Home Left

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭: ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ମୋହନ ପଣ୍ଡା। ଢେଙ୍କାନାଳ ଓ କଳାହାଣ୍ଡି ଜିଲାରେ ଡାକ୍ତର କାର୍ଯ୍ୟରେ ଯୋଗ…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି KSCA T20 ୨୦୨୬ରେ କଲ୍ୟାଣୀ ବେଙ୍ଗାଲୁରୁ ବ୍ଲାଷ୍ଟର୍ସ ପାଇଁ ଖେଳି ସେ ଚାପ…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ତାମିଲନାଡୁ ସରକାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ୪୧ଜଣଙ୍କ ପରିବାରକୁ ସରକାରୀ ଚାକିରି…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ ପାଇଛି। ମୁଚବାହାଲ ମେଡିକାଲ ସମ୍ମୁଖ ରାସ୍ତାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ ୩୨ରେ କ୍ରୋଏସିଆକୁ ୨-୧ ଗୋଲରେ ପରାସ୍ତ କରି ପର୍ତ୍ତୁଗାଲ ପରବର୍ତ୍ତୀ ପର୍ଯ୍ୟାୟ (୧୬…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’ ବକ୍ସ ଅଫିସ୍‌ରେ ଭଲ ଆୟ କରିଥିଲା। ନିକଟରେ ମୁକ୍ତିଲାଭ କରିଥିବା ‘ୱେଲକମ ଟୁ…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ କହିଛନ୍ତି ଯେ ରେସିଂ କାରରେ ଇଥାନଲ ବ୍ୟବହାର କରାଯାଏ, ଉଲ୍ଲେଖ କରିଛନ୍ତି ଯେ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା ହୋଇଥିଲେ ବୋଲି ବୃଦ୍ଧଙ୍କ ମୃତ୍ୟୁ ହେବାପରେ ଶବକୁ କେହି ଛୁଇଲେନି। ୧୦ ଘଣ୍ଟା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି, କିନ୍ତୁ ଉଭୟ ବିବାହ ଛାଡପତ୍ରରେ ଶେଷ ହୋଇଛି। ଆମିର ଖାନ ବର୍ତ୍ତମାନ ବ୍ୟକ୍ତିଗତ…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି । ଇରାନ ପ୍ରାୟ ସମସ୍ତ ଆବଶ୍ୟକୀୟ ସର୍ତ୍ତ ଗ୍ରହଣ କରିଛି ବୋଲି ସେ…

ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ଆସିଥିବା ଆରାଘଚିଙ୍କ ସହ ଗାଲିବାଫଙ୍କୁ ହତ୍ୟା କରିବାକୁ ଚାହୁଁଛି ଇସ୍ରାଏଲ! ହତ୍ୟା ଷଡ଼ଯନ୍ତ୍ରର…

ଜେରୁଜେଲମ,୩।୭: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ସାମ୍ନାକୁ ଆସିଛି। ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ ଆମେରିକା ଇରାନ ସହିତ ଏକ ମଧ୍ୟବର୍ତ୍ତୀକାଳୀନ ଶାନ୍ତି ଚୁକ୍ତି ପାଇଁ ଆଲୋଚନା କରୁଥିଲା,…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ): ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ ପ୍ରତିନିଧି ଏବଂ ପ୍ରଶାସନ ତରଫରୁ ବ୍ୟାପକ ସକାରାତ୍ମକ ପ୍ରୟାସ ଆରମ୍ଭ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?