Home Left

ପ୍ରଶାନ୍ତଙ୍କୁ ନେଇ ଅଡ଼ୁଆରେ ଭାଜପା

ଖୋର୍ଦ୍ଧା,୧୪ା୩ (ପ୍ରଭାତ ପାଣିଗ୍ରାହୀ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେଡିରୁ ବହିଷ୍କୃତ ହେବା ପରେ ପୁଣି ଦଳକୁ ଫେରିବେ ବୋଲି ଆଶା ବାନ୍ଧିଥିଲେ। ଦଳୀୟ କର୍ମୀ, ନେତାଙ୍କ ସହ ସୁସମ୍ପର୍କ ସତ୍ତ୍ୱେ ଚେଷ୍ଟା କରି ମଧ୍ୟ ଦଳକୁ ଫେରିପାରି ନ ଥିଲେ।…

୬ ବର୍ଷ ପରେ ପୁଣି ଦେଖାଗଲା ବ୍ଲାକ୍‌ ପାନ୍ଥର

ଭୁବନେଶ୍ୱର, ୧୪।୩(ଅସମାପିକା ସାହୁ)ଓଡ଼ିଶାରେ ପୁଣି ଦେଖିବାକୁ ମିଳିଛି ବ୍ଲାକ ପାନ୍ଥର ବା କଳା କଲରାପତରିଆ ବାଘ। ସୁନ୍ଦରଗଡ଼ ହେମଗିରି ବନାଞ୍ଚଳରେ ଏହି ବିରଳ ବାଘ ରହିଥିବା ନେଇ ପିସିସିଏଫ୍‌(ଓ୍ବାଇଲ୍ଡଲାଇଫ) ସୁଶାନ୍ତ ନନ୍ଦ ନିଜ ସୋସିଆଲ ମିଡିଆ ‘ଏକ୍ସ’ ଆକାଉଣ୍ଟରେ ପୋଷ୍ଟ କରି…

ନାଁ ପରିବର୍ତନ କରିବ ରୟାଲ ଚ୍ୟାଲେଞ୍ଜର ବାଙ୍ଗଲୋର, ଦୂର ହେବ ଟ୍ରଫି ମରୁଡ଼ି

ନୂଆଦିଲ୍ଲୀ,୧୩।୩: ଚେନ୍ନାଇର ଚେପାକ୍ ଷ୍ଟାଡିୟମରେ ମାର୍ଚ୍ଚ ୨୨ ରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍ ୨୦୨୪ ର ଉଦଘାଟନୀ ମ୍ୟାଚ୍ ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଫ୍ରାଞ୍ଚାଇଜ୍ ନାମ ପରିବର୍ତ୍ତନ କରିବାକୁ ଯାଉଛି। ବେଙ୍ଗାଲୁରୁ ଏବଂ ସମଗ୍ର ଭାରତରେ ଏକ…

ଆଇପିଏଲ୍‌ରେ ଇତିହାସ ରଚିବାକୁ ଆଉ ଗୋଟିଏ ପାଦ ଦୂରରେ ହିଟ୍‌ମ୍ୟାନ୍‌

ନୂଆଦିଲ୍ଲୀ,୧୩।୩: କ୍ରିକେଟ ଦୁନିଆର ଶ୍ରେଷ୍ଠ ଓପନିଂ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ରୋହିତ ଶର୍ମା ଅନ୍ୟତମ। ଆଇପିଏଲରେ ତାଙ୍କ ରେକର୍ଡ ଭଲ। ଆଜି ପର୍ଯ୍ୟନ୍ତ ସେ ୨୪୩ ମ୍ୟାଚରେ ୬,୨୧୧ ରନ ସ୍କୋର କରିଛନ୍ତି ଏବଂ ସର୍ବାଧିକ ରନ ସ୍କୋର କରିଥିବା ବ୍ୟାଟ୍ସମ୍ୟାନ ତାଲିକାରେ…

ପୁଣି ଆଣବିକ ଅସ୍ତ୍ର ଧମକ ଦେଲେ ପୁଟିନ୍‌

ମସ୍କୋ,୧୩ା୩:ରୁଷିଆର ସାର୍ବଭୌମତ୍ୱ କିମ୍ବା ସ୍ବାଧୀନତା ଉପରେ ବିପଦ ଦେଖାଦେଲେ ମସ୍କୋ ଆଣବିକ ଅସ୍ତ୍ର ବ୍ୟବହାର କରିବ ବୋଲି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କହିଛନ୍ତି। ଏଥିସହ ଆମେରିକାକୁ ଆଣବିକ ସଂଘର୍ଷରୁ ଦୂରେଇ ରହିବାକୁ ସେ ପରାମର୍ଶ ଦେଇଛନ୍ତି। ରୁଷୀୟ ସରକାରୀ ଟିଭି…

ସିବିଏସ୍‌ଇ ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ରାହୁଲ ସିଂ

ନୂଆଦିଲ୍ଲୀ,୧୩ା୩:କେନ୍ଦ୍ର ସରକାର ବୁଧବାର ବରିଷ୍ଠ ଅମଲାତନ୍ତ୍ରୀ ରାହୁଲ ସିଂଙ୍କୁ ସେଣ୍ଟ୍ରାଲ ବୋର୍ଡ୍‌ ଅଫ୍‌ ସେକେଣ୍ଡାରି ଏଜୁକେଶନ୍‌ (ସିବିଏସ୍‌ଇ) ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି। ବରିଷ୍ଠ ପ୍ରଶାସନିକ ସ୍ତରରେ ହୋଇଥିବା ଅଦଳବଦଳ ଅନୁସାରେ ରାହୁଲଙ୍କୁ ନିଧି ଛିବ୍ବେରଙ୍କ ସ୍ଥାନରେ ଅବସ୍ଥାପିତ କରାଯାଇଛି। ନିଧିଙ୍କୁ…

ଥରିଲା ଆଫଗାନିସ୍ତାନ

କାବୁଲ,୧୩।୩: ଆଫଗାନିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୩ରେ ମାପ କରାଯାଇଛି। ଏହାର କେନ୍ଦ୍ର ଭୂମିଠାରୁ ୧୪୬ କିଲୋମିଟର ଗଭୀର ଥିଲା। ପାକିସ୍ତାନର କିଛି ଅଞ୍ଚଳରେ କମ୍ପନ ଅନୁଭୂତ ହୋଇଥିଲା। ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତିର ଖବର…

ବିଜୁ ପଟ୍ଟନାୟକ ଇନ୍‌ଡୋର୍‌ ଷ୍ଟାଡିୟମ୍‌ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଗୋପାଳପୁର/ବ୍ରହ୍ମପୁର,୧୩ା୩(ନବୀନ ରାଜ ଆଚାରୀ/ତନୁଶ୍ରୀ ନାହାକ): ବୁଧବାର ଅପରାହ୍ନରେ ଗଞ୍ଜାମ ଜିଲା ଗୋପାଳପୁର ଥାନାର ନିର୍ମିତ କୋଠା ଓ ବିଜୁପଟ୍ଟନାୟକ ବହୁମୁଖୀ ଇନ୍‌ଡୋର୍‌ ଷ୍ଟାଡିୟମ ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଲୋକାର୍ପଣ କରିଛନ୍ତି। ଏଥିରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ।…

ଗୋବରୀ ନଦୀ ଖନନରେ ଅଦାଲତ ଅବମାନନା: କେନ୍ଦ୍ରାପଡ଼ା ଡ୍ରେନେଜ୍‌ ଡିଭିଜନ୍‌ ଯନ୍ତ୍ରୀଙ୍କୁ ହାଜିରା ନିର୍ଦ୍ଦେଶ

କଟକ,୧୩ା୩(କାର୍ତ୍ତିକ ସାହୁ): ଗୋବରୀ ନଦୀ ଖନନ ବେଳେ ଅଦାଲତ ଅବମାନନା ନେଇ ରୁଜୁ ମାମଲାରେ ହାଇକୋର୍ଟ କେନ୍ଦ୍ରାପଡ଼ା ଡ୍ରେନେଜ୍‌ ଡିଭିଜନ୍‌ ଯନ୍ତ୍ରୀଙ୍କୁ ବ୍ୟକ୍ତିଗତ ହାଜିରା ହେବାକୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟର ବିଚାରପତି ବିଭୂ ପ୍ରସାଦ ରାଉତରାୟ ମାମଲାର ଶୁଣାଣି କରି ଏହି…

ଭାରତ-ମଧ୍ୟପ୍ରାଚ୍ୟ-ୟୁରୋପ ଆର୍ଥିକ କରିଡର୍‌ର ରାଜିନାମାକୁ କ୍ୟାବିନେଟ୍‌ ମଞ୍ଜୁରି

ନୂଆଦିଲ୍ଲୀ,୧୩।୩: ଭାରତ-ମଧ୍ୟପ୍ରାଚ୍ୟ ୟୁରୋପ ଆର୍ଥିକ କରିଡର୍‌ର ସଶକ୍ତିକରଣ ଏବଂ ପରିଚାଳନା ପାଇଁ ଭାରତ ଓ ୟୁଏଇ ମଧ୍ୟରେ ଆନ୍ତଃସରକାରୀ ବ୍ୟବସ୍ଥା ରାଜିନାମାକୁ କ୍ୟାବିନେଟ୍‌ ମଞ୍ଜୁରି ମିଳିଛି। ଆନ୍ତଃସରକାରୀ ବ୍ୟବସ୍ଥା ରାଜିନାମା (ଆଇଜିଏଫଏ)କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌…

ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରି ଟଙ୍କା ମାଗୁଥିଲେ ଯୁବକ, ଉଠାଇନେଲା ପୋଲିସ

ଗୋପାଳପୁର,୧୩ା୩(ନବୀନ ରାଜ ଆଚାରୀ): ମହିଳାଙ୍କର ସାମାଜିକ ଗଣମାଧ୍ୟମରେ ଅଶ୍ଳୀଳ ଫଟୋ ଭାଇରାଲ କରିବାକୁ କହି ଧମକ ଚମକ ଦେଇ ଟଙ୍କା ନେଇଥିବା ଅଭିଯୋଗରେ ବୁଧବାର ଗୋଳନ୍ଥରା ଥାନା ଅଞ୍ଚଳରୁ ଯୁବକକୁ ମୋଟାଙ୍ଗ ପୋଲିସ ଉଠାଇ ନେଇଥିବା ଜଣାପଡ଼ିଛି l ଯୁବକ ଜଣକ…

୭ ମିନିଟ ବୈଠକରେ ବଡ଼ ଛଟେଇ କଲା ଟେକ୍ ଜିଆଣ୍ଟ ଆଇବିଏମ

ନୂଆଦିଲ୍ଲୀ,୧୩।୩: ଇଣ୍ଟରନ୍ୟାସନାଲ ବିଜନେସ୍ ମେଶିନ୍ କର୍ପ (ଆଇବିଏମ୍) କର୍ମଚାରୀଙ୍କ ସହ ସଂକ୍ଷିପ୍ତ ସାତ ମିନିଟର ବୈଠକରେ ଛଟେଇ ଘୋଷଣା କରିଛି। କମ୍ପାନୀ ପକ୍ଷରୁ ପ୍ରକୃତ ସଂଖ୍ୟା କୁହାଯାଇ ନଥିଲେ ମଧ୍ୟ ନିର୍ଦ୍ଦିଷ୍ଟ ନକରି ଏହାର ମାର୍କେଟିଂ ଏବଂ ଯୋଗାଯୋଗ ବିଭାଗରେ ଛଟେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri