Home Left

୮ରୁ ଗଡ଼ିବ ପାରାଦୀପ-କେନ୍ଦୁଝରଗଡ଼ ପାସେଞ୍ଜର ଟ୍ରେନ୍‌

ଭୁବନେଶ୍ୱର,୭।୩(ଅନୁରାଧା ମହାରଣା)ହରିଦାସପୁର-ପାରାଦୀପ ରେଳ ଲାଇନ ଏବଂ କେନ୍ଦୁଝରଗଡ଼ ମାର୍ଗଦେଇ ପୁରୀରୁ ନୂଆଦିଲ୍ଲୀ ଅଭିମୁଖେ ପାସେଞ୍ଜର ପରିବହନ କ୍ଷେତ୍ରରେ ଏକ୍ସପ୍ରେସ ସେବା ପ୍ରତିଶ୍ରୁତି ପୂରଣ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାରାଦୀପ – କେନ୍ଦୁଝରଗଡ଼ ଏବଂ ପୁରୀ- ଆନନ୍ଦ ବିହାର ଏକ୍ସପ୍ରେସ୍‌ ଭାୟା…

ପରିବାରବାଦ ରାଜନୀତିରୁ ବାହାରିପାରେ ଅନୁଗୋଳ

ଅନୁଗୋଳ, ୭।୩ (ଅମିତ କୁମାର ସାମଲ): ଦୀର୍ଘ ୨୪ ବର୍ଷର ବିଜେଡି ନେତୃତ୍ୱାଧୀନ ସରକାରରେ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ଚାଲିଛି ପରିବାରବାଦ ରାଜନୀତି। ୨୦୦୦ ମସିହାରୁ ଏହି ଆସନ ରଜନୀକାନ୍ତ ସିଂହଙ୍କ ପରିବାର ଅକ୍ତିଆରରେ ରହିଆସିଛି। ୨୦୦୦ ନିର୍ବାଚନରେ ରଜନୀକାନ୍ତଙ୍କ ପିତା…

ଜାଲରେ ପଡ଼ିଲା ବିରଳ ମାଛ ସୋଲପାଟିଆ

ଚାନ୍ଦବାଲି, ୭।୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଧାମରା ମୁହାଣ ଚନ୍ଦିନୀପାଳରେ ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଛି ବିରଳ ପ୍ରଜାତିର ମାଛ ସୋଲପାଟିଆ। ବଜାରରେ ଏହି ମାଛର ଦାମ୍‌ ଅଧିକ ରହିଥିବା ବେଳେ ୭ଟି ମାଛକୁ କେଜି ପ୍ରତି ୮ହଜାର ୭୦୦ ଟଙ୍କା…

ମନୁଷ୍ୟ-ବନ୍ୟଜନ୍ତୁ ସଂଘର୍ଷକୁ ବିଶେଷ ବିପର୍ଯ୍ୟୟ ଭାବେ ଘୋଷଣା କଲା କେରଳ

ଥିରୁଭାନନ୍ତପୁରମ, ୭।୩: କେରଳରେ ଲାଗି ରହିଥିବା ମଣିଷ-ବନ୍ୟପ୍ରାଣୀ ସଂଘର୍ଷକୁ ରାଜ୍ୟର ପିନାରାୟୀ ବିଜୟନ ସରକାର ବିଶେଷ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତି। ନିକଟରେ ବିଭିନ୍ନ ଜନବସତି ଉପରକୁ ରାଜ୍ୟରେ ବନ୍ୟଜନ୍ତୁଙ୍କ ଆକ୍ରମଣ ଯୋଗୁ ଅନେକ ପ୍ରାଣହାନି ଘଟୁଥିବାରୁ ରାଜ୍ୟ ସରକାର ଏପରି…

ବାବା ଆଖଣ୍ଡଳମଣିଙ୍କ ବିଗ୍ରହରେ ରୁପା ଛାଉଣି

ଚାନ୍ଦବାଲି,୭।୩ (କିଷାନ ପାତ୍ର): ଭଦ୍ରକ ଜିଲା ଆରଡ଼ି ପୀଠରେ ବାବା ଆଖଣ୍ଡଳମଣିଙ୍କ ବିଗ୍ରହରେ ରୁପା ଛାଉଣି କରାଯାଇଛି। ଭଦ୍ରକ ଗୁଜରାଟୀ ମହାସଂଘ ପକ୍ଷରୁ ୧ କୁଇଣ୍ଟାଲ ୨୬ କିଲୋ ଓଜନର ରୁପା ଅଳଙ୍କାର ମଙ୍ଗଳବାର ଦାନ କରାଯାଇଥିଲା। ଏହାର ଆନୁମାନିକ ମୂଲ୍ୟ…

ଶସ୍ତା ହେଲା ସିଏନଜି, କିଲୋଗ୍ରାମ ପିଛା ୨.୫୦ ଟଙ୍କା ହ୍ରାସ

ନୂଆଦିଲ୍ଲୀ,୬ା୩: ଶସ୍ତା ହେଲା ସିଏନଜି ଦର। ଗୁରୁବାର ଠାରୁ ୨.୫୦ ଟଙ୍କା କମ୍ ମୂଲ୍ୟରେ ସିନେଜ ବିକ୍ରି ହେବାକୁ ଯାଉଛି। ମାର୍ଚ୍ଚ ୭, ୨୦୨୪ ରୁ ଦିଲ୍ଲୀରେ ସିଏନଜିର ମୂଲ୍ୟ ୨.୫୦ ଟଙ୍କା ହ୍ରାସ କରିବାକୁ ନିଷ୍ପତ୍ତି ନିଆଯାଇଛି। ନୋଏଡା, ଗ୍ରେଟର…

