Home Left

ସୁବାସ ସିଂ, ଅରିନ୍ଦମଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

କଟକ,୫ା୨(ଶିଳ୍ପା ପ୍ରିୟଦର୍ଶିନୀ):ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ନେଇ ରବିବାର ବାରବାଟୀ-କଟକ ନିର୍ବାଚନମଣ୍ଡଳୀ ପକ୍ଷରୁ ଜିଲା ବିଜେଡି ସଭାପତି ଦେବାଶିଷ ସାମନ୍ତରାୟଙ୍କ ନେତୃତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବରିଷ୍ଠ ବିଜେଡି ନେତା, ବିଜୁ ଯୁବ ଛାତ୍ର ନେତା, ସମସ୍ତ…

ପ୍ରଥମେ କଂଗ୍ରେସ, ପରେ ଭାଜପା ସହ ଲଢ଼େଇ ହେବ: ଦେବାଶିଷ

କଟକ,୫ା୨(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସମ୍ବଲପୁର ଗସ୍ତ କରିଥିଲେ। ତେବେ ଓଡ଼ିଶାରେ ଭାଜପା ସରକାର ଗଢ଼ିବାକୁ ମୋଦି ଗ୍ୟାରେଣ୍ଟି ପରି ଭାଜପା ନୂଆ ସ୍ଲୋଗାନ ଦେଇଥିବାବେଳେ ମଞ୍ଚ ଉପରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ହାତ ମିଳାଇଥିଲେ। ଏହି ଫଟୋ ସାମାଜିକ…

ରେଲଓ୍ବେ, ଓଡ଼ିଶା ପୋଲିସ ଚାମ୍ପିୟନ

କଟକ, (କାର୍ତ୍ତିକ ସାହୁ), ଭୁବନେଶ୍ୱର, ୬।୨ (ତପନ ସ୍ବାଇଁ): ଓଡ଼ିଶା କବାଡ଼ି ଆସୋସିଏଶନ ଆନୁକୂଲ୍ୟରେ କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ୭୧ତମ ରାଜ୍ୟ ସିନିୟର କବାଡି ଚାମ୍ପିୟନଶିପ୍‌ (ମହିଳା ଓ ପୁରୁଷ) ରବିବାର ଉଦ୍‌ଯାପିତ ହୋଇଛି। ଏହାର ମହିଳା ବିଭାଗରେ…

ଜମାକାରୀଙ୍କ ଆକାଉଣ୍ଟରୁ କୋଟିଏରୁ ଊର୍ଦ୍ଧ୍ୱ ଉଠାଇନେଲେ

ଆଳି,୫ା୨(ବନମାଳୀ ସେନାପତି):ଲକ୍ଷେ ନୁହେଁ କି ଦୁଇ ଲକ୍ଷ ନୁହେଁ ପାଖାପାଖି କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଜମାକାରୀଙ୍କ ଅଜାଣତରେ ସେମାନଙ୍କ ବ୍ୟାଙ୍କ ଖାତାରୁ ଠକି ନେଇଛନ୍ତି ବ୍ୟାଙ୍କ କର୍ମଚାରୀ। ଖାତାଧାରୀଙ୍କ ବିନା ଉପସ୍ଥିତିରେ କିପରି ସେମାନଙ୍କ ଆକାଉଣ୍ଟରୁ ଟଙ୍କା ଉଠିଲା ତାହାକୁ ନେଇ…

ବାଘେଶ୍ୱର ଓ୍ବାରିୟର୍ସ ଚାମ୍ପିୟନ

ପୁରୁଣା ଭୁବନେଶ୍ୱର, ୬।୨,(ସୁବାସ ଚନ୍ଦ୍ର ପ୍ରଧାନ): ସ୍ଥାନୀୟ ବିଏମ ହାଇସ୍କୁଲ ପଡିଆରେ କପାଳି ପ୍ରିମିୟର ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟର ୪ର୍ଥ ସଂସ୍କରଣ ଅନୁଷ୍ଠିତ ହୋଇଯାଇଛି। ଦୁଇ ଦିନିଆ ପ୍ରତିଯୋଗିତାର ଫାଇନାଲ ସୋମବାର ବାଘେଶ୍ୱର ୱାରିୟର୍ସ ଓ ତିନିମୁଣ୍ଡିଆ ଟାଇଗର୍ସ ମଧ୍ୟରେ ଅନୁଷ୍ଠିତ…

ଟେବୁଲ ଶୀର୍ଷରେ ଓଏଫ୍‌ସି

ଭୁବନେଶ୍ୱର, ୬ା୨., (ସରୋଜ ଜେନା): ଡିଏଗୋ ମରିସିଓଙ୍କ ଡବଲ୍‌ରେ ହାଇଦ୍ରାବାଦ ଏଫ୍‌ସିକୁ ୩-୦ ଗୋଲରେ ପରାସ୍ତ କରିଛି ଓଡ଼ିଶା ଏଫ୍‌ସି(ଓଏଫ୍‌ସି)। ଗଚିବାଓଲି ଷ୍ଟାଡିୟମରେ ଖେଳା ଯାଇଥିବା ମ୍ୟାଚ୍‌ରେ ଓଏଫ୍‌ସି ପକ୍ଷରୁ ଡିଏଗୋ ମରିସିଓ(୨୭, ୭୫) ଦୁଇଟି ଓ ରୟ କ୍ରିଷ୍ଣା(୪୫+୧) ମିନିଟରେ…

ମ୍ୟାଚ୍‌ ଡ୍ର, ଓଡ଼ିଶାକୁ ୩ ପଏଣ୍ଟ

ଭୁବନେଶ୍ୱର, ୬। ୨, (ତପନ ସ୍ବାଇଁ): କଟକର ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ଓଡ଼ିଶା-ପୁଡୁଚେରୀ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚ ଅମୀମାଂସିତଭାବେ ଶେଷ ହୋଇଛି। ଫଳରେ ପ୍ରଥମ ଇନିଂସ ଅଗ୍ରଣୀ ଭିତ୍ତିରେ ଓଡ଼ିଶା ୩ ପଏଣ୍ଟ ପାଇଛି। ପୁଡୁଚେରୀ ୧ ପଏଣ୍ଟରେ ସନ୍ତୁଷ୍ଟ…

ରୋହିତ ଶର୍ମାଙ୍କୁ କାହିଁକି ଅଧିନାୟକ ପଦରୁ ହଟାଇଲା ମୁମ୍ବାଇ ଇଣ୍ଡିଆନ୍ସ: ରାଜ୍‌ ଖୋଲିଲେ କୋଚ

ମୁମ୍ବାଇ,୬।୨: ଆଇପିଏଲ୍‌ ୨୦୨୪ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଟୁର୍ନାମେଣ୍ଟ ଏବଂ ମିନି ନିଲାମ ପୂର୍ବରୁ ୫ଥର ଚାମ୍ପିୟନ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସ ରୋହିତ ଶର୍ମାଙ୍କୁ ଅଧିନାୟକତ୍ୱରୁ ହଟାଇବା ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନୂତନ ଅଧିନାୟକ ଭାବରେ ନିଯୁକ୍ତି ଘୋଷଣା…

ବିଓଏମ୍‌ର ତ୍ରୈମାସିକ ଆର୍ଥିକ ଫଳାଫଳ

ଭୁବନେଶ୍ୱର,୬।୨: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋଚନା ସହ ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସିକ ଫଳାଫଳ ଘୋଷଣା କରାଯାଇଥିଲା। ଏପରିକି ରାଷ୍ଟ୍ରାୟତ୍ତ…

ବିଏମ୍‌ସି ପକ୍ଷରୁ ବିଶ୍ୱ କର୍କଟ ଦିବସ

ଭୁବନେଶ୍ୱର,୬।୨: ବାଲକୋ ମେଡିକାଲ ସେଣ୍ଟର (ବିଏମସି) ପକ୍ଷରୁ ବିଶ୍ୱ କର୍କଟ ଦିବସ ନିକଟରେ ପାଳିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ବେଦାନ୍ତ ଆଲୁମିନିୟମ ଭାରତର ବୃହତ ଆଲୁମିନିୟମ ନିର୍ମାତା ହୋଇଥିଲାବେଳେ ଉତମ ସ୍ବାସ୍ଥ୍ୟସେବା ତଥା କ୍ୟାନସର ରୋଗୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ଛତିଶଗଡର…

ବନ୍ଦ ହେଲା ୭୪ ହଜାର ମୋବାଇଲ୍‌ ସଂଯୋଗ

ଭୁବନେଶ୍ୱର,୬।୨(ଅନୁରାଧା ମହାରଣା): ଡିଜିଟାଲାଇଜେସନ ଯୁଗ ଆରମ୍ଭ ହେବା ଦିନଠାରୁ ସାଇବର ଠକେଇର ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ପ୍ରତିଦିନ ଦେଶର ଲୋକ ସାଇବର ଠକେଇର ଶିକାର ହେଉଛନ୍ତି। ଫୋନ କଲ୍‌ ଏବଂ ମେସେଜ ମାଧ୍ୟମରେ ସାଇବର ଠକମାନେ ଲୋକଙ୍କୁ ଟାର୍ଗେଟ୍‌ କରୁଛନ୍ତି।…

ପିଏନ୍‌ବିର ନୂତନ ଏଟିଏମ୍‌ ପଏଣ୍ଟ

ଭୁବନେଶ୍ୱର,୬।୨: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର ନୂତନ ଏଟିଏମ୍‌ ପଏଣ୍ଟ (ପରିସର) କୋଦଳା ମୁଖ୍ୟ ରାସ୍ତାଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ବ୍ରହ୍ମପୁର ମଣ୍ଡଳର ମଣ୍ଡଳ ମୁଖ୍ୟ ଡ. ଆଲୋକ ରଞ୍ଜନ ସେନାପତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri