Home Left

ମହିଳାଙ୍କୁ ଶୁଣ୍ଢରେ ଟେକି କଚାଡି ଦେଲା ହାତୀ

ଟେନସା,୯।୩(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜଲା କୋଇଡ଼ା ରେଞ୍ଜ ଅଧୀନ କାଳଟା ପଞ୍ଚାୟତ ଅନ୍ତର୍ଗତ ଗାଁରେ ଏକ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ କୁଣ୍ଡୁପୋଖରୀ ଗାଁର ଅତୁଆରୀ ବୋଦ୍ରା(୩୮)। ମିଳିଥିବା ସୂଚନା ମୁତାବକ,…

କିଏ କେତେ ଆସନରେ ଲଢିବ, ହେଉନି ସହମତି, ୨ ଦିନ ମଧ୍ୟରେ ହେବ ସ୍ପଷ୍ଟ

ଭୁବନେଶ୍ୱର,୯।୩: ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ହେବ ନା ନାହିଁ? ସେନେଇ ସସ୍‌ପେନ୍ସ ଜାରି ରହିଛି। ଯଦି ମେଣ୍ଟ ହୁଏ ତେବେ କିଏ ଆସନ ପାଇବ। ଗତ ଦୁଇଦିନ ଧରି ଏହାକୁ ନେଇ ର୍ଚ୍ଚା ଜୋର ଧରିଛି। ଅନ୍ୟପଟେ, ରାଜ୍ୟ…

ନିଆଁ ଲିଭାଉଥିବା ବେଳେ ଜିୟନ୍ତା ଜଳିଗଲେ ବୃଦ୍ଧ

ପାଟଣା,୯।୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତ ନିଶ୍ଚିନ୍ତପୁର ଗ୍ରାମରେ ଏକ ଅଘଟଣ ଘଟିଛି। ବିଲରେ ନିଆଁ ଲିଭାଉଥିବା ବେଳେ ଜଣେ ୭୦ବର୍ଷୀୟ ବୃଦ୍ଧ ଜିଅନ୍ତା ଜଳିଯାଇଛନ୍ତି। ମୃତକ ହେଲେ ଗ୍ରାମର ଦୂତ ମହାନ୍ତ। ମିଳିଥିବା ସୂଚନା ମୁତାବକ,…

ଶ୍ରୀମନ୍ଦିରରୁ ଖସିଲା ପଥର

ପୁରୀ,୯।୩: ବଡଦେଉଳକୁ ଲାଗି ରହିଥିବା ବରାହ ମନ୍ଦିରରୁ ଶନିବାର ଭୋରରୁ ଏକ ପଥର ଖସିଛି। ଯାହାର ଓଜନ ପ୍ରାୟ ଏକ କେଜିରୁ ଅଧିକ ହେବ। ତେବେ ପଥରଟିକୁ ଶ୍ରୀମନ୍ଦିରର କମାଣ୍ଡର ସଂଗ୍ରହ କରି ରଖିଛନ୍ତି। ଏନେଇ ଏଏସଆଇକୁ ସୂଚନା ଦେଇଛନ୍ତି। ଦକ୍ଷିଣ…

ଏହି ଭାରତୀୟ ଖେଳାଳିଙ୍କୁ କାହିଁକି ‘ଭୋକିଲା ସିଂହ’ ବୋଲି କହିଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୯।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଶେଷ ମ୍ୟାଚ ଧର୍ମଶାଳାରେ ଖେଳାଯାଉଛି। ଏହି ପ୍ରତିଯୋଗିତାରେ ଭାରତୀୟ ବ୍ୟାଟର୍‌ ଅତ୍ୟନ୍ତ ଚମତ୍କାର ପଦର୍ଶନ କରୁଛନ୍ତି। ଅଧିନାୟକ ରୋହିତ ଶର୍ମାଙ୍କଠାରୁ ଆରମ୍ଭ କରି ଦେବଦତ୍ତ ପଡିକ୍କଲ…

କଂଗ୍ରେସ ଆଉ ଏକ ବଡ ଝଟକା, ଏହି ବରିଷ୍ଠ ନେତା ଭାଜପାରେ ହେବେ ସାମିଲ

ଭୋପାଳ,୯।୩: ଲୋକ ସଭା ନିର୍ବାଚନ ପୂର୍ବରୁ ମଧ୍ୟପ୍ରଦେଶରେ କଂଗ୍ରେସ ଆଉ ଏକ ବଡ଼ ଝଟକା ସାମ୍ନା କରିବାକୁ ଯାଉଛି। ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ମଧ୍ୟପ୍ରଦେଶ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ସୁରେଶ ପଚୌରୀ ଶନିବାର ଭାଜପାରେ ଯୋଗ ଦେବେ ବୋଲଇ ଜଣାପଡିଛି।…

ମାତାପିତାଙ୍କ ପାଦରେ ଫୁଲ ଚଢାଇଲେ ଓମ ପ୍ରକାଶ ରାଜଭର

ନୂଆଦିଲ୍ଲୀ,୯।୩: ଉତ୍ତରପ୍ରଦେଶ ସରକାରରେ ମନ୍ତ୍ରୀ ହେବା ପରେ ସୁହେଲଦେବ ଭାରତୀୟ ସମାଜ ପାର୍ଟିର ମୁଖ୍ୟ ଓମ ପ୍ରକାଶ ରାଜଭାର ଆଜିକାଲି ଖବରରେ ଅଛନ୍ତି। ନିକଟରେ ସେ ତାଙ୍କ ଜନ୍ମ ଗ୍ରାମ ରସାରେ ପହଞ୍ଚିଥିଲେ ଯେଉଁଠାରେ ସେ ତାଙ୍କ ପୁଅମାନଙ୍କ ସହିତ ମାତାପିତାଙ୍କ…

ଯୁବତୀଙ୍କୁ ନିଶା ଦେଇ ବଳାତ୍କାର, ବ୍ଲାକମେଲ୍‌

ଭୁବନେଶ୍ୱର,୯।୩(ସତ୍ୟଜିତ୍‌ ରାଉତ): ଯୁବତୀଙ୍କୁ ନିଶା ଦେଇ ବଳାତ୍କାର କଲେ। ପରେ ସେହି ସମୟର ଫଟୋ ଓ ଭିଡିଓ ଭାଇରାଲ କରିଦେବାର ଧମକ ଦେଇ ୩ ଲକ୍ଷ ଟଙ୍କା ନେଇଗଲେ। ପୀଡିତାଙ୍କ ଏସବୁ ଅଭିଯୋଗକୁ ଭୁବନେଶ୍ୱର ମହିଳା ଥାନା ପୋଲିସ ଗୁରୁତ୍ୱର ସହ…

ସମ୍ଭାବ୍ୟ ମେଣ୍ଟ: ଦ୍ୱନ୍ଦ୍ୱରେ ବିଜେଡି, ଭାଜପା ନେତା

କେନ୍ଦୁଝର,୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜେଡି ଓ ଭାଜପା ମେଣ୍ଟକୁ ନେଇ ଉଭୟ ବିଜେଡି- ଭାଜପା ଦଳର ନେତା ଓ କର୍ମୀ ନିରାଶ ହୋଇଥିବା ବେଳେ କଂଗ୍ରେସ ଶିବିରରେ ଉତ୍ସାହ ଦେଖିବାକୁ ମିଳିଛି। ମେଣ୍ଟ ହେବା ଘଟଣା ପ୍ରସାରିତ ହେବା ପରେ ଉଭୟ…

୨୩ଲକ୍ଷ ଟଙ୍କା, ଅଡି କାର୍‌ ଜବତ କଲା ଇଡି

ଭୁବନେଶ୍ୱର,୯।୩(ସତ୍ୟଜିତ୍‌ ରାଉତ): ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ୍‌ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତଦନ୍ତ ଜାରି ରଖିଛି। ଇଡି ପକ୍ଷରୁ ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଥିବା ଚଢ଼ାଉରେ ବହୁ କୋଟିର ସମ୍ପତ୍ତି ଠାବ ହୋଇଛି। ଭୁବନେଶ୍ୱରରେ ଏକ ଦୈନିକ ଓଡିଆ ଖବରକାଗଜ…

ମୁଁ ନିଜ ସହ ପ୍ରତିଯୋଗିତା କରେ

ଏକ ଛୋଟ ଫାଷ୍ଟଫୁଡ୍‌ ଦୋକାନରୁ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଥିବା ଅନୁପ କୁମାର ବଗାଇ ବର୍ତ୍ତମାନ ଜଣେ ସଫଳ ଉଦ୍ୟୋଗୀ ଭାବେ ଘରେ ଘରେ ପରିଚିତ। ୩୦ ବର୍ଷର ବ୍ୟବସାୟିକ ଅଭିଜ୍ଞତା ସହ ବର୍ତ୍ତମାନ ସେ ଭୁବନେଶ୍ୱରର କ୍ୟାଟରିଂ ସଂସ୍ଥା ‘ଖଟାମିଠା’ର…

ପାରାଦୀପ ବନ୍ଦର ବାଟେ ବିଶ୍ୱସ୍ତରୀୟ କଣ୍ଟେନର ସର୍ଭିସ୍‌ ଆରମ୍ଭ

ପାରାଦୀପ,୯ା୩(ଶରତ ରାଉତ): ପାରାଦୀପ ବନ୍ଦର ବାଟେ ଶୁକ୍ରବାର ବିଶ୍ୱସ୍ତରୀୟ କଣ୍ଟେନର ପଣ୍ୟ କାରବାର ଆରମ୍ଭ ହୋଇଛି। ଏନେଇ ପାରାଦୀପ ବନ୍ଦର ଏବଂ ଓଡ଼ିଶା ସରକାରଙ୍କ ସହ ବିଶ୍ୱର ସର୍ବବୃହତ ଭୂମଧ୍ୟସାଗରୀୟ ଶିପିଂ କମ୍ପାନୀ ଏମ୍‌ଏସ୍‌ସି (ମେଡିଟାରାନ ଶିପିଂ କମ୍ପାନୀ)ବୁଝାମଣାପତ୍ର କରିଛି। ପ୍ରଥମଥର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri