Home Left

ଏମ୍‌ଜିଏମ୍‌ ସ୍କୁଲ ଅଫ୍‌ ସ୍ପୋଟର୍‌ସରେ ବିଶ୍ୱସ୍ତରୀୟ କ୍ରିକେଟ କୋଚିଂ

ଭୁବନେଶ୍ୱର, ୨୦।୩(ତପନ ସ୍ବାଇଁ): ଓଡ଼ିଶାର ପ୍ରତିଭାସମ୍ପନ୍ନ କ୍ରିକେଟ ଖେଳାଳି ଓ ଅଭିଭାବକଙ୍କ ପାଇଁ ଏକ ଖୁସି ଖବର। ରାଜ୍ୟରେ କ୍ରିକେଟ ପ୍ରତିଭାଙ୍କୁ ମିଳିବ ବିଶ୍ୱସ୍ତରୀୟ କ୍ରିକେଟ କୋଚିଂ। କଟକ ଗୁରୁଡ଼ିଝାଟିଆସ୍ଥିତ କପୁରସିଂଠାରେ ଥିବା ଏମ୍‌ଜିଏମ ସ୍କୁଲ ଅଫ୍‌ ସ୍ପୋଟର୍‌ସରେ ଏହି ସୁବିଧାସୁଯୋଗ…

କେନ୍ଦ୍ରାପଡ଼ା ରାଜନୀତିରେ ମହିଳାଙ୍କ ପ୍ରତିନିଧିତ୍ୱ କମ୍‌

କେନ୍ଦ୍ରାପଡ଼ା, ୨୦ା୩ (ଜଗନ୍ନାଥ ଧଳ): ଓଡ଼ିଶାରେ ୧୬ଥର ବିଧାନସଭା ଓ ୧୭ଥର ଲୋକ ସଭା ଆସନ ପାଇଁ ନିର୍ବାଚନ ହୋଇଛି। ତେବେ କେନ୍ଦ୍ରାପଡ଼ା ଜିଲା ରାଜନୀତିରେ ସାଂସଦ ଓ ବିଧାୟିକା ଭାବେ ମହିଳାଙ୍କୁ କମ୍‌ ପ୍ରତିନିଧିତ୍ୱ ମିଳିଛି। ସ୍ବାଧୀନତା ସଂଗ୍ରାମ, କ୍ରୀଡ଼ା,…

କେନ୍ଦ୍ର ସରକାରଙ୍କ ଯୋଜନାର ପ୍ରଚାରକଲେ

ଉମରକୋଟ, ୨୦।୩(ସନ୍ତୋଷ ଶତପଥୀ): ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ମଙ୍ଗଳବାର ଉମରକୋଟ ଗସ୍ତ କରିଥିଲେ। ସେ ପ୍ରଥମେ ସ୍ଥାନୀୟ ଏକ ଚା’ ଦୋକାନରେ ଦଳୀୟ କର୍ମୀଙ୍କ ସହ ଏକାଠି ଚା’ ପିଇଥିଲେ। ସେଠାରୁ ଏକ ହୋଟେଲରେ ବ୍ୟବସାୟୀମାନଙ୍କ ସହ ଆଲୋଚନା କରିଥିଲେ।…

ଏକାଧିକ ଆଶାୟୀ, ଛକାପଞ୍ଝାରେ ସୁନନ୍ଦା-ବିଶ୍ୱରଞ୍ଜନ

ବରୀ,୨୦ା୩ (ମହେନ୍ଦ୍ର ସ୍ବାଇଁ): ଆସନ୍ତା ଜୁନ ୧ରେ ବରୀ ନିର୍ବାଚନମଣ୍ଡଳୀର ବିଧାନସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଭାଜପା ଓ ବିଜେଡି ମଧ୍ୟରେ ମେଣ୍ଟ ଚିତ୍ର ଅସ୍ପଷ୍ଟ ରହିଥିବା ବେଳେ ଶାସକ ଦଳରେ ପ୍ରାର୍ଥୀ ହେବା ପାଇଁ ଆଶାୟୀଙ୍କ ସଂଖ୍ୟା…

ପରିବେଶର ଥର୍ମୋମିଟର, ଘରଚଟିଆ

କିଚିରିମିଚିରି ହୋଇ ଘର ଅଗଣାରେ ଡେଇଁଥିବା ଛୋଟ ଚଢ଼େଇଟିଏ ଘରଚଟିଆ। ସମସ୍ତଙ୍କୁ ଖୁସି ଦେଇ ନିଜ ଜୀବନରେ ମଜ୍ଜି ରହିଥିବା ଏହି ପ୍ରଜାତି ଏବେ ସଙ୍କଟରେ। ସେମାନଙ୍କ ସୁରକ୍ଷା ଲାଗି ସଚେତନତା ବ୍ୟାପକ କରିବାକୁ ପ୍ରତିବର୍ଷ ମାର୍ଚ୍ଚ ୨୦ ତାରିଖରେ ପାଳିତ…

ଖସିଲା ଶେୟାର ବଜାର

ନୂଆଦିଲ୍ଲୀ,୨୦।୩: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ…

ବଜାରରେ ସାମ୍‌ସଙ୍ଗ୍‌ର ମିଡ୍‌ ପ୍ରିମିୟମ ସେଗ୍‌ମେଣ୍ଟ

ଭୁବନେଶ୍ୱର,୨୦।୩ (ଅଭୟ ଦାଶ): ସାମ୍‌ସଙ୍ଗ୍‌ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଗାଲାକ୍ସି ଏ୫୫ ୫ଜି ଆଣ୍ଡ ଗାଲାକ୍ସି ଏ୩୫ ୫ଜିର ସର୍ବ ଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ସାମ୍‌ସଙ୍ଗ୍‌…

ଆର୍‌ବିଆଇର ଦିନିକିଆ ଟାଉନ୍‌ ହଲ୍‌ ମିଟିଂ

ଭୁବନେଶ୍ୱର,୨୦।୩: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ଆୟୋଜିତ ଏକ ଦିନିକିଆ ଟାଉନ୍‌ ହଲ୍‌ ମିଟିଂ(ବୈଠକ) ମଙ୍ଗଳବାର ବାଲେଶ୍ୱର ଏନ୍‌ଓସିସିଆଇ ବିଜ୍‌ନେସ୍‌ ପାର୍କଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷ କରି ସୂକ୍ଷ୍ମ ଏବଂ ଲଘୁ ଓ ମଧ୍ୟମ ଉଦ୍ୟୋଗୀ…

ଖେଳଣା ଉତ୍ପାଦନରେ ଅଭିବୃଦ୍ଧି

ଭୁବନେଶ୍ୱର,୨୦।୩(ଅନୁରାଧା ମହାରଣା): ବିଶ୍ୱର ଅନେକ ଦେଶରେ ଖେଳବ୍ୟବସାୟ ବହୁ ପରିମାଣରେ ରୋଜଗାର ଏବଂ ପୁଞ୍ଜି ସୃଷ୍ଟି ପାଇଁ ବ୍ୟବହୃତ ହୁଏ। କିଛି ବର୍ଷ ପୂର୍ବେ ଚାଇନାରୁ ଆସୁଥିବା ଖେଳନା ଦ୍ୱାରା ଭାରତର ଚାହିଦା ପୂରଣ ହେଉଥିଲା। ବର୍ତ୍ତମାନ ପରିସ୍ଥିତି ବଦଳିଯାଇଛି। ଭାରତରେ…

ନିର୍ବାଚନରେ ତୂରୀ ଚିହ୍ନ ବ୍ୟବହାର ଲାଗି ପାଓ୍ବାର ଗୋଷ୍ଠୀକୁ ଅନୁମତି

ନୂଆଦିଲ୍ଲୀ,୨୦।୩: ଆଗାମୀ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ଶରଦ ପାଓ୍ବାରଙ୍କ ଗୋଷ୍ଠୀ ଏହାର ନାମ ‘ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି-ଶରଦଚନ୍ଦ୍ର ପାଓ୍ବାର’ ଏବଂ ଦଳୀୟ ଚିହ୍ନ ‘ତୂରୀ ବଜାଉଥିବା ବ୍ୟକ୍ତି’ ବ୍ୟବହାର କରିପାରିବେ। ଏଥିପାଇଁ ସୁପ୍ରିମକୋର୍ଟ ମଙ୍ଗଳବାର ଅନୁମତି ପ୍ରଦାନ କରିଛନ୍ତି।…

ଭାଜପାରେ ଯୋଗଦେଲେ ପୂର୍ବତନ ରାଷ୍ଟ୍ରଦୂତ ସାନ୍ଧୁ

ନୂଆଦିଲ୍ଲୀ,୨୦।୩: ଆମେରିକାରେ ପୂର୍ବରୁ ଭାରତର ପୂର୍ବତନ ରାଷ୍ଟ୍ରଦୂତ ଥିବା ତରନଜିତ୍‌ ସିଂ ସାନ୍ଧୁ ମଙ୍ଗଳବାର ଭାଜପାରେ ଯୋଗଦେଇଛନ୍ତି। ସେ ପଞ୍ଜାବର ଅମୃତସର ଆସନରୁ ଲୋକ ସଭା ପାଇଁ ଲଢ଼ିପାରନ୍ତି ବୋଲି କୁହାଯାଉଛି। ଭାଜପା ସାଧାରଣ ସମ୍ପାଦକ ବିନୋଦ ତାଓ୍ବଡେ ଏବଂ ତରୁନ…

୫ ନ୍ୟାୟ, ୨୫ ଗ୍ୟାରେଣ୍ଟିକୁ କଂଗ୍ରେସର ଫୋକସ୍‌

ନୂଆଦିଲ୍ଲୀ,୨୦।୩: କଂଗ୍ରେସ କାଯର୍ର୍‌ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇ ଲୋକ ସଭା ନିର୍ବାଚନ ପାଇଁ ଦଳର ଇସ୍ତାହାର ସମ୍ପର୍କରେ ବ୍ୟାପକ ବିଚାରବିମର୍ଶ କରାଯାଇଥିଲା। ଏଥିରେ ମୁଖ୍ୟତଃ ୫ ନ୍ୟାୟ ଏବଂ ୨୫ଟି ଗ୍ୟାରେଣ୍ଟିକୁ ଫୋକସ୍‌ କରାଯାଇଥିଲା। ଭାରତ ଯୋଡ଼ୋ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri