ପୁତ୍ର ସନ୍ତାନର ଜନନୀ ହେଲେ ସିଦ୍ଧୁ ମୁସଓ୍ବୋଲାଙ୍କ ମାଆ ଚରଣ କୌର, ଫଟୋ ଶେୟାର କଲେ ପିତା
ଚଣ୍ଡିଗଡ଼,୧୭।୩: ପଞ୍ଜାବୀ ସିଙ୍ଗର ସିଦ୍ଧୁ ମୁସଓ୍ବୋଲଙ୍କ ଘରୁ ଏକ ଖୁସି ଖବର ଆସିଛି। ତାଙ୍କ ମାଆ ଚରଣ କୌର ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ମୁସେୱାଲାଙ୍କ ପିତା ବଲକୌର ସିଂ ନିଜେ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି। ସିଦ୍ଧୁ…
ଟିକସ ଗଣୁଛନ୍ତି, ସୁବିଧା ମିଳୁନି
ରାଉରକେଲା,୧୭।୩(ଦିନେଶ ମିଶ୍ର)ରାଉରକେଲା ସହରରେ ବ୍ୟବସାୟୀଙ୍କଠାରୁ ଯେଉଁ ପରିମାଣରେ ଟିକସ ଆଦାୟ ହେଉଛି ସେହି ଅନୁସାରେ ମୌଳିକ ସୁବିଧା ସୁଯୋଗ ମିଳୁନି । ଫଳରେ ବ୍ୟବସାୟୀମାନେ ବ୍ୟଧ୍ୟହୋଇ ରାସ୍ତାକଡ଼ରେ ବସି ବ୍ୟବସାୟ କରୁଛନ୍ତି। ଏଭଳି ଦୃଶ୍ୟ ପାନପୋଷ ସ୍ଥିତ ଶୁକ୍ରବାର ହାଟ ଓ…
ନୀରବ, ନିମଶ୍ଚଳ ହାତୀ ଉଦ୍ଧାର କେନ୍ଦ୍ର
ଢେଙ୍କାନାଳ,୧୭ା୩(ରତନ ନାୟାର) ଖାଁ ଖାଁ ଲାଗୁଛି ପୂରା ପରିବେଶ। ସବୁଠି ଯେମିତି ଛାଇଯାଇଛି ନୀରବତା। ନିଶ୍ଚଳ ହୋଇଯାଇଛି ସବୁକିଛି। ଚୁପ୍ଚାପ୍ ହୋଇଯାଇଛନ୍ତି ମାହୁନ୍ତ ଦୀପୁଙ୍କ ସମେତ ଅନ୍ୟ କର୍ମଚାରୀ। ପଦ୍ମା, ଶ୍ୟାମା, ଶିବାଙ୍କ ଆଖି ଖୋଜୁଛି ଉମା, ଚନ୍ଦୁ ଓ କାର୍ତ୍ତିକଙ୍କୁ।…
ଯାଜପୁର ଜିଲାରେ ୩୯,୬୬୨ ନୂଆ ଭୋଟର
ଯାଜପୁର,୧୭ା୩(ହର୍ଷବର୍ଦ୍ଧନ ବେହେରା)ରାଜ୍ୟରେ ବିଧାନସଭା ଓ ଲୋକ ସଭା ପାଇଁ ନିର୍ବାଚନ ବିଗୁଲ ବାଜିସାରିଛି। ହେଲେ ଯାଜପୁର ଜିଲାରେ ମତଦାନ କ୍ଷେତ୍ରରେ ସେତେଟା ଉତ୍ସାହ ନ ଥିବା ମନେହେଉଛି। ୨୦୨୪ରେ ଜିଲାର ୭ ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୫ ଲକ୍ଷ ୩୦ ହଜାର…
ଗଭର୍ନିଂ ବଡି ସଭାପତି ନିଯୁକ୍ତି ବେଆଇନ
ଯାଜପୁର,୧୭ା୩(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାର ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟରେ ଗଭର୍ନିଂ ବଡି ସଭାପତି ନିଯୁକ୍ତି ପ୍ରକ୍ରିୟା ନିୟମରେ ବ୍ୟାପକ ଉଲ୍ଲଂଘନ କରାଯାଇଛି। ଏକା ସମୟରେ ଜଣେ ବ୍ୟକ୍ତି ଦୁଇଟି ପଦବୀ ଦାୟିତ୍ୱ ତୁଲାଇବାର ନିୟମ ନ ଥିବାବେଳେ ତାଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ…
ଏଏମ୍ଏନ୍ଏସ୍ ଇଣ୍ଡିଆକୁ ୨ ସମ୍ମାନଜନକ ପୁରସ୍କାର
ଭୁବନେଶ୍ୱର,୧୭।୩(ଅନୁରାଧା ମହାରଣା): କନ୍ଫେଡେରେଶନ ଅଫ୍ ଇଣ୍ଡିଆନ ଇଣ୍ଡଷ୍ଟ୍ରି (ସିଆଇଆଇ) ପକ୍ଷରୁ ଆୟୋଜିତ ଓଡ଼ିଶା ବାର୍ଷିକ ବୈଠକରେ ଏଏମ୍ଏନ୍ଏସ୍ ଇଣ୍ଡିଆକୁ ଦୁଇଟି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି। କ୍ୱାଲିଟି ସର୍କଲ ପୁରସ୍କାର ଏବଂ ଏଚ୍ଏସ୍ଇ (ସ୍ବାସ୍ଥ୍ୟ, ନିରାପତ୍ତା ଏବଂ ପରିବେଶ) ଉତ୍କର୍ଷ ପୁରସ୍କାର…
ପୌର ପରିଷଦର ସ୍ବଚ୍ଛ ଭାରତ ମିଶନ ଫେଲ୍
ପଟ୍ଟାମୁଣ୍ଡାଇ ୧୭ା୩(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲାର ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ କ୍ଷେତ୍ର ଓ ବାଣିଜ୍ୟ କେନ୍ଦ୍ର ଭାବେ ପଟ୍ଟାମୁଣ୍ଡାଇ ପରିଚିତ। ଏଠାକୁ ଦୈନିକ ହଜାର ହଜାର ଲୋକେ ଆସୁଥିବା ବେଳେ ଶୌଚ ଯିବା ପାଇଁ କୌଣସି ବ୍ୟବସ୍ଥା ନ ଥିବାରୁ ଲୋକେ ଅସୁବିଧାର ସମ୍ମୁଖୀନ…
ସୁରକ୍ଷା ପ୍ରତି ବେଦାନ୍ତର ପ୍ରତିବଦ୍ଧତା
ଭୁବନେଶ୍ୱର,୧୭।୩: ବେଦାନ୍ତ ଆଲୁମିନିୟମ ପକ୍ଷରୁ ଜାତୀୟ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି। ବିଶେଷକରି ନିରାପତ୍ତା ଉତ୍କର୍ଷ ପାଇଁ କମ୍ପାନୀ ତା’ର ପ୍ରତିବଦ୍ଧତାକୁ ପୁନଃ ପ୍ରମାଣିତ କରିଛି। କମ୍ପାନୀର କାର୍ଯ୍ୟକ୍ଷମ ମୂଲ୍ୟବୋଧରେ ନିରାପତ୍ତା ପ୍ରଥମ ପଦ୍ଧତି ହୋଇଥିବାବେଳେ କମ୍ପାନୀର ପ୍ଲାଣ୍ଟଗୁଡିକ ତଥା ବାହାରେ…
ପତଞ୍ଜଳିର ‘ଜିଜ୍ଞାସା’ କାର୍ଯ୍ୟକ୍ରମ
ଭୁବନେଶ୍ୱର,୧୭।୩(ଅନୁରାଧା ମହାରଣା): ପତଞ୍ଜଳି ଅନୁସନ୍ଧାନ ପ୍ରତିଷ୍ଠାନରେ ‘ଜିଜ୍ଞାସା’ ଶୀର୍ଷକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ପାରମ୍ପରିକ ଜ୍ଞାନ ଏବଂ ହର୍ବାଲ ମେଡିସିନ ଡେଭଲପମେଣ୍ଟ ଫାଉଣ୍ଡେଶନର ଚେୟାରମ୍ୟାନ ଡ.ନିର୍ମଳ କୁମାର ଆୱସ୍ତି ଏବଂ ଆୟୁଷ ମନ୍ତ୍ରଣାଳୟର ପୂର୍ବତନ ଉପ-ନିର୍ଦ୍ଦେଶକ ଡ. ସୁଶୀଲ କୁମାର ଉପାଧ୍ୟାୟ…
ଅଡୁଆରେ ବିଜେଡିର ମହୀଧର
କଣ୍ଟାମାଳ, ୧୭ା୩(ଆଦିତେଶ୍ୱର ମିଶ୍ର)ବୌଦ୍ଧ ଜିଲାରେ ଦୁଇଟି ବିଧାନସଭା ନିର୍ବାଚନମଣ୍ଡଳୀ-ବୌଦ୍ଧ ଓ କଣ୍ଟାମାଳ ା କଣ୍ଟାମାଳ ବିଧାନସଭା କ୍ଷେତ୍ର ୨୦୦୯ ମସିହାରୁ ଗଠିତ ହେବାଠାରୁ ବିଜେଡି ପ୍ରାର୍ଥୀ ୩ ଥର ବିଜୟୀ ହୋଇଛନ୍ତି ା ୨୦୦୯ରେ ଭଗବାନ କହଁର ବିଧାୟକ ହୋଇଥିବା ବେଳେ…
କର୍ମୀ ସମାବେଶରେ ରାଜ୍ୟ ସରକାରଙ୍କୁ କଲେ ଟାର୍ଗେଟ
ସମ୍ବଲପୁର,୧୭ା୩(ପ୍ରମୋଦ ବହିଦାର)ପ୍ରାୟ ୧୧ମାସ ପରେ ସମ୍ବଲପୁର ବିଧାୟକ ତଥା ବିଧାନସଭାର ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଆଗମନକୁ ନେଇ କର୍ମୀ ମହଲରେ ଖୁସି ପ୍ରକାଶ ପାଇଛି। ଶୁକ୍ରବାର ସନ୍ଧ୍ୟାରେ ସେ ସମ୍ବଲପୁରରେ ପହଞ୍ଚତ୍ବା ପରେ ଦଳୀୟ କର୍ମୀ ଓ କର୍ମକର୍ତ୍ତା…
ଭାଜପା ୧୦ ବର୍ଷ ରେକର୍ଡ ଆଧାରରେ ଜନତାଙ୍କ ଆସ୍ଥାଭାଜନ ହେବ: ଧର୍ମେନ୍ଦ୍ର
ଭୁବନେଶ୍ୱର, ୧୭।୩(ଅସମାପିକା ସାହୁ)ନିର୍ବାଚନ କମିଶନଙ୍କ ୨୦୨୪ ନିର୍ବାଚନ ତାରିଖ ଘୋଷଣାକୁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବାଗତ କରିଛନ୍ତି। ଏହି ନିର୍ବାଚନରେ ଭାଜପା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଲ୍ୟାଣକାରୀ ଯୋଜନା ଓ ବିଗତ ୧୦…
Archives


