Home Left

‘ମୋ ପତ୍ନୀ ବି ଚିତ୍କାର କରିବାକୁ ଲାଗିଲେ’, ବୈଭବଙ୍କ ସହ ଏମିତି କ’ଣ ହେଲା? ପ୍ରଶ୍ନ ଉଠାଇଲେ ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୧୫।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ T20 ମ୍ୟାଚ ଆରମ୍ଭ ହେବାକୁ ଯାଉଛି। ତେବେ ଏହା ପୂର୍ବରୁ ପ୍ରଥମ T20ରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନ୍‌ରୁ ବାଦ୍‌ ଦିଆଯିବାକୁ ନେଇ ବଡ଼ ପ୍ରଶ୍ନ ଉଠିଛି। ଭାରତର ପୂର୍ବତନ ଓପନର୍‌ କୃଷ୍ଣମାଚାରୀ…

ଭାରତୀୟ କ୍ରିକେଟ ପାଇଁ ସୁନୀଲ ଗାଭାସ୍କରଙ୍କ ବଡ଼ ଅନୁରୋଧ; କଲେ ଏମିତି ଦାବି

ନୂଆଦିଲ୍ଲୀ,୧୫।୯: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଏକ ସୁବର୍ଣ୍ଣଯୁଗ ଦେଇ ଗତି କରୁଛି ଏବଂ ବିଶ୍ୱ କ୍ରିକେଟରେ ଏହାର ପ୍ରଭାବଶାଳୀ ସ୍ଥିତି ରହିଛି; ତଥାପି, ପୂର୍ବତନ କିମ୍ବଦନ୍ତୀ ଖେଳାଳି ସୁନୀଲ ଗାଭାସ୍କର କିଛି ତ୍ରୁଟି ଚିହ୍ନଟ କରିବା ସହ ସେଗୁଡ଼ିକ ସମ୍ପର୍କରେ…

ଦଧିବାମନ ମନ୍ଦିରରେ ଲାଗି ହେଲା ନବାନ୍ନ, ଇଷ୍ଟ ଦେବୀଙ୍କ ପାଖରେ ଅର୍ପଣ କରି…

ଭବାନୀପାଟଣା,୧୫।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ସହରର ସର୍ବ ପୁରାତନ ଦଧିବାମନ ଜୀଉଙ୍କ ମନ୍ଦିରରେ ନବାନ୍ନ ଲାଗି ହୋଇଛି । ପୂର୍ବ ନିର୍ଦ୍ଧାରିତ ଲଗ୍ନ ଅନୁଯାୟୀ ମଙ୍ଗଳ ସକାଳ ୯ଟା ୪୯ ମିନିଟରେ ନବାନ୍ନ (ନୂଆ) ଲାଗିଛି। ଏହା…

ଦିନକୁ କେତେ କୋଟି ରୋଜଗାର କରନ୍ତି ବୈଭବ? ୧୫ ବର୍ଷର ଷ୍ଟାରଙ୍କ ଆୟ ଜାଣିଲେ ଉଡ଼ିଯିବ ହୋସ!

ନୂଆଦିଲ୍ଲୀ,୧୫।୯: ଭାରତୀୟ କ୍ରିକେଟର ଯୁବ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ଏବେ ବିଶ୍ୱ କ୍ରିକେଟର ସବୁଠୁ ଚର୍ଚ୍ଚିତ ଖେଳାଳିଙ୍କ ମଧ୍ୟରେ ଜଣେ। ମାତ୍ର ୧୫ ବର୍ଷ ବୟସରେ ଫ୍ରାଞ୍ଚାଇଜ କ୍ରିକେଟଠାରୁ ଆରମ୍ଭ କରି ଅନ୍ତର୍ଜାତୀୟ ସ୍ତର ପର୍ଯ୍ୟନ୍ତ ନିଜ ପ୍ରତିଭାର ପ୍ରମାଣ ଦେଇସାରିଛନ୍ତି…

T20Iରେ ସବୁଠୁ ଦ୍ରୁତ ଅର୍ଦ୍ଧଶତକ କାହା ନାଁରେ? ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ, ବୈଭବ-ଅଭିଷେକଙ୍କ ପାଇଁ ବି ରେକର୍ଡ ଭାଙ୍ଗିବା କଷ୍ଟକର

ନୂଆଦିଲ୍ଲୀ,୧୫।୯: ଭାରତୀୟ କ୍ରିକେଟ୍ର ନୂଆ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା। ତାଙ୍କ ଆକ୍ରମଣାତ୍ମକ ବ୍ୟାଟିଂ ଦେଖି କ୍ରିକେଟ୍‌ପ୍ରେମୀଙ୍କ ମନରେ ଗୋଟିଏ ପ୍ରଶ୍ନT20 ଇଣ୍ଟରନ୍ୟାଶନାଲରେ ସବୁଠୁ ଦ୍ରୁତ ଅର୍ଦ୍ଧଶତକର ବିଶ୍ୱ ରେକର୍ଡ କ’ଣ ବୈଭବ ଭାଙ୍ଗିପାରିବେ? ବୈଭବ…

ଭାରତୀୟ ଟିମ ନେଲାନି ଟ୍ରଫି, ଏବେ ନକଭିଙ୍କ ପଦ ଉପରେ ସଙ୍କଟ? BCCI ନେବ…

ନୂଆଦିଲ୍ଲୀ,୧୫।୯: ଏସିଆ କପ ଟ୍ରଫି ପ୍ରେଜେଣ୍ଟେସନ୍‌କୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ (PCB) ମୁଖ୍ୟ ତଥା ଏସିଆନ କ୍ରିକେଟ କାଉନସିଲ (ACC) ଅଧ୍ୟକ୍ଷ ମୋହସିନ ନକଭିଙ୍କୁ ନେଇ ପୁଣି ଚର୍ଚ୍ଚା ଜୋର ଧରିଛି। ଶ୍ରୀଲଙ୍କାକୁ ପରାସ୍ତ କରି ଚାମ୍ପିୟନ ହୋଇଥିବା ଭାରତୀୟ…

ପାଣିରେ ପାଦ ଦେଉ ଦେଉ ମହିଳାଙ୍କୁ ଟାଣିନେଲା ବଉଳା କୁମ୍ଭୀର, ଏକ କିଲୋମିଟର ଦୂରରେ ଘଟିଲା…..

