ସଙ୍କଟରୁ ପରିବର୍ତ୍ତନର ଆଶା
ଆମେ ଏବେ ଏକ ନିରର୍ଥକ ଯନ୍ତ୍ରଣା ଏବଂ ଆସନ୍ନ ବିନାଶର ପୃଥିବୀରେ ବାସ କରୁଛୁ। ଏଠାରେ ନୈତିକ ବିକାଶ ଧାରଣା ମୂଲ୍ୟହୀନ ହୋଇଯାଇଥିବା ମନେହେଉଛି। ସମସାମୟିକ ସମାଜ ଏବେ ଦୁଇଟି ସଙ୍କଟରେ ପଡ଼ିଯାଇଛି। ଗୋଟିଏ ହେଉଛି ଗଣତନ୍ତ୍ର ବିରୋଧୀ ଶକ୍ତିର ଉତ୍ଥାନ…
ତୈଳ ଦର ପୁଣି ବଢ଼ିଲା, ବଜାରରେ ଅନିଶ୍ଚିତତା
ନ୍ୟୁୟର୍କ/ମୁମ୍ବାଇ,୧୦।୪(ଏ.ପି./ପି.ଟି.): ଲେବାନନ୍ରେ ଇସ୍ରାଏଲ୍ର ଧ୍ୱଂସଲୀଳା ଦେଖି ଇରାନ୍ ପ୍ରତିକ୍ରିୟାଶୀଳ ହୋଇଉଠିଛି । ଫେବୃଆରୀ ୨୮ରେ ଆମେରିକା-ଇସ୍ରାଏଲ୍ର ଜଏଣ୍ଟ ଷ୍ଟ୍ରାଇକ୍ ପରେ ଯେଉଁ ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ରେ ଅଶୋଧିତ ତୈଳ ଓ ପ୍ରାକୃତିକ ବାଷ୍ପ ପରିବହନଜନିତ ଅଚଳାବସ୍ଥା ଯୋଗୁ କ୍ରୁଡ୍ ମୂଲ୍ୟ ବଢ଼ିଥିଲା,…
ଅନ୍ତ୍ୟୋଦୟ ଆଧାରିତ ସାମାଜିକ ସୁରକ୍ଷା
ନ୍ତ୍ୟୋଦୟର ମୂଳ ଅର୍ଥ ହେଉଛି ସମାଜର ସବୁଠାରୁ ଶେଷଧାଡ଼ିରେ ଥିବା ନାଗରିକଙ୍କ ସାମଗ୍ରିକ ବିକାଶ। ଯେତେବେଳେ ସେହି ଶେଷ ମଣିଷଟି ମଧ୍ୟ ସମାନ ସୁଯୋଗ, ସମ୍ମାନ ଓ ସୁବିଧା ପାଏ, ସେତେବେଳେ ହିଁ ସମାଜରେ ସଫଳତା ଓ ସାର୍ଥକତା ପ୍ରତିଷ୍ଠା ହୁଏ।…
ଇସଲାମାବାଦ ବୈଠକ ପୂର୍ବରୁ ତେହରାନକୁ ବଡ଼ ଅଲ୍ଟିମେଟମ୍ ଦେଲେ ଟ୍ରମ୍ପ, ଭୟରେ ଥରହର ଇରାନ
ତେହରାନ୍,୧୦।୪: ହର୍ମୁଜ ପ୍ରଣାଳୀ ଉପରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ଏବଂ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ସ୍ପଷ୍ଟ କରିଛନ୍ତି ଯେ ତେଲ ଯୋଗାଣ ଶୀଘ୍ର ପୁନର୍ବାର ଆରମ୍ଭ ହେବ। ତଥାପି, ଏହା କିପରି ହେବ ତାହା…
ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ
ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି, କେଜିରୁ ପିଜି ସ୍ତରରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଟପ୍ପରମାନଙ୍କୁ ବନ୍ୟପ୍ରାଣୀ କେନ୍ଦ୍ର ବନ୍ତାରା…
ମାସେ ଘୁଞ୍ଚିଲା ଓଟିଇଟି-୨୦୨୬ ଅନଲାଇନ୍ ଆବେଦନ ସମୟସୀମା
ଭୁବନେଶ୍ୱର,୧୦।୪: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି-୨୦୨୬)ଅନଲାଇନ୍ ଆବେଦନ ସମୟସୀମା ମେ’ ୯ ତାରିଖ ଯାଏ ବୃଦ୍ଧି କରାଯାଇଛି। ପୂର୍ବରୁ ଏହାର ସମୟସୀମା ଏପ୍ରିଲ ୯ ତାରିଖ ଯାଏ ଥିଲା। ଏବେ ଏହାକୁ ମାସେ ବୃଦ୍ଧି…
ନୀରୋଗ ସ୍ବାସ୍ଥ୍ୟ ପାଇଁ ହୋମିଓପାଥି
ହୋମିଓପାଥି ଚିକିତ୍ସାର ଜନକ ଭାବେ ବିବେଚିତ ଡା. ସାମୁଏଲ ହ୍ୟାନିମାନ ୧୭୯୬ ଏପ୍ରିଲ ୧୦ ରେ ଜନ୍ମଗ୍ରହଣ କରିଥିଲେ। ସେହି ବିଶିଷ୍ଟ ଡାକ୍ତରଙ୍କ ଜନ୍ମଦିନ ଅବସରରେ ପ୍ରତିବର୍ଷ ଏପ୍ରିଲ ୧୦ରେ ପାଳିତ ହୋଇଆସୁଛି ‘ବିଶ୍ୱ ହୋମିଓପାଥି ଦିବସ’। ଚଳିତ ବର୍ଷ ଏହି…
ମେଣ୍ଟ ଭାଙ୍ଗିଲେ ଓୱାଇସି, ବଡ଼ ଘୋଷଣା କରି କହିଲେ ପଶ୍ଚିମବଙ୍ଗ ନିର୍ବାଚନରେ ଏକାକୀ ଲଢିବ AIMIM
ନୂଆଦିଲ୍ଲୀ,୧୦।୪: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ, AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ହୁମାୟୁନ କବୀରଙ୍କ ଦଳ ସହିତ ତାଙ୍କର ମେଣ୍ଟକୁ ଭାଙ୍ଗିବାକୁ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ତାଙ୍କ ଦଳ ପଶ୍ଚିମବଙ୍ଗରେ ଏକାକୀ ନିର୍ବାଚନ ଲଢ଼ିବ। ଦଳ ସୋସିଆଲ…
ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…
ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ ସ୍କୁଟି ଯୋଗେ ସର୍ମ୍ପକୀୟ ଭାଇ,ଭଉଣୀ ଏକ ବ୍ୟାଗରେ ହୁମ୍ମାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବାବେଳେ…
ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…
ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ ଗୁରୁବାର ଅଭିଯୋଗ ହୋଇଛି। ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗ୍ରାମର ୧୮ ବର୍ଷୀୟା…
ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ
ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ ଜାରି ରହିଛି। ଏହି ଦୁଇ ଥାନା ଅଞ୍ଚଳରୁ ପାଖାପାଖି ୧୦ ଟନରୁ ଅଧିକା…
ନିଜର ଚମତ୍କାରୀ ବ୍ୟାଟ୍କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍…
ନୂଆଦିଲ୍ଲୀ,୯।୪: ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା ଶେୟାର କରାଯାଇଥିବା ଏକ ଭିଡିଓରେ ବୈଭବ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)…
Archives


