Home Left

୧୦ ଦୁର୍ନୀତି ପ୍ରସଙ୍ଗରେ ଲୋକଙ୍କ ପାଖକୁ ଯିବ କଂଗ୍ରେସ

ଭୁବନେଶ୍ୱର, ୧୨।୩(ସୁନିତ୍‌ ମିଶ୍ର):ଓଡ଼ିଶାର ୧୦ଟି ଦୁର୍ନୀତି ପ୍ରସଙ୍ଗକୁ ନେଇ କଂଗ୍ରେସ ଲୋକଙ୍କ ପାଖକୁ ଯିବ। ଚିଟ୍‌ଫଣ୍ଡ୍‌ ଦୁର୍ନୀତି, ଖଣି ଦୁର୍ନୀତି, ଗୁଣ୍ଡାରାଜ, ମାସ୍କ ସ୍କାମ୍‌, ତାମିଲ ଶାସନ, ଜମି ହଡ଼ପ, ଜବ୍‌ ଜୁମ୍‌ଲା, ସରକାରୀ ଚାକିରି ବିକ୍ରି, ବିଦ୍ୟୁତ୍‌ ଯନ୍ତ୍ରଣା ଓ…

ମେଣ୍ଟ ଦ୍ୱନ୍ଦ ଭିତରେ ରାଜଦୀପ ସରଦେସାଇଙ୍କ ଟୁଇଟକୁ ନେଇ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୨।୩: ଭାଜପା-ବିଜେଡି ମେଣ୍ଟ ଦ୍ୱନ୍ଦ୍ୱ ଖୁବ୍‌ଶୀଘ୍ର ଦୂର ହେବାକୁ ଯାଉଛି। ଏବେ ମେଣ୍ଟକୁ ନେଇ ଭାଜପା ପକ୍ଷରୁ ଦିଲ୍ଲୀରେ ମନ୍ଥନ ଚାଲିଛି। ଏପଟେ ବିଜେଡି ମଧ୍ୟ ନୀରବରେ ମେଣ୍ଟ ଗଣିତକୁ ନେଇ କସରତ ଚଳାଇଛି। ଉଭୟ ଦଳ ମଧ୍ୟରେ ମେଣ୍ଟ ଅଙ୍କ…

ଭାଜପା ଟିକେଟ ଆଶାରେ ୬

ବାସୁଦେବପୁର,୧୨।୩(ନାରାୟଣ ପ୍ରସାଦ ବାରିକ୍‌):ଭଦ୍ରକ ଜିଲାର ବାସୁଦେବପୁର ବିଧାନସଭା ନିର୍ବାଚନମଣ୍ଡଳୀ ବାସୁଦେବପୁର ବ୍ଲକର ୩୬ ପଞ୍ଚାୟତ, ପୌରପାଳିକାର ୨୩ ୱାର୍ଡ ଓ ତିହିଡ଼ି ବ୍ଲକର ୯ ପଞ୍ଚାୟତକୁ ନେଇ ଗଠିତ। ୨୦୦୦ ମସିହାରୁ ଏହି ଆସନକୁ ବିଜୁ ଜନତା ଦଳ (ବିଜେଡି) ଅକ୍ତିଆର…

କଂଗ୍ରେସରୁ ବାପ ନା ପୁଅ

ହାଟଡିହୀ,୧୨l୩(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୦୯ଠାରୁ ବିଜୁ ଜନତା ଦଳ(ବିଜେଡି) ପ୍ରାର୍ଥୀ ବିଜୟୀ ହୋଇ ଆସିଛନ୍ତି। ୨୦୦୪ରେ କଂଗ୍ରେସର ଜୟଦେବ ଯେନା ବିଧାୟକ ହୋଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କୁ ପରାଜୟ ବରଣ କରିବାକୁ ପଡ଼ିଛି। ୨୦୨୪ ନିର୍ବାଚନ ଥିବାରୁ…

ପର୍ଯ୍ୟବେକ୍ଷକଙ୍କ ଭୂମିକା ସମ୍ପର୍କରେ ସୂଚିତ କଲେ ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର, ୧୨।୩(ସୁନିତ୍‌ ମିଶ୍ର):ସାଧାରଣ ନିର୍ବାଚନ ୨୦୨୪ ପ୍ରକ୍ରିୟାକୁ ମୁକ୍ତ, ଅବାଧ ଓ ନିରପେକ୍ଷ ଭାବେ ପରିଚାଳନା କରିବା ପାଇଁ ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ…

ମେଣ୍ଟକୁ ନେଇ ଦ୍ୱନ୍ଦ୍ୱ: ମୋହନଙ୍କ ଘରେ ବିଧାୟକଙ୍କ ମେଳିକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର, ୧୨।୩ (ସୁନିତ୍‌ ମିଶ୍ର):ରାଜ୍ୟରେ ବିଜେଡି ଓ ଭାଜପା ମଧ୍ୟରେ ନିର୍ବାଚନୀ ମେଣ୍ଟକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଥିବାବେଳେ ସୋମବାର ଭାଜପା ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀଙ୍କ ଘରେ ଦଳୀୟ ବିଧାୟକମାନଙ୍କ ବୈଠକ ବସିଛି, ଯାହାକୁ…

ଭାଜପା ରାଜ୍ୟ ନେତାଙ୍କ ଆଲୋଚନା ସରୁନି:ଆଜି ଆସିପାରେ ସ୍ପଷ୍ଟ ଚିତ୍ର

ଭୁବନେଶ୍ୱର, ୧୨।୩(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନକୁ ନେଇ ବିଜେଡି-ଭାଜପା ଭିତରେ ଆରମ୍ଭ ହୋଇଥିବା ମେଣ୍ଟ ଚର୍ଚ୍ଚା ଥମିବାର ନାଁ ଧରୁନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ୫ ତାରିଖରେ ଓଡ଼ିଶା ଗସ୍ତ ସାରି ଫେରିବା ପରଠାରୁ ହିଁ ଏହି ଚର୍ଚ୍ଚା ଆଲୋଚନାର…

ମାଟି ତଳୁ ମୃତଦେହ କାଢ଼ି ତଦନ୍ତ

ଝରିଗାଁ,୧୨।୩(କିଶୋର ଚନ୍ଦ୍ର ମଣ୍ଡଳ):୪ ଦିନ ତଳେ ଜଣେ ବୃଦ୍ଧା ନିଖୋଜ ହୋଇଯାଇଥିଲେ। ସେ ଗୁଣିଗାରେଡ଼ି କରୁଥିବା ନେଇ ଗାଁର କେତେଜଣ ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ବୋଲି ମୃତକଙ୍କ ଝିଅ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରି…

ପି.ସି.ଚନ୍ଦ୍ରା ଜୁଏଲର୍ସର ବସନ୍ତ ଉତ୍ସବ

ଭୁବନେଶ୍ୱର,୧୨।୩: ପି.ସି ଚନ୍ଦ୍ରା ଜୁଏଲର୍ସର ବହୁ ପ୍ରତୀକ୍ଷିତ ‘ବସନ୍ତ ଉତ୍ସବ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଉତ୍ସବ ୨୦୨୪ ମାର୍ଚ୍ଚ ୧୭ ପର୍ଯ୍ୟନ୍ତ ଉଭୟ ଅନ୍‌ଲାଇନ ଓ ଅପ୍‌ଲାଇନ ବା ଏକ୍ସକ୍ଲୁସିଭ ଷ୍ଟୋରଗୁଡ଼ିକରେ ଉପଲବ୍ଧ। ଏହି ପରିପ୍ରେକ୍ଷୀରେ ଗ୍ରାହକ ଆକର୍ଷଣୀୟ…

ଟୟୋଟା ହାଇଲକ୍ସର ଅପରୋଡିଂ ଏକ୍ସପେରିଏନ୍ସ

ଭୁବନେଶ୍ୱର,୧୨।୩: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ‘ଟୟୋଟା ଇଣ୍ଡିଆ’ର ବହୁ ପ୍ରତୀକ୍ଷିତ ତଥା ବ୍ରାଣ୍ଡ୍‌ର ପ୍ରମୁଖ ମଡେଲ ଟୟୋଟା ହାଇଲକ୍ସର ଦୁଃସାହସିକ ଡ୍ରାଇଭିଂ କଳା ପ୍ରଦର୍ଶନୀ ସର୍ବଭାରତୀୟସ୍ତରରେ ଶୁଭାରମ୍ଭ ହୋଇଯାଇଛି। ଏପରିକି କମ୍ପାନୀ ପକ୍ଷରୁ ଏକ ୩ ଦିନିଆ ସ୍ବତନ୍ତ୍ର ଡ୍ରାଇଭିଂ ତଥା…

ଆଜି ଓଡ଼ିଶାରେ ଗଡିବ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌:ଜାଣନ୍ତୁ କେଉଁଠୁ ଚାଲିବ

ଭୁବନେଶ୍ୱର,୧୨।୩:(ଅନୁରାଧା ମହାରଣା):ରେଲଓ୍ବେ ଭିତ୍ତିଭୂମିର ଅଭିବୃଦ୍ଧି ଏବଂ ଭାରତୀୟ ରେଳ ସଂଯୋଗୀକରଣ ପ୍ରକ୍ରିୟାର ବୃଦ୍ଧି ହେତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୮୫ହଜାର କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିବେ। ପ୍ରଧାନମନ୍ତ୍ରୀ ଦେଶର ବିଭିନ୍ନ…

ଏକାମ୍ର ଆୟକର ଆବାସ ପ୍ରକଳ୍ପ ଉଦ୍‌ଘାଟିତ

ଭୁବନେଶ୍ୱର,୧୨।୩ (ଅଭୟ ଦାଶ): ଆୟକର ବିଭାଗ ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱରର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ସୁବିଧା ସୁଯୋଗ ବିଶିଷ୍ଟ ବହୁତଳ ପ୍ରାସାଦ ‘ଏକାମ୍ର ଆୟକର ଆବାସ’ ପ୍ରକଳ୍ପ ସୋମବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ କେନ୍ଦ୍ରୀୟ ପ୍ରତ୍ୟକ୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri