Home Left

ଏସି ଶେଡ୍‌: ୨ ମାସରେ ବିଦ୍ୟୁତ ବିଲ୍‌ ୧୪.୧୭ ଲକ୍ଷ

ପୁରୀ,୧୮ା୩ (ଅଜିତ୍‌ ମହାନ୍ତି): ଭକ୍ତଙ୍କ ପାଇଁ ବଡ଼ଦାଣ୍ଡରେ ସରକାର ନିର୍ମାଣ କରିଥିବା ଏସି ଶେଡ୍‌ ଏବେ ସମସ୍ତଙ୍କ ଚିନ୍ତାର କାରଣ ପାଲଟିଛି। ଗତ ୨ ମାସରେ ଆସିଥିବା ବିଦ୍ୟୁତ ବିଲ୍‌କୁ ଦେଖି ଲୋକେ ବିସ୍ମୟ ପ୍ରକାଶ କରିଛନ୍ତି। ଏସି ଶେଡ୍‌ରେ ଗତ…

ଲଗାତର ଦ୍ୱିତୀୟ ଫାଇନାଲୂ ହାରିବା ପରେ ଭୋ ଭୋ କାନ୍ଦିଲେ ଅଧିନାୟକ

ନୂଆଦିଲ୍ଲୀ,୧୮।୩: ମହିଳା ପ୍ରିମିୟର ଲିଗ ୨୦୨୪ (ଡବ୍ଲ୍ୟୁପିଏଲ୍‌) ର ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)ଠାରୁ ହାରିଥିଲା। ଏହା ଦିଲ୍ଲୀର ପ୍ରଥମ ନୁହେଁ କିନ୍ତୁ ଫାଇନାଲରେ କ୍ରମାଗତ ଦ୍ୱିତୀୟ ପରାଜୟ। ପ୍ରଥମ ସିଜିନରେ ମଧ୍ୟ ଦିଲ୍ଲୀ ଦଳ…

କ୍ୟାପିଟାଲ ହସ୍ପିଟାଲ ପରିସରରୁ ଉଠୁନି ମେଡିକାଲ ଓ୍ବେଷ୍ଟ

ଭୁବନେଶ୍ୱର, ୧୮।୩ (ବନ୍ଦନା ସେଠୀ): ସ୍ମାର୍ଟସିଟିରେ ପରିମଳ ବ୍ୟବସ୍ଥା ବିଗିଡି ଗଲାଣି। ରାସ୍ତାଘାଟରୁ ଆରମ୍ଭ କରି ଗଳିକନ୍ଦି ପର୍ଯ୍ୟନ୍ତ ସବୁଠି ଆବର୍ଜନା ଗଦା ହୋଇ ରହୁଛି। ସ୍ଥିତି ଏପରି ହେଲାଣି ଯେ ମେଡ଼ିକାଲ ପରିସରରୁ ମଧ୍ୟ ଆବର୍ଜନା ହଟୁନାହିଁ। ରାଜ୍ୟର ଅନ୍ୟତମ…

ତୃତୀୟ ତାଲିକାରେ ଏହି ସବୁ ବଡ଼ ଚେହେରାଙ୍କ ଟିକେଟ୍‌ କାଟିବ ଭାଜପା

ନୂଆଦିଲ୍ଲୀ,୧୮।୩: ଲୋକ ସଭା ନିର୍ବାଚନର ତାରିଖ ଘୋଷଣା କରାଯାଇଛି। ଏଭଳି ପରିସ୍ଥିତିରେ ସାରା ଦେଶରେ ରାଜନୈତିକ ଉତ୍ତାପ ତୀବ୍ର ହୋଇଛି ଏବଂ ସମସ୍ତ ଦଳ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ନିର୍ବାଚନ ଘୋଷଣା ସହିତ ଭାରତୀୟ ଜନତା ପାର୍ଟି ସକ୍ରିୟ ମୋଡରେ ରହିଛି।…

ଖିଲାପକାରୀଙ୍କୁ ସୁହାଇବ ଆଚରଣବିଧି

ଭୁବନେଶ୍ୱର,୧୮।୩ (ବନ୍ଦନା ସେଠୀ): ୨୦୨୩-୨୪ ଆର୍ଥିକ ବର୍ଷର ରାଜସ୍ବ ଆଦାୟ ଲକ୍ଷ୍ୟ ପୂରଣ ନେଇ ଏବେ ବିଏମ୍‌ସି ଅଧିକାରୀ ଚିନ୍ତାରେ। ଆର୍ଥତ୍କ ବର୍ଷ ପୂରିବାକୁ ଆଉ ଅଳ୍ପଦିନ ଥିବାବେଳେ ଏବେସୁଦ୍ଧା ଧାର୍ଯ୍ୟ ଲକ୍ଷ୍ୟର ୫୦% ରାଜସ୍ବ ମଧ୍ୟ ଆଦାୟ ହୋଇପାରିନାହିଁ। ଗୋଟିଏ…

ପାନୀୟଜଳ ପାଇଁ ହନ୍ତସନ୍ତ ପଞ୍ଚାୟତବାସୀ

କଣାସ,୧୮।୩(ବିଭୂତି ଭୂଷଣ ତ୍ରିପାଠୀ): କଣାସ ବ୍ଲକ ଚିଲିକା ଉପକୂଳରେ ଅବସ୍ଥାପିତ ହୋଇଥିବାରୁ ବର୍ଷ ତମାମ ଏଠାରେ ପାନୀୟ ଜଳ ସମସ୍ୟା ଲାଗିରୁହେ। ରୌଦ୍ରତାପ ସମୟରେ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରେ। ସେଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ଏପ୍ରିଲ ୧ରୁ…

ନିଆଁ ବଳୟରେ ନୟାଗଡ଼ ବନଖଣ୍ଡ ଜଙ୍ଗଲ

ନୟାଗଡ଼ ଅଫିସ,୧୮ା୩(ଲୋକନାଥ ମିଶ୍ର): ଜଙ୍ଗଲ ନିଆଁକୁ ଆୟତ କରିବା ପାଇଁ ସରକାର ଅନୁଦାନ ଯୋଗାଇ ଦେଉଛନ୍ତି। ତେବେ ନୟାଗଡ଼ ବନଖଣ୍ଡରେ ମନୁଷ୍ୟକୃତ ନିଆଁର ଭୟାବହତା ଚିନ୍ତାର କାରଣ ପାଲଟିଛି। ଜଙ୍ଗଲରେ ନିଆଁକୁ ରୋକିବାକୁ ବନବିଭାଗର ପଦକ୍ଷେପ କାଟୁ କରୁନି । ଚଳିତ…

୨୫ଦିନରେ ହାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ

ଭୁବନେଶ୍ୱର,୧୮।୩: କାମଧେନୁ ଖଦି ଉଲ ପାନିପଥ ହରିୟାଣା ପକ୍ଷରୁ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆଠାରେ ଏକ ଆନ୍ତଃରାଜ୍ୟ ହାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀର ଆୟୋଜନ କରାଯାଇଛି। ମେଳାରେ ୭୫ରୁ ଅଧିକ ଷ୍ଟଲରେ ଉଭୟ ହାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ଉତ୍ପାଦ ମିଳୁଛି। ପ୍ରତିଦିନ ସନ୍ଧ୍ୟା…

ଟାଟା ଷ୍ଟିଲ୍‌ର ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୮।୩: ଟାଟା ଷ୍ଟିଲ୍‌ର ଫେରୋ ଆଲଏଜ୍‌ ଆଣ୍ଡ୍‌ ମିନେରାଲ୍‌ସ ଡିଭିଜନ୍‌ (ଏଫ୍‌ଏଏମ୍‌ଡି) ପକ୍ଷରୁ ଆୟୋଜିତ ଏକ ଦିନିକିଆ କର୍ମଶାଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଭାରତୀୟ ଖଣି ଇଞ୍ଜିନିୟର ସଂଘ (ଏମ୍‌ଇଏଆଇ)ର ଭୁବନେଶ୍ୱର-ସୁକିନ୍ଦା ଚାପ୍ଟର ପାଇଁ ‘ଭାରତୀୟ ଖଣି ଶିଳ୍ପର ଆହ୍ବାନ…

୫୫୬.୪୯କୋଟିର ପୁଞ୍ଜିନିବେଶ ପ୍ରସ୍ତାବକୁ ଏସ୍‌ଡବ୍ଲ୍ୟୁସିର ଅନୁମୋଦନ

ଭୁବନେଶ୍ୱର,୧୮।୩: ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ୍‌ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୫ମ ସିଙ୍ଗଲ୍‌ ୱିଣ୍ଡୋ କମିଟି(ଏସ୍‌ଡବ୍ଳ୍ୟୁସି) ବୈଠକରେ ମୋଟ ୮୨.୪୨ ମେଗାୱାଟ୍‌ ଅକ୍ଷୟ ଶକ୍ତି ଉପତ୍ାଦନ ପାଇଁ ଆସିଥିବା ୫୫୬.୪୯କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ…

ଖଣି ପାଣିରେ ଡମଶାଳା ବିଷାକ୍ତ

ଯାଜପୁର/କାଳିଆପାଣି(ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୧୮ା୩: ଯାଜପୁର ଜିଲା କାଳିଆପାଣି ଖଣି ଖାଦାନ ମାଲିକମାନେ କେବଳ ନିଜର ଲାଭ ଜଗିବାରେ ବ୍ୟସ୍ତ। ପ୍ରଶାସନର ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଖାଦାନ ପରିସରରୁ ବିଷାକ୍ତ କ୍ରୋମିୟମ ଓ ଅମ୍ଲଯୁକ୍ତ ପାଣି ବାହାରକୁ ଛଡା ଯାଉଛି। ଏଥିରେ ସାଧାରଣ…

ବୈଶାଖୀ ବାଣିଜ୍ୟ ମେଳାରେ ଫ୍ରିଡମ୍‌ର ଆକର୍ଷଣୀୟ ଷ୍ଟଲ୍‌

ଭୁବନେଶ୍ୱର,୧୮।୩: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କଟକ ବୈଶାଖୀ ବାଣିଜ୍ୟ ମେଳାରେ ଫ୍ରିଡମ୍‌ ଅଏଲ ପକ୍ଷରୁ ଏକ ଆକର୍ଷଣୀୟ ଷ୍ଟଲ କରାଯାଇଛି। ଏହି ପରିପ୍ରେକ୍ଷୀରେ ଏକ ଉଦଘାଟନୀ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବିଖ୍ୟାତ ସର୍ଜରି ବିଶେଷଜ୍ଞ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri