‘ନୋ ପିୟୁସିସି, ନୋ ଫ୍ୟୁଏଲ’ ନୀତି ଉପରେ ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ
କଟକ,୬।୧: ରାଜ୍ୟରେ ବୈଧ ପ୍ରଦୂଷଣ ମୁକ୍ତ ପ୍ରମାଣପତ୍ର (PUCC) ନଥିଲେ ଗାଡ଼ିକୁ ପେଟ୍ରୋଲ କିମ୍ବା ଡିଜେଲ ନଦେବା ପାଇଁ ସରକାର ନେଇଥିବା ନିଷ୍ପତ୍ତିକୁ ନେଇ ଓଡ଼ିଶା ଉଚ୍ଚ ନ୍ୟାୟାଳୟ କ୍ଷୋଭ ପ୍ରକାଶ କରିଛନ୍ତି। ମଙ୍ଗଳବାର ଏହି ମାମଲାର ଶୁଣାଣି କରି ହାଇକୋର୍ଟ…
ଡେଲିଭରି ଏଜେଣ୍ଟ ପରିଚୟ ଦେଇ ସାଇବର ଠକେଇ ଅଭିଯୋଗ,୨ ଜଣଙ୍କୁ ବାନ୍ଧିଲା…
ଦିଗପହଣ୍ଡି/ଚିକିଟି,୬|୧(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅଞ୍ଚଳରେ ଲୋକଙ୍କ ଠାରୁ ବିଭିନ୍ନ ଉପାୟରେ ଲକ୍ଷାଧିକ ଟଙ୍କା ଠକେଇ କରାଯାଇଥିବା ଅଭିଯୋଗ ହେବା ପରେ ମଙ୍ଗଳବାର କେ. ନୂଆଗାଁ ପୋଲିସ ୨ ଜଣଙ୍କୁ ଗିରଫ…
ଓଟିଇଟି ପରୀକ୍ଷା ଦେଇପାରିବେ ଦୁଇବର୍ଷିଆ ବିଏଡ୍ ଛାତ୍ରୀଛାତ୍ର; ଜାଣନ୍ତୁ ସବିଶେଷ…
ଭୁବନେଶ୍ୱର,୬ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି ପେପର୍-୨ ପରୀକ୍ଷା ଦେଇପାରିବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସାମାଜିକ ଗଣମାଧ୍ୟମ…
ଏମାନଙ୍କ ପାଇଁ କାଳ ୨୦୨୬! ଏହି ୨ରାଶି ପାଖରୁ ଚାଲିଯିବ ଧନ
ବର୍ଷ ଆରମ୍ଭରେ ଜ୍ୟୋତିଷ ଶାସ୍ତ୍ରରେ ପ୍ରମୁଖ ଗ୍ରହ ପରିବର୍ତ୍ତନ ସୂଚିତ ହୋଇଛି। ଜ୍ୟୋତିଷଙ୍କ ଅନୁଯାୟୀ, ଜାନୁଆରୀ ୧୨ ତାରିଖରୁ ସିଂହ ରାଶିର ଲୋକଙ୍କ ଜୀବନରେ ଏକ ସମ୍ବେଦନଶୀଳ ଅଧ୍ୟାୟ ଆରମ୍ଭ ହେବାକୁ ଯାଉଛି। ଅଷ୍ଟମ ଘରେ ଶନି ପ୍ରବେଶ କରିବା ଦ୍ୱାରା…
ତାମିଲନାଡୁରେ ଆଖି ବୁଜିଦେଲେ ଓଡ଼ିଆ ଶ୍ରମିକ: ବାହୁନି ବାହୁନି କାନ୍ଦୁଛି ସ୍ତ୍ରୀ, ବିଧବା ମା’ ଆଖିରୁ ଶୁଖୁନି ଲୁହ
ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୯ ନଂ ୱାର୍ଡ ଦଳିତ ସାହିର ଦାଦନ ଶ୍ରମିକ ବିଜୟ ନାଇକ(୩୬) ତାମିଲନାଡୁର ର୍ତିଚ୍ଚିରେ ମୃତ୍ୟୁବରଣ କରିଛନ୍ତି। ଗତ ୧ ତାରିଖ ନୂଆବର୍ଷ ସକାଳେ ବିଜୟ ମେସ ପାଇଁ ବଜାରରୁ ସଉଦା…
ପୁରୁଷୋତ୍ତମପୁର ସବ-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: ବନ୍ଧାହେବେ ଦୂର୍ନିତିକାରୀ
ପୁରୁଷୋତ୍ତମପୁର, ୬ା୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟ୍ରାର ଅଫିସରେ ଘଟିଥିବା ଜମି ଦୁର୍ନୀତି ଘଟଣାରେ ପୋଲିସ ମାମଲା ରୁଜୁ ତଦନ୍ତ ଆରମ୍ଭ କରିଛି। ଫଳରେ ଏହି ଚର୍ଚ୍ଚିତ ଜମି ଦୁର୍ନୀତିର ଗୁମୁର ଫିଟିବ ବୋଲି ଆଶା କରାଯାଉଛି। ସବରେଜିଷ୍ଟ୍ରାର ପ୍ରଫୁଲ୍ଲ…
‘ବିପଦମୁକ୍ତ ଭବିଷ୍ୟତ ଗଠନରେ ନାଗରିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ’
ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା କଲେଜ ପରିସରରେ ମଙ୍ଗଳବାର ପରିବେଶ ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି କୋର୍ଟ ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଆୟୋଜିତ ସଭାରେ ଦିଗପହଣ୍ଡି ସିଭିଲ…
ଏବିଡିଓଙ୍କ ନାମରେ ସଙ୍ଗୀନ ଅଭିଯୋଗ: ବିବାହ ପ୍ରମାଣପତ୍ର ପାଇଁ…
ଛତ୍ରପୁର/ପୁରୁଷୋତ୍ତମପୁର,୬।୧( ଦିଲ୍ଲୀପ ସାମଲ /ସବିତା ମିଶ୍ର): ପଇସା ଦିଅ ସାର୍ଟିଫିକେଟ ନିଅ। ଏପରି ସଙ୍ଗୀନ ଅଭିଯୋଗ ଆସିଛି ଗଞ୍ଜାମ ଜିଲା ପୁରୁଷୋତ୍ତପୁର ଏବିଡିଓଙ୍କ ନାମରେ। ଏନେଇ ପୁରୁଷୋତ୍ତମପୁର ଓକିଲ ସଂଘର ବହୁ ଆଇନଜୀବୀ ମଙ୍ଗଳବାର ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି ।…
ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଲା ସରପଞ୍ଚ ସଂଘ, ଭାଜପା ନେତାଙ୍କ ସମେତ ୧୭ ଜଣଙ୍କୁ ଗିରଫ କରା ନଗଲେ…
ରାଜନଗର,୬ା୧(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ନୂଆ କରି ବିଡିଓ ଭାବରେ ଯୋଗ ଦେଇଥିବା ତିଳୋତ୍ତମା ପୃଷ୍ଟିଙ୍କୁ ରାଜନଗର ଭାଜପା ନେତା ଲଳିତ ବେହେରା ଆକ୍ରମଣ ଘଟଣାରେ ରାଜନୈତିକ ଉଷ୍ଣତା ଉଗ୍ରରୂପ ଧାରଣ କରୁଛି। ପ୍ରତିବାଦ କରିବା ସହ ଲଳିତ…
୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭୟଙ୍କର ଚେତାବନୀ, ୩ୟ ବିଶ୍ୱଯୁଦ୍ଧରେ ଛାରଖାର ହୋଇଯିବ ବିଶ୍ୱ!
ବାବା ଭାଙ୍ଗାଙ୍କ ନାମ ଉଲ୍ଲେଖ ବିଶ୍ୱବ୍ୟାପୀ ଚିନ୍ତାକୁ ଆକର୍ଷିତ କରୁଛି। ୨୦୨୬ ବର୍ଷ ପାଇଁ ତାଙ୍କର କଥିତ ଭବିଷ୍ୟବାଣୀ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏହି ଦାବିଗୁଡ଼ିକ ସୂଚାଇ ଦିଏ ଯେ ଏହି ବର୍ଷ ରାଜନୀତି, ପରିବେଶ ଏବଂ ପ୍ରଯୁକ୍ତିବିଦ୍ୟା ତିନୋଟି…
ରାଜ୍ୟରେ ଆହୁରି କଲବଲ କରିବ ଥଣ୍ଡା: ୩ରୁ ୪ ଦିନ ବଢ଼ିବ ଶୀତ
ଭୁବନେଶ୍ୱର,୬ା୧: ଆହୁରି କଲବଲ କରିବ ଥଣ୍ଡା। ୩ରୁ ୪ ଦିନ ରାଜ୍ୟରେ ଶୀତ ବଢ଼ିବ। ତାପମାତ୍ରା ୧ରୁ ଦେଢ଼ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ୩ରୁ ୪…
ଜନଜାତିଙ୍କ ସମ୍ମେଳନ -୨୦୨୬ ଉଦ୍ଯାପିତ: ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରକଳ୍ପ ପ୍ରଶାସକ କହିଲେ ପୁଣି ଜଙ୍ଗଲକୁ ବୃଦ୍ଧି କରି…
ଦାରିଙ୍ଗବାଡି, ୬।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ୨ ଦିନିଆ ଜନଜାତି ସମ୍ମେଳନ ମଙ୍ଗଳବାର ଉଦ୍ଯାପିତ ହୋଇଯାଇଛି। ଦ୍ୱିତୀୟ ଦିନରେ ଏହି ଦିବସରେ ପାରମ୍ପରିକ ବିହନର କିଭଳି ପୁନଃରୁଦ୍ଧାର କରାଯାଇପାରିବ ଓ ତାକୁ…
Archives


