ଓ୍ବିମ୍ବେଲଡନ୍ ଗ୍ରାଣ୍ଡସ୍ଲାମ: ଅଲକାରାଜଙ୍କୁ ଦ୍ୱିତୀୟ ଟାଇଟଲ
ଲଣ୍ଡନ,୧୫ା୭(ପି.ଟି.): ସର୍ବପୁରାତନ ଟେନିସ୍ ଗ୍ରାଣ୍ଡସ୍ଲାମ ଓ୍ବିମ୍ବେଲଡନ୍ର ପୁରୁଷ ସିଙ୍ଗଲ୍ସ ଇଭେଣ୍ଟରେ ବିଜୟୀ ହୋଇଛନ୍ତି ସ୍ପେନ୍ର କାର୍ଲୋସ୍ ଅଲକାରାଜ। ଡିଫେଣ୍ଡିଂ ଚାମ୍ପିୟନ ଅଲକାରାଜ ଫାଇନାଲରେ ସର୍ବିୟାର ନୋଭାକ୍ ଜୋକୋଭିଚ୍ଙ୍କୁ ୬-୨, ୬-୨ ଓ ୭-୬(୭/୪)ରେ ପରାସ୍ତ କରିଥିଲେ। ଏହା ସହ କ୍ୟାରିୟରର ଚତୁର୍ଥ…
ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ତଦାରଖ ପାଇଁ ଗଠନ ହେଲା ଟାସ୍କଫୋର୍ସ
ଭୁବନେଶ୍ୱର,୧୫ା୭(ଅନିଲ ଦାସ): ରାଜ୍ୟର ମହାନଗର ନିଗମ ଏବଂ ଜିଲାଗୁଡ଼ିକ ଅଧୀନରେ ଥିବା ପ୍ରତ୍ୟେକ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ସୁନିଶ୍ଚିତ କରାଯିବ। ଏ ନେଇ ସ୍ବାସ୍ଥ୍ୟ ବିଭାଗ, ଗୃହ ବିଭାଗ ଏବଂ ବିଦ୍ୟୁତ୍ ନିରୀକ୍ଷକଙ୍କୁ ନେଇ ମିଳିତ ଟାସ୍କଫୋର୍ସ ଗଠନ କରିବାକୁ…
ଟାର୍ଗେଟରେ ଥିଲେ ଆମେରିକାର ଅନ୍ୟ ରାଷ୍ଟ୍ରପତି, ପ୍ରାର୍ଥୀ
ଓ୍ବାଶିଂଟନ୍,୧୫ା୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଶନିବାର ହତ୍ୟା ଉଦ୍ୟମରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଅତୀତରେ ଆମେରିକାର ଅନେକ ରାଷ୍ଟ୍ରପତି, ପୂର୍ବତନ ରାଷ୍ଟ୍ରପତି ତଥା ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଟାର୍ଗେଟ କରି ରାଜନୈତିକ ହିଂସାକାଣ୍ଡ ଘଟିଛି। ଏଥିରେ ୪ ଜଣ ରାଷ୍ଟ୍ରପତିଙ୍କ…
ରତ୍ନଭଣ୍ଡାର ଖୋଲିବା ନେଇ ୧୪ ତାରିଖର ଅପୂର୍ବ ସଂଯୋଗ
ବଲାଙ୍ଗୀର,୧୫ା୭(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱର କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ସମ୍ମାନ ଜଣାଇ ପରିଶେଷରେ ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ଖୋଲାଯାଇଛି। ପୂର୍ବରୁ ଶେଷ ଥର ପାଇଁ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରକୁ ୧୯୮୫ ଜୁଲାଇ ୧୪ ତାରିଖରେ ଖୋଲାଯାଇଥିବା ପୁରୀ ଶ୍ରୀ ଜଗନ୍ନାଥ…
ରତ୍ନଭଣ୍ଡାର ଚାବିକୁ ନେଇ ହଟିନି ଦ୍ୱନ୍ଦ୍ୱ
ପୁରୀ,୧୫ା୭(ଅଜିତ ମହାନ୍ତି): ଦୀର୍ଘ ୪୬ବର୍ଷ ପରେ ରବିବାର ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଛି। ଟ୍ରେଜେରିରେ ପୂର୍ବରୁ ରହିଥିବା ୩ଟି ଚାବିକୁ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଅଧିକୃତ ବ୍ୟକ୍ତିଙ୍କୁ ପ୍ରଦାନ କରିଥିଲେ। ତେବେ ସେହି ୩ ଚାବିରେ ରତ୍ନଭଣ୍ଡାର ତାଲା ଖୋଲି ନ…
ତ୍ରିଶା ନର୍ସିଂହୋମ୍ ଅଗ୍ନିକାଣ୍ଡ: ମୃତ ଶିଶୁକନ୍ୟାର ବାପା ଆଣିଲେ ଗୁରୁତର ଅଭିଯୋଗ
କଟକ,୧୫ା୭(ଶିଳ୍ପା ପ୍ରିୟଦର୍ଶିନୀ): କଟକ ପୁରୀଘାଟସ୍ଥିତ ଘରୋଇ ନର୍ସିଂହୋମ୍ ତ୍ରିଶା ହସ୍ପିଟାଲରେ ଶନିବାର ହୋଇଥିବା ଅଗ୍ନିକାଣ୍ଡ ଘଟଣାରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ନିଆଁ ଲାଗିବା ପରେ ଏଠାରେ ଚିକିତ୍ସିତ ହେଉଥିବା ୪୫ ଶିଶୁ ଓ ବୟସ୍କ ରୋଗୀଙ୍କୁ ଏସ୍ସିବି ମେଡିକାଲ,…
ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି, ଏହିସବୁ ଜିଲା ପାଇଁ ୟେଲୋଓ୍ବାର୍ନିଂ
ଭୁବନେଶ୍ୱର,୧୫ା୭(ଅନିଲ ଦାସ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି,…
ବିଦ୍ୟୁତ୍ ତାରରେ ଛନ୍ଦିହୋଇ ଭାଲୁ ମୃତ
କବିସୂର୍ଯ୍ୟନଗର, ୧୪ା୭ (କୃପାସିନ୍ଧୁ ସ୍ବାଇଁ): ଶିକାରୀ ବିଛାଇ ଥିବା ବିଦ୍ୟୁତ ତାରରେ ଛନ୍ଦି ହୋଇ ଏକ ଭାଲୁର ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ତଥା ପୋଲସରା ବନାଞ୍ଚଳ ଅଧୀନରେ ଥିବା ନାଚୁଣିବାଡି ଗ୍ରାମ କନ୍ଧୁଣିଦେବୀ ନିକଟସ୍ଥ ଏକ ଚାଷ…
ଧାର ଟଙ୍କା ମାଗିବାରୁ ଛୁରାରେ ଆକ୍ରମଣ
ଭବାନୀପାଟଣା,୧୪।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ରାଜ ମୋଟେର ଛକ ନିକଟରେ ରବିବାର ଧାର ଟଙ୍କା ମାଗିବାକୁ ନେଇ ୩ ଯୁବକଙ୍କୁ ଛୁରା ମାଡ଼ ହୋଇଛି। ଗୁରୁତର ଅବସ୍ଥାରେ ୩ ଯୁବକଙ୍କୁ ଧର୍ମଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।…
ଓ୍ବିମ୍ବଲଡନ୍ ଫାଇନାଲ ଦେଖିଲେ ରାଜକୁମାରୀ
ଲଣ୍ଡନ,୧୪ା୭:ବ୍ରିଟେନ୍ ରାଜକୁମାରୀ କେଟ୍ ମିଡିଲଟନ୍ କ୍ୟାନ୍ସରରୁ ଆରୋଗ୍ୟ ହେଉଥିବାବେଳେ ରବିବାର ଲଣ୍ଡନରେ ଅନୁଷ୍ଠିତ ଓ୍ବିମ୍ବଲଡନ୍ ପୁରୁଷ ଫାଇନାଲ୍ ମ୍ୟାଚ୍ ଦେଖିବାକୁ ଆସିଥିଲେ। ସେ ରୟାଲ ବକ୍ସରେ ଆସନ ଗ୍ରହଣ କଲାବେଳେ ଉତ୍ସାହିତ ଦର୍ଶକମାନଙ୍କୁ ହାତ ହଲାଇ ଅଭିନନ୍ଦନ ଜଣାଉଥିବା ଦେଖାଯାଇଥିଲା। ତାଙ୍କ…
୧୫ ଘରୁ କଳାକନା ବୁଲାଇଲେ ଦୁର୍ବୃତ୍ତ: ୪୦ ଲକ୍ଷ ଟଙ୍କାର ସୁନା ଗହଣା କଲେ ଲୁଟ୍
ଟେନ୍ସା,୧୪ା୭(ସମୀର କୁମାର ପାଢ଼ୀ):ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ସାନଇନ୍ଦୁପୁର ରୁଙ୍ଗଟା କଲୋନୀରେ ଶୁକ୍ରବାର ବିଳମ୍ବିତ ରାତିରେ ୧୫ଟି ଘରୁ ଚୋରି ହୋଇଛି। ୪୦ ଲକ୍ଷ ଟଙ୍କାର ସୁନା ଗହଣା ଓ ୫ରୁ ୧୦ ଲକ୍ଷ ଟଙ୍କା ଦୁର୍ବୃତ୍ତ ନେଇଯାଇଥିବା ଜଣାପଡିଛି। କୋଇଡ଼ା…
ଟ୍ରମ୍ପ୍ଙ୍କୁ ଆକ୍ରମଣ ଘଟଣାକୁ ନେଇ ଏମିତି କହିଲା ରୁଷିଆ
ମସ୍କୋ,୧୪ା୭:ଆମେରିକାର ପୂର୍ବତନ ରାଷ୍ଟ୍ରପତି ତଥା ଆଗାମୀ ନିର୍ବାଚନ ପାଇଁ ରିପବ୍ଲିକାନ୍ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍ ପେନ୍ସିଲ୍ଭାନିଆର ବଟଲର ସହରରେ ଏକ ପ୍ରଚାର ରାଲିକୁ ସମ୍ବୋଧନ କରୁଥିବାବେଳେ ତାଙ୍କୁ ହତ୍ୟା ଉଦ୍ୟମ ହୋଇଛି। ଜଣେ ଯୁବ ଶୁଟର ଟ୍ରମ୍ପ୍ଙ୍କୁ ଟାର୍ଗେଟ କରି ଏକାଧିକ…

