Home Left

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ କାରଣରୁ ଏହି ଫିଲ୍ମଟି ଅନେକ ଥର ସ୍ଥଗିତ ରଖାଯାଇଛି। ଏବେ ଫିଲ୍ମର କିଛି…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା ନେଇ ଅଭିଯୋଗ ହୋଇଛି। ଏବେ ଏପ୍ରିଲ ମାସ ୨ ତାରିଖରୁ ପ୍ରତ୍ୟେକ ହାଇସ୍କୁଲର…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ ସୁରକ୍ଷିତ ରଖିବା ପାଇଁ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଛି ବୈପ୍ଳବିକ ପରିବର୍ତ୍ତନ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ ସ୍ଥାନୀୟ ରାଜନୀତିରେ ହଲଚଲ ସୃଷ୍ଟି ହୋଇଛି। ତେବେ ଆଗାମୀ ଦିନରେ ସେ କେଉଁ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର ପ୍ରକାଶ କରିଛନ୍ତି। ଦଳ କହିଛି ଯେ ଏହା ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ବିଶ୍ୱାସର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ ଉର୍ଦ୍ଧ୍ଵ ଦଣ୍ଡୁଆ ଆହତ ହୋଇଭନ୍ତି । ବଡସହରା ପଞ୍ଚାୟତର ଦଣ୍ଡୁଆମାନେ ଆଜି ସକାଳୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି।ଘୋଷିତ ତାଲିକା ଅନୁଯାୟୀ, ମୋଟ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ ରଖି ତ୍ୱରାନ୍ବିତ ଭାବେ କାମ ସମ୍ପୂର୍ଣ୍ଣ କରାଯାଇଥିବା ବେଳେ, ବ୍ରିଜ୍‌ ଖୋଲାଯିବା ଫଳରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା ହୋଇଛି। ଜାତୀୟ ଅନୁସୂଚିତ ଜନଜାତି କମିଶନ (NCST) ଦ୍ୱାରା କରାଯାଇଥିବା ତଦନ୍ତରୁ ଜଣାପଡିଛି…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଥିବା…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ସୋମବାର ଅପରାହ୍ନରେ ଗିରଫ କରିଥିଲା। ଉଭୟ ଅଭିଯୁକ୍ତଙ୍କୁ ପୋଲିସ ମନ୍ଦିରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri