ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଟଳି ପଡ଼ିଲେ ମାଓବାଦୀ
ମାଲକାନଗିରି,୨୦ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍ମା ଜିଲାରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଜଗରଗୁଣ୍ଡା ଥାନା ଅଞ୍ଚଳର ପାହାଡ଼ ଏବଂ ଜଙ୍ଗଲରେ ମାଓବାଦୀ ସଂଗଠନ ଏରିଆ କମିଟି କର୍ମକର୍ତ୍ତା ଉପସ୍ଥିତି ଖବର ପୋଲିସକୁ ମିଳିବା ପରେ ଏକ ଦଳ ସର୍ଚ୍ଚ…
ଲଗାଣ ବର୍ଷାରେ ଧାନତଳି ନଷ୍ଟ ଆଶଙ୍କାରେ ଚାଷୀ
ନିରାକାରପୁର,୨୦ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୨ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନଜମିରେ ବର୍ଷା ପାଣି ଲହଡ଼ି ଭାଙ୍ଗୁଥିବା ବେଳେ ତଳି କିଆରିରେ ପାଣି ବୁଡି ରହିବା କାରଣରୁ ଗଜା ଧାନ ନଷ୍ଟ…
ପ୍ରଧାନମନ୍ତ୍ରୀ ହେବା ପାଇଁ ରହିଛି କି ଇଛା ? ସମର୍ଥକଙ୍କୁ ଏପରି ପରାମର୍ଶ ଦେଲେ ଗଡ଼କରୀ
ନୂଆଦିଲ୍ଲୀ, ୨୦ା୭: ବିରୋଧୀ ଦଳର ନେତା ତଥା ଦଳର କର୍ମୀମାନେ ଭାରତୀୟ ଜନତା ପାର୍ଟିରେ ପ୍ରଧାନମନ୍ତ୍ରୀ ପଦବୀ ପାଇଁ ପ୍ରତିଦ୍ୱନ୍ଦ୍ୱୀ ଭାବରେ ବିକଳ୍ପ ଭାବରେ କେନ୍ଦ୍ର ମନ୍ତ୍ରୀ ନିତିନ ଗଡ଼କରୀଙ୍କ ନାମ ଅନେକ ଥର ପ୍ରସ୍ତାବ ଦେଇଛନ୍ତି। ବର୍ତ୍ତମାନ ନିତିନ ଗଡ଼କରୀ…
ମାର୍କ୍ୱେଜ ଭାରତୀୟ ଫୁଟ୍ବଲ ଦଳର ମୁଖ୍ୟ କୋଚ୍
ଆଦିଲ୍ଲୀ, ୨୦ା୭: ସ୍ପେନ୍ର ମାନୋଲୋ ମାର୍କ୍ୱେଜ ଭାରତୀୟ ସିନିୟର ପୁରୁଷ ଫୁଟ୍ବଲ ଦଳର ନୂଆ ମୁଖ୍ୟ କୋଚ୍ ଭାବେ ମନୋନୀତ ହୋଇଛନ୍ତି। ବହିଷ୍କୃତ ଇଗର ଷ୍ଟିମାକ୍ଙ୍କ ସ୍ଥାନରେ ତାଙ୍କୁ ଏହି ନିଯୁକ୍ତି ମିଳିଛି। ମାର୍କ୍ୱେଜ ବର୍ତ୍ତମାନ ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)…
IPL 2025ରେ ଧୋନୀଙ୍କ ସ୍ଥାନ ନେବେ ପନ୍ତ, ମୁମ୍ବାଇ ଛାଡ଼ିବେ ରୋହିତ-ସୂର୍ଯ୍ୟକୁମାର; ଆର୍ସିବିରେ ବି…
ନୂଆଦିଲ୍ଲୀ,୨୦।୭: ଆଇପିଏଲ ୨୦୨୫ ପୂର୍ବରୁ ମେଗା ଅକ୍ସନ କରାଯିବ। ଏହି ନିଲାମୀ ଯୋଗୁ ସମସ୍ତ ଦଳରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଗତ ଅକ୍ସନରେ ବରିଷ୍ଠ ଖେଳାଳିଙ୍କୁ ରିଟେନ୍ କରାଯାଉଥିବା ନଜର ଆସିଥିଲେ ହେଁ ୨୦୨୫ରେ ଏଭଳି ହୋଇ ନ ପାରେ।…
ବୈଠକ ପରେ ବିଜେଡି ଦେଲା ବଡ଼ ବୟାନ, କହିଲା ବିଧାନସଭାରେ…
ଭୁବନେଶ୍ୱର,୨୦ା୭: ଶନିବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡିର ବିଧାୟକ ଦଳ ବୈଠକ ବସିଥିଲା। ଉକ୍ତ ବୈଠକରେ ବିଧାୟିକା ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିରୋଧୀ ଦଳ ଉପମୁଖ୍ୟସଚେତକ ବିଧାୟକ ପ୍ରତାପ ଦେବଙ୍କ ସମେତ…
ନିଟ୍ ପ୍ରଶ୍ନପତ୍ର ପ୍ରଘଟ ମାମଲା: ମାଷ୍ଟରମାଇଣ୍ଡ ସମେତ ଦୁଇ ଛାତ୍ର ଗିରଫ କଲା ସିବିଆଇ
ନୂଆଦିଲ୍ଲୀ, ୨୦ା୭: ନିଟ୍ ୟୁଜି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି ସିବିଆଇ। ମାମଲା ସହ ଜଡିତ ଆଉ ତିନି ଜଣଙ୍କୁ ଗିରଫ କରିଛି ସିବିଆଇ, ଯେଉଁଥିରେ ମାମଲାର, ମାଷ୍ଟରମାଇଣ୍ଡ ଶଶିକାନ୍ତ ପାସୱାନ୍ ମଧ୍ୟ ସାମିଲ ଅଛନ୍ତି। ଏହା ବ୍ୟତୀତ…
‘ହେମନ୍ତ ସରକାର ଦେଶର ସବୁଠାରୁ ଦୁର୍ନୀତିଗ୍ରସ୍ତ’: ଅମିତ ଶାହା
ନୂଆଦିଲ୍ଲୀ, ୨୦ା୭: ଆଗକୁ ରାଜ୍ୟରେ ବିଧାନସଭା ନର୍ବାଚନ ଥିବା ବେଳେ ଶନିବାର ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ସରକାର ଉପରେ ସଣ୍ଡୁଆସି ଆକ୍ରମଣ କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ରାଜ୍ୟରେ ଦୁର୍ନୀତି ଚରମ ସୀମାରେ ପହଞ୍ଚିଥିବା ବେଳେ ରାଜ୍ୟର ନକ୍ସା ବଦଳି…
୧୦ ବର୍ଷ ବଡ଼ ଅଭିନେତ୍ରୀ ଶ୍ୱେତା ତିଓ୍ବାରୀଙ୍କୁ ଡେଟ୍ କରୁଛନ୍ତି ଫହମାନ୍? ଖବରକୁ ନେଇ…
ବମ୍ବେ:ଟେଲି ଅଭିନେତା ଫହମାନ୍ ଖାନ୍ ପୁଣି ନିଜ ଡେଟିଂ ଲାଇଫ୍କୁ ନେଇ ଚର୍ଚ୍ଚାରେ। ‘ଇମ୍ଲି’ ଫେମ୍ ଏହି ଅଭିନେତା ନିଜଠାରୁ ଦଶ ବର୍ଷ ବଡ଼ ଶ୍ୱେତା ତିଓ୍ବାରୀଙ୍କୁ ଡେଟ୍ କରୁଥିଲେ। ଏଭଳି କିଛି ଖବର ସାମ୍ନାକୁ ଆସିବା ପରେ ଅଭିନେତା ନିଜେ…
ନିଟ୍ ୟୁଜି’ରେ ଆଶ୍ଚର୍ଯ୍ୟକର ନମ୍ବର: ରାଜକୋଟରେ ୧୨, ସିକରରେ ୮ ବିଦ୍ୟାର୍ଥୀଙ୍କ ୭୦୦ ପାର କଲା ମାର୍କ
ନୂଆଦିଲ୍ଲୀ, ୨୦ା୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ଅନଲାଇନରେ ସହର ଏବଂ ପରୀକ୍ଷା କେନ୍ଦ୍ର ଅନୁଯାୟୀ ନିଟ୍ ୟୁଜି ୨୦୨୪ ଫଳାଫଳ ଅପଲୋଡ୍ କରିବା ପରେ ଆଶ୍ଚର୍ଯ୍ୟକର ସଂଖ୍ୟା ପ୍ରକାଶ ପାଇଛି। ରାଜକୋଟ ପରୀକ୍ଷା କେନ୍ଦ୍ରରେ ୧୨ ଜଣ ଛାତ୍ରଙ୍କ ମାର୍କ…
କୋରାପୁଟରେ ୯୪୩.୧ ମିଲିଲିଟର ବର୍ଷା, କୋଟପାଡ଼ ବ୍ଲକରେ ରେକର୍ଡ ସର୍ବାଧିକ
କୋରାପୁଟ,୨୦ା୭(ଅମିତାଭ ବେହେରା): ଶନିବାର କୋରାପୁଟ ଜିଲାରେ ୯୪୩.୧ ମିଲିମିଟର ବର୍ଷା ହୋଇଥିବା ବେଳେ ଜିଲାର କୋଟପାଡ଼ ବ୍ଲକରେ ସର୍ବାଧିକ ୧୫୮ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି ଜିଲାର କୁନ୍ଦ୍ରା ବ୍ଲକରେ ୭୨.୪ ମିଲିମିଟର, ନନ୍ଦପୁର…
ସୁପ୍ରିମକୋର୍ଟରେ ଶୁଣାଣି ବେଳେ ଏଭଳି ଭୁଲ କରିଦେଲେ ଓକିଲ, ରାଗରେ ବର୍ଷିଲେ CJI ଚନ୍ଦ୍ରଚୂଡ଼
ନୂଆଦିଲ୍ଲୀ,୨୦।୭: ଭାରତର ମୁଖ୍ୟ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୂଡ଼ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ବେଳେ ଜଣେ ଓକିଲଙ୍କ ଉପରେ ବର୍ଷିଛନ୍ତି। ସେ ନେକ୍ବ୍ୟାଣ୍ଡ ନ ପିନ୍ଧି କୋର୍ଟରୁମ୍ରେ ପହଞ୍ଚିଥିଲେ। ଏହାକୁ ନେଇ ଚନ୍ଦ୍ରଚୂଡ଼ ତାଙ୍କୁ କହିଥିଲେ ଯେ ଏହା କୌଣସି ଫ୍ୟାଶନ…

