ଚାନ୍ଦି ଭଣ୍ଡାର ପକ୍ଷରୁ ଭେନସ୍ କଲେକ୍ସନ ଉନ୍ମୋଚିତ
ଭୁବନେଶ୍ୱର,୬।୨ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ରୁପା ଅଳଙ୍କାର ପ୍ରତିଷ୍ଠାନ (ବ୍ରାଣ୍ଡ୍) ଚାନ୍ଦି ଭଣ୍ଡାରର ବହୁ ପ୍ରତୀକ୍ଷିତ ତଥା ଆସନ୍ତା ଭାଲେଣ୍ଟାଇନ୍ ଡେ’ଉପଲକ୍ଷେ ସ୍ବତନ୍ତ୍ର ଭାବେ ଡିଜାଇନ କରାଯାଇଥିବା ‘ଭେନସ୍’ କଲେକ୍ସନକୁ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରାଯାଇଛି। ଏହି ପରିପ୍ରେକ୍ଷୀରେ ସୋମବାର ଭୁବନେଶ୍ୱରର…
ବିଜିଆଇର ଶୀର୍ଷ ସ୍ଥାନରେ ମୁକେଶ
ନୂଆଦିଲ୍ଲୀ,୬।୨: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅନ୍ତଃରାଷ୍ଟ୍ରୀୟ ରେଟିଂ ବ୍ରାଣ୍ଡ୍ ଫାଇନାନ୍ସ ଦ୍ୱାରା ସଂକଳିତ ବ୍ରାଣ୍ଡ୍ ଗାର୍ଡିଆନଶିିପ୍ ଇଣ୍ଡେକ୍ସ (ବିଜିଆଇ) -୨୦୨୪ର ଫଳାଫଳ ଘୋଷଣା କରାଯାଇଛି। ଉକ୍ତ ଇଣ୍ଡେକ୍ସ ( ବିଜିଆଇ-୨୪) ରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ…
ବାଛୁରିକୁ ଧରି ଜିଲାପାଳଙ୍କ କାର୍ଯ୍ୟାଳୟରେ ଗୋପାଳକ
ଅନୁଗୋଳ,୬ା୨ (ଅମିତ କୁମାର ସାମଲ):୪ ଦିନ ତଳେ ଜନ୍ମ ହୋଇଥିବା ବାଛୁରିର ମଳଦ୍ୱାର ନାହିଁ। ଦିନକୁ ଦିନ ତା’ର ଯନ୍ତ୍ରଣା ବଢ଼ୁଛି। ଗୋଟିଏ ପରେ ଗୋଟିଏ ପ୍ରାଣୀଧନ ଚିକିତ୍ସାଳୟକୁ ନେଇଥିଲେ ମଧ୍ୟ ସେଠାରୁ ନିରାଶ ହେବାକୁ ପଡ଼ିଛି। ପ୍ରାଣୀଧନ ଚିକିତ୍ସକମାନେ ସମୂହ…
ରୁଷିଆରୁ ଅଶୋଧିତ ତୈଳ ଆମଦାନୀ କମାଇଲା ଭାରତ
ଭୁବନେଶ୍ୱର,୬।୨(ଅନୁରାଧା ମହାରଣା): ରୁଷିଆରୁ ଭାରତକୁ ଅଶୋଧିତ ତୈଳ ଆମଦାନୀ କ୍ରମାଗତ ହ୍ରାସ ପାଇ ୧୨ ମାସ ମଧ୍ୟରେ ଜାନୁଆରୀ ମାସରେ ସର୍ବନିମ୍ନ ସ୍ତରକୁ ଖସି ଆସିଛି। ୨୦୨୩ ମସିହାରେ ଭାରତ ରୁଷିଆରୁ ସର୍ବାଧିକ ଅଶୋଧିତ ତୈଳ କ୍ରୟ କରିଥିଲା। ଏନେଇ ଚଳିତବର୍ଷ ଜାନୁଆରୀ…
ସୋନମଙ୍କ ବିଳାସପୂର୍ଣ୍ଣ ଘର
ନୂଆଦିଲ୍ଲୀ: ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ସୋନମ କପୁର ବିଳାସପୂର୍ଣ୍ଣ ଜୀବନ ଶୈଳୀ ପାଇଁ ସମ୍ବାଦରେ ଅଧିକ ଥାଆନ୍ତି। ମହଙ୍ଗା ପୋଷାକ, କାର କିମ୍ବା ଘର ହେଉ, ସେ ପ୍ରତିଦିନ ନିଜର ବିଳାସପୂର୍ଣ୍ଣ ଜୀବନ ଶୈଳୀକୁ ତାଙ୍କ ପ୍ରଶଂସକଙ୍କୁ ଦେଖାଇଥାନ୍ତି । ଏବେ…
ବିହାର କଂଗ୍ରେସର ୧୬ ବିଧାୟକ ହାଇଦ୍ରାବାଦରେ
ହାଇଦ୍ରାବାଦ୍, ୬।୨: ବିହାରରେ ଭାଜପା ସହ ମିଶି ନୀତୀଶ କୁମାର ନୂଆ ସରକାର ଗଠନ କରିଥିବାବେଳେ ଚଳିତ ଫେବୃଆରୀ ୧୨ ତାରିଖରେ ବିଧାନସଭାରେ ହେବାକୁ ଥିବା ଆସ୍ଥା ଭୋଟରେ ସେ ନିଜର ସଂଖ୍ୟାଗରିଷ୍ଠତା ପ୍ରମାଣ କରିବେ। ତେବେ ଏହି ଆସ୍ଥା ଭୋଟ ପୂର୍ବରୁ…
ଭାରତୀୟଙ୍କୁ ୫ ଗ୍ରାମୀ ଆଓ୍ବାର୍ଡ
ନୂଆଦିଲ୍ଲୀ,୬।୨(ପି.ଟି.): ଲସ୍ ଏଞ୍ଜେଲସ୍ରେ ଅନୁଷ୍ଠିତ ୨୦୨୪ ଗ୍ରାମୀ ଆଓ୍ବାର୍ଡ ଉତ୍ସବରେ ଭାରତୀୟ ସଙ୍ଗୀତକୁ ବଡ଼ ସଫଳତା ମିଳିଛି। ତବଲା ଉସ୍ତାଦ ଜାକିର ହୁସେନ୍, ବଂଶୀବାଦକ ରାକେଶ ଚୌରାସିଆଙ୍କ ସମେତ ୫ ଜଣ ଭାରତୀୟ ସଙ୍ଗୀତକାର ଗ୍ରାମୀ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ହୁସେନଙ୍କୁ ସର୍ବାଧିକ…
ବିରୋଧୀ ଖୁବ୍ଶୀଘ୍ର ଦର୍ଶକ ଗ୍ୟାଲେରିକୁ ଯିବେ: ମୋଦି
ନୂଆଦିଲ୍ଲୀ,୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାରେ ରାଷ୍ଟ୍ରପତିଙ୍କ ଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିବା ଅବସରରେ ଆଗାମୀ ଲୋକ ସଭା ନିର୍ବାଚନରେ ଭାଜପା ନିଶ୍ଚୟ ୩୭୦ ଆସନରେ ଜିତିବା ସହ ଏନ୍ଡିଏ ମେଣ୍ଟ ୪୦୦ ଆସନ ଅତିକ୍ରମ…
ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ପ୍ରସ୍ତୁତି ବୈଠକବେଳେ ହଟ୍ଟଗୋଳ
କୁଜଙ୍ଗ,୬।୨(ମନୋଜ ପ୍ରଧାନ):ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ପାଇଁ କୁଜଙ୍ଗ ବ୍ଲକ ବିଜେଡି ପକ୍ଷରୁ ପ୍ରସ୍ତୁତି ବୈଠକ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ସହପର୍ଯ୍ୟବେକ୍ଷକ ଗିରିଶ ଦାସ ଓ ନିର୍ବାଚନମଣ୍ଡଳୀ ପର୍ଯ୍ୟବେକ୍ଷକ ସନ୍ତୋଷ ବେଜଙ୍କ ଉପସ୍ଥିତିରେ ଆୟୋଜିତ ବୈଠକରେ ଦଳୀୟ କର୍ମୀମାନେ…
ଅପାରଗ ବଢ଼ନ୍ତୁ
ପୃଥିବୀ ବ୍ୟାପୀ ସବୁ ଧର୍ମରେ ସବୁ ସଭ୍ୟତାରେ ବିବାହର ଏକ ସ୍ବତନ୍ତ୍ରତା ରହିଥାଏ। ଭାରତରେ ମଧ୍ୟ ହିନ୍ଦୁ ବିବାହରେ ଏକ ବିଶେଷତ୍ୱ ରହିଛି। ନିକଟରେ ଉତ୍ତରପ୍ରଦେଶ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରାୟୋଜିତ ଗଣ ବିବାହରେ ଯେଉଁ କେଳେଙ୍କାରି ଘଟିଯାଇଛି ତାହା ଏକ…
ପ୍ରମୁଖ ୩ ଦଳରେ ନୂଆମୁହଁ ସମ୍ଭାବନା
କେନ୍ଦ୍ରାପଡ଼ା, ୬ା୨ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଲୋକ ସଭା ଆସନ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପାଇଁ ଗୁରୁତ୍ୱ ରଖୁଛି। ଏଠାରୁ ଅତୀତରେ କଂଗ୍ରେସରୁ ନିତ୍ୟାନନ୍ଦ କାନୁନଗୋ, ପ୍ରଜା ସୋସାଲିଷ୍ଟ ପାର୍ଟିରୁ ସୁରେନ୍ଦ୍ରନାଥ ଦ୍ୱିବେଦୀ, ଉତ୍କଳ କଂଗ୍ରେସରୁ…
ସରକାରୀ ନିଯୁକ୍ତି ପରୀକ୍ଷାରେ ଜାଲିଆତି ରୋକିବାକୁ ବିଲ୍
ନୂଆଦିଲ୍ଲୀ,୬ା୨(ପି.ଟି.):ସରକାରୀ ନିଯୁକ୍ତି ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍, ଜାଲ୍ ଓ୍ବେବ୍ସାଇଟ୍ ଭଳି ବେଆଇନ ଆଚରଣ ରୋକିବା ପାଇଁ କେନ୍ଦ୍ର ସରକାର ସୋମବାର ଲୋକ ସଭାରେ ଏକ ବିଲ୍ ଆଣିଛନ୍ତି। ଏଥିରେ ସର୍ବନିମ୍ନ ୩ ବର୍ଷରୁ ସର୍ବାଧିକ ୫ ବର୍ଷ ପର୍ଯ୍ୟନ୍ତ ଜେଲଦଣ୍ଡ ଏବଂ…
Archives


