Home Left

ମାର୍ଚ୍ଚ ୨୨ ରୁ ମେ ୨୬ ପର୍ଯ୍ୟନ୍ତ ଆଇପିଏଲ୍ ୨୦୨୪ ଆୟୋଜନ କରିବାକୁ ବିସିସିଆଇର ଯୋଜନା

ନୂଆଦିଲ୍ଲୀ,୨୨।୧: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ର ୧୭ ତମ ସଂସ୍କରଣ ମାର୍ଚ୍ଚ ୨୨ ରେ ଆରମ୍ଭ ହେବ ବୋଲି ଆଶା କରାଯାଉଛି। ମହିଳା ପ୍ରିମିୟର ଲିଗ୍ (ଡବ୍ଲୁପିଏଲ୍) ର ନିର୍ଦ୍ଧାରିତ ସମାପ୍ତ ହେବାର ଠିକ୍ ପାଞ୍ଚ ଦିନ ପରେ ଆଇପିଏଲ…

ରାମମନ୍ଦିର ନିର୍ମାଣ ପାଇଁ ହୃଦୟଖୋଲା ଦାନ କରିଛନ୍ତି ଏହିସବୁ ଅଭିନେତା: ଜାଣନ୍ତୁ କିଏ କେତେ ଦେଇଛନ୍ତି

ନୂଆଦିଲ୍ଲୀ,୨୨।୧: ଶେଷରେ ସେହି ଐତିହାସିକ ମୁହୂର୍ତ୍ତ ଆସିଛି, ଯାହା ପାଇଁ ସମସ୍ତେ ଉତ୍ସାହର ସହିତ ଅପେକ୍ଷା କରିଥିଲେ। ଜାନୁୟାରୀ ୨୨ ଅର୍ଥାତ୍‌ ଆଜି ଅଯୋଧ୍ୟା ରାମ ମନ୍ଦିରରେ ଭଗବାନ ଶ୍ରୀ ରାମଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଛି। ଅନେକ…

ଜୟ ଶ୍ରୀରାମ ଲେଖିଲେ ପାକିସ୍ତାନ କ୍ରିକେଟର, ପୋଷ୍ଟ କଲେ ଭିଡ଼ିଓ, ଦକ୍ଷିଣ ଆଫ୍ରିକାର କ୍ରିକେଟର ଲେଖିଲେ ସମସ୍ତଙ୍କୁ ନମସ୍ତେ …

ଇସଲାମାବାଦ,୨୨।୧ : ଅଯୋଧ୍ୟାରେ ରାମ ମନ୍ଦିର ଉଦଘାଟନ ହେବାକୁ ଯାଉଛି। ଏହି ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହେବା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ଲୋକମାନେ ଅଯୋଧ୍ୟାରେ ପହଞ୍ଚିଛନ୍ତି। ବଲିଉଡ ଏବଂ କ୍ରୀଡା ତାରକାମାନେ ମଧ୍ୟ ପଛରେ ନାହାନ୍ତି। ଭାରତୀୟ ତାରକା ବିରାଟ…

ଅଯୋଧ୍ୟାରେ ପହଞ୍ଚିଲେ ବଲିଉଡ୍‌ର ଏସବୁ କଳାକାର

ଅଯୋଧ୍ୟା,୨୨ା୧: ରାମନଗରୀ ଅଯୋଧ୍ୟା ଆଜି ବର ପରି ସଜେଇ ହୋଇଛି। ଆଜି ଭାରତବର୍ଷ ରାମଙ୍କ ଆନନ୍ଦରେ ପରିପୂର୍ଣ୍ଣ ହୋଇଛି। ରାମମନ୍ଦିରର ଉଦ୍‌ଘାଟନ ଏବଂ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ସହିତ ରାମ ଭକ୍ତଙ୍କ ପ୍ରାୟ ୫୦୦ ବର୍ଷର ପ୍ରତୀକ୍ଷାର ଅନ୍ତଃ ଘଟିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପ୍ରାଣ ପ୍ରତିଷ୍ଠା: ‘ଆରତି’ ସମୟରେ ଅଯୋଧ୍ୟାରେ ଫୁଲ ବର୍ଷା କରିବ ସେନା ହେଲିକପ୍ଟର

ନୂଆଦିଲ୍ଲୀ,୨୨।୧: ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ଆରତି ସମୟରେ ଫୁଲ ବର୍ଷା କରାଇବ ଭାରତୀୟ ସେନା ହେଲିକପ୍ଟର ଏବଂ ମନ୍ଦିରରେ ଆରତୀ ସମୟରେ ୩୦ କଳାକାର ମନ୍ଦିର ପରିସରରେ ବିଭିନ୍ନ ଭାରତୀୟ ବାଦ୍ୟଯନ୍ତ୍ର ବଜାଇବେ। ଏନେଇ ମନ୍ଦିର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ମନ୍ଦିର…

ଖାଅନି ଆଣ୍ଟିବାୟୋଟିକ୍ସ

ଶୁଣିବାକୁ ମିଳେ ସମ୍ରାଟ ଆକବର କାଳେ ଥରେ ବୀରବଲ୍‌ଙ୍କୁ ପଚାରିଲେ, କୁହ ଭାରତରେ କେଉଁ ବୃତ୍ତିର ଅଧିକ ଲୋକ ଅଛନ୍ତି। ବୀରବଲ୍‌ ତତ୍‌କ୍ଷଣାତ୍‌ ଉତ୍ତର ଦେଲେ-ବୈଦ୍ୟଙ୍କ ସଂଖ୍ୟା ବେଶି। ଏହା ଶୁଣିବା ପରେ ଏହାର ପ୍ରମାଣ ଦେବାକୁ ଆକବର କହିବାରୁ ସେ…

ଆଇଡିବିଆଇ ବ୍ୟାଙ୍କର ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୨୨।୧: ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକମଣ୍ଡଳୀ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିବାବେଳେ ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ୨୦୨୩-୨୪…

ବଜାରରେ ହୋଣ୍ଡାର ଅଲ୍‌ ନ୍ୟୁ ଏନ୍‌ଏକ୍ସ୫୦୦

ନୂଆଦିଲ୍ଲୀ,୨୨।୧: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ପ୍ରାଇଭେଟ୍‌ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ଏନଏକ୍ସ୫୦୦’(ଆଡଭେଞ୍ଜର ଟୁରର ମଡେଲ)ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏ ସମ୍ପର୍କରେ ଏଚ୍‌ଏମ୍‌ଏସ୍‌ଆଇର ପରିଚାଳନା ନିର୍ଦ୍ଦେଶକ, ସଭାପତି…

୩ ଦିନିଆ ଏଣ୍ଟରପ୍ରାଇଜ୍‌ ଓଡ଼ିଶା ଉଦ୍‌ଯାପିତ

ଭୁବନେଶ୍ୱର,୨୨।୧ (ଅଭୟ ଦାଶ): ଭାରତୀୟ ଶିଳ୍ପ ସଂଘ (ସିଆଇଆଇ)ର ଓଡ଼ିଶା ଶାଖା ପକ୍ଷରୁ ଆୟୋଜିତ ୩ ଦିନିଆ ୨୪ତମ ସିଆଇଆଇ ଏଣ୍ଟରପ୍ରାଇଜ୍‌ ଓଡ଼ିଶା ରବିବାର ଆନୁଷ୍ଠାନିକ ଭାବେ ଉଦ୍‌ଯାପିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ସିଆଇଆଇ ଓ ଓଡ଼ିଶା ସରକାରଙ୍କ ସହଯୋଗରେ ୨୦୨୪ ଜାନୁଆରୀ…

ପ୍ଲାଟିନମ୍‌ର ନୂତନ କଲେକ୍ସନ

ନୂଆଦିଲ୍ଲୀ, ୨୨।୧: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭାଲେଣ୍ଟାଇନ୍ସ ଡେ ପୂର୍ବରୁ ପ୍ଲାଟିନମ୍‌ ଗୁଲ୍‌ଡି ଇଣ୍ଟରନ୍ୟାଶନାଲ (ପିଜିଆଇ) ଆକର୍ଷଣୀୟ ତଥା ନୂତନ କଲେକ୍ସନଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ କରିଛି। ଏପରିକି ଚଳିତ ବର୍ଷର ଭାଲେଣ୍ଟାଇନ୍ସ ଡେ’ରେ ଆପଣଙ୍କ ପାଇଁ…

ସୀତାବିଞ୍ଜରେ ରହିଛି ଲବକୁଶଙ୍କ ଅନ୍ତୁଡ଼ିଶାଳ

କେନ୍ଦୁଝର,୨୨ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଅଯୋଧ୍ୟାରେ ବହୁ ପ୍ରତୀକ୍ଷିତ ରାମମନ୍ଦିରର ପ୍ରାଣ ପ୍ରତିଷ୍ଠା ହେବ। ଏହାକୁ ନେଇ ସାରା ଦେଶରେ ରାମଭକ୍ତଙ୍କ ମଧ୍ୟରେ ଉତ୍ସାହ ଓ ଭକ୍ତିଭାବ ଦେଖାଦେଇଛି। ଏଭଳି ସମୟରେ କେନ୍ଦୁଝର ଜିଲା ଘଟଗାଁ ବ୍ଲକ୍‌ ଡାଙ୍ଗୁଆପଶି ଗ୍ରାମ ନିକଟରେ ଥିବା…

‘ବିଭାଗୀୟ ପତ୍ରାଳାପରେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଲୋଗୋ ବ୍ୟବହାର କର’

ଭୁବନେଶ୍ୱର,୨୨।୧(ଅସମାପିକା ସାହୁ): ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଉନ୍ମୋଚିତ ଲୋଗୋକୁ ବହୁଳ ଭାବେ ବ୍ୟବହାର କରାଯିବ। ସମସ୍ତ ବିଭାଗୀୟ ପତ୍ରାଳାପରେ ଏହାକୁ ପ୍ରମୁଖ ଭାବେ ସ୍ଥାନିତ କରାଯିବ। ଏତଦ୍‌ବ୍ୟତୀତ ସମସ୍ତ ସରକାରୀ ଗାଡ଼ିରେ ଏହି ସମ୍ମିଳନୀ ଲୋଗୋକୁ ବ୍ୟବହାର ସହ ରାଜ୍ୟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri