Home Left

ଓଡ଼ିଶା ପ୍ରଦେଶ କମିଟିକୁ ଭାଙ୍ଗିଲା କଂଗ୍ରେସ

ଭୁବନେଶ୍ୱର,୨୧।୭: ରାଜ୍ୟରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଓଡ଼ିଶା ପ୍ରଦେଶର ସମସ୍ତ କମିଟି ଭଙ୍ଗ କରିଛି ଭାରତୀୟ ଜାତୀୟ କଂଗ୍ରେସ(ଏଆଇସିସି)। ପିସିସି ସମେତ କାର୍ଯ୍ୟକାରୀ କମିଟି, ଜିଲା, ବ୍ଲକ୍‌ ଓ ମଣ୍ଡଳସ୍ତରୀୟ କମିଟି ମଧ୍ୟ ଭାଙ୍ଗିଛି…

ଖର୍ଚ୍ଚ ବଢ଼ୁଛି, ଘରେ ଲାଗି ରହୁଛି କି କଳହ? ବାସ୍ତୁଦୋଷ ହୋଇପାରେ କାରଣ, ଜାଣନ୍ତୁ ପ୍ରତିକାର…

ଅନେକଥର ଏମିତି ହୋଇଥିବ, ଘରେ କୌଣସି ଜିନିଷର ଅଭାବ ନଥିବ, କିନ୍ତୁ କଳହ ସବୁବେଳେ ଲାଗି ରହୁଥିବ। ଏପରିକି ଘରର ଉନ୍ନତି ପଥରେ ବାରମ୍ବାର ବାଧା ଉପୁଜିବା ସହ ରୋଜଗାର ତୁଳନାରେ ଖର୍ଚ୍ଚ ବଢିଯାଉଥିବ, ରୋଗବ୍ୟାଧି ଲାଗି ରହୁଥିବ ଇତ୍ୟାଦି। କୁହାଯାଏ,…

ମୁଖ୍ୟମନ୍ତ୍ରୀଙ୍କ ନିୟନ୍ତ୍ରଣରେ ନାହିଁ ସରକାର, ଏମିତି କାହିଁକି କହିଲେ ଲେଖାଶ୍ରୀ

ଭୁବନେଶ୍ୱର,୨୧।୭: ବିଜୁ ପଟ୍ଟନାୟକକ୍ର କ୍ରୀଡ଼ା ପୁରସ୍କାର ପ୍ରସଙ୍ଗ ନେଇ ବିଜେଡି ନେତ୍ରୀଲେଖାଶ୍ରୀ ସାମନ୍ତସିଂହାର ଖବରଦାତା ସମ୍ମିଳନୀ ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନିୟନ୍ତ୍ରଣରେ ନାହିଁ ସରକାର। ଗୋଟିଏ ପଟେ ବିଜୁ ବାବୁଙ୍କୁ ସମ୍ମାନ ଜଣାଉଛନ୍ତି ଋ଼ଅନ୍ୟପଟେ ବିଜୁ ବାବୁଙ୍କ…

 ବିରୋଧୀଙ୍କ ସହଯୋଗ ଲୋଡିଲେ ବାଚସ୍ପତି

ଭୁବନେଶ୍ୱର,୨୧।୭: ବିଧାନସଭାର ବଜେଟ ଅଧିବେଶନକୁ ନେଇ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଥିଲା। ତେବେ ଏଥିରେ କଂଗ୍ରେସ ଯୋଗ ଦେଇନାହିଁ। ଶୃଙ୍ଖଳିତ ଗୃହକାର୍ଯ୍ୟ ନେଇ ବିରୋଧୀଙ୍କ ସହଯୋଗ ଲୋଡିଛନ୍ତି ବାଚସ୍ପତି। ଏପର୍ଯ୍ୟନ୍ତ କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା…

ଅଗ୍ନିବୀରଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ଡେରାଡୁନ୍‌,୨୧।୭: ଉତ୍ତରାଖଣ୍ଡ ସରକାର ଅଗ୍ନିବୀରଙ୍କୁ ସଂରକ୍ଷଣ ଦେବେ। ରବିବାର ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଏହା ଘୋଷଣା କରିଛନ୍ତି। ଧାମି କହିଛନ୍ତି, ରାଜ୍ୟ ଅଗ୍ନିବୀର କର୍ମଚାରୀଙ୍କୁ ସରକାରୀ ବିଭାଗରେ ନିଯୁକ୍ତି ଦିଆଯିବ ବୋଲି ସରକାର ପୂର୍ବରୁ ନିଷ୍ପତ୍ତି ନେଇଛନ୍ତି।…

ନିପା ଭାଇରସ୍‌ ନେଲା ଆଉ ଏକ ଜୀବନ: ସତର୍କ ସୂଚନା ଜାରି

ଥିରୁଭାନନ୍ତପୁରମ,୨୧।୭: ନିପା ଭାଇରସ କେରଳରେ ଆଉ ଏକ ଜୀବନ ନେଇଛି। ମାଲାପୁରାମ ଜିଲାର ନିପା ଭାଇରସରେ ସଂକ୍ରମିତ ହୋଇଥିବା ଜଣେ ୧୪ ବର୍ଷର ବାଳକର ରବିବାର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ସମୟରେ ମୃତ୍ୟୁ ଘଟିଛି। ସେ ଭେଣ୍ଟିଲେଟରରେ ଥିଲେ। ଏହା…

ଲାଇକ୍, ଭ୍ୟୁ ସାଜିଲା କାଳ, ଲାଇଭ୍ ଭିଡିଓରେ ଉଡ଼ିଗଲା ଇନଫ୍ଲୁଏନ୍ସରଙ୍କ ପ୍ରାଣବାୟୁ

ନୂଆଦିଲ୍ଲୀ,୨୧।୭: ଲାଇଭ୍ ଫିଡରେ [contact-form][contact-field label=”Name” type=”name” required=”true” /][contact-field label=”Email” type=”email” required=”true” /][contact-field label=”Website” type=”url” /][contact-field label=”Message” type=”textarea” /][/contact-form] [contact-form][contact-field label=”Name” type=”name” required=”true” /][contact-field label=”Email” type=”email” required=”true” /][contact-field label=”Website” type=”url” /][contact-field…

ଆଇଏଏସ୍‌ ଉଷା ପାଢୀଙ୍କ ନାଁ ନେଇ କରୁଥିଲେ ଏମିତି ମେସଜ, ପରେ…

ଭୁବନେଶ୍ୱର,୨୧।୭: ଆଇଏଏସ୍‌ ଅଧିକାରୀ ତଥା ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢୀଙ୍କ ନାଁରେ ଫେକ୍‌ ଆଇଡି ଖୋଲି ଟଙ୍କା ମାଗୁଛନ୍ତି ସାଇବର ଠକ୍‌। ଏନେଇ ଆଇଏଏସ୍‌ ପାଢ଼ୀ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। କିଛି…

ଜୀବନକୁ ନେଇ ଏମିତି କହିଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଆରମ୍ଭ ହେଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଶ୍ରୀଲଙ୍କା ଗସ୍ତ ପାଇଁ ଦଳ ଘୋଷଣା ହେବା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ଚର୍ଚ୍ଚାରେ ରହିଛନ୍ତି। ନିଜର କ୍ରୀଡା ପୋଷାକ ବ୍ରାଣ୍ଡ ଲଞ୍ଚ କରିବାକୁ ପ୍ରଥମ ଥର ପାଇଁ ଜନସାଧାରଣଙ୍କ ସମ୍ମୁଖରେ ନଜର ଆସିଥିଲେ ପାଣ୍ଡ୍ୟା। ସ୍ତ୍ରୀ ନତାଶା ଷ୍ଟେକୋଭିଚଙ୍କଠାରୁ ଅଲଗା…

ସର୍ବଦଳୀୟ ବୈଠକରେ କାହିଁକି ଆସିଲାନି କଂଗ୍ରେସ? ବିସ୍ଫୋରକ ବୟାନ ଦେଲେ ତାରା

ଭୁବନେଶ୍ୱର,୨୧।୭: ବିଧାନସଭା ଅଧିବେଶନ ପୂର୍ବରୁ ଆଜି ଶେଷ ହୋଇଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ , ଏବଂ ଶାସକ ଦଳର ମନ୍ତ୍ରୀବୃନ୍ଦ ଉପସ୍ଥିତ ଥିଲେ ।…

ଏଲନ ମସ୍କଙ୍କୁ ପ୍ରଶଂସାରେ ପୋତି ପକାଇଲେ ବିଲ ଗେଟ୍ସ

ଓ୍ବାଶିଂଟନ୍‌,୨୧।୭: ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ ଗେଟ୍ସ ଟେସଲା ତଥା ଏକ୍ସର ମାଲିକ ଏଲନ ମସ୍କଙ୍କୁ ପ୍ରଶଂସା କରିଛନ୍ତି। ଏକ ସାକ୍ଷାତକାରରେ ଜଳବାୟୁ ପରିବର୍ତ୍ତନକୁ ନେଇ ଖୋଲା ମତ ରଖିଥିବା ବିଲ ଗେଟ୍ସ କହିଛନ୍ତି, ଜଳବାୟୁ ପରିବର୍ତ୍ତନ ବିରୋଧରେ ଲଢ଼ିବାରେ ଟେସଲା ଏକ…

ସର୍ବଦଳୀୟ ବୈଠକ ଡାକିଲେ ସରକାର, ଆସିଲାନି କଂଗ୍ରେସ

ଭୁବନେଶ୍ୱର,୨୧।୭: ବିଧାନସଭା ଅଧିବେଶନ ପୂର୍ବରୁ ଆଜି ଶେଷ ହୋଇଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ , ଏବଂ ଶାସକ ଦଳର ମନ୍ତ୍ରୀବୃନ୍ଦ ଉପସ୍ଥିତ ଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?