ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା
ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ ୨୦୨୬ରୁ ଆରମ୍ଭ ହେଉଥିବା ଏହି ଗୋଚର ସମସ୍ତଙ୍କ ପାଇଁ କଷ୍ଟକର ହେବ ନାହିଁ।…
କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ
ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି କରିବାକୁ ବାଧ୍ୟ ହୁଅନ୍ତି । ତଥାପି, ଏପରି ଜମି ବିକ୍ରୟରୁ ପ୍ରାପ୍ତ ଆୟ…
IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର
ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ ଟେଷ୍ଟ ବିଜୟର ଶେଷ ଜୀବିତ ଖେଳାଳି ଥିଲେ। ଜଣେ କ୍ରିକେଟର ଭାବରେ ତାଙ୍କ…
ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍ଲେସ ଚିକିତ୍ସା
ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP, DCPଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ସର୍ବାଧିକ ଦେଢ଼ ଲକ୍ଷ ପର୍ଯ୍ୟନ୍ତ…
ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ
ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ବୁଧବାର ଅପରାହ୍ନରୁ ନିଖୋଜ ଥିଲେ। ଶୁକ୍ରବାର ସକାଳେ ତାଙ୍କ…
ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ
ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ରାୟପର୍ଥି ମଣ୍ଡଳର ଏକେ ତାଣ୍ଡା ଗ୍ରାମର ବାସିନ୍ଦା, ପୀଡିତାଙ୍କ ପରିବାର ଅଭିଯୋଗ…
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…
ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ଉପରେ ପୁନଃବିଚାର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତା ଏହି ଚିଠି ଲେଖିଛନ୍ତି। ଜନସଂଖ୍ୟା ବୃଦ୍ଧିକୁ…
ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ
ଓ୍ବାଶିଂଟନ୍,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ ବାଣିଜ୍ୟ ପାଇଁ ସର୍ତ୍ତ ରଖିଛି। ରୁଷିଆର ସରକାରୀ ସମାଚାର ଏଜେନ୍ସି, TASS, ଇରାନୀ…
ବଢିଲା ଆମେରିକାର ଟେନ୍ସନ: ଯୁଦ୍ଧ ମଧ୍ୟରେ ଜିନପିଙ୍ଗଙ୍କ ଆଗରେ ମୁଣ୍ଡ ନୁଆଁଇବେ ଟ୍ରମ୍ପ, ଜାଣନ୍ତୁ କାହିଁକି…
ଓ୍ବାଶିଂଟନ୍,୧୦।୪: ଇରାନ ସହିତ ଯୁଦ୍ଧ କେବଳ ଗୋଳାବାରୁଦ ଏବଂ କ୍ଷେପଣାସ୍ତ୍ର ନଷ୍ଟ କରିନଥିଲା, ବରଂ ଏକ ଦୁର୍ବଳତାକୁ ମଧ୍ୟ ପ୍ରକାଶ କରିଥିଲା ଯାହାକୁ ଆମେରିକା ଆଉ ଅଣଦେଖା କରିପାରିବ ନାହିଁ। ଆଧୁନିକ ଯୁଦ୍ଧଗୁଡ଼ିକ କେବଳ ଅସ୍ତ୍ରଶସ୍ତ୍ର ସହିତ ନୁହେଁ ବରଂ ଏହି…
କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…
ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍ଭାବେ ବୀମାରାଶି ପ୍ରଦାନ କରାଯାଉ ନାହିଁ। ଏଥିପାଇଁ ଚାଷୀଙ୍କୁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଧାଁ ଧପଡ଼ କରିବା…
ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍ ଗଲେ କଲେଜ ଅଧ୍ୟକ୍ଷ
ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍ ଯିବାକୁ ପଡ଼ିଛି l ଘଟଣାକ୍ରମ ଅନୁସାରେ ଅଧ୍ୟକ୍ଷ ସାହୁ କଲେଜରେ କାର୍ଯ୍ୟରତ ଅଧ୍ୟାପିକା…
ହର୍ମୁଜ ବନ୍ଦ, ପୁଣିଥରେ ବୃଦ୍ଧି ପାଇଲା ତୈଳ ଦର, ଜାଣନ୍ତୁ କେତେ ରହିଛି ଆଜି…
ଓ୍ବାଶିଂଟନ୍,୧୦।୪: ପଶ୍ଚିମ ଏସିଆର ପରିସ୍ଥିତି ପୁଣି ଥରେ ଏକ ଅସ୍ଥିର ସ୍ଥିତିରେ ପହଞ୍ଚିଛି। ଆମେରିକା, ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ଦୁର୍ବଳ ହେଉଥିବା ପରି ମନେ ହେଉଛି। ଇସ୍ରାଏଲର ଲେବାନନ ଉପରେ ଆକ୍ରମଣର ଜବାବରେ ଇରାନ ହର୍ମୁଜ ପ୍ରଣାଳୀକୁ ପୁନଃ…
Archives


