Home Left

‘ଗତାନୁଗତିକ ପନ୍ଥା ନ ଆପଣେଇ ନିଜେ ସୃଜନଶୀଳ ହେବା’

ବ୍ରହ୍ମପୁରସ୍ଥିତ ନିଷ୍ଟ ବିଶ୍ୱବିଦ୍ୟାଳୟ ଦେଶର ଅଗ୍ରଣୀ ଅନୁଷ୍ଠାନ ମଧ୍ୟରୁ ଗୋଟିଏ। ନିଷ୍ଟ ବିଶ୍ୱବିଦ୍ୟାଳୟ ପରିଚାଳନା କରୁଥିବା ଏସ୍‌ଏମ୍‌ ଚାରିଟେବଲ ଟ୍ରଷ୍ଟର ପ୍ରତିଷ୍ଠାତା ଡ. ସୁକାନ୍ତ କିଶୋର ମହାପାତ୍ର ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ସୁପରିଚିତ। ସେ ଏନ୍‌ଆଇଟି ରାଉରକେଲାରୁ ଇଞ୍ଜିନିୟରିଂ ସାରିବା…

ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ହେଲେ ଭକ୍ତ ଦାସ, ହଟିଲେ ବିଜୟ

ଭୁବନେଶ୍ୱର, ୨୨।୩(ସୁନିତ୍‌ ମିଶ୍ର):ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ସାଙ୍ଗଠନିକ ସ୍ତରରେ ବଡ଼ ପରିବର୍ତ୍ତନ କରାଯାଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପ୍ରଚାର କମିଟିର ଅଧ୍ୟକ୍ଷ ନିଯୁକ୍ତ କରିଛି। ଏନେଇ ଗୁରୁବାର ରାତିରେ…

ଶିକ୍ଷକଙ୍କ ମାଡ଼ରେ ନର୍ସରି ଛାତ୍ର ଲହୁଲୁହାଣ

ରାଇଘର,୨୨ା୩(କିରଣ ପଟ୍ଟନାୟକ):ନବରଙ୍ଗପୁର ଜିଲା କୁନ୍ଦେଇ ଥାନା ଅଧୀନ କାନାଡିହି ଗ୍ରାମର ଜଣେ ଛାତ୍ର ସ୍କୁଲ ଶିକ୍ଷକଙ୍କ ମାଡ଼ରେ ଲହୁଲୁହାଣ ହୋଇଛନ୍ତି। ସମ୍ପୃକ୍ତ ଶିକ୍ଷକଙ୍କ ନାମରେ ଛାତ୍ରଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିବା ପରେ ତାଙ୍କୁ ଅଟକ ରଖାଯାଇଥିବା ସୂଚନା ମିଳିଛି।…

ମେଣ୍ଟ ଆଶା ଆହୁରି ବଢିଲା: ଭାଜପାର ୩ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ରହିଲାନି ଓଡ଼ିଶା

ଭୁବନେଶ୍ୱର,୨୨ା୩(ସୁନିତ୍‌ ମିଶ୍ର):ଭାଜପା ରାଜ୍ୟ ନେତୃବୃନ୍ଦ ଗୁରୁବାର ଦିଲ୍ଲୀରୁ ଫେରିଛନ୍ତି। ଦଳର ରାଜ୍ୟ ସଭାପତି ମନମୋହନ ସାମଲ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ମେଣ୍ଟ ସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସବୁ କହିସାରିଛନ୍ତି। ଏଥିରେ କିଛି ଦ୍ୱନ୍ଦ୍ୱ ନାହିଁ। ଯାହା ନିଷ୍ପତ୍ତି…

କେନ୍ଦ୍ରକୁ ଡବଲ୍‌ ଝଟକା

ନୂଆଦିଲ୍ଲୀ,୨୨।୩:ଲୋକ ସଭା ନିର୍ବାଚନକୁ ମାସେରୁ କମ୍‌ ସମୟ ଥିବାବେଳେ ଗୁରୁବାର ଭାରତର ୨ ସର୍ବୋଚ୍ଚ ସାମ୍ବିଧାନିକ ସଂସ୍ଥା ସୁପ୍ରିମକୋର୍ଟ ଏବଂ ନିର୍ବାଚନ କମିଶନ (ଇସିଆଇ)ଙ୍କଠାରୁ କେନ୍ଦ୍ର ସରକାରଙ୍କୁ ବଡ଼ ଝଟ୍‌କା ଲାଗିଛି। ସରକାର ବିରୋଧୀ ଖବରକୁ ଚିହ୍ନଟ କରି ରୋକିବା ସକାଶେ…

୫୬ ବର୍ଷ ଧରି ପେଟରେ ଥିଲା ଶିଶୁ, ଜାଣି ପାରି ନ ଥିଲେ ମହିଳା, ଯେତେବେଳେ ବାହାରକୁ ଅଣାଗଲା ଘଟିଲା ଏମିତି…

ପ୍ରକୃତିର ଖେଳ ପ୍ରକୃତରେ ଅନନ୍ୟ। ଅନେକ ଥର ଏପରି ଘଟଣା ସାମ୍ନାକୁ ଆସିଥାଏ, ଯେକେହି ଶୁଣି ଆଶ୍ଚର୍ଯ୍ୟ ହୋଇଯାଏ। ଏପରି ପରିସ୍ଥିତିରେ ଆମକୁ ସ୍ବୀକାର କରିବାକୁ ପଡ଼ିବ ଯେ, ଦୁନିଆରେ କିଛି ଜିନିଷ ଅଛି; ଯାହା ଉପରେ ଆମର କୌଣସି ନିୟନ୍ତ୍ରଣ…

ହସ୍ପିଟାଲରେ ପଶି ସ୍ବାସ୍ଥ୍ୟକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ

ଦଶମନ୍ତପୁର,୨୧ା୩(ଅରବିନ୍ଦ ନାୟକ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପୋଡ଼ାଗଡ଼ ଉପସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ଘଟିଛି। କୌଣସି କାରଣ ନ ଥାଇ ପୋଡ଼ାଗଡ଼ ଅଞ୍ଚଳର ୩ ଜଣ ଦୁର୍ବୃତ୍ତ ହସ୍ପିଟାଲ ଭିତରେ ପଶି ଜଣେ ସ୍ବାସ୍ଥ୍ୟକର୍ମୀ ଓ ସୁରକ୍ଷାକର୍ମୀଙ୍କୁ ମରଣାନ୍ତକ…

ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣରେ ଅର୍ଥ ହେରଫେର: ଅବସରପ୍ରାପ୍ତ ବିଡିଓ, ପିଇଓଙ୍କୁ ୪ବର୍ଷ ଜେଲ

ଜୟପୁର,୨୧ା୩(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ୍‌ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣରେ ହୋଇଥିବା ଅନିୟମିତତା ନେଇ ଅଭିଯୋଗ ହୋଇଥିଲା। ଏହାକୁ ଭିତ୍ତିକରି ଜୟପୁରସ୍ଥିତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ମାମଲା ରୁଜୁ ହୋଇଥିଲା। ଏହାର ଗୁରୁବାର ଶୁଣାଣି ହୋଇଛି । ସମସ୍ତ ସାକ୍ଷ୍ୟ…

ଚିଟ୍‌ଫଣ୍ଡ ମାମଲାରେ ପୂର୍ବତନ ଏମ୍‌ପି ରାମଚନ୍ଦ୍ର ହାଁସଦାଙ୍କୁ ନୋଟିସ

କଟକ,୨୧ା୩ (କାର୍ତ୍ତିକ ସାହୁ)- ଚିଟ୍‌ଫଣ୍ଡ ମାମଲାରେ ପୂର୍ବତନ ଏମ୍‌ପି ରାମଚନ୍ଦ୍ର ହାଁସଦାଙ୍କୁ ହାଇକୋର୍ଟ ଗୁରୁବାର ନୋଟିସ୍‌ ଜାରି କରିଛନ୍ତି। ଦୁର୍ନୀତି ନିବାରଣ ଆଇନ୍‌ରୁ ହାଁସଦାଙ୍କୁ ଦୋଷମୁକ୍ତ କରାଯିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସିବିଆଇ ପକ୍ଷରୁ ହାଇକୋର୍ଟରେ ଆବେଦନ କରାଯାଇଥିଲା। ହାଇକୋର୍ଟ ଉକ୍ତ…

ଅରବିନ୍ଦ କେଜ୍ରିୱାଲଙ୍କ ଗିରଫ ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦାବି କଲା ଭାଜପା

ନୂଆଦିଲ୍ଲୀ,୨୧।୩: ଗୁରୁବାର ଦିନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଗିରଫ କରିଛି। ଦିଲ୍ଲୀ ହାଇକୋର୍ଟ କେଜ୍ରିୱାଲଙ୍କୁ ଗିରଫଦାରୀରୁ ସୁରକ୍ଷା ଦେବାକୁ ମନା କରିବା ପରେ ଇଡି ତାଙ୍କୁ ଗିରଫ କରିଥିଲା। କେଜ୍ରିୱାଲଙ୍କ ଗିରଫ ଦିଲ୍ଲୀର ଏକ୍ସାଇଜ୍ ପଲିସି…

କଂଗ୍ରେସର ଆର୍ଥତ୍କ ବ୍ୟବସ୍ଥାକୁ ପଙ୍ଗୁ କରିବା ପାଇଁ ମୋଦି ଉଦ୍ୟମ କରିଛନ୍ତି: ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୧।୩: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରାଯିବା ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସରକାରଙ୍କ ଉପରେ କଂଗ୍ରେସ ଜୋର୍‌ଦାର ବର୍ଷିଛି। କଂଗ୍ରେସର ଆର୍ଥତ୍କ ବ୍ୟବସ୍ଥାକୁ ପଙ୍ଗୁ କରିଦେବା ପାଇଁ ପ୍ରଧାନମନ୍ତ୍ରୀ ବ୍ୟବସ୍ଥିତ ଉଦ୍ୟମ…

ନିର୍ବାଚନୀ ବଣ୍ଡ୍‌ ସଂକ୍ରାନ୍ତ ତଥ୍ୟ ସାର୍ବଜନୀନ କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୧।୩: ସର୍ବୋଚ୍ଚ ନ୍ୟାୟାଳୟଙ୍କ ଆଦେଶକୁ ପାଳନ କରି ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ପକ୍ଷରୁ ଯୋଗାଇ ଦିଆଯାଇଥିବା ନିର୍ବାଚନୀ ବଣ୍ଡ୍‌ ସଂକ୍ରାନ୍ତ ତଥ୍ୟକୁ ଆଜି ଭାରତୀୟ ନିର୍ବାଚନ ଆୟୋଗ ‘‘ଯଥା ସ୍ଥିତି’’ ନିଜ ୱେବସାଇଟ୍‌ରେ ଅପଲୋଡ୍‌ କରିଛନ୍ତି । ଏସବିଆଇ ଠାରୁ ମିଳିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri