Home Left

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ ଷଡ଼ଯନ୍ତ୍ର ରହିଛି। ପ୍ରଥମେ ଡକାୟତିରୁ ହତ୍ୟାକାଣ୍ଡ ବୋଲି କୁହାଯାଇଥିବାବେଳେ ତଦନ୍ତ ପରେ ତାହା…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ ମୃତ ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ଶୋଇଥିଲେ। ସେ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି। ଆମେରିକା ରାଷ୍ଟ୍ରପତି କହିଛନ୍ତି,ଇରାନ ପାଖରେ କୌଣସି ବିକଳ୍ପ ନାହିଁ; ଏହା କେବଳ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା ଏବଂ ୮ଟି ଚୌକା ମାରିଥିଲେ। ତାଙ୍କୁ ପ୍ଲେୟାର ଅଫ ଦି ମ୍ୟାଚ ପୁରସ୍କାର।…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ ବସିଛନ୍ତି। ଇରାନ ସଂସଦର ବାଚସ୍ପତି ତାଙ୍କ ଦଳ ସହିତ ଇସଲାମାବାଦରେ ପହଞ୍ଚିଛନ୍ତି। ଅସୀମ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ ଯୁଦ୍ଧ ଅବା ମନ୍ଦଭରା ଶାନ୍ତି ଦେଖିଛ, ମୋତେ ଟିକେ କହିଲ?“ ମାତ୍ର ବିଡ଼ମ୍ବନାର…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ ପାଲଟିଥିବା ପ୍ରେରଣା ପୁରୁଷ ମହାତ୍ମା ଜ୍ୟୋତିରାଓ ଫୁଲେଙ୍କ ଜନ୍ମବାର୍ଷିକୀ। ଚଳିତ ବର୍ଷ ଏହି…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ ଭିଡିଓ ଭାଇରାଲ ହୋଇଛି। ଏଥିରେ ତାଙ୍କୁ ପଚରାଯାଇଥିଲା ଯେ, ସେ କେଉଁ ଦଳକୁ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ କରୁଛି। ଫଳସ୍ବରୂପ ଜଣେ ବାବୁ ଅନେକ ଦାୟିତ୍ୱରେ କାର୍ଯ୍ୟ କରୁଛନ୍ତି, ଫାଇଲଗୁଡ଼ିକ ଗଦା…

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ ଇରାନୀ ସଂସଦର ବାଚସ୍ପତି ମହମ୍ମଦ ବାଘେର କାଲିବାଫଙ୍କ ନେତୃତ୍ୱରେ ପରିଚାଳିତ ହେଉଛନ୍ତି। ଏହି…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର ଅଭିମୁଖେ ଯାଉଥିବା ଘରୋଇ ବସ (ଲକ୍ଷ୍ମୀ) ସୋହେଲା ଡଙ୍ଗାଘାଟ ନାଲା ପାର ହୋଇ…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ ଲକ୍ଷ୍ୟ ବୋଲି କୁହାଯାଇଥିଲା। ତେବେ କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ କ୍ରୀଡ଼ା ସାମଗ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri