Home Left

ଦୂରଦର୍ଶନରେ ରାମ ମନ୍ଦିର ପ୍ରତିଷ୍ଠାର ସିଧା ପ୍ରସାରଣ

ଭୁବନେଶ୍ୱର,୨୨।୧(ଅନୁରାଧା ମହାରଣା): ସୋମବାର ଅଯୋଧ୍ୟାରେ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀରାମ ମନ୍ଦିର ଉଦ୍‌ଘାଟନ କରିବେ। ଏହି ଶୁଭ ଉତ୍ସବର ସିଧା ପ୍ରସାରଣ ସମସ୍ତ ଦୂରଦର୍ଶନ ଡିଡି ଚ୍ୟାନେଲରେ ଲାଇଭ୍‌ ଟେଲିକାଷ୍ଟ କରାଯିବ। ଅତ୍ୟାଧୁନିକ ଯନ୍ତ୍ରପାତି ସହିତ…

ବକୁଳରେ ଖୋଲିଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର,୨୨।୧(ଶର୍ମିଷ୍ଠା ପାଣିଗ୍ରାହୀ): ବକୁଳ ଲାଇବ୍ରେରିରେ ଏକ ପାଣିପାଗ କେନ୍ଦ୍ର ରବିବାର ଉଦ୍‌ଘାଟିତ ହୋଇଯାଇଛି। ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ବିଭାଗର ମୁଖ୍ୟ ଶାସନ ସଚିବ ଚିତ୍ରା ଅରୁମୁଗମ୍‌ ଏହାକୁ ଉଦ୍‌ଘାଟନ କରିଛନ୍ତି। ଆମେରିକାର ସିଟି ୟୁନିଭର୍ସିଟି ଅଫ୍‌ ନ୍ୟୁୟର୍କର ବ୍ରୋନକ୍ସ କମ୍ୟୁନିଟି କଲେଜର…

ରାମମନ୍ଦିର ପ୍ରାଣପ୍ରତିଷ୍ଠା: ପଞ୍ଚମ ୧୨୧ ଆଚାର୍ଯ୍ୟଙ୍କ ପୂଜାର୍ଚ୍ଚନା

ନୂଆଦିଲ୍ଲୀ, ୨୨।୧: ଅଯୋଧ୍ୟା ରାମମନ୍ଦିର ପ୍ରାଣପ୍ରତିଷ୍ଠା ପୂର୍ବରୁ ଗତ ୧୬ ତାରିଖରୁ ମନ୍ଦିରରେ ବିଭିନ୍ନ ରୀତିନୀତି ଜାରି ରହିଛି। ପଞ୍ଚମ ଦିନରେ ଅନୂ୍ୟନ ୧୨୧ ଆଚାର୍ଯ୍ୟ ବିଭିନ୍ନ ଧର୍ମୀୟ ଉତ୍ସବ ଅନୁଷ୍ଠାନ କରିଛନ୍ତି। ପ୍ରଥମ ଦୁଇଦିନରେ ଧାର୍ମିକ କ୍ରିୟାକର୍ମ ମନ୍ଦିର କମ୍ପ୍ଲେକ୍ସ…

ଖୋଲୁନି ଧାନମଣ୍ଡି, ଚାଷୀ ଅସନ୍ତୁଷ୍ଟ

ପିପିଲି,୨୨।୧(ଦୁର୍ଗାମାଧବ ମିଶ୍ର): ପୁରୀ ନିମାପଡ଼ା କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ଉଚ୍ଛୁପୁର ସେବା ସମବାୟ ସମିତିରେ ଚଳିତ ଖରିଫ ମଣ୍ଡିରେ ଧାନକ୍ରୟ ଆରମ୍ଭ ହୋଇ ନ ଥିବାରୁ ଚାଷୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବିବରଣୀରୁ ପ୍ରକାଶ ସମବାୟ ସମିତି ସମ୍ପାଦକ ଚଳିତବର୍ଷ…

୨୪ରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ବିଲ୍ଡିଂ ଲୋକାର୍ପଣ

ସାକ୍ଷୀଗୋପାଳ,୨୨।୧(ପ୍ରଶାନ୍ତ ବାରିକ୍‌/କିଶୋର ମହାପାତ୍ର): ପୁରୀ ଜିଲା ସତ୍ୟବାଦୀରେ ରାଜ୍ୟ ସରକାରଙ୍କ ନିର୍ମାଣାଧୀନ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂତନ ବିଲ୍ଡିଂକୁ ଆସନ୍ତା ୨୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ(ଭିସି) ମାଧ୍ୟମରେ ଲୋକାର୍ପଣ କରିବେ। ନିର୍ମାଣାଧୀନ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଏକ ପ୍ରଶାସନିକ କୋଠା,…

୬ ରାମମନ୍ଦିରରେ ହୋଇଥାଏ ଭକ୍ତଙ୍କ ସମାଗମ

ନୂଆଦିଲ୍ଲୀ, ୨୨।୧: ଭଗବାନ ରାମଙ୍କ ଜନ୍ମଭୂମି କୁହାଯାଉଥିବା ଅଯୋଧ୍ୟାରେ ଭବ୍ୟ ରାମମନ୍ଦିର ନିର୍ମାଣ ସହ ବହୁ ଆଡ଼ମ୍ବର ସହକାରେ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେଉଛି। ଏଥିପାଇଁ ଗଣମାଧ୍ୟମଠାରୁ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରଚାର ଜାରି ରହିଛି। ଫଳରେ ଅଯୋଧ୍ୟା ସହର…

