Home Left

ସୁପ୍ତରୁ ସକ୍ରିୟ ହେଲା କଂଗ୍ରେସ

ସମ୍ବଲପୁର,୧୯ା୩(ପ୍ରମୋଦ ବହିଦାର):ସମ୍ବଲପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ କୌଣସି ଦଳ ପକ୍ଷରୁ ପ୍ରାର୍ଥୀଙ୍କ ନାମ ନିଶ୍ଚିତ ହୋଇ ପାରିନାହିଁ। ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ଦଳରେ ଏକାଧିକ ଟିକେଟ୍‌ ଆଶାୟୀ । ତେବେ ନିର୍ବାଚନୀ ଇସ୍ତାହାର ‘କଂଗ୍ରେସର ଗ୍ୟାରେଣ୍ଟି’କୁ…

ପ୍ରାର୍ଥୀ ଚୟନ ନେଇ ଆଗେଇଲେ ବିଜେଡି, ଭାଜପା

ଭୁବନେଶ୍ୱର, ୧୯।୩(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବାର ଦୁଇ ଦିନ ପରେ ବିଜେଡି ଶୀର୍ଷ ନେତୃତ୍ୱ ଲୋକ ସଭା ନିର୍ବାଚନମଣ୍ଡଳୀଓ୍ବାରି ସାଙ୍ଗଠନିକ ଆଲୋଚନା ଆରମ୍ଭ କରିଦେଇଛନ୍ତି। ସୋମବାର ପୂର୍ବାହ୍ନ ୧୧ଟାରେ ନବୀନ ନିବାସରେ ପୁରୀ ଲୋକ ସଭା…

କଳା କଲରାପତରିଆ ବାଘୁଣୀ ସହିତ ଯାଆଁଳା ଛୁଆ: କ୍ୟାମେରାରେ କଏଦ

ଭୁବନେଶ୍ୱର, ୧୯।୩(ଅସମାପିକା ସାହୁ):ରାଜ୍ୟରେ ପୁଣି ଦେଖାଯାଇଛି କଳା କଲରାପତରିଆ ବାଘ। ଏଥର କିନ୍ତୁ ମା’ ସହ ଛୁଆକୁ ଦେଖିବାକୁ ମିଳିଛି। କେନ୍ଦ୍ରୀୟ ଓଡ଼ିଶାର ଏକ ଜଙ୍ଗଲରେ କ୍ୟାମେରାରେ କଏଦ ହୋଇଛି ଏହି ଦୃଶ୍ୟ। ଏକ କଳା କଲରାପତରିଆ ବାଘୁଣୀ ସହିତ ତାର…

୪୫ରୁ ୫୫ କି.ମି. ବେଗରେ ବହିବ ପବନ, କୁଆପଥର ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୯ା୩ (ଅନିଲଦାସ):ଝାଡ଼ଖଣ୍ଡ, ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳ ଦେଇ ଏକ ଟ୍ରପ୍‌ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ଘଡ଼ଘଡ଼ିି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ କୁଆପଥର…

ଓସେପା ଅଫିସ୍‌କୁ ଧସେଇ ପଶିଲେ ଅଭିଭାବକ

ଭୁବନେଶ୍ୱର, ୧୯।୩(ଅସମାପିକା ସାହୁ):ପାରଦର୍ଶୀ ପୋର୍ଟାଲରେ ବହୁ ଘରୋଇ ସ୍କୁଲ୍‌ ପଞ୍ଜୀକରଣ କରୁନାହାନ୍ତି। ଏହା ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ହେଉନି। ଫଳରେ ଗରିବ ପିଲାମାନେ ସରକାରଙ୍କ ମାଗଣା ଗୁଣାତ୍ମକ ଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ଏପରି ଅନିୟମିତତାକୁ ବିରୋଧ କରି ଓଡ଼ିଶା ଅଭିଭାବକ ମହାସଂଘ…

ଶୃଙ୍ଖଳିତ, ଅବାଧ ନିର୍ବାଚନକୁ ଗୁରୁତ୍ୱ

ଭୁବନେଶ୍ୱର,୧୯ା୩(ସୂର୍ଯ୍ୟକାନ୍ତ ବେହେରା):ରାଜ୍ୟରେ ଆସନ୍ତା ମେ ଓ ଜୁନ୍‌ରେ ୪ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହାକୁ ନଜର ରଖି ସୋମବାର ଓଡ଼ିଶା ପୋଲିସ ପକ୍ଷରୁ ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ଭିଡିଓ କନ୍‌ଫରେନ୍ସରେ ପଡୋଶୀ ପଶ୍ଚିମବଙ୍ଗ, ଛତିଶଗଡ ଏବଂ…

ମାଂସ ପାଇଁ ୩ଦିନ ପଡ଼ିରହିଲା ମୃତଦେହ

ବାରିପଦା,୧୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଗାଁର ସମସ୍ତଙ୍କ ଭୋଜି ଭାତରେ ସାମିଲ ହେଉଥିଲେ। ହେଲେ ଜାତିଭାଇଙ୍କୁ ନିଜ ବାହାଘର ଭୋଜି ଦେଲେନି। ଏନେଇ ଗାଁ ଲୋକଙ୍କ ସହ ଲାଗି ରହିଥିଲା ତିକ୍ତତା। ଜାତିପ୍ରଥା ଓ ପରମ୍ପରା ଉଲ୍ଲଂଘନ କରିଥିବା ସମ୍ପୃକ୍ତ ଯୁବକଙ୍କ ମା’ଙ୍କ ମୃତ୍ୟୁ…

ଆର୍‌ସିବି ଟ୍ରେନିଂ କ୍ୟାମ୍ପ୍‌ରେ କୋହଲି

ବେଙ୍ଗାଲୁରୁ,୧୮ା୩(ପି.ଟି.): ରବିବାର ଭାରତ ପ୍ରତ୍ୟାବର୍ତ୍ତନ କରିଥିବା ସୁପରଷ୍ଟାର ବିରାଟ କୋହଲି ସୋମବାର ଆଇପିଏଲ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି)ର ଟ୍ରେନିଂ କ୍ୟାମ୍ପ୍‌ରେ ଯୋଗଦେଇଛନ୍ତି। ସୋମବାର କୋହଲି ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅଭ୍ୟାସ କରୁଥିବାର ନଜର ଆସିଥିଲେ। ଆରସିବି ଅଧିନାୟକ ଫାଫ୍‌ ଡୁ…

ଭୟମୁକ୍ତ ଓଡ଼ିଶା ଜଙ୍ଗଲ, ଦୁଇ ଜାଆଁଳା ଛୁଆଙ୍କୁ ଧରି ଘୁରି ବୁଲୁଛି କଲରାପତରିଆ ବାଘୁଣୀ

ଭୁବନେଶ୍ୱର,୧୮।୩: ପୁଣିଥରେ କ୍ୟାମେରାରେ କଏଦ ହେଲା କଳା କଲରାପତରିଆ। ଓଡ଼ିଶାର ଆଭ୍ୟନ୍ତରୀଣ ଇଲାକାରେ କଳା କଲରାପତରିଆ ବାଘୁଣୀ ସହ ଦୁଇ ଯାଆଁଳା ବାଘ ଛୁଆର ଦୃଶ୍ୟ ବି କଏଦ ହୋଇଛି। କଲରାପତରିଆ ବାଘ ଛୁଆ ମଧ୍ୟରୁ ଗୋଟିଏ ସାଧାରଣ ହୋଇଥିବା ବେଳେ…

ରାଜ୍ୟ ସଭା ସଦସ୍ୟ ଭାବେ ଶପଥ ନେବେ ସଞ୍ଜୟ

ନୂଆଦିଲ୍ଲୀ,୧୮।୩: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାର ଜେଲରେ ଥିବା ଆମ୍‌ ଆଦ୍‌ମୀ ପାର୍ଟି ନେତା ସଞ୍ଜୟ ସିଂ ମଙ୍ଗଳବାର ରାଜ୍ୟ ସଭା ସଦସ୍ୟ ଭାବେ ଶପଥ ଗ୍ରହଣ କରିବେ। ତାଙ୍କୁ ପାର୍ଲାମେଣ୍ଟକୁ ନେବା ପାଇଁ ଦିଲ୍ଲୀର ଏକ…

୧୫ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର: ଗିରଫ ହେଲେ ଡିଏସ୍‌ପି

ଗୁଆହାଟୀ,୧୮।୩: ଆସାମରେ ଜଣେ ନାବାଳିକା ଚାକରାଣୀଙ୍କୁ ବଳାତ୍କାର ଅଭିଯୋଗରେ ଜଣେ ଡିଏସ୍‌ପିଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଡିଏସ୍‌ପି କିରନ ନାଥ ଗୋଲାଘାଟ ଜିଲାର ଲଚିତ ବୋର୍ଫୁକାନ ପୋଲିସ ଏକାଡେମୀରେ ନିଯୁକ୍ତି ହୋଇଥିଲେ। ସେ ନାବାଳିକାଙ୍କୁ ଏକାଧିକ ଥର ଯୌନ ନିର୍ଯାତନା…

ଆଫଗାନିସ୍ତାନ ଉପରେ ଏୟାରଷ୍ଟ୍ରାଇକ୍‌ କଲା ପାକିସ୍ତାନ

ଇସ୍‌ଲାମାବାଦ/କାବୁଲ,୧୮।୩: ପାକିସ୍ତାନ ସୋମବାର ଆଫଗାନିସ୍ତାନ ଉପରେ ଏୟାରଷ୍ଟ୍ରାଇକ୍‌ କରିବାରୁ ୩ ପିଲାଙ୍କ ସମେତ ୮ଜଣଙ୍କ ମୃତ୍ୟୁ ଘଟିଛି। ପାକିସ୍ତାନର ବିଭିନ୍ନ ସହରଗୁଡ଼ିକରେ ଆତଙ୍କବାଦୀ ଆକ୍ରମଣ ବଢ଼ୁଥିବାରୁ ଏନେଇ ଦୁଇ ପଡ଼ୋଶୀ ଦେଶ ମଧ୍ୟରେ କଥା କଟାକଟି ଚାଲିଥିବା ବେଳେ ଇସ୍‌ଲାମାବାଦ ହଠାତ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri