Home Left

ହାରିବାନି, ହରାଇବା

ପ୍ରତିବର୍ଷ ଜାନୁଆରୀ ମାସ ଶେଷ ରବିବାରକୁ ବିଶ୍ୱ କୁଷ୍ଠ ନିରାକରଣ ଦିବସ ଭାବେ ପାଳନ କରାଯାଏ। ଚଳିତ ବର୍ଷ ଅର୍ଥାତ୍‌ ୨୦୨୪, ଜାନୁଆରୀ ୨୮ରେ ଏହା ପାଳିତ ହେଉଛି। ଏହି ରୋଗ ବିରୋଧରେ ଲଢ଼େଇରେ ନ ହାରି ଏହାକୁ ହରାଇବା ଲାଗି…

ସୋସିଆଲ ନେଟ୍‌ଓ୍ବର୍କିଂରେ ଡେଟା ଗୋପନୀୟତା

ଡେଟା ଗୋପନୀୟତା ଦିବସ ହେଉଛି ଏକ ଅନ୍ତର୍ଜାତୀୟ ଦିବସ। ଏହା ପ୍ରତିବର୍ଷ ୨୮ ଜାନୁଆରୀରେ ପାଳିତ ହୋଇଥାଏ। ଏହି ଦିବସର ଉଦ୍ଦେଶ୍ୟ ହେଉଛି ସଚେତନତା ସୃଷ୍ଟି କରିବା ଏବଂ ଗୋପନୀୟତା ତଥା ତଥ୍ୟ ସୁରକ୍ଷା ସର୍ବୋତ୍ତମ ଅଭ୍ୟାସକୁ ପ୍ରୋତ୍ସାହିତ କରିବା। ଏହା…

କରଜ ମୁକ୍ତ ଜୀବନ ପାଇଁ ଜାଣନ୍ତୁ କିଛି ଜ୍ୟୋତିଷଶାସ୍ତ୍ର ନିୟମ…

ଅସୁବିଧାରେ ପଡିଲେ, ମଣିଷ କରଜ କରିବାକୁ ବାଧ୍ୟ ହୁଏ। କରଜକୁ ଠିକ୍‌ ସମୟରେ ସୁଝିଦେଲେ ମନକୁ ଶାନ୍ତି ମିଳେ ନଚେତ୍‌ ତାହା ବୋଝ ଭଳି ଲାଗିଥାଏ। କିନ୍ତୁ ବିଶ୍ୱାସ ରହିଛି ଏମିତି କିଛି କାର୍ଯ୍ୟ ଅଛି ଯାହାକୁ କଲେ କରଜରୁ ଶୀଘ୍ର…

ପଞ୍ଜାବ କେଶରୀ ଲାଲା ଲଜ୍‌ପତ

ଲାଲା ଲଜ୍‌ପତ ରାୟ ଜଣେ ଭାରତୀୟ ସ୍ବାଧୀନତା ସଂଗ୍ରାମୀ, ରାଜନେତା ଏବଂ ଲେଖକ ଭାବେ ଜଣାଶୁଣା ଥିଲେ। ସେ ପଞ୍ଜାବ କେଶରୀ ଭାବରେ ମଧ୍ୟ ଲୋକପ୍ରିୟ ଥିଲେ। ସେ ଲାଲ୍‌ ବାଲ୍‌ ପାଲ୍‌ ତିନିଜଣ ସଦସ୍ୟଙ୍କ ମଧ୍ୟରୁ ଜଣେ। ବ୍ରିଟିଶ୍‌ ସାଇମନ…

୨୨ ଭାରତୀୟ ଥିବା ଜାହାଜକୁ ମିଶାଇଲ ମାଡ଼

ନୂଆଦିଲ୍ଲୀ,୨୮।୧: ୨୨ ଭାରତୀୟ ଓ ଜଣେ ବାଂଲାଦେଶୀଙ୍କୁ ନେଇ ଲୋହିତ ସାଗରରେ ଯାଉଥିବା ବ୍ରିଟିଶ୍‌ ତୈଳ ଟ୍ୟାଙ୍କର ଏମ୍‌ଭି ମାର୍ଲିନ୍‌ ଲୁଆଣ୍ଡାକୁ ୟେମେନ୍‌ର ହୁଟି ଆତଙ୍କବାଦୀମାନେ ମିଶାଇଲ ମାଡ଼ କରିଛନ୍ତି। ଏହି ଆକ୍ରମଣରେ ଜାହାଜରେ ନିଅଁା ଲାଗିଥିବାବେଳେ ଭାରତୀୟ ନୌସେନାର କ୍ଷେପଣାସ୍ତ୍ର…

ଜୟଆଲୁକ୍ଳାସ୍‌ର ସର୍ବବୃହତ୍‌ ଜୁଏଲେରି ସେଲ୍‌: ମେକିଂ ଚାର୍ଜ ଉପରେ ପାଇବେ ଫ୍ଲାଟ୍‌ ୫୦% ରିହାତି

ନୂଆଦିଲ୍ଲୀ,୨୮।୧ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ଜୟଆଲୁକ୍ଳାସ୍‌ର ବହୁ ପ୍ରତୀକ୍ଷିତ ତଥା ସର୍ବବୃହତ୍‌ ଜୁଏଲେରି ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ପ୍ରତିଷ୍ଠାନ ପକ୍ଷରୁ ସାରା ଭାରତର ଅଳଙ୍କାରପ୍ରେମୀଙ୍କ ପାଇଁ ଏକ ଆକର୍ଷଣୀୟ ରିହାତି ଅଫରର ଶୁଭାରମ୍ଭ…

ଦକ୍ଷିଣ ଭାରତ ବଜାରରେ ରୋଲ୍ସ-ରଏସ୍‌ ସ୍ପେକ୍ଟ୍ରେ, ମୂଲ୍ୟ ୭.୫ କୋଟି

ନୂଆଦିଲ୍ଲୀ,୨୮।୧: ବିଶ୍ୱର ଅଗ୍ରଣୀ ପ୍ରିମିୟମ କାର୍‌ ତଥା ରୋଲ୍ସ ରଏସ୍‌ ମୋଟର କାର୍‌ସ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ତଥା ପ୍ରଥମ ଧରଣର ବୈଦ୍ୟୁତିକ ଯାନ (ଇଭି) ‘ସ୍ପେକ୍ଟ୍ରେ’କୁ ନିକଟରେ ଓ୍ବାଲର୍ଡ ଓ୍ବାଇଡ୍‌ ଉନ୍ମୋଚନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ରୋଲ୍ସ…

ଲେବର ରୁମ୍‌ରେ ପୁଅ ଜନ୍ମ, ଓ୍ବେଟିଂ ହଲ୍‌ରେ ବାପା ମୃତ

ଜଗତ୍‌ସିଂହପୁର, ୨୮ା୧(ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ସହରସ୍ଥିତ କିଓରୱେଲ ହସ୍ପିଟାଲ (ନର୍ସିଂହୋମ୍‌)ରେ ଅଭାବନୀୟ ଘଟଣା ଘଟିଛି। ବାଲିକୁଦା ଥାନା ବୋରିକିନା ବରଗୁଡ଼ିପଡ଼ାର କସ୍ତୁରୀ ବେହେରାଙ୍କ ନର୍ସିଂ ହୋମ୍‌ରେ ଏକ ପୁତ୍ର ସନ୍ତାନ ଜନ୍ମଦେବା ପରେ ଏହି ପରିସରରେ ତାଙ୍କ ସ୍ବାମୀ ଅରକ୍ଷିତ ବେହେରାଙ୍କ…

ମାଛ ଚାଷୀଙ୍କ କବ୍‌ଜାରେ ଭିତରକନିକା ସଂରକ୍ଷିତ ଜଙ୍ଗଲ

କେନ୍ଦ୍ରାପଡ଼ା,୨୮ା୧(ଜଗନ୍ନାଥ ଧଳ) ପାକୁ ବା ରୂପଚାନ୍ଦି ମାଛ ଖାଇବା ପାଇଁ ସୁସ୍ବାଦୁ। ଏହାର ଶରୀର ମାତ୍ର ଗୋଟିଏ ହାଡରେ ଗଢ଼ା। ତେବେ ପିରାନା ପ୍ରଜାତିର ଏହି ମାଛଙ୍କ ବାସସ୍ଥଳୀ ଅଞ୍ଚଳର ସମଗ୍ର ଜୈବ ବିବିଧତାକୁ ନଷ୍ଟ କରିଥାଏ। ଏହି ମାଛ ଚାଷ…

ଭାରତୀୟ ଦଳର ପାକିସ୍ତାନ ଗସ୍ତକୁ ଅନୁମତି ଦେଲେ ସରକାର, ୬୦ ବର୍ଷରେ ପ୍ରଥମ

ନୂଆଦିଲ୍ଲୀ,୨୭।୧: ଭାରତୀୟ ଟେନିସ ଟିମ୍ ଡେଭିସ୍ କପ୍ ଖେଳିବାକୁ ପାକିସ୍ତାନ ଗସ୍ତରେ ଯିବ। ପ୍ରାୟ ୬୦ ବର୍ଷ ପରେ ଭାରତୀୟ ଦଳ ଡେଭିସ୍ କପ୍ ମ୍ୟାଚ୍ ପାଇଁ ପାକିସ୍ତାନ ଯିବାକୁ ଯାଉଛି। ଭାରତ ସରକାର ଏଥିପାଇଁ ପାକିସ୍ତାନ ଯିବାକୁ ଅନୁମତି ଦେଇଛନ୍ତି।…

ପର୍ଯ୍ୟଟନ କ୍ଷେତ୍ରରେ ନୂଆ ଦିଗନ୍ତ ଆଣିବ ଜାତୀୟ ଚିଲିକା ବିହଙ୍ଗ ଉତ୍ସବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୧(ଅସମାପିକା ସାହୁ): ଚତୁର୍ଥ ଜାତୀୟ ଚିଲିକା ବିହଙ୍ଗ ଉତ୍ସବକୁ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ଉଦ୍‌ଘାଟନ କରିଛନ୍ତି। ଏସିଆର ସର୍ବବୃହତ୍‌ ଲୁଣା ହ୍ରଦ ଚିଲିକା ହେଉଛି ଲକ୍ଷାଧିକ ବିଦେଶାଗତ ପକ୍ଷୀଙ୍କ ବିଚରଣସ୍ଥଳୀ। ଏହି ମହୋତ୍ସବ ପକ୍ଷୀପ୍ରେମୀଙ୍କୁ ଅତି…

ହସ୍ପିଟାଲରେ ଶିଶୁକନ୍ୟା ଛାଡ଼ି ପଳାଇଲେ ମା-ବାପା

ଭୁବନେଶ୍ୱର,୨୭ା୧(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୨୭ ଦିନର ଶିଶୁକନ୍ୟାକୁ ଛାଡି ମା’ବାପା କେଉଁଆଡ଼େ ପଳାଇଛନ୍ତି। ଉକ୍ତ ଦମ୍ପତି ନୟାଗଡ଼ ଦଶପଲ୍ଲା ଅଞ୍ଚଳର ପ୍ରଶାନ୍ତ ନାୟକ ଓ ସ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri