ବିଜୁ ଏକ୍ସପ୍ରେସୱେରେ ବାଇକ୍କୁ ପିଟିଲା କାର୍
କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବିଜୁ ଏକ୍ସପ୍ରେସୱେର କଳାହାଣ୍ଡି ଜିଲା କୋକସରା ବ୍ଳକ ଭାଲିଆଯୋର ଛକନିକଟରେ କାର୍-ବାଇକ ମଧ୍ୟରେ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ବାଇକ୍ରେ ଥିବା ୨ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ କଛାରପଡାର ଚିତ୍ତରଞ୍ଜନ ନାଏକ ଓ…
ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର ଚର୍ଚ୍ଚା ମଧ୍ୟରେ ଆସିଲା ବଡ଼ ଖବର: ସମ୍ପର୍କରେ…
ଅନନ୍ତ ଅମ୍ବାନୀ ଓ ରାଧିକା ମର୍ଚାଣ୍ଟଙ୍କ ଗ୍ରାଣ୍ଡ ୱେଡିଂରେ ଦେଶ ବିଦେଶର ବହୁ କଳାକାର ଓ ସେଲିବ୍ରିଟି ଯୋଗ ଦେଇଥିଲେ। ମୁମ୍ବାଇର ଜିଓ ୱାଲର୍ଡ କନ୍ଭେନ୍ସନ୍ ସେଣ୍ଟରରେ ଆୟୋଜିତ ଏହି ବିବାହ ଉତ୍ସବରେ ବଚ୍ଚନ ପରିବାର ସମେତ ବଲିଉଡ୍ର ବହୁ ତାରକା…
ମିଳିଲା ବଡ଼ ସଫଳତା: କୋମ୍ବିଂ ଅପରେଶନ ବେଳେ ୫ ମାଓବାଦୀଙ୍କୁ ଧରିଲେ ଯବାନ
ମାଲକାନଗିରି,୧୪ା୭ (ଦୁର୍ଯ୍ୟୋଧନ ପାତ୍ର)-ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୋଲିସ ରବିବାର ୫ଜଣ ମାଓବାଦୀଙ୍କୁ ଗିରଫ କରିଛି। ସେମାନେ ହେଲେ ମସାୟୀ ମଙ୍ଗୁ ଓରଫ ମଙ୍ଗୁ କୁଞ୍ଜାମ, ମହେଶ କୁରସମ୍ ଓରଫ ମନକୁ, ଲାଲୁ ପୋଟାମ, ଫୁଲ୍ଲୀ ପୁନେମ ଓରଫ ସେପି,…
କିଏ ହେବେ କଂଗ୍ରେସର ଉପନେତା: ଘୋଷଣା ହେଲା ନାଁ
ନୂଆଦିଲ୍ଲୀ,୧୪ା୭?:କଂଗ୍ରେସ ଏମ୍ପି ଗୌରବ ଗୋଗୋଇ ଲୋକ ସଭାରେ ଦଳର ଉପନେତା ହେବାକୁ ଯାଉଛନ୍ତି। ଦଳର ଏହି ନିଷ୍ପତ୍ତି ଲୋକ ସଭା ବାଚସ୍ପତି ଓମ୍ ବିର୍ଲାଙ୍କୁ ଜଣାଇ ଦିଆଯାଇଛି। କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧି ବାଚସ୍ପତିଙ୍କୁ ପତ୍ର ଲେଖି ଲୋକ…
ଏହି ନାଁ ଧରି ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରିଥିଲେ ୧୧ଜଣ ସଦସ୍ୟ
ପୁରୀ,୧୪।୭: ୫ ଦଶନ୍ଧି ପରେ ଶେଷରେ ପୁରୀ ଶ୍ରୀମନ୍ଦିରର ରହସ୍ୟମୟ ରତ୍ନଭଣ୍ଡାର ଖୋଲିଲା। ପୂର୍ବ ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲିଥିଲା। ରତ୍ନଭଣ୍ତାର ଖୋଲିବା ପାଇଁ ମୋଟ ୧୧ଜଣ ସଦସ୍ୟ ଭିତରକୁ ଯାଇଥିଲେ। ଏନେଇ ରତ୍ନଭଣ୍ଡାର ଯାଞ୍ଚ କମିଟି…
ମାଟି କାମୁଡିଲା ଜିମ୍ବାଓ୍ବେ: ୪-୧ରେ ସିରିଜ୍ ଜିତିଲା ଟିମ୍ ଇଣ୍ଡିଆ
ହରାରେ,୧୪ା୭: ଜିମ୍ବାଓ୍ବେ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ୍ର ଅନ୍ତିମ ମ୍ୟାଚକୁ ୪୨ ରନ୍ରେ ଜିତିବା ସହିତ ୪-୧ରେ ସିରିଜ ଜିତି ନେଇଛି। ଭାରତ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୬ ଉଇକେଟ ହରାଇ ୧୬୭ ରନ୍ କରିଥିଲା।…
ୟୁଟ୍ୟୁବ୍ ଦୁନିଆରେ ଇତିହାସ ରଚିଲେ ‘ମିଷ୍ଟର ବିଷ୍ଟ’: ହାସଲ କଲେ ବଡ଼ ଉପଲବ୍ଧି
ପ୍ରସିଦ୍ଧ ୟୁଟ୍ୟୁବର ଜିମି ଡୋନାଲ୍ଡସନ୍(ମିଷ୍ଟର ବିଷ୍ଟ ନାମରେ ଜଣାଶୁଣା) ଏକ ନୂତନ ରେକର୍ଡ ସୃଷ୍ଟି କରିଛନ୍ତି। ସେ ବିଶ୍ୱର ପ୍ରଥମ ୟୁଟ୍ୟୁବର ହୋଇପାରିଛନ୍ତି ଯାହାଙ୍କ ସବ୍ସ୍କ୍ରାଇବରଙ୍କ ସଂଖ୍ୟା ୩୦ କୋଟି ଅତିକ୍ରମ କରିଛି। ପ୍ରାୟ ମାସେ ପୂର୍ବେ ତାଙ୍କର ‘ମିଷ୍ଟର ବିଷ୍ଟ’…
ଏକା ଥରକେ ଫୁଟିଲା ୧୫ ବ୍ରହ୍ମ କମଳ
ଖଡ଼ିଆଳ,୧୪।୭(ସୁଜିତ କୁମାର ପ୍ରଧାନ): ଗୋଟିଏ ନୁହେଁ କି ଦୁଇଟି ନୁହେଁ, ଏକା ଥରକେ ଫୁଟିଲା ୧୫ଟି ବ୍ରହ୍ମ କମଳ। ରଥଯାତ୍ରା ଓ ବାହୁଡା଼ ଯାତ୍ରା ମଝିରେ ଏହି ବ୍ରହ୍ମ କମଳ ଫୁଲ ଫୁଟି ଥିବାରୁ ଏବେ ନୂଆପଡା ଜିଲା ଖଡ଼ିଆଳ ୱାର୍ଡ…
ଅପରେଶନ ପରେ ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁ
କେନ୍ଦୁଝର,୧୪ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ବ୍ଲକ୍ ଅନ୍ତର୍ଗତ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ବାଉରୀପଦା ପଞ୍ଚାୟତ ମହାଦେଇପୁର ଗ୍ରାମର ଭଦ୍ରୁ ବେହେରା (୫୫)। ସାମାଜିକ ସଂଗଠନ ଓ ପରିବାର…
କାନାଡ଼ାକୁ ହରାଇ ତୃତୀୟ ସ୍ଥାନରେ ଉରୁଗୁଏ
ଚାର୍ଲୋଟ,୧୪ା୭: କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟର ତୃତୀୟ ସ୍ଥାନ ପାଇଁ ଅନୁଷ୍ଠିତ ମ୍ୟାଚରେ କାନାଡାକୁ ୪-୩ ଶୁଟ୍ଆଉଟରେ ହରାଇ ଦେଇଛି ଉରୁଗୁଏ। ଖେଳାଯାଇଥିବା ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚର ନିର୍ଦ୍ଧାରିତ ସମୟ ଖେଳ ୨-୨ରେ ଅମୀମାସିଂତ ରହିବାରୁ ପେନାଲ୍ଟି ଶୁଟ୍ଆଉଟର ସହାୟତା ନିଆଯାଇଥିଲା।…
ହଷ୍ଟେଲରୁ ନବମ ଶ୍ରେଣୀ ଛାତ୍ରୀ ନିଖୋଜ: ଥାନାରେ ମାମଲା
ରାୟଗଡା,୧୪।୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲା ପଦ୍ମପୁର ବ୍ଲକ ଅଧୀନ ଗୋଡ଼ିଆବନ୍ଧ ବସନ୍ତ ଦେବୀ ବିଦ୍ୟାପୀଠ ୧୦୦ଶଯ୍ୟା ଛାତ୍ରୀ ନିବାସରୁ ଜଣେ ନବମ ଶ୍ରେଣୀ ଛାତ୍ରୀ ନିଖୋଜ ହୋଇଯାଇଛନ୍ତି। ଏନେଇ ଛାତ୍ରୀଙ୍କ ପରିବାର ଲୋକେ ରବିବାର ପଦ୍ମପୁର ଥାନାରେ ଏକ ଅଭିଯୋଗ…
ଆଡ଼ପ ମଣ୍ଡପରେ କଳ୍କି ଅବତାରରେ ଦର୍ଶନ ଦେଲେ ମହାବାହୁ
କୋରାପୁଟ,୧୪।୭(ଅମିତାଭ ବେହେରା): ନବଦିନାତ୍ମକ ଯାତ୍ରା ଶେଷ କରି ସୋମବାର ଶ୍ରୀମନ୍ଦିର ବାହୁଡିବେ ମହାବାହୁ। ଏହି ପରିପ୍ରେକ୍ଷୀରେ ରବିବାର କୋରାପୁଟ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବଡ଼ଠାକୁର ବଳଭଦ୍ର ଧଳାଘୋଡ଼ା ଏବଂ ମହାପ୍ରଭୁ ଜଗନ୍ନାଇ କାଳ ଘୋଡାରେ କଳ୍କି ଅବତାରରେ ଭକ୍ତଙ୍କୁ ଦର୍ଶନ…

