Home Left

ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର: ଚାଲିଛି ଚିକିତ୍ସା…

କୋରାପୁଟ,୧୮।୭(ଅମିତାଭ ବେହେରା): ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ପ୍ରଥମେ କୋରାପୁଟ ଜୟପୁର ସ୍ଥିତ ଜିଲା ମେଡିକାଲ ରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ଜିଲା ମେଡିକାଲର ଡାକ୍ତର ରତିକାନ୍ତ ଖଟୁଆଙ୍କ ନେତୃତ୍ୱରେ ଏକ…

ଶ୍ରୀଲଙ୍କା ମ୍ୟାଚ ପାଇଁ ଭାରତୀୟ ଦଳ ଘୋଷଣା: ଅଧିନାୟକ ରହିବେ ଏହି ଖେଳାଳି

ନୂଆଦିଲ୍ଲୀ,୧୮।୭: ଶ୍ରୀଲଙ୍କା ବିପକ୍ଷ ଦିନିକିଆ ଏବଂ ଟି -୨୦ ସିରିଜ ପାଇଁ ଭାରତ ଦଳ ଘୋଷଣା କରିଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଟି -୨୦ ଅଧିନାୟକ କରାଯାଇଛି। ଭାରତର ଟି -୨୦ ଦଳ: ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ଶୁବମାନ ଗିଲ (ଉପ-ଅଧିନାୟକ), ଯଶସ୍ବୀ…

ଶ୍ରେୟସ ଆୟରଙ୍କ ପାଇଁ ଡବଲ ଗୁଡ୍‌ ନ୍ୟୁଜ୍‌

ନୂଆଦିଲ୍ଲୀ,୧୮।୭: ଟିମ ଇଣ୍ଡିଆ ଚଳିତ ମାସର ଶେଷ ସପ୍ତାହରେ ଶ୍ରୀଲଙ୍କା ଗସ୍ତ କରିବ। ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଦିନିକିଆ ଏବଂ ଟି-୨୦ ସିରିଜ ଖେଳାଯିବ। ବିସିସିଆଇର ଚୟନ କମିଟି ଏହି ଯାତ୍ରା ପାଇଁ ଶ୍ରେୟସ ଆୟରଙ୍କୁ ଏକ ସୁଯୋଗ ଦେଇପାରେ।…

ଆଇଡି ବିସ୍ଫୋରଣ ପରେ ସର୍ଚ୍ଚ ଅପରେଶନ ଜୋର୍‌ଦାର

ମାଲକାନଗିରି,୧୮।୭(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଗୁରୁବାର ଆଇଡି ବିସ୍ପୋରଣ ଘଟି ୨ଜଣ ଯବାନ ଶହୀଦ ହୋଇଥିବା ବେଳେ ୪ଜଣ ଯବାନ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ମିଳିଥିବା ସୂଚନା ମୁତାବକ, ଛତିଶଗଡ଼ ବିଜାପୁର ଜିଲା ତରେମ…

ନବୀନଙ୍କ ପାୱାରଫୁଲ ଅଫିସରଙ୍କୁ ସିଏମଓରୁ ହଟାଇଲେ ମୋହନ ସରକାର

ଭୁବନେଶ୍ୱର,୧୮।୭: ସିଏମଓରୁ ହଟିଲେ ଆଇଏଏସ ରୁପାରୋଶନ ସାହୁ। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିବା ରୁପାରୋଶନଙ୍କ ବଦଳି ହୋଇଛି। ତାଙ୍କୁ ଏସସି/ଏସଟି ଉନ୍ନୟନ ବିଭାଗ କମିଶନର ତଥା ସଚିବ ଭାବେ ନିଯୁକ୍ତ କରାଯାଇଛି। ପୂର୍ବରୁ ରୁପା ଏହି ବିଭାଗର ଅତିରିକ୍ତ ଦାୟିତ୍ୱ…

ସୃଷ୍ଟି ହେଲା ଲଘୁଚାପ; ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ କହିଲେ ସ୍ୱତନ୍ତ୍ର ରିଲିଫ୍ କମିଶନର

ନୂଆଦିଲ୍ଲୀ,୧୮।୭: ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବା ପରେ ଏହାଦ୍ୱାରା ପ୍ରଭାବିତ ହେବାକୁ ଥିବା ୧୪ ଜିଲାର ଜିଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ଲଘୁଚାପ ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ଅବସ୍ଥିତ ବଙ୍ଗୋପସାଗରର ଗଭୀର ସମୁଦ୍ର ଅଞ୍ଚଳରେ…

ସ୍ନେକ ହେଲ୍ପଲାଇନ ସଦସ୍ୟ ଶୁଭେନ୍ଦୁ ମଲ୍ଲିକ ଦେଲେ ବଡ଼ ସୂଚନା: ଭିତର ରତ୍ନଭଣ୍ଡାରରେ…

ପୁରୀ,୧୮।୭: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ପାଇଁ ଖୋଲିଛି। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ ୧୧ଜଣିଆ ଟିମ୍‌ ଉପସ୍ଥିତିରେ ଆଜି ଭଣ୍ଡାର ଖୋଲାଯାଇଛି। ତେବେ ରତ୍ନଭଣ୍ଡାର ସାପ ଅଛି…

ବାଇକ୍‌କୁ ଚାପି ଦେଲା ଟ୍ରକ: ଚାଲିଗଲା ୨ଯୁବକଙ୍କ ଜୀବନ

ଢେଙ୍କାନାଳ,୧୮।୭: ଢେଙ୍କାନାଳ ଜିଲା ୫୫ ନମ୍ବର ଜାତୀୟ ରାଜପଥ ମୋଟଙ୍ଗା ଥାନା ଚିନ୍ତାପୋଖରୀ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌କୁ ପଛପଟୁ ଧକ୍କା ଦେଇ ଚାପି ଦେବା ଫଳରେ ୨ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ…

ଏଏଫସି ମହିଳା ଚମ୍ପିଆନ୍ସ ଲିଗ୍: ଜୋର୍ଡାନ, ସିଙ୍ଗାପୁର ଦଳ ସହିତ ଓଡ଼ିଶା ଏଫସି

ନୂଆଦିଲ୍ଲୀ,୧୮।୭: ଏଏଫସି ମହିଳା ଚମ୍ପିଆନ୍ସ ଲିଗ୍ ୨୦୨୪-୨୫ ପ୍ରାଥମିକ ପର୍ଯ୍ୟାୟରେ ଓଡ଼ିଶା ଏଫସି ଇଥିଆଡ କ୍ଲବ୍(ଜୋର୍ଡାନ) ଏବଂ ଲାୟନ ସିଟି ସେଲର୍ସ ଏଫସି(ସିଙ୍ଗାପୁର) ସହିତ ଗ୍ରୁପ-ବି ରେ ସ୍ଥାନ ପାଇଛି। ଗୁରୁବାର ମାଲେସିଆର କୁଆଲ ଲାମପୁରରେ ଅନୁଷ୍ଠିତ ଡ୍ର’ରେ ଏହା ଘୋଷଣା…

ଯୁବତୀଙ୍କ ମୁଣ୍ଡରେ ଛୁଞ୍ଚି ଫୁଟାଇଲେ ତାନ୍ତ୍ରିକ, ସାମ୍ନାକୁ ଆସିଲା ଖବର, ଆଉ ତା’ ପରେ…

ବଲାଙ୍ଗୀର,୧୮ା୭(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଇଚଗାଁରେ ଗୁଣିଗାରେଡ଼ିରେ ଜଣେ ଯୁବତୀ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି। ଯୁବତୀଙ୍କ ବାରମ୍ବାର ଦେହ ଭଲ ନ ହେବାରୁ ପରିବାର ଲୋକେ ତାନ୍ତ୍ରିକଙ୍କ ପାଖକୁ ଯାଇଥିଲେ। ତାନ୍ତ୍ରିକ ଜଣକ…

ବିଜେଡିର ଛାୟା କ୍ୟାବିନେଟକୁ ନେଇ ସମୀରଙ୍କ ତେର୍ଚ୍ଛାବାଣ, କହିଲେ ନବୀନ ବାବୁ…

ଭୁବନେଶ୍ୱର,୧୮।୭: ବିଜେଡିର ଛାୟା କ୍ୟାବିନେଟ ଗଠନକୁ ନେଇ ନବୀନ ପଟ୍ଟନାୟକଙ୍କୁ ପୂର୍ବତନ ମନ୍ତ୍ରୀ ସମୀର ଦାଶ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ନବୀନ ସରକାରରେ ମନ୍ତ୍ରୀଙ୍କୁ ଦାୟିତ୍ୱ ମିଳୁ ନ ଥିଲା, ଏବେ ବିଧାୟକଙ୍କୁ ବିଭାଗ ମିଳୁଛି। ନିଜର ଆତ୍ମସନ୍ତୋଷ ପାଇଁ,…

ନୀତୀଶଙ୍କୁ ବଡ଼ ଝଟ୍‌କା: ହାତ ଛାଡିଲେ ଏହି ବଡ଼ ନେତା

ପାଟନା,୧୮।୭: ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ଜେଡିୟୁକୁ ଏକ ବଡ଼ ଝଟ୍‌କା ଦେଇଛନ୍ତି। ଜେଡିୟୁ ନେତା ତଥା ରାଜ୍ୟ ସଚିବ ମହମ୍ମଦ ଇରଫାନ ଗୁରୁବାର ଦିନ ଜେଡିୟୁର ସମସ୍ତ ପଦବୀ ସହିତ ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି ଏବଂ ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?