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡା ଜିଲାର ନଦୀରେ ମାଳ ମାଳ କୁମ୍ଭୀରମାନଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଥି ପାଇଁ ବନ ବିଭାଗ ଅଧିକାରୀଙ୍କ ସହ ସ୍ଥାନୀୟ ବାସିନ୍ଦାଙ୍କ ଚିନ୍ତାର କାରଣ ପାଲଟିଛି । ମିଳିଥୁବା ସୂଚନା ଅନୁସାରେ…

ପିତୃପକ୍ଷରେ ବଦଳିବ ଭାଗ୍ୟ! ଲକ୍ଷ୍ମୀନାରାୟଣ ଯୋଗରେ ୪ ରାଶିଙ୍କୁ ମିଳିବ ଫାଇଦା ହିଁ ଫାଇଦା, ବ୍ୟବସାୟରେ ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଯୁତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଶୁଭ ଗ୍ରହ ଏକାଠି ଆସିଲେ ଏହାର ପ୍ରଭାବ ବିଭିନ୍ନ ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ସେପ୍ଟେମ୍ବର ଶେଷ ଆଡ଼କୁ ଏଭଳି ଏକ ବିଶେଷ ଗ୍ରହ ସଂଯୋଗ ଗଠିତ ହେବାକୁ…

ସୁନା କିଣୁଥିବା ଗ୍ରାହକଙ୍କ ପାଇଁ ବଡ଼ ଭବିଷ୍ୟବାଣୀ!

ନୂଆଦିଲ୍ଲୀ,୧୫।୯: ଗତ କିଛି ଦିନ ମଧ୍ୟରେ ସୁନା ଓ ରୂପା ଦରରେ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଦୀର୍ଘ ସମୟ ଧରି ଦର ବୃଦ୍ଧି ପରେ ନିବେଶକମାନଙ୍କ ଦ୍ୱାରା ଲାଭ ଆଦାୟ (profit-booking) ଏବଂ ବିଶ୍ୱ ବଜାରରେ ବଦଳୁଥିବା ମନୋଭାବ…

ଭାରତ ସରକାରଙ୍କ ପଦକ୍ଷେପ ଆଗରେ ମୁଣ୍ଡ ନୁଆଁଇଲା ମେଟା (Meta), ପିଲାମାନଙ୍କ ସମ୍ବନ୍ଧୀୟ ବିସ୍ତୃତ ସୂଚନା ପ୍ରଦାନ କରିବାକୁ ସହମତ

ନୂଆଦିଲ୍ଲୀ,୧୫।୯: ଭାରତ ସରକାର ପିଲାମାନଙ୍କୁ ଅନଲାଇନ ଯୌନ ଶୋଷଣ ଏବଂ କ୍ଷତିକାରକ ବିଷୟବସ୍ତୁରୁ ସୁରକ୍ଷା ଦେବା ପାଇଁ ସୋସିଆଲ ମିଡିଆ କମ୍ପାନୀଗୁଡ଼ିକ ଉପରେ ନିୟମାବଳୀ କଠୋର କରିବାକୁ ପ୍ରସ୍ତୁତ ହେଉଛନ୍ତି। ପିଲାମାନଙ୍କ ସହିତ ଜଡିତ ଆପତ୍ତିଜନକ ବିଷୟବସ୍ତୁର ତୁରନ୍ତ ଚିହ୍ନଟ ଏବଂ…

ବିଏସଏଫ ଯବାନ ତୁଷାର ବାଗଙ୍କୁ ଥୁଆମୂଳ ରାମପୁରରେ ଭବ୍ୟ ସମ୍ବର୍ଦ୍ଧନା

ଥୁଆମୂଳ ରାମପୁର,୧୫।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଜଣେ ଶ୍ରମିକ ଦିନ ମଜୁରିଆଙ୍କ ପୁଅ ତୁଷାର ବାଗ ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)ରେ ଚୟନ ହୋଇ ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ପ୍ରାରମ୍ଭିକ ୬ ମାସର ତାଲିମ…

ଦେଶର ପଞ୍ଚମ ସର୍ବାଧିକ ମହଙ୍ଗା ରାଜ୍ୟରେ ପରିଣତ ହୋଇଛି ଓଡ଼ିଶା; ଚିନ୍ତା ବଢ଼ାଇଛି ଚିନି-ପିଆଜର ଦର ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୯: ଓଡ଼ିଶା ଦେଶର ଅନ୍ୟତମ ମହଙ୍ଗା ବଜାର ଭାବରେ ଉଭା ହୋଇଛି। କ୍ରମାଗତ ଭାବେ ବୃଦ୍ଧି ପାଉଥିବା ମୂଲ୍ୟ ଯୋଗୁ, ଅଗଷ୍ଟ ମାସରେ ରାଜ୍ୟର ଖୁଚୁରା ମୁଦ୍ରାସ୍ଫୀତି ୫.୫ ପ୍ରତିଶତକୁ ବୃଦ୍ଧି ପାଇଛି, ଯାହା ଜାତୀୟ ହାର (୪.୨୮%) ଠାରୁ ୧.୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?