‘ଦିନକୁ ମିଳୁଥିଲା ୨୫ ଲକ୍ଷ ଟଙ୍କା…’ କମେଣ୍ଟ୍ରିକୁ ଫେରି ଏଭଳି ଖୁଲାସା କଲେ ସିଦ୍ଧୁ
ନୂଆଦିଲ୍ଲୀ,୧୯।୩: ଦୀର୍ଘ ଏକ ଦଶକ ଧରି କ୍ରିକେଟ୍ କମେଣ୍ଟ୍ରିରୁ ଦୂରରେ ରହିବା ପରେ ପୁଣିଥରେ ଫେରୁଛନ୍ତି ନବଜୋତ ସିଂ ସିଦ୍ଧୁ। ରାଜନୀତିକୁ ବାଏ ବାଏ କହିବା ପରେ ସେ ଆଗାମୀ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍ ୨୦୨୪)ରେ ଷ୍ଟାର ସ୍ପୋଟ୍ସ ପାଇଁ କମେଣ୍ଟ୍ରି…
ପଦରୁ ଇସ୍ତଫା, INDIAରେ ପଶୁପତିଙ୍କ ସାମିଲକୁ ନେଇ ବଢ଼ୁଛି ଚର୍ଚ୍ଚା; ଏଣେ ସୁଯୋଗ ଅପେକ୍ଷାରେ ଲାଲୁ…
ପାଟନା,୧୯।୩: ପୁଣିଥରେ ବିହାର ରାଜନୀତି ସରଗରମ। ଚିରାଗ ପାସଓ୍ବାନ ଏବଂ ପଶୁପତି ପାରସଙ୍କ ମଧ୍ୟରେ ଚାଲିଥିବା ରାଜନୈତିକ ଲଢ଼େଇରେ ବର୍ତ୍ତମାନ ପୁତୁରା ବାଜିମାତ କରିଛନ୍ତି। ସୋମବାର ଭାଜପା ରାଜ୍ୟର ୫ ଆସନ ପୁତୁରା ଚିରାଗଙ୍କୁ ଦେବାର ବାଜି ଖେଳିଥିଲା। ଅର୍ଥାତ ଦାଦା-ପୁତୁରାଙ୍କ…
କାଲି ସରିବ ଯୁକ୍ତ୨ ପରୀକ୍ଷା
ଭୁବନେଶ୍ୱର, ୧୯।୩(ଅସମାପିକା ସାହୁ)- ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାର ଅର୍ଥାତ୍ ଆସନ୍ତାକାଲି ଶେଷ ହେବ। ଶେଷ ଦିନ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ରହିଛି। ଚଳିତ ବର୍ଷ ଗୋଟିଏ ଦିନରେ କଳା,…
ଟି୨୦ ସିରିଜ ଖେଳିବାକୁ ମନା କଲା ଅଷ୍ଟ୍ରେଲିଆ
ସିଡ୍ନୀ,୧୯ା୩: ଆଫଗାନିସ୍ତାରେ ମହିଳା ଏବଂ ବାଳିକାଙ୍କ ଅବସ୍ଥା ବିଗିଡ଼ି ଯାଉଥିବାରୁ ପ୍ରତିବାଦ ସ୍ବରୂପ କ୍ରିକେଟ ଅଷ୍ଟ୍ରେଲିଆ ଏହି ଦେଶ ବିପକ୍ଷରେ ଖେଳାଯିବାକୁ ଥିବା ୩ ମ୍ୟାଚ ବିଶିଷ୍ଟ ଘରୋଇ ଅନ୍ତର୍ଜାତୀୟ ଟି୨୦ ସିରିଜକୁ ବାତିଲ କରିଦେଇଛି। ଆଫଗାନିସ୍ତାରେ ତାଲିବାନମାନେ କ୍ଷମତାକୁ ଆସିବା…
ଦୋଳ ମେଳଣରେ ଜୋର୍ରେ ବାଜିବ ନାହିଁ ଡିଜେ
ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ପରିସରରେ ଦୋଳ ମେଳଣ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା ଦୋଳ ମେଳଣ ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହେବା ନେଇ ପୋଲିସ…
ନଡ଼ିଆ ତୋଳିବା ବେଳେ ଚାଲିଗଲା ଜୀବନ
ବାଲିଗୁଡ଼ା,୧୯।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅଧୀନ ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଅଞ୍ଚଳରେ ଏକ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ନଡ଼ିଆ ତୋଳିବା ବେଳେ ଗଛରୁ ଖସିପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ…
କ୍ଷୁଦ୍ର ଚଳଚ୍ଚିତ୍ର ‘ଦାଦାଜି କା ଥେଲା’ ପାଇଁ ଶିକ୍ଷକ ତରୁଣ କୁମାର ପୁରସ୍କୃତ
କୋରାପୁଟ,୧୯।୩(ଅମିତାଭ ବେହେରା ): ସିଆଇଇଟି, ଏନ୍ସିଆର୍ଟି ନୂଆ ଦିଲ୍ଲୀ ଦ୍ୱାରା ଆୟୋଜିତ ଅଖିଳ ଭାରତୀୟ ଶିଶୁ ଇ- ଶିକ୍ଷଣ ସାମଗ୍ରୀ ପ୍ରତିଯୋଗିତା ୨୦୨୩-୨୪ରେ ଭାଗ ନେଇ ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ କୋରାପୁଟର ଶିକ୍ଷକ ତରୁଣ କୁମାର ଦାଶ ଉଚ୍ଚ ପ୍ରଶଂସିତ…
ସଫଳ ପୁରୁଷ ନିକଟରେ ରହିଥାଏ ଏହି ୪ ଗୁଣ, ସୁଖସମୃଦ୍ଧି ପାଦ ଚୁମେ…
ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଜୀବନରେ ସଫଳତାର ସ୍ବାଦ ଚାଖିବା ଲାଗି ଅନେକ ଉପାୟ ବିଷୟରେ ବର୍ଣ୍ଣନା କରିଛନ୍ତି। ସେଥିରେ ସଫଳ ପୁରୁଷଙ୍କ ନିକଟରେ ଥିବା ୪ ଗୁଣ ବିଷୟରେ କୁହାଯାଇଛି। ଏହି ଗୁଣ ଥିବା ବ୍ୟକ୍ତି କେବେହେଲେ ବିଫଳତାର ସ୍ବାଦ…
ହୋଲିରେ ଏହି ୩ ରାଶିର ରାଜଯୋଗ, ବଦଳିବ ଭାଗ୍ୟ, ମା’ ଲକ୍ଷ୍ମୀ କରିବେ ଧନବର୍ଷା; ଜାଣନ୍ତୁ…
ଚଳିତ ବର୍ଷ ହୋଲିପର୍ବ ମାର୍ଚ୍ଚ ୨୫ରେ ପାଳନ କରାଯିବ। ହୋଲିରେ ମଙ୍ଗଳ ଏବଂ ଶୁକ୍ର କୁମ୍ଭ ରାଶିରେ ମହାଲକ୍ଷ୍ମୀ ରାଜଯୋଗ ଆଣିବାକୁ ଯାଉଛନ୍ତି। ଜ୍ୟୋତିଷଙ୍କ କହିବା ମୁତାବକ ହୋଲିର ଶୁଭ ଅବସରରେ ୩ ରାଶିର ଜାତକଧାରୀଙ୍କ ଭାଗ୍ୟ ବଦଳିପାରେ। -ତୁଳା-ତୁଳା ରାଶିର…
ପୁର୍ବତନ ଏନକାଉଣ୍ଟର ସ୍ପେଶାଲିଷ୍ଟ ପ୍ରଦୀପ ଶର୍ମାଙ୍କୁ ବଡ ଝଟକା
ମୁମ୍ବାଇ,୧୯।୩: ନଭେମ୍ବର ୨୦୦୬ ଲଖନଭୈୟା ନକଲି ଏନକାଉଣ୍ଟର ମାମଲାରେ ୧୨ ଅଭିଯୁକ୍ତଙ୍କୁ ବମ୍ବେ ହାଇକୋର୍ଟ ଟ୍ରାଏଲ କୋର୍ଟର ଦଣ୍ଡାଦେଶ ଶୁଣାଇଛନ୍ତି। ଟ୍ରାଏଲ କୋର୍ଟ ୧୩ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ ଏବଂ ପ୍ରଦୀପ ଶର୍ମାଙ୍କୁ ନିର୍ଦ୍ଦୋଷରେ ଖଲାସ କରିଥିଲେ, କିନ୍ତୁ ହାଇକୋର୍ଟ…
ଆଇପିଏଲ୍ ପୂର୍ବରୁ ନୂଆ ଲୁକ୍ରେ କିଙ୍ଗ୍ କୋହଲି, ‘ଆଇବ୍ରୋ କଟ୍’ ଦେଖି…
ନୂଆଦିଲ୍ଲୀ,୧୯।୩: ଦୀର୍ଘ ଦୁଇ ମାସର ବ୍ୟବଧାନ ପରେ କ୍ରିକେଟ ମଇଦାନକୁ ଫେରିବାକୁ ଯାଉଛନ୍ତି ବିରାଟ କୋହଲି। ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ରେ ଜବରଦସ୍ତ ପ୍ରଦର୍ଶନ ଲାଗି ସେ ପୂରା ପ୍ରସ୍ତୁତ। ଏହା ପୂର୍ବରୁ ତାଙ୍କର ନୂଆ ଲୁକ୍ ସୋସିଆଲ ମିଡିଆରେ ଭାଇରାଲ ହେଉଛି,…
ରାଜନୀତିରେ ଏଣ୍ଟ୍ରି କଲେ ଆଶିଫା ଭୁଟ୍ଟୋ ଜରଦାରୀ
ଇସଲାମାବାଦ,୧୯।୩: ପାକିସ୍ତାନ ରାଷ୍ଟ୍ରପତି ଆସିଫ ଅଲି ଜରଦାରୀଙ୍କ ସାନ ସାନ ଝିଅ ଆଶିଫା ଅଲି ଜରଦାରୀ ପାକିସ୍ତାନ ରାଜନୀତିରେ ପ୍ରବେଶ କରିଛନ୍ତି। ସିନ୍ଧ ପ୍ରଦେଶର ଜାତୀୟ ବିଧାନସଭା ଆସନରେ ଉପ-ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ସେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ସେ…
Archives


