Home Left

ପାକିସ୍ତାନକୁ ହରାଇ WCL 2024 ଟାଇଟଲ୍‌ ଜିତିଲା ଇଣ୍ଡିଆ ଚାମ୍ପିଅନ୍ସ

ବର୍ମିଂଘମ,୧୪।୭: ଓ୍ବାଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡସ୍‌(ଡବ୍ଲ୍ୟୁସିଏଲ୍‌) ୨୦୨୪ର ଟାଇଟଲ ଜିତିଛି ଇଣ୍ଡିଆ ଚାମ୍ପିଅନ୍ସ। ଏଠାରେ ଖେଳାଯାଇଥିବା ଫାଇନାଲ ମୁକାବିଲାରେ ଯୁବରାଜ ସିଂଙ୍କ ନେତୃତ୍ୱାଧୀନ ଇଣ୍ଡିଆ ଚାମ୍ପିଅନ୍ସ ସହଜ ବିଜୟ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ଟିମ୍‌ ୧୫୬ ରନ୍‌…

ଘରେ ମଧ୍ୟାହ୍ନଭୋଜନ ରାନ୍ଧି ସ୍କୁଲକୁ ଆଣୁଛନ୍ତି ଏସ୍‌ଏଚ୍‌ଜି ମହିଳା

କୋଷାଗୁମୁଡ଼ା, ୧୪।୭(ପ୍ରସାଦ ବିଷୋୟୀ)ପିଲାମାନଙ୍କୁ ଶିକ୍ଷା ଦେବା ପାଇଁ ସ୍କୁଲ ଖୋଲାଯାଇଛି। କିନ୍ତୁ ସେଠାରେ ଭିତ୍ତିଭୂମିର ଅଭାବ ରହିଛି। ଏପରି ଏକ ସ୍କୁଲ ହେଉଛି ନବରଙ୍ଗପୁର ଜିଲା କୋଷାଗୁମୁଡା ବ୍ଲକ୍‌ ଅଧୀନ ମୋତିଗାଁ ପଞ୍ଚାୟତ ଝାଲିଆଗୁଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟ। ସ୍କୁଲରେ ୩୫…

ସାଇଡ୍‌ ଇନ୍‌କମ୍‌

ଛାତ୍ରୀଛାତ୍ର ହୁଅନ୍ତୁ ବା କର୍ମଜୀବୀ ପରିବାର ଉପରେ ନିର୍ଭର ନ କରି ପଢ଼ା, ବାହାରେ ରହିବା, ଗାଡ଼ି ସହ ନିଜର ବିଭିନ୍ନ ସାମଗ୍ରୀ କିଣିବା ତଥା ଅନ୍ୟାନ୍ୟ ଖର୍ଚ୍ଚ ନିଜେ ତୁଲାଇବା ସହ କିଛି ଅର୍ଥ ସଞ୍ଚୟ କରିବା ଏବଂ ପରିବାରକୁ…

୪୬ ବର୍ଷ ଅପେକ୍ଷାର ଅନ୍ତ ଆଜି

ପୁରୀ,୧୪ା୭(ଅଜିତ୍‌ କୁମାର ମହାନ୍ତି)ଦୀର୍ଘ ୪୬ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ରବିବାର ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବ। ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ପ୍ରଦାନ ସହ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସେସ୍‌(ଏସ୍‌ଓପି) ଜାରି କରାଯାଇଛି। ଫଳରେ ଭିତର ରତ୍ନଭଣ୍ଡାର ଖୋଲାଯିବା ନିଶ୍ଚିତ…

ଭାରତର ପ୍ରଥମ ସ୍ବର୍ଣ୍ଣ ପଦକ

ଅଲିମ୍ପିକ୍ସର ନବମ ସଂସ୍କରଣ ୧୯୨୪ରେ ନେଦରଲାଣ୍ଡ୍ସର ଆମଷ୍ଟରଡାମ୍‌ରେ ଅନୁଷ୍ଠିତ ହୋଇଥିଲା। ବ୍ରିଟିଶ ଜାତୀୟ ପତାକା ତଳେ ଖେଳିଥିବା ଭାରତ ଫିଲ୍ଡ ହକିରେ ଐତିହାସିକ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଥିଲା। ଜୟପାଲ ସିଂ ମୁଣ୍ଡା ଏହି ଦଳର ନେତୃତ୍ୱ ନେଇଥିବାବେଳେ ହକି ଯାଦୁକର…

୫୮ ବର୍ଷ ପ୍ରତୀକ୍ଷାର ଅନ୍ତ ଲକ୍ଷ୍ୟରେ ବ୍ରିଟେନ୍‌

ବର୍ଲିନ୍‌,୧୪।୭(ପି.ଟି.): ଜର୍ମାନୀରେ ଅନୁଷ୍ଠିତ ୟୁରୋ କପ ଫୁଟବଲ ୨୦୨୪ର ଫାଇନାଲ ମ୍ୟାଚ୍‌ ଇଂଲଣ୍ଡ ଓ ସ୍ପେନ୍‌ ମଧ୍ୟରେ ଖେଳାଯିବ। ସ୍ପେନ ଦଳ ଚତୁର୍ଥ ୟୁରୋ କପ୍‌ ଲକ୍ଷ୍ୟରେ ରହିଥିବା ବେଳେ ଇଂଲଣ୍ଡ ୫୮ ବର୍ଷ ପ୍ରତୀକ୍ଷାର ଅବସାନ ଘଟାଇବା ଲକ୍ଷ୍ୟରେ ରହିଛି।…

ମହାପ୍ରଭୁଙ୍କ ପାଇଁ ପାଣିର ବାଷ୍ପରେ ପ୍ରସ୍ତୁତ ହୁଏ ପୋଡ଼ପିଠା

ପୁରୀ,୧୪ା୭(ଅଜିତ୍‌ କୁମାର ମହାନ୍ତି)ଭୋଜନ ପ୍ରିୟ ମହାପ୍ରଭୁ ଶ୍ରୀଜଗନ୍ନାଥ। ସେଥିପାଇଁ ତାଙ୍କ ନିକଟରେ ପ୍ରତିଦିନ ୬୦ ପଉଟି ଭୋଗ ଓ ୫୬ ପ୍ରକାର ବ୍ୟଞ୍ଜନର ବ୍ୟବସ୍ଥା ରହିଛି। ତଥାପି ଖାଦ୍ୟରେ ମହାପ୍ରଭୁଙ୍କର ଥାଏ ବିଶେଷ ଅଭିରୁଚି। ପ୍ରତିଦିନ ତାଙ୍କ ପାଖରେ ପିଠା ଭୋଗ…

କଲେଜ କର୍ମଚାରୀଙ୍କ ଉପରେ ଆକ୍ରମଣ: ଆକ୍ରମଣକାରୀ ଭାଜପାର କହିଲେ

ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ): ରାଜସ୍ବ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ବରଗଡ଼ ଜିଲା ଗସ୍ତ କରିଥିଲେ। ସହର ଉପକଣ୍ଠ ତୋରା ଜୁନିୟର କଲେଜରେ ମନ୍ତ୍ରୀ ପୂଜାରୀଙ୍କ କାର୍ଯ୍ୟକ୍ରମ ସରିବା ପରେ କଲେଜ କର୍ମଚାରୀଙ୍କ ଉପରେ ଜଣେ…

ମଙ୍ଗଳା ମନ୍ଦିର ବିକାଶ ପାଇଁ ୫୦ କୋଟି

ନିମାପଡ଼ା/କାକଟପୁର/ଅସ୍ତରଙ୍ଗ/ ଯୋଗେଶ୍ୱରପୁର (ବିଚିତ୍ରାନନ୍ଦ ସାହୁ/ରଞ୍ଜନ ପଟ୍ଟନାୟକ/ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା/ରଶ୍ମିରଞ୍ଜନ ସାହୁ)୧୪ା୭: ପୁରୀ ଜିଲା ନିମାପଡ଼ାର ମା’ ପୂର୍ଣ୍ଣେଶ୍ୱରୀ ମନ୍ଦିର ଠାରୁ କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳାଙ୍କ ମନ୍ଦିର ପର୍ଯ୍ୟନ୍ତ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଐତିହ୍ୟ ସଚେତନତା…

ଅନନ୍ତ ଅମ଼୍ବାନୀ-ରାଧିକାଙ୍କୁ ଆଶିର୍ବାଦ ଦେଲେ ମୋଦି

ମୁମ଼୍ବାଇ, ୧୪।୦୭: ଦେଶର ଆର୍ଥିକ ରାଜଧାନୀ ମୁମ଼୍ବାଇରେ ଜୁଲାଇ ୧୨ରେ ଅନନ୍ତ ଅମ଼୍ବାନୀ ଏବଂ ରାଧିକା ମର୍ଚାଣ୍ଟଙ୍କ ବିବାହ ସମ୍ପର୍ଣ୍ଣ ହୋଇଛି । ଏହାର ଅଗାମୀ ଦିନ ଅର୍ଥାତ ଜୁଲାଇ ୧୩ ତାରିଖରେ ନବ ଦମ୍ପତିଙ୍କ ଆଶିର୍ବାଦ ସମାରୋହ ରଖାଯାଇଥିଲା ।…

୮ ଜଣଙ୍କୁ ନିଲମ୍ବନ କଲା ଭାଜପା

ଭୁବନେଶ୍ୱର, ୧୪।୭(ସୁନିତ୍‌ ମିଶ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ଦଳ ବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ବାଲେଶ୍ୱର ଜିଲାର କେତେଜଣଙ୍କୁ ଦଳରୁ ନିଲମ୍ବନ କରାଯାଇଥିବା ସୂଚନା ଦିଆଯାଇଛି। ବାଲେଶ୍ୱର ଜିଲା ସୋର ବିଧାନସଭା ନିର୍ବାଚନମଣ୍ଡଳୀର…

ସୋନିଆଙ୍କୁ ଭେଟିଲେ ହେମନ୍ତ

ନୂଆଦିଲ୍ଲୀ,୧୪।୭(ପି.ଟି.): ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ହେମନ୍ତ ସୋରେନ୍‌ ଶନିବାର କଂଗ୍ରେସ ସଂସଦୀୟ ଦଳ ନେତା ସୋନିଆ ଗାନ୍ଧୀ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସ୍ତ୍ରୀ ସୁନୀତା କେଜ୍‌ରିଓ୍ବାଲଙ୍କୁ ଭେଟିଛନ୍ତି। ସ୍ତ୍ରୀ କଳ୍ପନା ସୋରେନ୍‌ଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?