତ୍ରୀ ତାପସି ପନ୍ନୁଙ୍କ ବିବାହ ଖବର ଏବେ ହେଡଲାଇନରେ ରହିଛି। ଗତ ଦଶ ବର୍ଷ ଧରି ଡେଟିଂ କରୁଥିବା ଏହି ଦମ୍ପତି ମାର୍ଚ୍ଚରେ ବିବାହ କରିବାକୁ ଯାଉଥିଲେ ଏବଂ ବର୍ତ୍ତମାନର…
ହୋଲି ଓ ଜୈବ ପ୍ରାକୃତିକ ରଙ୍ଗ
ଆମେ ପାଳନ କରୁଥିବା ପ୍ରମୁଖ ପର୍ବପର୍ବାଣି ମଧ୍ୟରେ ହୋଲି ଅନ୍ୟତମ। ରଙ୍ଗର ଏହି ପର୍ବ ଆମ ଦେଶରେ ବେଶ୍ ଜାକଜମକରେ ପାଳନ କରାଯାଏ। ଏବେ ଆମେ ପ୍ରାକୃତିକ ଔଷଧୀୟ ଫଗୁ ବଦଳରେ ବିଷାକ୍ତ, ଅସ୍ବାସ୍ଥ୍ୟକର ତଥା ମାରାତ୍ମକ ରାସାୟନିକ ରଙ୍ଗ ବ୍ୟବହାର…
ହୋଲି ମିଳନ କାର୍ଯ୍ୟକ୍ରମରେ କଂଗ୍ରେସ ନେତାଙ୍କ ମଧ୍ୟରେ ଧସ୍ତାଧସ୍ତି, ବର୍ଷିଲା ବିଧା-ଗୋଇଠା
ଫରିଦାବାଦ,୨୫।୩: ରବିବାର ନୂଆଦିଲ୍ଲୀର ଫରିଦାବାଦରେ ହୋଲି ମିଳନ କାର୍ଯ୍ୟକ୍ରମ ସମୟରେ କଂଗ୍ରେସ ନେତାମାନେ ପରସ୍ପର ସହ ସଂଘର୍ଷ କରିଥିଲେ। କଥାବାର୍ତ୍ତା ଗାଳି ଗୁଲଜରୁ ଆରମ୍ଭ ହୋଇ ଏହା ମାଡପିଟକୁ ବଢିଥିଲା। ଆଶ୍ଚର୍ଯ୍ୟଜନକ କଥା ହେଉଛି ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ଅନୁଶାସନ…
ଫସଲ ଦଳିଚକଟି ନଷ୍ଟ କଲେ ହାତୀପଲ
ବୁଗୁଡ଼ା,୨୫।୩(କାଳୀଚରଣ ଦାଶ): ଦକ୍ଷିଣ ଘୁମୁସର ବନଖଣ୍ତ ଅଧିନସ୍ଥ ବୁଗୁଡ଼ା ବନାଞ୍ଚଳରେ ସାତ ଟିକିଆ ବଣୁଆ ହାତୀପଲର ଉପଦ୍ରବ ଘଟାଇ ବ୍ୟାପକ ଫସଲ ହାନି ଯୋଗୁ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଶନିବାର ବିଲମ୍ବିତ ରାତିରେ ଶଙ୍କୁରୁ ପଞ୍ଚାୟତର ଚକାବଟ, ଚିଲିଖମା ଓ ଭାଲୁଆସାହି…
Archives


