Home Left

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ସ୍ପଷ୍ଟ କରିଛନ୍ତି, ଇଂଲଣ୍ଡ ବୈଭବଙ୍କୁ ସାମ୍ନା କରିବା ପାଇଁ…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ ଶସ୍ତା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ୫ କିଲୋଗ୍ରାମ ବିଶିଷ୍ଟ ଫ୍ରି ଟ୍ରେଡ୍ ଏଲପିଜି…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ଗୁରୁତର ଭାବେ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଓମସା ଆକ୍ସନ କମିଟିର ଆହୱାନକ୍ରମେ ବୁଧବାର, ଜୁଲାଇ…

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ ଉଠୁଥିବା ଅଭିଯୋଗକୁ ଭାଜପାର ନେତା ଟୁକୁନା ମହାନ୍ତ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।ସେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ ଶ୍ରୀଅଲାରନାଥଙ୍କ ଅନବସର ଦର୍ଶନ ଆରମ୍ଭ ହୋଇଛି। ସମ୍ପ୍ରତି ବ୍ରହ୍ମଗିରି ଦ୍ୱିତୀୟ ଶ୍ରୀକ୍ଷେତ୍ର ପାଲଟିଛି।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର ସବୁଠାରୁ ବଡ଼ ଗ୍ରାମୀଣ ରୋଜଗାର ଗ୍ୟାରେଣ୍ଟି ଯୋଜନା ‘ମନରେଗା’ (MGNREGA) ଆକ୍ଟ, ୨୦୦୫କୁ…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। କାରରେ ଯାତ୍ରା କରୁଥିବା ୪ ଜଣ ଆହତ ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକ…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ। ୪ ତାରିଖରେ ବିଏସ୍‌ଏଫ୍‌ ହେଲିକପ୍ଟର ଯୋଗେ ଝାରସୁଗୁଡ଼ାରୁ ବରଗଡ଼ ଯିବେ। ସେଠାରେ ୧୧ଟା…

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର ବ୍ୟାପକ ପ୍ରଭାବ ଦେଖିବାକୁ ମିଳିଛି। ଜିଲାର ୧୦ଟି ବ୍ଲକ ଓ ଦୁଇଟି ପୌରପାଳିକା…

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ ଆସନ୍ତା ୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେରେ…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ ୨ ବର୍ଷ ପୂର୍ତ୍ତି ଉତ୍ସବ ପାଳନ ଚାଲିଛି। ମାତ୍ର ସରକାରଙ୍କ ଅଧୀନରେ ଆସୁଥିବା…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ ଯନ୍ତ୍ରୀଙ୍କୁ ଫୁଲବାଣୀ ଭିଜିଲାନ୍ସ ବିଭାଗ ଗିରଫ କରିଛି। ଗିରଫ ଅଧିକାରୀମାନେ ହେଲେ ସହକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?