ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…
ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା ଗୁଳି । ତେବେ ଏହି ଗୁଳିକାଣ୍ଡରେ ଦୁଇ ଯୁବକ ଗୁରୁତର ହୋଇଥିବା ସୂଚନା…
ଦୂର ହେବ ଚିନ୍ତା! LPG-Petrol ନେଇ ଭାରତ ଆସୁଛି ଆଉ ୩ ଜାହାଜ, ପାର କଲା Strait of Hormuz
ନୂଆଦିଲ୍ଲୀ,୨୪।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମଧ୍ୟରେ ସଂଘର୍ଷ ଏବଂ ହର୍ମୁଜ ପ୍ରଣାଳୀ ବନ୍ଦ ହେବା ଯୋଗୁ ଦେଖାଦେଇଥିବା ରୋଷେଇ ଗ୍ୟାସର ଅଭାବ ପାଇଁ ଏବେ ଆଶ୍ୱସ୍ତି ଆଶା କରାଯାଉଛି। ରିପୋର୍ଟଗୁଡ଼ିକ ସୂଚିତ କରୁଛି ଯେ UAEରୁ ଦୁଇଟି LPG ଜାହାଜ ଏବଂ…
ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….
କଟକ,୨୪।୩: କଟକ ଲିଙ୍କ୍ରୋଡରେ ଥିବା LIC ଅଫିସ୍ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରିନଥିବା ବେଳେ ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁ ଲିଭା କାର୍ଯ୍ୟ…
ଯୁଦ୍ଧରେ ରୁଷିଆର ଏଣ୍ଟ୍ରିକୁ ନେଇ ଏମିତି କହିଲା ୟୁକ୍ରେନ, ସଭିଏଁ ଚକିତ!
କ୍ୱିଭ,୨।୪୩: ପଶ୍ଚିମ ଏସିଆରେ କ୍ରମାଗତ ଭାବରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସକି ଏକ ପ୍ରମୁଖ ଦାବି କରିଛନ୍ତି। ମଙ୍ଗଳବାର, ଜେଲେନ୍ସକି କହିଛନ୍ତି ଯେ ତାଙ୍କ ପାଖରେ ଠୋସ ପ୍ରମାଣ ଅଛି ଯାହା ଦର୍ଶାଉଛି ଯେ ରୁଷିଆ…
ମିଛ କହୁଥିଲେ ଟ୍ରମ୍ପ! ଇରାନର ଦୁଇ ଏନର୍ଜି ପ୍ଲାଣ୍ଟ ଉପରେ ଏୟାରଷ୍ଟ୍ରାଇକ…..
ନୂଆଦିଲ୍ଲୀ,୨୪।୩:ଗୋଟିଏ ପଟେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଂଘର୍ଷର ଅନ୍ତ ହେବାର ସଙ୍କେତ ଦେଉଛନ୍ତି । ଅନ୍ୟପଟେ, ଇରାନ ଆକ୍ରମଣ ସମ୍ପର୍କରେ ଏକ ବଡ଼ ଦାବି କରିଛି । ଇରାନର ଅର୍ଦ୍ଧ-ସରକାରୀ ଖବର ସଂସ୍ଥା – ଯାହା ଇରାନର ଅର୍ଦ୍ଧସାମରିକ ରିଭଲ୍ୟୁସନରୀ…
ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି
ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର ରାତିରେ ଗୋଟିଏ ବୋଲେରୋ ୨ ଗୋଟି ବାଇକ୍ ଚୋରି ଘଟଣା ପରେ ମଙ୍ଗଳବାର…
IPL 2026: କୋଲକାତାର କ୍ୟାପ୍ଟେନ ହେବେକି ରିଙ୍କୁ ସିଂ? KKRକୁ ପରାମର୍ଶ ଦେଲେ….
ନୂଆଦିଲ୍ଲୀ,୨୪।୩: ତିନିଥର ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ପୁଣି ଥରେ ଅଜିଙ୍କ୍ୟ ରାହାଣେଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି । ଗତ ସିଜନରେ କେକେଆରର ଅଧିନାୟକ ନିଯୁକ୍ତ ହୋଇଥିବା ରାହାଣେଙ୍କୁ ପୁଣି ଥରେ ଆଇପିଏଲ ୨୦୨୬ରେ ଏହି ଦାୟିତ୍ୱ ତୁଲାଇବାର…
କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼
ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ ଧୂପ,…
ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ: ଏହି ତାରିଖ ଯାଏ…
ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ ହୋଇଯାଇଛି।ଏହି କାର୍ଯ୍ୟରେ ନିୟୋଜିତ ହେବାକୁ ଥିବା ପରିଗଣନାକାରୀ ଏବଂ…
ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା
ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର ଧରପକଡ ଅଭିଯାନ ଜାରି ରହିଛି । ଚଳିତ ମାସ ୨୧ ରୁ ୩୧…
ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…
ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ ପାର୍ଟିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।ଏନେଇ ସେ ପ୍ରଦେଶ କଂଗ୍ରେସ କମିଟି…
ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…
ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ ଏବଂ ସ୍ଥାନୀୟ ଗ୍ରାମବାସୀଙ୍କ ମଧ୍ୟରେ ଅଶାନ୍ତି ଦେଖାଦେଇଛି। ସିଜିମାଳୀ ଖଣି ପ୍ରକଳ୍ପ ଦ୍ୱାରା…
Archives


