ଅପମୃତ୍ୟୁ ମାମଲା ବଢ଼ିଚାଲିଛି
ବ୍ରହ୍ମପୁର,୨୪।୧(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍କେସିଜି) ମେଡିକାଲ କଲେଜ ଓ ହସପିଟାଲକୁ ଦକ୍ଷିଣ ଓଡ଼ିଶା ଓ ଅନ୍ୟ ସ୍ଥାନରୁ ରୋଗୀ ରେଫର୍ ହୋଇ ଆସିଥାନ୍ତି। ସେହିପରି ଆନ୍ଧ୍ର ସୀମା ଅଞ୍ଚଳର ଲୋକ ବି ଏହି ମେଡିକାଲ ଉପରେ ନିର୍ଭରଶୀଳ।…
‘କଳା ଯାଦୁ’ କରି ବୟଫ୍ରେଣ୍ଡଙ୍କୁ ବଶୀଭୂତ କରିବାକୁ ଚାହୁଁଥିଲେ ମହିଳା: ଘଟିଲା ଏମିତି
କୁହାଯାଏ ପ୍ରେମ ଅନ୍ଧ। ପ୍ରେମ ପାଇଁ ଯେକୌଣସି ସ୍ତରକୁ ଯିବାପାଇଁ ପଛାନ୍ତି ନାହିଁ। ବେଙ୍ଗାଲୁରୁରେ ଏପରି ଏକ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବତୀ ନିଜର ପୁରୁଣା ପ୍ରେମିକକୁ ଫେରାଇ ଆଣିବାକୁ ଚେଷ୍ଟା କରୁଥିବାବେଳେ ଲକ୍ଷ ଲକ୍ଷ ଟଙ୍କା ଠକାମିର…
ବିଜୁଙ୍କ ଫଟୋ ଆଉଟ୍: ଅଜୟ କୁମାର
ଭୁବନେଶ୍ୱର, ୨୪।୧(ଅସମାପିକା ସାହୁ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସ କାର୍ଯ୍ୟାଳୟରେ ଦଳ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଅଜୟ କୁମାର କହିଛନ୍ତି, ରାଜ୍ୟର ବିଭିନ୍ନ ସ୍ଥାନ ବୁଲିବା…
ବିଜେଡିକୁ ଅଣଦେଖା, ନିଜେ ଶୋଭାଯାତ୍ରା କଲେ ଅରିନ୍ଦମ୍
କଟକ,୨୪।୧(ଶିଳ୍ପା ପ୍ରିୟଦର୍ଶିନୀ): ଦଳୀୟ କାର୍ଯ୍ୟକ୍ରମରୁ ବାହାରି ନିଜସ୍ବ ପଦଯାତ୍ରା କରିଛନ୍ତି ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ତଥା ଅଭିନେତା ଅରିନ୍ଦମ୍ ରାଏ। କଲେଜ ଛକସ୍ଥିତ ରେଭେନ୍ସା ବିଶ୍ୱବିଦ୍ୟାଳୟ ସମ୍ମୁଖରୁ ବାହାରି ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟଠାରେ ନିଜ ସମର୍ଥକମାନଙ୍କୁ ନେଇ ସେ ପହଞ୍ଚତ୍ଥିଲେ।…
IND vs ENG: ବିରାଟଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ଟେଷ୍ଟ ସିରିଜରେ ମିଳିଲା ସୁଯୋଗ, ବିସିସିଆଇ କଲା ଘୋଷଣା
ନୂଆଦିଲ୍ଲୀ,୨୪।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ଟେଷ୍ଟ ସିରିଜ ଗୁରୁବାରରୁ ଆରମ୍ଭ ହେଉଛି। ଦୁଇ ଦଳ ମଧ୍ୟରେ ପ୍ରଥମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯିବ। ଭେଟେରାନ ବ୍ୟାଟର୍ ବିରାଟ କୋହଲି ସିରିଜର ପ୍ରଥମ ଦୁଇଟି ମ୍ୟାଚ…
୩ ମାସ ପଟ ପରିବର୍ତ୍ତନ ପାଇଁ ଯଥେଷ୍ଟ: ମୋକିମ
କଟକ,୨୪।୧(ଶିଳ୍ପା ପ୍ରିୟଦର୍ଶିନୀ): କଂଗ୍ରେସ ନେତା ତଥା ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମଙ୍କ ଉପରୁ ନିଲମ୍ବନ ହଟିବା ପରେ ଖୁସି ପ୍ରକାଶ କରିଛନ୍ତି ବିଧାୟକ ମୋକିମ। ଏନେଇ ଶେଲ୍ଟର ଛକସ୍ଥିତ କଂଗ୍ରେସ କାର୍ଯ୍ୟାଳୟଠାରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୋକିମ କହିଛନ୍ତି, ନିଲମ୍ବନ…
ଜଣେ ପ୍ରକୃତ ଜନ ନେତା ଥିଲେ କର୍ପୁରୀ ଠାକୁର: ମୋଦି
ନୂଆଦିଲ୍ଲୀ,୨୪।୧: ଦୁଇଥର ବିହାରର ମୁଖ୍ୟମନ୍ତ୍ରୀ ଥିବା କର୍ପୁରୀ ଠାକୁରଙ୍କୁ ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରାଯିବ। କର୍ପୁରୀ ଠାକୁରଙ୍କ ୧୦୦ତମ ଜନ୍ମ ବାର୍ଷିକୀ ଜାନୁଆରୀ ୨୪ ଅର୍ଥାତ୍ ଆଜି। ଏହାର ଗୋଟିଏ ଦିନ ପୂର୍ବରୁ କେନ୍ଦ୍ର ସରକାର ତାଙ୍କୁ…
ବାହାର ନେତାଙ୍କୁ ବିରୋଧ, ବଦଳିପାରେ ସମୀକରଣ
ଖୋର୍ଦ୍ଧା,୨୪।୧ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ନିର୍ବାଚନମଣ୍ଡଳୀ ଓଡ଼ିଶା ରାଜନୀତିରେ ଗୁରୁତ୍ୱ ବହନ କରିଆସିଛି। ବେଗୁନିଆ ଓ ବୋଲଗଡ଼ ଦୁଇଟି ବ୍ଲକକୁ ନେଇ ଏହା ଗଠିତ। ଅତୀତରେ ଏହି ଆସନରୁ ନିର୍ବାଚନ ଲଢ଼ି ଜାନକୀ ବଲ୍ଲଭ ପଟ୍ଟନାୟକ ଥରେ ମୁଖ୍ୟମନ୍ତ୍ରୀ…
‘ରାହୁଲ ଗାନ୍ଧୀଙ୍କ ସୁରକ୍ଷା ପ୍ରତି ବିପଦ’, ଶାହାଙ୍କୁ ଚିଠି ଲେଖିଲେ ଖାର୍ଗେ
ନୂଆଦିଲ୍ଲୀ,୨୪।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରା ସମୟରେ ଆସାମରେ ହୋଇଥିବା ସଂଘର୍ଷ ସମ୍ପର୍କରେ କଂଗ୍ରେସ ରାଜ୍ୟ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ଉପରେ ଆକ୍ରମଣ ଜାରି ରଖିଛି। ବର୍ତ୍ତମାନ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର…
ପରିକ୍ରମା ମାର୍ଗ ପୁନଃ ପ୍ରଦକ୍ଷିଣ କଲେ ମୁଖ୍ୟମନ୍ତ୍ରୀ
ପୁରୀ,୨୪।୧(ଅଜିତ୍ ମହାନ୍ତି): ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ୭ମ ଦିନ ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏଥିସହ ପରିକ୍ରମା ପ୍ରକଳ୍ପ ମାର୍ଗ ପୁନଃ ପ୍ରଦକ୍ଷିଣ କରିଛନ୍ତି। ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ…
ଅଜ୍ଞାନ ଅନ୍ଧକାର ଦୂରକରେ ଶିକ୍ଷା
ଯେକୌଣସି ଦେଶର ବିକାଶ ଏହାର ସମୃଦ୍ଧ ମାନବ ସମ୍ବଳ ଉପରେ ହିଁ ନିର୍ଭର କରିଥାଏ। ସମୃଦ୍ଧ ମାନବ ସମ୍ବଳ ପାଇଁ ଶିକ୍ଷା ଗୁରୁତ୍ୱପୂର୍ଣ୍ଣ। ଲେଖିବା, ପଢ଼ିବା ଜାଣିଲେ ଲୋକେ ବିଭିନ୍ନ ସରକାରୀ ସେବାର ଲାଭରୁ ବଞ୍ଚିତ ହେବା ଆଶଙ୍କା ରହିଥାଏ। ଶିକ୍ଷା…
ମଶାଣିରୁ ଯୁବକଙ୍କ ମୃତଦେହ ଉଠାଇନେଲା ପୋଲିସ
କଣ୍ଟାବାଞ୍ଜି,୨୩ା୧(ଗୁରୁ ଦୟାଲ ହଂସ): ପରିବାର ଲୋକେ ଜଣେ ଯୁବକଙ୍କ ମୃତଦେହ ସତ୍କାର ପାଇଁ ମଶାଣିକୁ ନେଇଥିଲେ। ପୋଲିସ ସେଠାରେ ପହଞ୍ଚି ମୃତଦେହକୁ ଜବତ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ବେହେରେନସିଲେଟ ଗାଁରେ ମଙ୍ଗଳବାର…
Archives