ରାହୁଲଙ୍କୁ ଚେତାଇଲେ ନିର୍ବାଚନ ଆୟୋଗ, ଏହିସବୁ ଶବ୍ଦ ବ୍ୟବହାର କରିବାକୁ କଲେ ବାରଣ

ନୂଆଦିଲ୍ଲୀ,୬ା୩: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଅନେକ ବିବାଦୀୟ ଶବ୍ଦ ବ୍ୟବହାର ନ କରିବାକୁ ପରାମର୍ଶ ଦେଇଛନ୍ତି ନିର୍ବାଚନ ଆୟୋଗ। ଗତ ବର୍ଷ ଡିସେମ୍ବରରେ ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶରେ କାର୍ଯ୍ୟ କରୁଥିବା ଏହି ସର୍ଭେ ପ୍ୟାନେଲ…

ଖେଲୋ ଇଣ୍ଡିଆ ପଦକ ବିଜେତାଙ୍କୁ ମିଳିବ ସରକାରୀ ଚାକିରି: କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬ା୩: ଭାରତ ସରକାରଙ୍କ କାର୍ମିକ ଓ ପ୍ରଶିକ୍ଷଣ ବିଭାଗ (ଡିଓପିଟି) କ୍ରୀଡ଼ା ବିଭାଗ ସହଯୋଗରେ ଆଥଲେଟମାନଙ୍କ ନିଯୁକ୍ତି, ପଦୋନ୍ନତି ଏବଂ ପ୍ରୋତ୍ସାହନ ଢାଞ୍ଚାରେ ବ୍ୟାପକ ସଂସ୍କାର ଅଣାଯାଇଛି। ମାର୍ଚ୍ଚ ୪ ରେ ଜାରି ହୋଇଥିବା ଏକ ମେମୋରାଣ୍ଡମରେ ଉପସ୍ଥାପିତ ଏହି ନୂତନ…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାର ସିବିଆଇ ତଦନ୍ତ ମାମଲା: ଖାରଜ ପାଇଁ ରାଜ୍ୟ ସରକାରଙ୍କ ଆବେଦନ

କଟକ,୬ା୩(କାର୍ତ୍ତିକ ସାହୁ): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାର ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ବୁଧବାର ହୋଇଛି। ରାଜ୍ୟ ସରକାର ଜବାବ ଦାଖଲ କରି ଉକ୍ତ ମାମଲାରେ ଅଭିଯୁକ୍ତମାନଙ୍କୁ ନିମ୍ନ ଅଦାଲତରେ ଦଣ୍ଡବିଧାନ ହୋଇସାରିଛି ବୋଲି ଦର୍ଶାଇଛନ୍ତି। ୨୦୧୩ରେ…

ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ ହକି ପାଇଁ ଭାରତର ଡ୍ର ଘୋଷିତ, ନ୍ୟୁଜିଲାଣ୍ଡ ବିପକ୍ଷରେ ଅଭିଯାନ ଆରମ୍ଭ

ଲାଉସାନ୍ନେ,୬ା୩: ପ୍ୟାରିସ୍‌ ୨୦୨୪ ପାଇଁ ବୁଧବାର ପୁରୁଷ ହକି ଦଳର ଡ୍ର ଘୋଷଣା କରାଯାଇଛି। ଭାରତୀୟ ଦଳ ପୁଲ୍‌ ବି’ରେ ସ୍ଥାନ ପାଇଥିବା ବେଳେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳି ଦଳ ଅଭିଯାନ ଆରମ୍ଭ କରିବ। ଟୋକିଓ ୨୦୨୦ରେ ବ୍ରୋଞ୍ଜ…

କଳାକାରଙ୍କୁ ମିଳୁନି ଭତ୍ତା, ପରିବାର ପ୍ରତିପୋଷଣରେ ଅର୍ଥ ସାଜିଛି ବାଧକ

କେନ୍ଦୁଝର,୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରଙ୍କ କଳାକାର ଭତ୍ତାରୁ ବଞ୍ଚିତ ସଦର ବ୍ଲକ କାଳିଆବେଡ଼ା ଗ୍ରାମର ମହିଳା ପାଲା ଗାୟିକା ଯଶୋଦା ବାରିକ ଦୁଃଖ ଦୁର୍ଦ୍ଦଶାରେ ରହୁଛନ୍ତି। ଏଥିପାଇଁ କଳାକାର ଭତ୍ତା ପାଇଁ ଜିଲାପାଳଙ୍କୁ ନିବେଦନ କରିଛନ୍ତି। ଦୀର୍ଘ ବର୍ଷ ଧରି ପାଲା…

ରେଳଫାଟକ ବନ୍ଦ, ଖରାରେ ସିଝିଲେ ଜନସାଧାରଣ

ନିରାକାରପୁର,୬ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁରଠାରେ ଥିବା ରେଳବାଇ ଲେବଲ କ୍ରସିଂ ଅଧଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ପଡ଼ିଯିବାରୁ ଫାଟକର ଉଭୟପାର୍ଶ୍ୱ ନୂଆ ଜଗନ୍ନାଥ ସଡ଼କରେ ପ୍ରାୟ ୧ କିଲୋମିଟର ପର୍ଯ୍ୟନ୍ତ ଗାଡ଼ିମୋଟର ଅଟକି ରହିବା ସାଙ୍ଗେ ସାଙ୍ଗେ ଦୁଇ ଦୁଇଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri