Home Left

ମଣିପୁରରେ ପୁଣି ହିଂସା: ୨ ମୃତ

ଇମ୍ଫାଲ,୩୧।୧: ମଣିପୁରରେ ପୁଣି ହିଂସା ଦେଖାଦେଇଛି। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଭାଜପାର ପୂର୍ବତନ ଯୁବ ସଭାପତିଙ୍କ ସମେତ ପାଞ୍ଚ ଜଣ ଆହତ ହୋଇଥିବା ଜଣାପଡିଛି। ପୋଲିସ ସୂତ୍ର ଅନୁଯାୟୀ, ମୃତ୍ୟୁ ସଂଖ୍ୟା ବଢିପାରେ। ସୂତ୍ରରୁ ପ୍ରକାଶ ଯେ ମଙ୍ଗଳବାର…

ଦର୍ଶକଙ୍କ ନାମରେ ଅଭିଯୋଗ ଆଣିଲେ ଦିବ୍ୟା ଦେଶମୁଖ

ନୂଆଦିଲ୍ଲୀ,୩୧ା୧(ପି.ଟି.): ଭାରତୀୟ ଅନ୍ତର୍ଜାତୀୟ ମାଷ୍ଟର (ଆଇଏମ୍‌) ଦିବ୍ୟା ଦେଶମୁଖ ଦର୍ଶକଙ୍କ ନାମରେ ଏକ ଗୁରୁତର ଅଭିଯୋଗ ଆଣିଛନ୍ତି। ନିକଟରେ ଦିବ୍ୟା ନେଦରଲାଣ୍ଡ୍ସର ଓ୍ବିକ୍‌ ଆନ୍‌ ଜିରେ ଟାଟା ଷ୍ଟିଲ୍‌ ମାଷ୍ଟର୍ସ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିଲେ। ଏହି ଟୁର୍ନାମେଣ୍ଟରେ ଖେଳ ପରିବର୍ତ୍ତେ ତାଙ୍କର…

ସୁପର ସିକ୍ସରେ ଭାରତର ତୃତୀୟ ବିଜୟ

ବ୍ଲୋଏମଫୋଣ୍ଟେନ୍‌,୩୧ା୧: ୧୯ ବର୍ଷରୁ କମ୍‌ ଦିନିକିଆ ବିଶ୍ୱକପରେ ନ୍ୟୁଜିଲାଣ୍ଡକୁ ୨୧୪ ରନ୍‌ରେ ପରାସ୍ତ କରି କ୍ରମାଗତ ଚତୁର୍ଥ ବିଜୟ ହାସଲ କରିଛି ଭାରତ। ମୁଶିର୍‌ ଖାନ୍‌ଙ୍କ କ୍ରମାଗତ ଦ୍ୱିତୀୟ ଶତକ ବଳରେ ଭାରତ ପ୍ରଥମେ ବ୍ୟାଟିଂ କରି ୫୦ ଓଭରରେ ୮…

ନୂଆ-ଓ ନବୀନ ଓଡ଼ିଶା ରାଜ୍ୟସ୍ତରୀୟ ଭଲିବଲ ଉଦ୍‌ଘାଟିତ

ଭୁବନେଶ୍ୱର, ୩୧।୧(ତପନ ସ୍ବାଇଁ): ଓଡ଼ିଶା ଭଲିବଲ ଆସୋସିଏଶନ ସହଯୋଗରେ କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଥିବା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମରେ ନୂଆ-ଓ ନବୀନ ଓଡ଼ିଶା ରାଜ୍ୟସ୍ତରୀୟ ଭଲିବଲ ପ୍ରତିଯୋଗିତା ମଙ୍ଗଳବାର ଉଦ୍‌ଘାଟିତ ହୋଇଛି। କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି…

ଚାଇନା ବିପକ୍ଷରୁ ଭାରତର ଅଭିଯାନ

ଭୁବନେଶ୍ୱର, ୩୧।୧ (ତପନ ସ୍ବାଇଁ): ଏଫ୍‌ଆଇଏଚ୍‌ ମହିଳା ହକି ପ୍ରୋ ଲିଗ୍‌ ଫେବୃଆରୀ ୩ରୁ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ଘରୋଇ ଭାରତ ସମେତ ଚାଇନା, ଆମେରିକା, ନେଦରଲାଣ୍ଡ୍ସ ଓ ଅଷ୍ଟ୍ରେଲିଆ ଆଦି ୫ଟି ଦଳ ଅଂଶଗ୍ରହଣ କରିବେ।…

ଜିଏମ୍‌ ଜୟସନ୍‌ଙ୍କୁ ହରାଇଲେ ପ୍ରିଅଂଶ

ଭୁବନେଶ୍ୱର, ୩୧।୧(ତପନ ସ୍ବାଇଁ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ଅନ୍ତର୍ଜାତୀୟ ଗ୍ରାଣ୍ଡମାଷ୍ଟର୍ସ ଚେସ୍‌ ଫେଷ୍ଟିଭାଲର ଚତୁର୍ଥ ରାଉଣ୍ଡ ଖେଳ ମଙ୍ଗଳବାର ଶେଷ ହୋଇଛି। ଓଡ଼ିଆ ଖେଳାଳି ପ୍ରିଅଂଶ ଦାସ ଚମତ୍କାର ଖେଳ ପ୍ରଦର୍ଶନ କରି ୯୫ତମ ଚାଲ୍‌ରେ…

ରାମରାଜ୍‌ କଟନ୍‌ର ନୂଆ ଚେହେରା ରିଷଭ

ଭୁବନେଶ୍ୱର,୩୧।୧ (ଅଭୟ ଦାଶ): ଦେଶର ଅଗ୍ରଣୀ ପୋଷାକ ବ୍ରାଣ୍ଡ୍‌ ରାମରାଜ୍‌ କଟନ୍‌ ଜଣାଶୁଣା ଫିଲ୍ମ ନିର୍ମିତା ତଥା ଭାରତୀୟ ଅଭିନେତା ରିଷଭ ସେଟ୍ଟୀଙ୍କୁ ବ୍ରାଣ୍ଡ୍‌ର ନୂଆ ଚେହରା (ବ୍ରାଣ୍ଡ ଆମ୍ବାସାଡାର) ଭାବେ ନିଯୁକ୍ତି କରିଛି। ଏପରିକି ସେଟ୍ଟୀ ବ୍ରାଣ୍ଡ୍‌ର ଅଗ୍ରଣୀ ପୋଷାକ…

ଶେୟାର ବଜାର କାରବାରରେ ହ୍ରାସ

ଭୁବନେଶ୍ୱର,୩୧।୧: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ ଷ୍ଟକ୍‌…

ଓଡ଼ିଶା ଗ୍ରାମାଞ୍ଚଳରେ ଆକ୍ସିସ୍‌ ବ୍ୟାଙ୍କର ଅଗ୍ରଗତି

ଭୁବନେଶ୍ୱର,୩୧।୧(ଅନୁରାଧା ମହାରଣା): ଅଗ୍ରଣୀ ଘରୋଇ ବ୍ୟାଙ୍କ ଆକ୍ସିସ୍‌ ବ୍ୟାଙ୍କ ଭାରତ ବ୍ୟାଙ୍କିଙ୍ଗ୍‌ ବ୍ୟବସାୟ ମାଧ୍ୟମରେ ଓଡ଼ିଶାର ଗ୍ରାମୀଣ ଓ ଅର୍ଦ୍ଧ ସହରାଞ୍ଚଳ(ରୁସୁ) ଅଞ୍ଚଳରେ ଅଗ୍ରଗତି କରୁଛି। ସମଗ୍ର ଓଡ଼ିଶାରେ ବ୍ୟାଙ୍କର ୨୧୦ଟି ଶାଖା ରହିଥିବାବେଳେ ଏହାର ୭୦ ପ୍ରତିଶତ ଶାଖା ରୁସୁ…

ବେଦାନ୍ତର ବାର୍ଷିକ ଖଣି ସୁରକ୍ଷା ପକ୍ଷ ଉଦ୍‌ଯାପିତ

ଭୁବନେଶ୍ୱର,୩୧।୧: ବେଦାନ୍ତ ଆଲୁମିନିୟମର ଓଡ଼ିଶା ୟୁନିଟ୍‌ ପକ୍ଷରୁ ନିକଟରେ ଆୟୋଜିତ ବାର୍ଷିକ ଖଣି ସୁରକ୍ଷା ପକ୍ଷ ମଙ୍ଗଳବାର ବିଧିବଦ୍ଧ ଭାବେ ଉଦ୍‌ଯାପିତ ହୋଇଯାଇଛି। ଏପରିକି ଓଡ଼ିଶାର ଜାମକାନିଠାରେ ଚାଲିଥିବା କମ୍ପାନୀର ବାର୍ଷିକ ସୁରକ୍ଷା ପକ୍ଷ କାର୍ଯ୍ୟକ୍ରମରେ ନିରାପତ୍ତାକୁ ଗୁରୁତ୍ୱ ଦେଇ କମ୍ପାନୀ…

ଏଲ୍‌ଆଇସିର ସିଏସ୍‌ଆର୍‌ କାର୍ଯ୍ୟକ୍ରମ

ଭୁବନେଶ୍ୱର,୩୧।୧: ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି)ର ଇଷ୍ଟ ସେଣ୍ଟ୍ରାଲ ଜୋନ୍‌ ପାଟନା(ବିହାର) ପକ୍ଷରୁ ବିହାରର ଲୋକନାୟକ ଜୟପ୍ରକାଶ ନାରାୟଣ ହସ୍ପିଟାଲକୁ ୧୦ଟି ଷ୍ଟ୍ରେଚର ଟ୍ରଲି ଯୋଗାଇ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଏଲ୍‌ଆଇସିର ଇଷ୍ଟ ସେଣ୍ଟ୍ରାଲ ଜୋନ୍‌ ପାଟନା (ବିହାର) ପକ୍ଷରୁ…

ଏଆଇ ପ୍ଲାଟ୍‌ଫର୍ମ ‘ଜିଓ ବ୍ରେନ୍‌’ର ଶୁଭାରମ୍ଭ

ଭୁବନେଶ୍ୱର,୩୧।୧: ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଜିଓ ପ୍ଲାଟ୍‌ଫର୍ମସ୍‌ର ଏକ ନୂତନ ୫ଜି ସମନ୍ବିତ ମେଶିନ୍‌ ଲର୍ନିଂ ଏବଂ କୃତ୍ରିମ ଇଣ୍ଟେଲିଜେନ୍ସ (ଏଆଇ) ପ୍ଲାଟ୍‌ଫର୍ମ ‘ଜିଓ ବ୍ରେନ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଜିଓ ବ୍ରେନ୍‌ ସମସ୍ତ ପ୍ରକାର ଶିଳ୍ପ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri