ବନ କର୍ମଚାରୀଙ୍କୁ ଗୁଳି ମାରିଲେ ଶିକାରୀ
ନୀଳଗିରି,୧୯।୩ (ପ୍ରଶାନ୍ତ କୁମାର ବିଶ୍ବାଳ): ବନ କର୍ମଚାରୀଙ୍କୁ ଶିକାରୀଙ୍କ ଗୁଳିମାଡ଼। ଏପରି ଏକ ଅଘଟଣ ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟର ପଞ୍ଚଲିଙ୍ଗେଶ୍ୱର ବିଟ ଅଞ୍ଚଳରେ ଘଟିଛି। ପାଟ୍ରୋଲିଂ ବେଳେ ମୁହାଁମୁହିଁ ହେଲେ ଶିକାରୀ ଓ ବନ…
ସର୍ଫରାଜ, ଜୁରେଲଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ
ନୂଆଦିଲ୍ଲୀ,୧୯ା୩: ବିସିସିଆଇର ଆପେକ୍ସ କାଉନସିଲ୍ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଧ୍ରୁବ ଜୁରେଲ ଓ ସର୍ଫରାଜ ଖାନଙ୍କୁ କେନ୍ଦ୍ରୀୟ ଚୁକ୍ତିରେ ସାମିଲ କରାଯାଇଛି। ଉଭୟ ଖେଳାଳିଙ୍କୁ ସି ଗ୍ରେଡ୍ରେ ସାମିଲ କରାଯାଇଛି। ପୂର୍ବରୁ ଘୋଷଣା କରାଯାଇଥିବା କେନ୍ଦ୍ରୀୟ ଚୁକ୍ତିରେ…
ନିର୍ବାଚନ ପୂର୍ବରୁ ମାୟାବତୀଙ୍କୁ ବଡ଼ ଝଟ୍କା: ଦଳ ଛାଡିଲେ ବରିଷ୍ଠ ନେତା
ଲକ୍ଷ୍ନୌ,୧୯।୩: ଲୋକ ସଭା ନିର୍ବାଚନ ପୂର୍ବରୁ ମାୟାବତୀଙ୍କ ବହୁଜନ ସମାଜ ପାର୍ଟି (ବିଏସପି) ଉତ୍ତରପ୍ରଦେଶରେ ଏକ ବଡ଼ ଝଟ୍କା ଲାଗିଛି। ଉତ୍ତରପ୍ରଦେଶର ଲାଲଗଞ୍ଜ ସଂସଦୀୟ ନିର୍ବାଚନମଣ୍ଡଳୀରୁ ବିଏସପି ଲୋକ ସଭା ଏମ୍ପି ସଂଗୀତା ଆଜାଦ, ତାଙ୍କ ସ୍ବାମୀ ଏବଂ ପୂର୍ବତନ ବିଏସପି…
ଆର୍ସିବି ଟ୍ରେନିଂ କ୍ୟାମ୍ପ୍ରେ କୋହଲି
ବେଙ୍ଗାଲୁରୁ,୧୯ା୩(ପି.ଟି.): ରବିବାର ଭାରତ ପ୍ରତ୍ୟାବର୍ତ୍ତନ କରିଥିବା ସୁପରଷ୍ଟାର ବିରାଟ କୋହଲି ସୋମବାର ଆଇପିଏଲ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି)ର ଟ୍ରେନିଂ କ୍ୟାମ୍ପ୍ରେ ଯୋଗଦେଇଛନ୍ତି। ସୋମବାର କୋହଲି ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅଭ୍ୟାସ କରୁଥିବାର ନଜର ଆସିଥିଲେ। ଆରସିବି ଅଧିନାୟକ ଫାଫ୍ ଡୁ…
ଅଭିଷେକ, ବିଶ୍ୱଭୂଷଣ, ଦିବ୍ୟଶକ୍ତିଙ୍କ ଶତକ
ଭୁବନେଶ୍ୱର,୧୯ା୩(ସରୋଜ ଜେନା): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ଆରମ୍ଭ ହୋଇଥିବା ସିନିୟର ଆନ୍ତଃଜିଲା କଳାହାଣ୍ଡି କପ୍ କ୍ରିକେଟର ଦ୍ୱିତୀୟ ଦିନରେ ଭୁବନେଶ୍ୱର ଏ, ଇକୋର୍ସା, ଖୋର୍ଦ୍ଧା, କଟକ ଏ’ ରାଉରକେଲା ଓ ବାଲେଶ୍ୱର ବିଜୟୀ ହୋଇଛନ୍ତି। ଡାଇମଣ୍ଡ ଏ ଓ…
ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଆଫଗାନିସ୍ତାନ
କାବୁଲ,୧୯।୩: ଆଫଗାନିସ୍ତାନରେ ପାକିସ୍ତାନୀ ଏୟାର ଷ୍ଟ୍ରାଇକକୁ ତାଲିବାନ ମୁହଁତୋଡ ଜବାବ ଦେଇଛି। ତାଲିବାନ ସୈନ୍ୟମାନେ ଡୁରାଣ୍ଡ ଲାଇନ ନିକଟରେ ପାକିସ୍ତାନୀ ସାମରିକ ପୋଷ୍ଟକୁ ଧ୍ୱଂସ କରିଛନ୍ତି। ପ୍ରତିରକ୍ଷା ମନ୍ତ୍ରଣାଳୟର ଉଦ୍ଦେଶ୍ୟରେ ଆଫଗାନିସ୍ତାନ ଗଣମାଧ୍ୟମ ଏହି ଆକ୍ରମଣକୁ ନିଶ୍ଚିତ କରିଛି। ଆଫଗାନିସ୍ତାନ ପ୍ରତିରକ୍ଷା…
ବାଂଲାଦେଶ ସିରିଜ ବିଜୟୀ
ଚିଟ୍ଟାଗଙ୍ଗ, ୧୯ା୩ (ଏପି): ଶ୍ରୀଲଙ୍କା ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚ୍ରେ ବାଂଲାଦେଶ ୪ ଉଇକେଟରେ ବିଜୟ ହାସଲ କରିଛି। ଦଳ ଏଥିସହିତ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ୨-୧ରେ ଜିତି ନେଇଛି। ସୋମବାର ଖେଳାଯାଇଥିବା ଏହି ମ୍ୟାଚରେ ପ୍ରଥମେ…
ଟାଇଟଲ ବଜାୟ ରଖିଲେ ଅଲ୍କାରାଜ
ଇଣ୍ଡିଆନ ଓ୍ବେଲ୍ସ, ୧୯ା୩ (ଏପି): କାର୍ଲୋସ ଅଲ୍କାରାଜ ବିଏନ୍ପି ପାରିବାସ ଓପନ୍ ଟେନିସ ଟାଇଟଲ ବଜାୟ ରଖିଛନ୍ତି। ଫାଇନାଲରେ ସେ ଡାନିଲ ମେଡଭେଡେଭଙ୍କୁ ୭-୬ (୫), ୬-୧ରେ ହରାଇ ଦେଇଛନ୍ତି। ଏହି ଇଭେଣ୍ଟରେ ସେ କ୍ରମାଗତ ଦ୍ୱିତୀୟ ଥର ଫାଇନାଲରେ ମେଡଭେଡେଭଙ୍କୁ…
୮ କୋଟି ଟଙ୍କାର ରାସ୍ତା ୮ ଦିନରେ ଫାଟିଲା
ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲା ଆର୍ ଏଣ୍ଡ ବି ଡିଭିଜନ ତଥା ପୂର୍ତ୍ତ ବିଭାଗ ଅଧୀନରେ ୮ କୋଟି ଟଙ୍କାର ରାମବାଗ-ଛତ୍ରପଡା ରାସ୍ତା କାର୍ଯ୍ୟ ୮ ଦିନ ମଧ୍ୟରେ ଫାଟି ଉଠି ଯାଇଛି ା ଏନେଇ ଅଞ୍ଚଳବାସୀଙ୍କ ପକ୍ଷରୁ ଉଦ୍ବେଗ ପ୍ରକାଶ…
ମୋ ଅଭିଧାନରେ ନାହିଁ ଶବ୍ଦ ବିଲୁପ୍ତ
ଜୀବନ ପାଇଁ ଖାଦ୍ୟ, ବସ୍ତ୍ର ଓ ବାସଗୃହ ନିତାନ୍ତ ଆବଶ୍ୟକ। ଏହାକୁ ଆଧାର କରି ସେ ବାସଗୃହ ନିର୍ମାଣ ଓ ବ୍ୟବସାୟ କ୍ଷେତ୍ରରେ ପାଦ ଥାପିଥିଲେ। କିନ୍ତୁ ଏକ ପରିପୁଷ୍ଟ ଜୀବନ ପାଇଁ ଶିକ୍ଷା ଅପରିହାର୍ଯ୍ୟ। ଏହାଛଡ଼ା ଶିକ୍ଷା ବ୍ୟତିରେକେ ମଣିଷ…
ନିଯୁକ୍ତି, କ୍ଷତିପୂରଣ ଅପେକ୍ଷାରେ ଜମିହରା
ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ଯାଜପୁର ଜିଲା କଳିଙ୍ଗନଗରରେ ନବେ ଦଶକରୁ ବିପୁଳ ପରିମାଣରେ ସରକାରୀ ଓ ସାଧାରଣ ପ୍ରଜାଙ୍କ ଜମି ଅଧିଗ୍ରହଣ କରାଯାଇଛି । ସେହି ସମୟରେ ସାଧାରଣ ପ୍ରଜାଙ୍କ ଜମିର ମୂଲ୍ୟ କମ ଆକଳନ…
ଭାରତୀୟ ବ୍ୟାଙ୍କଗୁଡ଼ିକୁ ସତର୍କ କଲା ଆର୍ବିଆଇ
ଭୁବନେଶ୍ୱର,୧୯।୩: ଦିନକୁ ଦିନ ସାଇବର ଅପରାଧର ଆଶଙ୍କା ବଢ଼ୁଥିବାବେଳେ ଆଗାମୀ ଦିନରେ କେତେକ ଭାରତୀୟ ବ୍ୟାଙ୍କ ଉପରେ ସାଇବର ଆକ୍ରମଣ ବୃଦ୍ଧି ପାଇପାରେ ବୋଲି କେନ୍ଦ୍ରୀୟ ବ୍ୟାଙ୍କ ଆଶଙ୍କା କରୁଛି। ଏନେଇ ଭାରତୀୟ ବ୍ୟାଙ୍କଗୁଡ଼ିକୁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ପକ୍ଷରୁ…
Archives


