Home Left

ଏସ୍‌ବିଆଇ ଡିଜିଟାଲ୍‌ ଇନ୍‌ଭଏସ୍‌ ପ୍ଲାଟ୍‌ଫର୍ମ

ଭୁବନେଶ୍ୱର,୧୫ା୭(ଅଭୟ ଦାଶ): ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌୍‌ ଇଣ୍ଡିଆ ବା ଏସ୍‌ବିଆଇ)ର ନୂତନ ସେବା ‘ଡିଜିଟାଲ୍‌ ଇନ୍‌ଭଏସ୍‌ ପ୍ଲାଟଫର୍ମ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ)ର ଇନ୍‌ଭଏସ୍‌ ଫାଇନାନ୍ସ ପାଇଁ…

୪୫ ଦିନରେ ନ୍ୟୁ ରାଜସ୍ଥାନ କଟନ୍‌ ଫାବ୍‌

ଭୁବନେଶ୍ୱର,୧୫ା୭: ସନ୍ଧ୍ୟା ହେଲେ ସ୍ମାର୍ଟସିଟିବାସୀ ଭୁବନେଶ୍ୱରର ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆଠାରେ ଆୟୋଜିତ ‘ନ୍ୟୁ ରାଜସ୍ଥାନ କଟନ୍‌ ଫାବ୍‌-୨୦୨୪ ପ୍ରଦର୍ଶନୀ(ମେଳା)’ରେ ଭିଡ଼ ଜମାଉଛନ୍ତି। ଏପରିକି ଏହି ମେଳା ୪୫ ଦିନରେ ପହଞ୍ଚତ୍ଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଜୁନ୍‌ ୧ରୁ ଆରମ୍ଭ ହୋଇଥିବା ଏହି ମେଳା…

ଗଜା ହେଉନି ହାଇବ୍ରିଡ୍‌ ଧାନ ବିହନ

ଅମରପାଲି,୧୫ା୭(ପୀତାମ୍ବର ସାହୁ): ଖରିଫ ଚାଷ ପାଇଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଚାଷୀ ଧାନ ବୁଣିଥିଲେ। ହେଲେ ନିମ୍ନମାନର ବିହନ ଯୋଗୁ ଗଜା ହେଉ ନ ଥିବା ଅଭିଯୋଗ ହେଉଛି। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଏକ କୃଷି ପ୍ରଧାନ ଅଞ୍ଚଳ।…

ଓଇଜିର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୧୫ା୭(ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଓଡିଏମ୍‌ ଏଜୁକେଶନାଲ ଗ୍ରୁପ୍‌ (ଓଇଜି) ନିକଟରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ସହ ନୂଆ ମାଇଲଷ୍ଟୋନ୍‌ ହାସଲ କରିଛି। ଉଲ୍ଲେଖଯୋଗ୍ୟ, କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଓଇଜିର ୧୪୨ଜଣ ଶିକ୍ଷକଙ୍କୁ…

ବିଓଆଇର ଗ୍ରାହକ ସମ୍ମିଳନୀ

ଭୁବନେଶ୍ୱର,୧୫ା୭(ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ) ର ସମ୍ବଲପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ଗ୍ରାହକ ସମ୍ମିଳନୀର ଆୟୋଜନ କରାଯାଇଥିଲା। ବିଶେଷ କରି କିଷାନ ମହାମାସ ଉପଲକ୍ଷେ ଏହି ଗ୍ରାହକ ସମ୍ମିଳନୀ ଆୟୋଜିତ ହୋଇଥିଲା। ଏଥିରେ ବ୍ୟାଙ୍କ ପକ୍ଷରୁ…

ମ୍ୟୁଚୁଆଲ ଫଣ୍ଡ୍‌ରେ ବଢୁଛି ମହିଳା ନିବେଶକଙ୍କ ସହଭାଗୀ

ଭୁବନେଶ୍ୱର,୧୫ା୭(ଅଭୟ ଦାଶ): ଘରୋଇ ମ୍ୟୁଚୁଆଲ ପଣ୍ଡ ଶିଳ୍ପରେ ମହିଳାମାନଙ୍କର ସହଭାଗୀ ବଢୁଥିବାବେଳେ ଉଭୟ ଦେଶ ଓ ରାଜ୍ୟର ମହିଳାଙ୍କ ସଂଖ୍ୟା ମଧ୍ୟ ସେହି ପରିମାଣରେ ବୃଦ୍ଧି ପାଉଛି। ଏପରିକି କ୍ରମାଗତ ଭାବେ ଶିଳ୍ପରେ ମହିଳା ନିବେଶକମାନେ ପୂର୍ବାପେକ୍ଷା ଅଧିକ ନିବେଶ ଓ…

ବଢ଼ୁଛି ଘରୋଇ ହସ୍ପିଟାଲ ସଂଖ୍ୟା, ହେଉନି ଯାଞ୍ଚ

କଟକ,୧୫।୭(ଶିଳ୍ପା ପ୍ରିୟଦର୍ଶିନୀ): କଟକ ସହରରେ ଏବେ ଘରୋଇ ହସ୍ପିଟାଲ ସଂଖ୍ୟା ବଢ଼ିବାରେ ଲାଗିଛି। କିନ୍ତୁ ଘରୋଇ ହସ୍ପିଟାଲରେ ସରକାରଙ୍କ କୌଣସି ନିୟମ ପାଳନ କରାଯାଉ ନ ଥିବା ଅଭିଯୋଗ ହେଉଛି। ଯେଉଁଥିପାଇଁ ରୋଗୀଙ୍କ ଚିକିତ୍ସାରେ ବହୁ ବାଧା ସୃଷ୍ଟି ହେବା ସହ…

ପୁଅ ମୃତ୍ୟୁ ଖବର ଶୁଣି ଆଖି ବୁଜିଲେ ବାପା

ନୀଳଗିରି,୧୫ା୭(ପ୍ରଶାନ୍ତ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଥାନା କେପି ଲାଖରାଜ ପଞ୍ଚାୟତର ଚଣ୍ଡୀପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଋଣ ଚିନ୍ତାରେ ଗୋଟିଏ ପରିବାରର ୩ ଜୀବନ ଯାଇଛି। ଋଣ ଭାରାକ୍ରାନ୍ତ ଏକ ଦମ୍ପତି ବିଷ ପିଇ ଆତ୍ମହତ୍ୟା କରିଥିବା…

ସୁରକ୍ଷା ବଦଳରେ ବିପଦକୁ ଆମନ୍ତ୍ରଣ

ପଟ୍ଟାମୁଣ୍ଡାଇ,୧୫ା୭ (କଳ୍ପତରୁ ନାୟକ): ବାତ୍ୟା ଓ ବନ୍ୟା ସମୟରେ ବାସହୀନ, ତଳିଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ରହିବା ପାଇଁ ରାଜ୍ୟ ସରକାର ପଞ୍ଚାୟତଗୁଡ଼ିକରେ ବାତ୍ୟା ଆଶ୍ରୟସ୍ଥଳ ନିର୍ମାଣ କରିଥିଲେ। ହେଲେ ରକ୍ଷଣାବେକ୍ଷଣ ଅଭାବ ଓ ନିମ୍ନମାନର କାମ ଯୋଗୁ ନିର୍ମାଣ…

୨ ବର୍ଷରେ ଷ୍ଟ୍ରିଟ୍‌ ଲାଇଟ୍‌ ଜଳିଛି ୬ ମାସ

ରାଜକନିକା, ୧୫ା୭(ସଞ୍ଜୟ କୁମାର ଦାଶ): ଗ୍ରାମାଞ୍ଚଳରେ ସହରାଞ୍ଚଳର ପରିବେଶ ସୃଷ୍ଟି କରିବା ଲକ୍ଷ୍ୟ ନେଇ ସରକାର ଗମନାଗମନକୁ ସୁଗମ୍ୟ କରିବା ଦିଗରେ ୱାର୍ଡରୁ ପଞ୍ଚାୟତସ୍ତର ପର୍ଯ୍ୟନ୍ତ ସମସ୍ତ ପଥପାର୍ଶ୍ୱ ଆଲୋକୀକରଣ (ଷ୍ଟ୍ରିଟ ଲାଇଟ) ବ୍ୟବସ୍ଥା କରାଉଛନ୍ତି। ଏହି ଷ୍ଟ୍ରିଟ୍‌ ଲାଇଟ୍‌ଗୁଡିକ ଦିନରେ…

କାମରେ ଲାଗୁନି ଦେଉଳି ପାହାଡ଼ ଅତିଥିଶାଳା

ଧର୍ମଶାଳା,୧୫ା୭(ବଟକୃଷ୍ଣ ପରିଡ଼ା): ଧର୍ମଶାଳା ବ୍ଲକ୍‌ କୁମାରୀ ପଞ୍ଚାୟତ ଅଧୀନ ବୌଦ୍ଧ କୀର୍ତ୍ତିରାଜି ସମ୍ପନ୍ନ ଦେଉଳି ପାହାଡ଼ରେ ଥିବା ଅତିଥିଶାଳା ଏବେ କାମରେ ଲାଗୁନାହିଁ। ଏହା ଭୂତକୋଠିରେ ପରିଣତ ହୋଇଛି। ରକ୍ଷଣାବେକ୍ଷଣ ଅଭାବରୁ ଏହା ନିକଟରେ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧିପାଉଛି। ଏହା ଏକ…

ମହିଳା ଟି୨୦ ଏସିଆ କପ୍‌: ଦୁଲାଲ ଭାରତୀୟ ଦଳ ମ୍ୟାନେଜର

ସମ୍ବଲପୁର, ୧୫ା୭(ପ୍ରମୋଦ ବହିଦାର): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଓଡ଼ିଶା ଅଲିମ୍ପିକ ଆସୋସିଏଶନର ଉପସଭାପତି ତଥା ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ଅନ୍ୟତମ ସଦସ୍ୟ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ ମହିଳା ଟି୨୦ ଏସିଆ କପ୍‌ ୨୦୨୪ ପାଇଁ ଜାତୀୟ ମହିଳା କ୍ରିକେଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?