ପ୍ରତିକୂଳ ପାଗ ସତ୍ତ୍ୱେ ବହୁସଂଖ୍ୟାରେ ଦେଖାଦେଲେ ଡଲ୍‌ଫିନ୍‌

ରାଜନଗର,୨୨ା୧(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୌନ୍ଦର୍ଯ୍ୟଭରା ପ୍ରାକୃତିକ ବିଭବ ଏବେ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ସହ ଆମତ୍ବିଭୋର କରିଦେଉଛି। ଏବେ ପର୍ଯ୍ୟଟନ ଋତୁ ଚାଲିଥିବାବେଳେ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ମାଳ ମାଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ପ୍ରଜନନ…

ଅଓ୍ବଧପୁରୀ ଅଭେଦ୍ୟ ଦୁଗ: ଏଆଇ ସିସିଟିଭି, ଡ୍ରୋନ୍‌, ୧୩ ହଜାର ସୁରକ୍ଷା କର୍ମୀ

ନୂଆଦିଲ୍ଲୀ, ୨୨।୧: ଅଯୋଧ୍ୟା ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ପୂର୍ବରୁ ସହରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୧୩ ହଜାର ସୁରକ୍ଷା କର୍ମୀଙ୍କୁ ମୁତୟନ କରାଯାଇଥିବାରୁ ଅଯୋଧ୍ୟା ସହର ଏକ ଦୁର୍ଗରେ ପରିଣତ ହୋଇଛି। ରାଜ୍ୟ ପୋଲିସ ସମେତ ଆର୍‌ପିଏଫ୍‌ ଯବାନ,…

ସାଢ଼େ ୫ ଇଞ୍ଚ୍‌ର ଶ୍ରୀରାମମନ୍ଦିର ପ୍ରତିକୃତି

ଖୋର୍ଦ୍ଧା,୨୨ା୧(ପ୍ରଭାତ ପାଣିଗ୍ରାହୀ): ସୋମବାର ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ। ଏନେଇ ସାରାଦେଶ ଉତ୍ସବମୁଖର ହୋଇଉଠିଛି। କିଏ ଚାଲି ଚାଲି ଅଯୋଧ୍ୟାରେ ପହଞ୍ଚିଲାଣି ତ’ ଆଉ କେଉଁଠି ପୂଜାପାଠ, ମନ୍ଦିରରେ ହୋମଯଜ୍ଞ, ସାମୂହିକ ହନୁମାନ ଚାଳିଶା ପାଠ କରାଯାଉଛି। ଏହି ପରୀପ୍ରେକ୍ଷୀରେ…

ବନ୍ୟପ୍ରାଣୀ ବେପାରକୁ ସବୁଜ ସଙ୍କେତ

ଭୁବନେଶ୍ୱର, ୨୨।୧(ଅସମାପିକା ସାହୁ): ଆଇନଗତ ଉପାୟରେ ଏଣିକି ଭାରତୀୟ ବନ୍ୟପ୍ରାଣୀଙ୍କୁ କିଣାବିକା କରି ହେବ। କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ଗତ ୧୮ ତାରିଖରେ ଜାରି କରାଯାଇଥିବା ଗେଜେଟ ନଂ. ୪୦ରେ ଏଥିପାଇଁ ଲାଇସେନ୍ସ ପ୍ରଦାନ…

ଏକସଙ୍ଗେ ନିର୍ବାଚନ ସପକ୍ଷରେ ୮୧% ମତ

ନୂଆଦିଲ୍ଲୀ,୨୨।୧(ପି.ଟି.) : ଦେଶରେ ଏକସଙ୍ଗେ ଲୋକ ସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକର ନିର୍ବାଚନ କରାଇବା ସପକ୍ଷରେ ୮୧ ପ୍ରତିଶତ ମତ ଦେଇଛନ୍ତି। ଏକ ରାଷ୍ଟ୍ର ଏକ ନିର୍ବାଚନ ଯୋଜନାର ବିଭିନ୍ନ ଦିଗକୁ ଅନୁଧ୍ୟାନ କରିବା ପାଇଁ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ…

୧୦୦ ସୋସିଆଲ ମିଡିଆ ଆକାଉଣ୍ଟ ବ୍ଲକ୍‌ କଲା କେନ୍ଦ୍ର

ନୂଆଦିଲ୍ଲୀ,୨୨/୧: ଜାନୁଆରୀ ୨୨ ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବ ଅବ୍ୟବହିତ ପୂର୍ବରୁ ଅଯୋଧ୍ୟା ସମେତ ଦେଶର ବିଭିନ୍ନ ଭାଗରେ ଆଇନଶୃଙ୍ଖଳାକୁ କଡ଼ାକଡ଼ି କରାଯାଇଛି। କୌଣସି ପ୍ରକାର ସନ୍ଦିଗ୍ଧ କାର୍ଯ୍ୟକଳାପ କିମ୍ବା ସାମ୍ପ୍ରଦାୟିକ ସଦ୍ଭାବନାକୁ ନଷ୍ଟ କରିବା ଭଳି ସ୍ଥିତି ଯେମିତି ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri