Home Left

ରାଜ୍ୟ ସ୍ବାର୍ଥ ପାଇଁ ଲଢେଇ ଜାରି ରହିବ, ଲୋକଙ୍କ ସ୍ବର ସରକାରଙ୍କ ପାଖରେ ପହଞ୍ଚିବ: ବିଜେଡି 

ଭୁବନେଶ୍ୱର,୮।୭: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ଦଳର ରୂପରେଖକୁ ପରିବର୍ତ୍ତନ କରିଛନ୍ତି । ରାଜ୍ୟ ପଦାଧିକାରୀ କମିଟିକୁ ଭାଙ୍ଗିବା ସହ ନିଜର ରାଜନୈତିକ ସଚିବ, ଲୋକ ସମ୍ପର୍କ ଅଧିକାରୀ, ଦଳର ମୁଖପାତ୍ର, ଜାତୀୟ ମୁଖପାତ୍ରର ନୂଆ ଟିମ୍‌ ଘୋଷଣା କରିଛନ୍ତି।…

ମୁମ୍ବାଇ ବର୍ଷାକୁ ନେଇ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ବୟାନ, କହିଲେ…

ମୁମ୍ବାଇ,୮ା୭: ପ୍ରବଳ ବର୍ଷାରେ ମୁମ୍ବାଇର ସ୍ଥିତି ବେହାଲ ହୋଇପଡ଼ିଛି। ଏହି ବର୍ଷାକୁ ନେଇ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ କହିଛନ୍ତି, ରବିବାର ରାତିରୁ ମୁମ୍ବାଇରେ ୩୦୦ ମିଲିମିଟର ବର୍ଷା ହୋଇଥିଲା। ରେଳବାଇର ପ୍ରାୟ ୨୦୦ ପମ୍ପ୍‌ ଏବଂ ବିଏମ୍‌ସିର ୪୦୦ରୁ ଅଧିକ…

ଅନ୍ୟ ପୁରୁଷ ସହ ଅନୈତିକ ସମ୍ପର୍କ ରଖୁଥିଲେ ମା’: ପୁଅ ଦେଖିଦେବାରୁ…

ଦେବଗଡ, ୮ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ପୌରାଞ୍ଚଳ ଚର୍ଚ୍ଚ ସାହିରେ ଗତ ଜୁନ ୧ତାରିଖ ସକାଳେ ଘଟିଥିବା ଛାତ୍ର ମିକି ସୋନେଲ(୧୪)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ଉପରୁ ପରଦା ହଟିଛି। ହତ୍ୟାର ୬ଦିନ ପରେ ଏହି ଘଟଣାର ରହସ୍ୟ ଉନ୍ମୋଚନ କରିଛି…

ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ହେଉଛି କି କଳହ ? ଜାଣନ୍ତୁ କିପରି କରିବେ ଏହି ସମସ୍ୟାର ସମାଧାନ

ବିବାହ ପରେ କେତେକ ସ୍ବାମୀ ସ୍ତ୍ରୀ ସୁରୁଖୁରୁରେ ଜୀବନଯାପନ ନ କରି ପରସ୍ପର ମଧ୍ୟରେ କଳହ କରୁଛନ୍ତି। ଏପରି ସମସ୍ୟାରୂ ନିଜକୁ ଦୂରେଇ ରଖିବାକୁ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ବୈବାହିକ ଜୀବନ ବିଷୟରେ କହିଛନ୍ତି। ଚାଣକ୍ୟ କହିଛନ୍ତି, ସ୍ତ୍ରୀ-ସ୍ବାମୀ ସମ୍ପର୍କ…

ଋତୁସ୍ରାବ ଜନିତ ମାସିକ ଛୁଟିକୁ ନେଇ ବଡ଼ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୭: ଋତୁସ୍ରାବ ଜନିତ ମାସିକ ଛୁଟି ନେଇ ଦୀର୍ଘ ଦିନ ହେବ ଏକ ବିତର୍କ ଚାଲିଛି। ସୁପ୍ରିମକୋର୍ଟ ସୋମବାର ଏନେଇ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସହ ପରାମର୍ଶ କରି ମାସିକ ଛୁଟିରେ ଏକ ମଡେଲ ନୀତି ପ୍ରସ୍ତୁତ କରିବାକୁ…

ଶରଧାବାଲିରେ ପହଞ୍ଚିଲା ବଳଭଦ୍ରଙ୍କ ତାଳଧ୍ୱଜ ରଥ

ପୁରୀ,୮।୯: ବଡ଼ଦାଣ୍ଡରେ ସୋମବାର ସକାଳୁ ପୁଣି ରଥଟଣା ଆରମ୍ଭ ହୋଇଥିଲା। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ମରିଚୀକୋଟ ଛକ ନିକଟରେ ଅଟକିଥିବା ତାଳଧ୍ୱଜ ରଥକୁ ଟାଣି ନେଇଥିଲେ। ହେଲେ ମଧ୍ୟାହ୍ନରେ ଶରଧାବାଲିରେ ପହଞ୍ଚିଛି ବଡ଼ଠାକୁରବଳଭଦ୍ରଙ୍କ ତାଳଧ୍ୱଜ ରଥ। ପଛେପଛେ ମା’ ସୁଭଦ୍ରାଙ୍କ ଦର୍ପଦଳନ…

ମମତା ସରକାରଙ୍କୁ ବଡ ଝଟକା

କୋଲକାତା,୮।୭: ସୋମବାର ସୁପ୍ରିମକୋର୍ଟ ପଶ୍ଚିମବଙ୍ଗର ମମତା ସରକାରଙ୍କୁ ଏକ ବଡ ଝଟକା ଦେଇଛନ୍ତି। କଲିକତା ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରାଯାଇଥିବା ବଙ୍ଗଳା ସରକାରଙ୍କ ଆବେଦନକୁ ସୁପ୍ରିମକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହି ନିଷ୍ପତ୍ତିରେ ହାଇକୋର୍ଟ ସନ୍ଦେଶଖାଲିରେ ମହିଳାଙ୍କ ଯୌନ ଶୋଷଣ, ଜମି ଦଖଲ…

ଗଭୀର ନଦୀରେ ବିୟର ବୋତଲ ଖୋଲି ଦେଲା କୁମ୍ଭୀର, ପୂରା ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଭାଇରାଲ ହୋଇଥାଏ। ବର୍ତ୍ତମାନ ଭାଇରାଲ ହେଉଥିବା ଭିଡିଓକୁ ଦେଖିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବ। ଏହି ଭିଡିଓଟି ଆମେରିକାର ଫ୍ଲୋରିଡା ସହରର। ଭିଡିଓରେ ଦେଖିବାକୁ ମିଳୁଛି ନଦୀର ନୀଳ ଜଳରାଶିରେ ଡଙ୍ଗାରେ…

ଉଦ୍ୟୋଗ ପ୍ରତି ଉତ୍ସାହ ବଢ଼ାଇବାକୁ ଗୁରୁତ୍ୱ

ନୂଆଦିଲ୍ଲୀ,୮।୭: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ସର୍ବବୃହତ୍‌ ନିର୍ମାଣ ଉପକରଣ ଉତ୍ପାଦକ କେସ୍‌ ଇଣ୍ଡିଆର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ଲିଡ୍‌ ଜରିଆରେ ଓଡ଼ିଶାର ଗ୍ରାମୀଣ ଉଦ୍ୟୋଗକୁ ପ୍ରୋତ୍ସାହିତ କରିବା ସହ ଉଦ୍ୟୋଗ ପ୍ରତି ଯୁବବର୍ଗଙ୍କ ମନରେ ଉତ୍ସାହ ବଢ଼ାଇବାକୁ କମ୍ପାନୀ…

‘ସିଏମ ସାର୍‌ ଆପଣଙ୍କ ସହ ଫଟୋ ଉଠାଇଥାଆନ୍ତି’…

କରନାଲ,୮।୭: ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି ହଠାତ୍‌ କରନାଲର ସେକ୍ଟର ୨ରେ ଥିବା ଅଟଳ ପାର୍କରେ ପହଞ୍ଚିଥିଲେ। ସେ ଏକ ସରପ୍ରାଇଝ ଭିଜିଟ କରିବାକୁ ସେଠାକୁ ଯାଇଥିଲେ। କିନ୍ତୁ ଖୋଲାଖୋଲି ଭାବରେ ଲୋକମାନଙ୍କୁ ଏବଂ ବିଶେଷ କରି ପିଲାମାନଙ୍କୁ ଭେଟିଥିଲେ।…

ବଡ଼ଦାଣ୍ଡରେ କୁଢ଼ କୁଢ଼ ପ୍ଲାଷ୍ଟିକ ବୋତଲ, ଅଇଁଠା ଖଲି, ଚପଲ

ଭୁବନେଶ୍ୱର, ୮ା୭: ରବିବାର ସକାଳୁ ସକାଳୁ ବଡ଼ଦାଣ୍ଡରେ ଲାଘିଥିଲା ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ। ବଡ଼ଦାଣ୍ଡରେ ପାଦ ଥାପୁ ଥାପୁ ଅନୁଭବ ହୋଇଥିଲା ପ୍ରବଳ ଗରମ ଆଉ ଗୁଳୁଗୁଳି। ଆଉ ଦିନ ବଢିବା ସହିତ ବଢି ଚାଲିଥିଲା ଭକ୍ତଙ୍କ ସଂଖ୍ୟା। ଏହାରି…

ଫ୍ଲୋର ଟେଷ୍ଟରେ ବିଜୟୀ ହେଲେ ହେମନ୍ତ ସୋରେନ

ରାଞ୍ଚି,୮।୭: ସୋମବାର ଠାରୁ ଝାଡ଼ଖଣ୍ଡ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହୋଇଥିଲା। ଏହି ସମୟରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ବିଧାନସଭାରେ ଟ୍ରଷ୍ଟ ଭୋଟ ଜିତିଛନ୍ତି। ହେମନ୍ତ ସୋରେନ ସରକାରଙ୍କ ସପକ୍ଷରେ ୪୫ ଭୋଟ ଦିଆଯାଇଥିଲା ଏବଂ ଏହା ସହ ସୋରେନ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?