Home Left

ଇଲେକ୍ଟୋରାଲ ବଣ୍ଡ୍‌ର ଏସ୍‌ଆଇଟି ତଦନ୍ତ ଦାବି

ନୂଆଦିଲ୍ଲୀ,୨୪।୩(ପି.ଟି.): ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଇଲେକ୍ଟୋରାଲ ବଣ୍ଡ୍‌ ପ୍ରସଙ୍ଗର ତଦନ୍ତ କରୁ ବୋଲି କଂଗ୍ରେସ ଦାବି କରିଛି। ଏହି ତ୍ରୁଟିପୂର୍ଣ୍ଣ ଯୋଜନା ପ୍ରିପେଡ୍‌ ଏବଂ ପୋଷ୍ଟପେଡ୍‌ ଲାଞ୍ଚକୁ ସୁନିଶ୍ଚିତ କରିଥିଲା। ଏପରିକି ଚଢ଼ାଉ ପରେ ବ୍ୟାଙ୍କିଙ୍ଗ ଚ୍ୟାନେଲ…

ଡରାଇଲାଣି ତାତି, ୩ ଦିନରେ ୪୦ ଡିଗ୍ରୀ ଛୁଇଁବ ପାରଦ

ଭୁବନେଶ୍ୱର,୨୪।୩(ଅନିଲ ଦାସ): କାଳବୈଶାଖୀ ବର୍ଷା ପରେ ସାରା ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗତ ୨୦ ତାରିଖରେ ଦିନର ସର୍ବୋଚ୍ଚ ତାପମାତ୍ରା ୨୧ରୁ ୨୬ ଡିଗ୍ରୀ ସେଲସିୟସ ମଧ୍ୟରେ ରହିଥିବା ବେଳେ ଗତ ୩ ଦିନ ମଧ୍ୟରେ ଏହା ୧୦ରୁ ୧୨…

ହୀରାକୁଦରେ ବ୍ୟାପୁଛି ଝାଡ଼ାବାନ୍ତି, ଜଣେ ଆକ୍ରାନ୍ତ ମୃତ

ସମ୍ବଲପୁର,୨୪ା୩ (ପ୍ରମୋଦ ବହିଦାର): ସମ୍ବଲପୁରର ଶିଳ୍ପନଗରୀ ହୀରାକୁଦରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ୩ ଦିନ ମଧ୍ୟରେ ଶତାଧିକ ଆକ୍ରାନ୍ତ ହୋଇଛନ୍ତି। ଗୁରୁତର ରୋଗୀଙ୍କୁ ବୁର୍ଲା ଭିମ୍‌ସାରକୁ ସ୍ଥାନାନ୍ତର କରାଯାଇଛି। ଭିମ୍‌ସାର୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ବିଶେଷ କରି…

ବ୍ରାଉନସୁଗାର ର଼୍ୟାକେଟରେ ଶିକ୍ଷିତା ଯୁବତୀ, ପୁଡ଼ିଆ କରି ବିକୁଥିଲେ

ଭୁବନେଶ୍ୱର,୨୪।୩ (ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱରରେ ଘର ଭଡା ନେଇ ଚଳାଇଥିଲେ ବ୍ରାଉନସୁଗାର ବେପାର। ଏଥିରେ ସାମିଲ ଥିଲେ ଶିକ୍ଷିତା ଯୁବତୀ। ମାଷ୍ଟରମାଇଣ୍ଡ ବ୍ରାଉନସୁଗାର ପହଞ୍ଚାଇବା ପରେ ଏହି ଯୁବତୀମାନେ ତାହାକୁ ପୁଡ଼ିଆ କରି ସହରର ବିଭିନ୍ନ ଅଞ୍ଚଳରେ ବିକ୍ରି କରୁଥିଲେ।…

ବିଏସ୍‌ଇଟି ସୋସାଇଟି ସଭାପତି ପଦ ଛାଡ଼ିଲେ ପ୍ରୟାସକାନ୍ତି

ଭଦ୍ରକ,୨୪।୩(ସନାତନ ରାଉତ): ଦୀର୍ଘଦିନ ଧରି ବିବାଦରେ ଥିବା ଭଦ୍ରକ ବରପଦା ସ୍କୁଲ ଅଫ୍‌ ଇଞ୍ଜିନିୟରିଂ ଟେକ୍ନୋଲୋଜି (ବିଏସ୍‌ଇଟି) ସୋସାଇଟି ସଭାପତି ପଦରୁ ପ୍ରୟାସକାନ୍ତି ସାମଲ ଶନିବାର ସନ୍ଧ୍ୟାରେ ଇସ୍ତଫା ଦେଇଛନ୍ତି। ଏନେଇ ଏକ ଖବରଦାତା ସମ୍ମିଳନୀରେ ତାଙ୍କର ଇସ୍ତଫା ଘୋଷଣା କରିବା…

ପ୍ରିୟଙ୍କାଙ୍କ କମ୍‌ବ୍ୟାକ୍‌

ମୁମ୍ବାଇ: ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ବର୍ତ୍ତମାନ ଭାରତରେ ଅଛନ୍ତି। ଏହି ସମୟରେ ସେ ନୂଆ ଚଳଚ୍ଚିତ୍ରକୁ ନେଇ ବି’ଟାଉନ ଆସିଥିବା ଚର୍ଚ୍ଚା ହେଉଛି। ପ୍ରିୟଙ୍କା ଚଳଚ୍ଚିତ୍ର ନିର୍ମାତା ସଞ୍ଜୟ ଭନ୍‌ସାଲୀଙ୍କୁ ଭେଟି ତାଙ୍କର ଅପ୍‌ କମିଂ ଚଳଚ୍ଚିତ୍ରକୁ ନେଇ ଆଲୋଚନା…

ରସେଲ୍‌ଙ୍କ ଅଲରାଉଣ୍ଡ ପ୍ରଦର୍ଶନ, କେକେଆରର ସଂଘର୍ଷପୂର୍ଣ୍ଣ ବିଜୟ

କୋଲକାତା,୨୩ା୩: ସନରାଇଜର୍ସ ହାଇଦ୍ରାବାଦକୁ ସଂଘର୍ଷପୂର୍ଣ୍ଣ ୪ ରନ୍‌ରେ ପରାସ୍ତ କରି ଅଭିଯାନ ଆରମ୍ଭ କରିଛି କୋଲକାତା ନାଇଟ ରାଇଡର୍ସ(କେକେଆର୍‌)। ପ୍ରଥମେ ବ୍ୟାଟିଂ କରି କେକେଆର ୭ ଉଇକେଟରେ ୨୦୮ ରନ୍‌ କରିଥିଲା। ଜବାବରେ ସନରାଇଜର୍ସ ୭ ଉଇକେଟରେ ୨୦୪ ରନ୍‌ କରିଥିଲା।…

ଆଳୁଚପ୍‌ରୁ ବାହାରିଲା ଲୁହା କଣ୍ଟା, ଭାଇରାଲ ହେଉଛି ଫଟୋ

ଦାରିଙ୍ଗବାଡ଼ି,୨୩ା୩(ଅରୁଣ ସାହୁ): ଆଳୁଚପ୍‌ରୁ ଲୁହା କଣ୍ଟା ବାହାରିବା କଥା ଶୁଣିଲେ ମନରେ ଭୟ ଜାତ ହେଉଛି। ମାତ୍ର ଏହା ସତ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିର ଏକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମାର୍କେଟରୁ ନିଆଯାଇଥିବା ଜଳଖିଆ ଦିଆଯାଇଥିଲା। ସେଥିରୁ ଆଳୁଚପ୍‌ରେ ଏକ…

ସ୍ବର୍ଗତ ପିତାଙ୍କ ଋଣ ଶୁଝିବାକୁ ଅନାଥ ପୁଅଙ୍କୁ ସମନ, ହସ୍ତକ୍ଷେପ କରିବାକୁ ରାଷ୍ଟ୍ରପତିଙ୍କୁ ନିବେଦନ

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ମା’ବାପା ଛେଉଣ୍ଡ ଦୁଇ ନାବାଳଙ୍କ ନାମରେ ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ବରଗଡ଼ ଶାଖା ପକ୍ଷରୁ ପିତାଙ୍କ ନାମରେ ଥିବା ଋଣ ଶୁଝିବାକୁ ସମନ ଜାରି କରାଯାଇଛି। ଏ ନେଇ ନାବାଳକ ଦ୍ୱୟ ପତ୍ର ମାଧ୍ୟମରେ ରାଷ୍ଟ୍ରପତି ଓ ଜାତୀୟ ମାନବାଧିକାର…

ଡ୍ରାଇଭିଂ ଲାଇସେନ୍ସ ଫେରାଇବା ପାଇଁ ନେଉଥିଲେ ଲାଞ୍ଚ, ଭିଜିଲାନ୍ସ ହାତରେ ଧରାପଡ଼ିଲେ ସବ୍‌-ଇନ୍ସପେକ୍ଟର

ଭୁବନେଶ୍ୱର,୨୩ା୩: ଲାଞ୍ଚ ନେଇ ଶହୀଦନଗର ଥାନାର ସବ୍‌-ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନ  ଶନିବାର  ଗିରଫ ହୋଇଛନ୍ତି। ଜଣେ ବ୍ୟକ୍ତିଙ୍କଠାରୁ ଜବତ କରିଥିବା ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌) ଫେରାଇ ଦେବା ପାଇଁ ସେ ଲାଞ୍ଚ ନେଉଥିବା ବେଳେ ଧରାପଡ଼ି ଗିରଫ ହୋଇଛନ୍ତି। ଡିଏଲ୍‌ ଫେରାଇ…

Video: ଶେଷ କିଷାନଙ୍କ ଜୀବନୀ ଉପରେ ତିଆରି ହେବ ଫିଲ୍ମ

ଭୁବନେଶ୍ୱର,୨୩।୩: ଯୁବ ବୈଜ୍ଞାନିକ ଡ. ଶେଷ କିଷାନଙ୍କ ଯିବନି ଉପରେ ନିର୍ମାଣ ହେବ ଫିଲ୍ମ। ଶେଷ’ ଉତ୍କଟ ଦାରିଦ୍ରତାର ଶେଷ ସୀମାରୁ ସଂଘର୍ଷ କରି କିପରି ସଫଳ ହୋଇ ପାରିଛନ୍ତି ତାହା ଏହି ସିନେମାରେ ଦର୍ଶକେ ଦେଖିବାକୁ ପାଇବେ। ଫିଲ୍ମର ଟ୍ୟାଗ…

୫ ଦିନ ହେବ ଅନ୍ଧାରରେ ୫୦ରୁ ଊର୍ଦ୍ଧ୍ୱ ପରିବାର

କୋରୁକୋଣ୍ଡା,୨୩ା୩(ଅବିନାଶ ବେହେରା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦାଶିବପୁର ଗ୍ରାମର ୫୦ରୁ ଊର୍ଦ୍ଧ୍ୱ ପରିବାର ଆଜକୁ ୫ ଦିନ ହେବ ଅନ୍ଧାରରେ ରାତ୍ରିଯାପନ କରୁଛନ୍ତି। ଗ୍ରାମବାସୀଙ୍କ କହିବା ଅନୁଯାୟୀ, କିଛିଦିନ ତଳେ ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ଆସିଥିବା ସମୟରେ ଗ୍ରାମରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri