Home Left

Jio, Airtel ଏବଂ VI ର ସବୁଠୁ ଶସ୍ତା ପ୍ଳାନ୍; ଯେଉଁଥିରେ ଆକ୍ଟିଭ ରହିବ ସିମ

ମୁମ୍ବାଇ,୧୨।୭: ନିକଟରେ ଭାରତର ସମସ୍ତ ଟେଲିକମ କମ୍ପାନୀ ସେମାନଙ୍କର ରିଚାର୍ଜ ପ୍ଳାନ୍ ମୂଲ୍ୟ ବଢ଼ାଇଛନ୍ତି। ଚଳିତ ମାସ ଆରମ୍ଭରେ କମ୍ପାନୀ ଗୁଡ଼ିକ ନୂଆ ମୂଲ୍ୟ ଲାଗୁ କରିଛନ୍ତି। ପ୍ରାୟ ଅଢେଇ ବର୍ଷ ପରେ କମ୍ପାନୀଗୁଡ଼ିକ ରିଚାର୍ଜ ମୂଲ୍ୟ ବୃଦ୍ଧି କରିଛନ୍ତି। ଯାହା…

ବାହୁଡା ପାଇଁ ପ୍ରସ୍ତୁତି ଆରମ୍ଭ: ଆଜି ରଥର ଦକ୍ଷିଣ ମୋଡ଼

ପୁରୀ,୧୨ା୭: ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା ତିନିରଥ ବାହୁଡ଼ା ପାଇଁ ଶୁକ୍ରବାର ଦକ୍ଷିଣ ମୋଡ଼ ହେବ। ତିନିରଥକୁ ନାକଚଣା ଦ୍ୱାର ସମ୍ମୁଖ ଶରଧାବାଲିକୁ ନିଆଯିବ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଦକ୍ଷିଣ ମୋଡ଼ ପୂର୍ବରୁ ଭୋଇ ସେବକ, ମହାରଣା…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନାଁରେ ମାମଲା ରୁଜୁ

ହାଇଦ୍ରାବାଦ୍‌,୧୨।୭: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡୀ, ତତ୍କାଳୀନ ସିଆଇଡି ମୁଖ୍ୟ ପିଭି ସୁନୀଲ କୁମାର ଏବଂ ତାଙ୍କ ଗୁପ୍ତଚର ମୁଖ୍ୟ ପିଏସଆର ଅଞ୍ଜାନେଇଲୁଙ୍କ ବିରୋଧରେ ଆପରାଧିକ ମାମଲା ରୁଜୁ ହୋଇଛି। ବିଧାୟକ ରଘୁରାମ କୃଷ୍ଣମ ରାଜୁଙ୍କ ଅଭିଯୋଗ…

ଅମ୍ବାନୀଙ୍କ ପୁଅ ବାହାଘରରେ ଯୋଗ ଦେଲେ ମମତା ବାନାର୍ଜୀ, କହିଲେ ଯଦିଓ ମୋର କୌଣସି…

ମୁମ୍ବାଇ/କୋଲକାତା,୧୨ା୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀ ଏବଂ ରାଧିକା ମର୍ଚାଣ୍ଟଙ୍କ ବିବାହ ଉତ୍ସବରେ ଯୋଗଦେବା ପାଇଁ ମୁମ୍ବାଇରେ ପହଞ୍ଚିଛନ୍ତି। ମୁମ୍ବାଇ ଯିବା ପୂର୍ବରୁ କୋଲକାତାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ…

ସାଙ୍ଗଙ୍କ ଘରେ ଝୁଲି ପଡ଼ିଲା ସାଙ୍ଗ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସାଙ୍ଗଙ୍କ ଘରୁ ସାଙ୍ଗର ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାରେ ବିଷୟ ହୋଇଛି। ମୃତକ ଜଣକ ସୁବର୍ଣ୍ଣପୁର ମହାବିଦ୍ୟାଳୟର ଯୁକ୍ତ ୩ ତୃତୀୟ ବର୍ଷର…

ରଥ ଉପରେ ମୋବାଇଲ ମନା, ବିଶୃଙ୍ଖଳା ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର,୧୨।୭: ନବନିଯୁକ୍ତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କଡ଼ା ଚେତାବନୀ ଦେଇ କହିଛନ୍ତି, ବିଶୃଙ୍ଖଳିତ ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ନୀତି ଶୃଙ୍ଖଳାକୁ ସର୍ବାଧିକ ଗୁରୁତ୍ୱ ଦିଆଯିବ। ପହଣ୍ଡି ଅଘଟଣକୁ ନେଇ ଅରବିନ୍ଦ ପାଢ଼ୀ କହିଛନ୍ତି, ଘଟଣାର ଯେଭଳି…

ସପ୍ତମ ବାଟାଲିୟନ କ୍ୟାମ୍ପସରେ ଝୁଲୁଛି ଯବାନଙ୍କ ମୃତଦେହ: ଚାଲିଛି ଖୋଳତାଡ଼

ଭୁବନେଶ୍ୱର,୧୨।୭: ଭୁବନେଶ୍ୱର ସପ୍ତମ ବାଟାଲିୟନ କ୍ୟାମ୍ପସରୁ ଜଣେ ଯବାନଙ୍କ ଝୁଲନ୍ତା ମୃତଦେହ ବୁଧବାର ଜବତ ହୋଇଛି। ମୃତ ଯବାନ ଜଣଙ୍କ ହେଲେ ଦୁର୍ଯ୍ୟୋଧନ ମହାନ୍ତି। ଦୁର୍ଯ୍ୟୋଧନ୨୦୦୨ ବ୍ୟାଚର ସିପାହୀ ଥିଲେ । ଭୁବନେଶ୍ୱର ସପ୍ତମ ବାଟାଲିୟନ କ୍ୟାମ୍ପସରେ ଥିବା ଏକ ଗଛରେ…

ଗଛରେ ଝୁଲୁଛି ଏସ୍‌ସିଓଙ୍କ ମୃତଦେହ: ରହସ୍ୟ ଘେରରେ…

ଯାଜପୁର,୧୨।୭: ଯାଜପୁର ଜିଲା ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସର ଥିବା ଏକ ଗଛରୁ ଏସ୍‌ସିଓଙ୍କ ଝୁଲନ୍ତା ମୃତଦେହ ବୁଧବାର ଜବତ ହୋଇଛି। ମୃତ ଏସ୍‌ସିଓ ଜଣଙ୍କ ହେଲେ ସୁରେଶ ମଲ୍ଲିକ। ତାଙ୍କ ଘର କେନ୍ଦ୍ରାପଡ଼ା ଜିଲା ଅହମ୍ମଦପୁର ଅଞ୍ଚଳରେ। ସକାଳେ…

ସମୀରଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୧୨।୭: ଭାଜପା ନେତା ସମୀର ଦେ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା ବା ଫାଓର ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଏହା ପୂର୍ବରୁ ପୂର୍ବରୁ ବିଜେଡି ନେତା ଦେବାଶିଷ ସାମନ୍ତରାୟ ସଭାପତି ଥିଲେ। ହେଲେ ସେ ଇସ୍ତଫା ଦେବା ପରେ ସମୀର…

ମୁକୁଳା ଡ୍ରେନ୍‌ରେ ପଡ଼ି ଚାଲିଗଲା ଶ୍ରମିକଙ୍କ ଜୀବନ, ତାତିଲେ ଲୋକେ

ପୁରୁଷୋତ୍ତମପୁର,୧୨ା୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀଛକଠାରେ ଡ୍ରେନ୍‌ରେ ପଡ଼ି ଗୁରୁବାର ରାତିରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ପିଛୁଲି ଗ୍ରାମର କୁନା ବେହେରା (୫୫) ବୋଲି ଜଣାପଡ଼ିଛି। ଶୁକ୍ରବାର ସକାଳୁ ଲୋକେ ଦେଖି…

ପ୍ରାକ୍‌ ବଜେଟ୍‌ ପରାମର୍ଶ ବୈଠକ: ସାଧାରଣ ଲୋକଙ୍କ ପାଇଁ ହୋଇପାରେ ବଡ଼…

ଭୁବନେଶ୍ୱର,୧୨।୭: ଆଗାମୀ ପୂର୍ଣ୍ଣାଙ୍ଗ ବଜେଟ୍‌ ପାଇଁ ଶୁକ୍ରବାର ପ୍ରାକ୍‌ ବଜେଟ୍‌ ପରାମର୍ଶ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ଉପ ମୁଖ୍ୟମନ୍ତ୍ରୀଙ୍କ ସମେତ ମୁଖ୍ୟ ଶାସନ ସଚିବ ଓ ଅନ୍ୟ ଅଧିକାରୀ ଉପସ୍ଥିତ ରହିବେ ।…

କାର୍‌ ରେସିଂ ଦୁନିଆରେ ପ୍ରବେଶ କଲେ ସୌରଭ ଗାଙ୍ଗୁଲି

ନୂଆଦିଲ୍ଲୀ,୧୨।୭: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବିସିସିଆଇର ପୂର୍ବତନ ସଭାପତି ସୌରଭ ଗାଙ୍ଗୁଲି କାର୍‌ ରେସିଂ ଦୁନିଆରେ ପ୍ରବେଶ କରିଛନ୍ତି। ଚଳିତ ବର୍ଷ ଅଗଷ୍ଟରୁ ସେପ୍ଟେମ୍ବର ମାସରେ ଭାରତୀୟ ରେସିଂ ଫେଷ୍ଟିଭାଲର ତୃତୀୟ ସିଜନ ସୌରଭ ଗାଙ୍ଗୁଲି କୋଲକାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?