ପାଟଣାରେ ଭାଜପା ଖୋଜୁଛି ଦକ୍ଷ ପ୍ରାର୍ଥୀ
କେନ୍ଦୁଝର,୨୫।୩((ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ପାଟଣା ବିଜେଡି ହାତରେ ରହିଥିବା ବେଳେ ଯୁବ ବିଧାୟକ ଜଗନ୍ନାଥ ନାୟକଙ୍କୁ ଆଉ ଥରେ ଦଳ ପ୍ରାର୍ଥୀ କରିବା ସମ୍ଭାବନା ରହିଛି। ବିଜେଡି ଛାଡ଼ି କଂଗ୍ରେସରେ ଯୋଗଦେଇଥିବା ୬ ଥରର…
ଭାଜପାରେ ୫ ଆଶାୟୀ: ଚର୍ଚ୍ଚାରେ ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀ
ଭଦ୍ରକ,୨୫।୩(ସନାତନ ରାଉତ): ଆସନ୍ତା ସାଧାରଣ ନିର୍ବାଚନରେ ମେଣ୍ଟ ଆଲୋଚନାରେ ପୂର୍ଣ୍ଣଛେଦ ପଡ଼ିଥିବା ବେଳେ ଭାଜପା ଓ ବିଜେଡି ଏକାକୀ ନିର୍ବାଚନ ଲଢ଼ିବା ଏକପ୍ରକାର ନିଶ୍ଚିତ ହୋଇଛି। ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ଆଶାୟୀ ସଂଖ୍ୟା ବଢ଼ି ଚାଲିଛି। ଶହୀଦ ଭଗତ ସେନାର…
କୋରାପୁଟ ଲୋକସଭା ଆସନ: ୩ ଆଶାୟୀଙ୍କ ମଧ୍ୟରୁ କାଳୀରାମଙ୍କ ଉପରେ ଆସ୍ଥା ପ୍ରକଟ କଲା ଭାଜପା
ରାୟଗଡ଼ା,୨୪।୩(ଆଶିଷ ରଞ୍ଜନ ପଣ୍ଡା)-ପଞ୍ଚମ ପର୍ଯ୍ୟାୟରେ ରାଜ୍ୟର ବିଭିନ୍ନ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଭାଜପା। କୋରାପୁଟରୁ ଜଣେ ମହିଳାଙ୍କ ସମେତ ୩ ପ୍ରମୁଖ ଆଶାୟୀ ରହିଥିବା ବେଳେ ଭାଜପା ଜାତୀୟ ଆଦିବାସୀ ମୋର୍ଚ୍ଚା ସମ୍ପାଦକ କାଳୀରାମ ମାଝୀଙ୍କ ଉପରେ…
ବୟସ୍କଙ୍କ ପାଇଁ ଆସିବ ଯକ୍ଷ୍ମା ଟିକା
ହାଇଦ୍ରାବାଦ,୨୪।୩ : ଦୂରେଇବ ଯକ୍ଷ୍ମା। ଦେଶରେ ବୟସ୍କଙ୍କ ପାଇଁ ଖୁବ୍ଶୀଘ୍ର ଯକ୍ଷ୍ମା ଟିକା ଉପଲବ୍ଧ ହେବାକୁ ଯାଉଥିବା ଜଣାପଡିଛି। ଭାରତ ବାୟୋଟେକ୍ ଇଣ୍ଟରନ୍ୟାଶନାଲ ଲିଃ ଏହି ଟିକା ଏମ୍ଟିବିଭାକ୍ର କ୍ଲିନିକାଲ ପରୀକ୍ଷା ଆରମ୍ଭ କରିଥିବା ରବିବାର ସୂଚନା ଦେଇଛି। ଏହି ପ୍ରଥମ…
ମୁମ୍ବାଇକୁ ହରାଇଲା ଗୁଜରାଟ
ଅହମ୍ମଦାବାଦ,୨୪।୩: ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)-୨୦୨୪ର ପଞ୍ଚମ ମ୍ୟାଚ୍ରେ ଗୁଜୁରାଟ ଟାଇଟନ୍ସ ୬ ରନ୍ରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଗୁଜରାଟ ଦଳ ୨୦ ଓଭରରେ ୬ ଉଇକେଟ ହରାଇ ୧୬୮ ରନ୍ କରିଥିଲା।…
ଚୋରି ହେଲା ଜେପି ନଡ୍ଡାଙ୍କ ପତ୍ନୀଙ୍କ କାର
ନୂଆଦିଲ୍ଲୀ,୨୪।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ପତ୍ନୀ ମଲ୍ଲିକା ନଡ୍ଡାଙ୍କ କାର ଚୋରି ହେବାର ଖବର ଆସିଛି। ଡ୍ରାଇଭର ଜୋଗିନ୍ଦରଙ୍କ ଅଭିଯୋଗ ଉପରେ ଏଫଆଇଆର ଦାଖଲ କରାଯାଇଛି। ଡ୍ରାଇଭର ସର୍ଭିସିଂ ପାଇଁ ଦିଲ୍ଲୀର ଗୋବିନ୍ଦପୁରୀକୁ କାର ନେଇ ଯାଇଥିଲେ। ମାର୍ଚ୍ଚ…
ଭାଜପାର ୫ମ ତାଲିକାରେ କଙ୍ଗନା ରାନାଓ୍ବତ, ସୀତା ସୋରେନ, ଅରୁଣ ଗୋଭିଲ
ନୂଆଦିଲ୍ଲୀ,୨୪।୩: ଭାଜପା ପକ୍ଷରୁ ରବିବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ୧୧୧ ପ୍ରାର୍ଥୀଙ୍କ ପଞ୍ଚମ ତାଲିକା ପ୍ରକାଶ କରିଛି। ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତଙ୍କୁ ମଧ୍ୟ ଏଥର ଟିକେଟ ଦିଆଯାଇଛି। ସେ ମଣ୍ଡିରୁ ନିର୍ବାଚନ ଲଢିବେ। ସୀତା ସୋରେନଙ୍କୁ ଦୁମକାରୁ…
୨ ଭାଇଙ୍କ ମଧ୍ୟରେ ହାତାହାତି, ଚାଲିଗଲା ବଡ଼ ଭାଇଙ୍କ ଜୀବନ
ଓଡ଼ାପଡ଼ା,୨୪।୩(ରଞ୍ଜିତ ନାୟକ): ଢେଙ୍କାନାଳ ସଦର ଥାନା ଗୁଣଦେଇ ପଞ୍ଚାୟତ ଅଧୀନ କାଉଁରିଆପାଳ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଜମିବାଡ଼ି ସମସ୍ୟାକୁ କେନ୍ଦ୍ର କରି ଦୁଇ ଭାଇଙ୍କ ମଧ୍ୟରେ କଳହ ସହ ହାତାହାତି ହେବା ସମୟରେ ବଡ଼ ଭାଇଙ୍କ ମୃତ୍ୟୁ…
ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ ଝଟ୍କା
ନୂଆଦିଲ୍ଲୀ,୨୪।୩: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ ଝଟକା ଲାଗିଛି। କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ଏମପି ନବୀନ ଜିନ୍ଦଲ ରବିବାର କଂଗ୍ରେସ ଛାଡି ଭାରତୀୟ ଜନତା ପାର୍ଟି (ଭାଜପା) ରେ ଯୋଗ ଦେଇଥିଲେ। ଦଳର ବରିଷ୍ଠ ନେତା…
ମୁମ୍ବାଇ ଇଣ୍ଡିଆନ୍ସ ଆଗରେ ୧୬୯ ରନ୍ର ବିଜୟ ଟାର୍ଗେଟ୍
ଅହମ୍ମଦାବାଦ,୨୪।୩: ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)-୨୦୨୪ର ପଞ୍ଚମ ମ୍ୟାଚ୍ରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ଗୁଜୁରାଟ ଟାଇଟାନ୍ସ ବ୍ୟାଟିଂ କରି…
୫୧ ବର୍ଷ ବୟସରେ ଦ୍ୱିତୀୟ ଥର ପାଇଁ ମା’ ହେଲେ ଏହି ଅଭିନେତ୍ରୀ
ଓ୍ବାଶିଂଟନ: ହଲିଉଡର ପ୍ରସିଦ୍ଧ ଅଭିନେତ୍ରୀ କ୍ୟାମେରନ ଡିଆଜଙ୍କ ଘରେ ପୁଣିଥରେ ଖୁସିର ମୁହୂର୍ତ୍ତ ଆସିଛି। ଅଭିନେତ୍ରୀଙ୍କ ଘରେ କୁଆଁ କୁଆଁ ଡାକ ଶୁଭିଛି। ହଁ, କାମେରନ ପୁଣି ମା’ ହୋଇଛନ୍ତି। ସେ ୫୧ ବର୍ଷ ବୟସରେ ଏକ ସୁନ୍ଦର ପୁତ୍ରକୁ ଜନ୍ମ…
ଜୀ-ସାର୍ଥକରେ ‘ରଙ୍ଗ ମହୋତ୍ସବ’
ଭୁବନେଶ୍ୱର,୨୪।୩: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଜୀ-ସାର୍ଥକର ହୋଲି କାର୍ଯ୍ୟକ୍ରମ ବେଶ୍ ସ୍ମରଣୀୟ ହେବ। ଏପରିକି ପ୍ରଥମଥର ପାଇଁ ଓଡ଼ିଶା ଟେଲିଭିଜନ ଜଗତର ଦର୍ଶକମାନେ ଚଳିତ ବର୍ଷ ହୋଲିରେ ୩ ଘଣ୍ଟାର ଏ ନିଆରା କାହାଣୀ ଦେଖିବାକୁ ପାଇବେ। ଯେଉଁଥିରେ ଜୀ-ସାର୍ଥକର…
Archives


