Home Left

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ ଗ୍ରାମରେ ଗତ ୧୯୫୮ ମସିହାରୁ ସ୍ଥାପିତ ହୋଇଥିବା ପ୍ରାଥମିକ ବିଦ୍ୟାଳୟର ଶିଶୁ ବାଟିକା…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା ଶିଶୁଟି ଚୋରି ହୋଇଯାଇଥିବା ନେଇ ପୋଲିସ ନିକଟରେ ଆକୁଳ ନିବେଦନ କରୁଥିଲେ, ସେ…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ। ମୂଷାଖରି ପଞ୍ଚାୟତକୁ ଘଟଗାଁ ଅତିରକ୍ତ ତହସିଲଦାର ପଲିଥିନ ବୋଝେଇ ଗାଡ଼ି ନେଉଥିବା ବେଳେ…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି । ଥାନା ଅଧିନ ହାତିବାରି ପଞ୍ଚାୟତର ଦେବତୀଗୁଡା ଗ୍ରାମ ପାର୍ଶ୍ଵ ଜଙ୍ଗଲରେ ଚଢ଼ାଉ…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ ଏକ ଏଜୁକେଶନ କମ୍ପ୍ଲେକ୍ସ ନିର୍ମାଣ ହୋଇଥିଲା। କମ୍ପ୍ଲେକ୍ସ ଉଦ୍‌ଘାଟନ ହେବାର ୬ ବର୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର ମୂଲ୍ୟ ହ୍ରାସ ପାଇଥିଲା। MCX ରେ, ସୁନା ଫ୍ୟୁଚର୍ସ ୧,୫୦,୬୪୭ (ପ୍ରତି ୧୦…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା ଏବଂ ଏହା ନ କଲେ ଛଟେଇ ଧମକ ଦିଆଯାଉଥିବା ସଫେଇ କର୍ମଚାରୀମାନେ ଅଭିଯୋଗ…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ LNG (ତରଳ ପ୍ରାକୃତିକ ଗ୍ୟାସ) ବଜାରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ରୁଷିଆ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ ଉତ୍ତେଇପୂର୍ ଠାରେ କିଛି ଦିନ ଧରି ବେଆଇନ ଭାବେ ଚାଲିଥିବା କରତକଳ ଉପରେ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର ବୈଦେଶିକ ମନ୍ତ୍ରୀ ଖଲିଲୁର ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତରେ ପହଞ୍ଚିଛନ୍ତି…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ ଅର୍ଦ୍ଧଶତକ ହାସଲ କରି ଦଳକୁ ୨୧୦ ରନର ବିଶାଳ ସ୍କୋରରେ ପହଞ୍ଚାଇବାରେ ସାହାଯ୍ୟ…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ ତେହେରାନକୁ ଚେତାବନୀ ଦେଇଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ସୋସିଆଲ ଟ୍ରୁଥ ମାଧ୍ୟମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri