Home Left

ହଜମହୋଇପାରୁ ନ ଥିବା ଦୁଃଖ

ବଦହଜମି ଗୋଟେ ବଡ଼ ସମସ୍ୟା। ଗ୍ୟାସ୍‌ଜନିତ କାରଣରୁ ଧୀରେ ଧୀରେ ଏଇ ରୋଗ ବୟସ ଅନୁପାତରେ ବଢ଼ିବଢ଼ିଚାଲେ। ମଣିଷକୁ କଲବଲକରେ। ଖାଇବାର ଲୋଭକୁ ରୋକିହୁଏନି କି ଖାଇହୁଏନାହିଁ। ଅନେକ ପ୍ରକାର ପ୍ରତିବନ୍ଧକ ଲାଗିଯାଏ। ଇଏ ବଡ଼ ପୀଡ଼ାଦାୟକ ଅବସ୍ଥା। ସାମ୍ନାରେ ସହଜରେ…

ସ୍ତମ୍ଭ ଓ ସ୍ତମ୍ଭ ସାହିତ୍ୟ

ଖବରକାଗଜରେ କୌଣସି ଲେଖକର ଆଲେଖ୍ୟ ଯଦି ସ୍ତମ୍ଭ ରୂପରେ ମୁଦ୍ରିତ ହୋଇ ପ୍ରକାଶ ପାଏ ତାକୁ ସ୍ତମ୍ଭ କୁହାଯାଏ ଓ ସେହି ଲେଖକଙ୍କୁ ସ୍ତମ୍ଭକାର କୁହାଯାଏ। ସାଧାରଣତଃ ସ୍ତମ୍ଭଗୁଡ଼ିକରେ ସମସାମୟିକ ସମାଜର ରାଜନୀତିକ, ଅର୍ଥନୀତିକ, ସାଂସ୍କୃତିକ, ଧାର୍ମିକ ତଥା ବହୁବିଧ ସମସ୍ୟା…

ଲାଟେରାଲ ଏଣ୍ଟ୍ରିରେ ସମସ୍ୟା

ୟୁପିଏସ୍‌ସି ଯୁଗ୍ମ ସଚିବ, ନିର୍ଦ୍ଦେଶକ ଏବଂ ଉପସଚିବ ସ୍ତରରେ ୪୫ଟି ଲାଟେରାଲ ଏଣ୍ଟ୍ରି (ବାହାର କ୍ଷେତ୍ରରୁ ବିଶେଷଜ୍ଞ ଆଣି ସରକାରୀ ପଦବୀରେ ଅବସ୍ଥାପିତ କରିବା ପ୍ରକ୍ରିୟା) ପାଇଁ ବିଜ୍ଞାପନ ପ୍ରକାଶ କରିଥିଲା। ହେଲେ ଏକ ବର୍ଷ ପରେ ସଂରକ୍ଷଣ ଉପରେ ରାଜନୈତିକ…

ଭାରତକୁ ଭେନେଜୁଏଲାର ତେଲ ବିକ୍ରୟ କରିବାକୁ ଆମେରିକା ପ୍ରସ୍ତୁତ, ରଖିଲା ଏଭଳି ସର୍ତ୍ତ…

ଓ୍ବାଶିଂଟନ,୧୦।୧: ଭେନେଜୁଏଲା ଉପରେ ଆକ୍ରମଣ ପରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସେହି ଦେଶର ତେଲ ବିକ୍ରୟ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଟ୍ରମ୍ପ ପ୍ରଶାସନ ସ୍ପଷ୍ଟ କରିଛି ଯେ ଏହା ଭାରତକୁ ଭେନେଜୁଏଲାର ଅଶୋଧିତ ତେଲ ମଧ୍ୟ ବିକ୍ରୟ କରିବ। ହେଲେ…

ଆମେରିକାକୁ କଡ଼ା ଜବାବ ଦେଲା ଭାରତ: ଶୁଣିବା ପରେ ଟ୍ରମ୍ପଙ୍କ ନିଦ ହଜିବ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୦।୧: ଆମେରିକା ଭାରତ ଉପରେ ୫୦୦ ପ୍ରତିଶତ ଟାରିଫ୍‌ ଲାଗୁ କରିବା ନେଇ ଆଲୋଚନା ଜୋର ଧରିଛି। ଏହି ସମୟରେ, ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଆମେରିକାକୁ ଏକ ସ୍ପଷ୍ଟ ଜବାବ ଦେଇଛି। ଭାରତୀୟ ବିବୃତ୍ତିରେ କୁହାଯାଇଛି, “ଆମେ ସ୍ପଷ୍ଟ କରିଦେଇଛୁ…

ଗଡୁଛି ରବି ଚାଷ ସମୟ: ଚାଷୀଙ୍କୁ ମିଳିନି ଖରିଫ୍‌ ଧାନବିକ୍ରି ଟୋକନ

ବରଗଡ଼,୧୦।୧(ପ୍ରେମାନନ୍ଦ ଖମାରୀ):କେନାଲ ପାଣି ଆସିବା ପରେ ହୀରାକୁଦ ଜଳସେଚିତ ବରଗଡ଼ ଜିଲାର ଚାଷୀମାନେ ରବି ଚାଷକାର୍ଯ୍ୟ ଆରମ୍ଭ କରି ଦେଇଥାନ୍ତି। ଅଥଚ ଏପର୍ଯ୍ୟନ୍ତ ଜିଲାର ଚାଷୀଙ୍କ ଖରିଫ୍‌ ଅମଳ ଧାନ ବିକ୍ରି ହେବା ତ ଦୂରର କଥା, ଧାନବିକ୍ରି ପାଇଁ ରାଜ୍ୟ…

ଓସ୍କାର ଦୌଡ଼ରେ କାନ୍ତାରା, ତନ୍ବି ଦି ଗ୍ରେଟ୍‌

ଲସ୍‌ ଏଞ୍ଜେଲ୍ସ,୧୦ା୧: ଚଳିତ ବର୍ଷର ଓସ୍କାର ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର ପାଇଁ ପ୍ରତିଯୋଗିତାରେ ସାମିଲ ହେବାକୁ ଯୋଗ୍ୟତା ଅର୍ଜନ କରିଥିବା ୨୦୧ଟି ଫିଚର ଫିଲ୍ମ ମଧ୍ୟରେ କନ୍ନଡ ଚଳଚ୍ଚିତ୍ର ‘କାନ୍ତାରା: ଏ ଲିଜେଣ୍ଡ- ଚାପ୍ଟର ୧’ ଏବଂ ହିନ୍ଦୀ ଚଳଚ୍ଚିତ୍ର ‘ତନ୍ବି…

ପାଇଖାନା ସଫାରେ ଛାତ୍ରୀଛାତ୍ରଙ୍କୁ ନିୟୋଜନ ଅଭିଯୋଗ : ସେବାଶ୍ରମ ସ୍କୁଲ ଘେରିଲେ ଅଭିଭାବକ

ବରଗଡ଼,୯।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ପ୍ରଧାନପାଲିସ୍ଥିତ ସେବାଶ୍ରମ ସ୍କୁଲରେ କାର୍ଯ୍ୟରତ ଜଣେ ଶିକ୍ଷୟିତ୍ରୀ ଛାତ୍ରୀଛାତ୍ରଙ୍କୁ ସ୍କୁଲ ପରିସରରେ ପାଇଖାନା ସଫା କରିବାରେ ନିୟୋଜିତ କରିଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ପାଇବା ପରେ ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ଶୁକ୍ରବାର ଉକ୍ତ ସେବାଶ୍ରମ…

ଇପିଏଫ୍‌ ସଂଘ ପକ୍ଷରୁ ପେନସନ ବୃଦ୍ଧି ନେଇ ଦାବିପତ୍ର

ନୂଆପଡ଼ା, ୯।୧ (ମକାରୁ ବେମାଲ): ନୂଆପଡ଼ା ଜିଲା ଇପିଏଫ୍‌ ସଂଘ ପକ୍ଷରୁ ପେନସନ ବୃଦ୍ଧି ନେଇ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସଂଘ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୪ ଦଫା ଦାବିପତ୍ର ଅତିରିକ୍ତ ଜିଲାପାଳ ସୁବାଷ…

ଝିଅ ଜନ୍ମ ପରେ ଦେଉଥିଲେ ଯୌତୁକ ନିର୍ଯାତନା, ବାପଘରକୁ ଯିବା ପରେ ଦ୍ୱିତୀୟ ବିବାହ: ଥାନାରେ ସ୍ତ୍ରୀ ଦେଲେ…

ଦିଗପହଣ୍ଡି,୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏନ୍‌.ପୁଷ୍ପା ରେଡ୍ଡୀଙ୍କୁ ତାଙ୍କ ସ୍ବାମୀ ଏନ୍‌. ସୂର୍ଯ୍ୟ ରେଡ୍ଡୀ ଏବଂ ଶାଶୁ, ଶ୍ବଶୁର, ନଣନ୍ଦ ଅଧିକ ଯୌତୁକ ପାଇଁ ଶାରୀରିକ ଓ ମାନସିକ ନିର୍ଯାତନା ଦେଇଥିବା…

ଟ୍ୟୁଶନ ସାରି ଘରକୁ ଫେରୁଥିଲେ ଛାତ୍ରୀଛାତ୍ର: ଅଟୋକୁ ପିଟିଲା ବାଇକ୍‌; ୩ ଦୁର୍ଘଟଣାରେ…

ଭଞ୍ଜନଗର,୯।୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଷଡ଼ଙ୍ଗୀ ପଲ୍ଲୀ ଛକ ନିକଟରେ ଶୁକ୍ରବାର ରାତି ପ୍ରାୟ ୮ ଟାରେ ଏକ ସ୍କୁଲ ଅଟୋ ସହ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାରୁଡ଼ା ଗ୍ରାମର ଜଣେ…

ଘୋଡ଼ାହାଡ଼ ଡ୍ୟାମ୍‌ରେ ଶେଷ ହେଲା କୁମ୍ଭୀର ଗଣନା: କୁମ୍ଭୀର ସଂଖ୍ୟା..

ଦିଗପହଣ୍ଡି,୯ା୧(ଅଶେଷ ନାଥ ମିଶ୍ର): ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ସନ୍ନିି ଖୋଖରଙ୍କ ତତ୍ୱାବଧାନରେ ଦିଗପହଣ୍ଡି ବ୍ଳକ ଖମାରି ଗାଁ ପଞ୍ଚାୟତ ସଂଲଗ୍ନ ଘୋଡ଼ାହାଡ଼ ଡ୍ୟାମରେ ୪ ଦିନ ଧରି ଚାଲିଥିବା କୁମ୍ଭୀର ଗଣନା କାର୍ଯ୍ୟକ୍ରମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri