ତାଳଚେର ସହର ପ୍ରଦୂଷଣ ନେଇ ଏନ୍ଜିଟିରେ ମାମଲା: ପ୍ରତିପକ୍ଷଙ୍କୁ ଜବାବ ଦାଖଲ ନୋଟିସ୍
କଟକ,୬ା୩(କାର୍ତ୍ତିକ ସାହୁ): ତାଳଚେର ସହରରେ କୋଇଲା ପରିବହନଜନିତ ପ୍ରଦୂଷଣ ବଢ଼ିବାରେ ଲାଗିଛି। ଜାତୀୟ ସବୁଜ ପ୍ରାଧିକରଣ (ଏନ୍ଜିଟି) ପକ୍ଷରୁ ବୁଧବାର ମାମଲାର ଶୁଣାଣି କରାଯାଇ ପ୍ରତିପକ୍ଷଙ୍କୁ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପରବର୍ତ୍ତୀ ଶୁଣାଣି ନିମନ୍ତେ ଏପ୍ରିଲ ୧୦କୁ ଧାର୍ଯ୍ୟ…
ଫିଟନେସ୍ରେ ସୁଧାର ଆଣିବା ପାଇଁ ସେନା ସହିତ ଟ୍ରେନିଂ କରିବ ପାକିସ୍ତାନ କ୍ରିକେଟ୍ ଟିମ୍
ନୂଆଦିଲ୍ଲୀ,୬ା୩: ପାକିସ୍ତାନ କ୍ରିକେଟ୍ ଟିମ୍ର ଖେଳାଳିଙ୍କ ଫିଟନେସ୍ ପାଇଁ ଚିନ୍ତାରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)। ନିକଟ ଅତୀତରେ ଅନେକ ମ୍ୟାଚ୍ ସମୟରେ ପାକିସ୍ତାନର ପୂର୍ବତନ ଖେଳାଳିମାନେ ନୂଆ ଯୁବ ଖେଳାଳୀ ମାନଙ୍କର ଫିଟନେସକୁ ନେଇ ପ୍ରଶ୍ନ ଉଠାଉଥିଲା ବେଳେ ପାକିସ୍ତାନ…
ଉଦୟନିଧି, ଏ. ରାଜାଙ୍କ ବିରୋଧରେ ପିଟିଶନ ହାଇକୋର୍ଟରେ ଖାରଜ
ଚେନ୍ନାଇ,୬ା୩:ସନାତନ ଧର୍ମ ବିରୋଧୀ ମନ୍ତବ୍ୟ ମାମଲାରେ ଡିଏମ୍କେ ମନ୍ତ୍ରୀ ଉଦୟନିଧି ଷ୍ଟାଲିନ୍, ପି.କେ ସେରକାର ଏବଂ ଏମ୍ପି ଏ.ରାଜାଙ୍କ ବିରୋଧରେ ଦାଖଲ ପିଟିଶନକୁ ବୁଧବାର ମାଡ୍ରାସ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏକ ହିନ୍ଦୁ ଜାତୀୟତାବାଦୀ ସଙ୍ଗଠନ ପକ୍ଷରୁ ଏହି ଆବେଦନ ହୋଇଥିଲା।…
ଫାଶୀର ୪୪ ବର୍ଷ ପରେ ଦୋଷ ମାନିଲେ ପାକ୍ ସୁପ୍ରିମକୋର୍ଟ
ଇସ୍ଲାମାବାଦ,୬ା୩:୪୪ ବର୍ଷ ପୂର୍ବେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଜୁଲଫିକର ଅଲୀ ଭୁଟ୍ଟୋଙ୍କୁ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ କରାଯାଇଥିଲା। ୧୯୭୯ରେ ଜେନେରଲ ଜିଆ-ଉଲ୍-ହକ୍ଙ୍କ ସାମରିକ ଶାସନ କାଳରେ ତାଙ୍କୁ ଫାଶୀ ଦିଆଯାଇଥିଲା। ଉପଯୁକ୍ତ ବିଚାର କରା ନ ଯାଇ ଏହି…
ପରୀ ହତ୍ୟା ମାମଲା: ଦଣ୍ଡାଦେଶକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କଲେ ଅଭିଯୁକ୍ତ
କଟକ,୬ା୩(କାର୍ତ୍ତିକ ସାହୁ): ନୟାଗଡ଼ ପରୀ ହତ୍ୟା ମାମଲାର ଦଣ୍ଡାଦେଶକୁ ଚ୍ୟାଲେଞ୍ଜ କରି ଅଭିଯୁକ୍ତ ସରୋଜ ସେଠୀ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ନୟାଗଡ଼ ଜିଲା ଚିଲ୍ଡ୍ରେନ ଅତିରିକ୍ତ ସେସନ କୋର୍ଟ ମାମଲାର ବିଚାର କରି ୨୦ ବର୍ଷ ଦଣ୍ଡାଦେଶ ରାୟ ପ୍ରଦାନ କରିଥିଲେ।…
ଓଡ଼ିଶାରେ ଆରମ୍ଭ ହେଲା ଡ୍ରାଇଭିଂ ଲାଇସେନ୍ସ ପାଇଁ ସ୍ୱୟଂଚାଳିତ ଡ୍ରାଇଭିଂ ପରୀକ୍ଷା
ଭୁବନେଶ୍ୱର,୬।୩: ଡ୍ରାଇଭିଂ ଲାଇସେନ୍ସ ପ୍ରଦାନରେ ସ୍ୱଚ୍ଛତା ଆଣିବା ପାଇଁ ବହୁ ପ୍ରତୀକ୍ଷିତ ସ୍ୱୟଂଚାଳିତ ଡ୍ରାଇଭିଂ ପରୀକ୍ଷଣ ବ୍ୟବସ୍ଥା (ଏଡିଟିଏସ) ଓଡ଼ିଶାରେ ଆରମ୍ଭ ହୋଇଛି। କମ୍ପ୍ୟୁଟର, ସେନ୍ସର ଏବଂ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ସ୍ୱୟଂଚାଳିତ ଡ୍ରାଇଭିଂ ପରୀକ୍ଷା ଗଞ୍ଜାମ, ଚଣ୍ଡିଖୋଲ, ରାଉରକେଲା,…
ଅବସରପ୍ରାପ୍ତ ମହିଳା କର୍ମଚାରୀଙ୍କ ବ୍ୟାଙ୍କ ଆକାଉଣ୍ଟରୁ ସାଢ଼େ ୪ ଲକ୍ଷ ଠକେଇ ଅଭିଯୋଗ: ଦମ୍ପତି ଗିରଫ
ବଡ଼ବିଲ,୬ା୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ କଳିଙ୍ଗନଗରରେ ଭଡ଼ା ଘରେ ରହୁଥିବା ପୂର୍ଣ୍ଣମାସୀ ଦଳେଇ ନାମକ ଅବସରପ୍ରାପ୍ତ ମହିଳା କର୍ମଚାରୀଙ୍କ ଆକାଉଣ୍ଟରୁ ସାଢେ ୪ ଲକ୍ଷ ଟଙ୍କା ଠକେଇ ହୋଇଥିବା ନେଇ ଅଭିଯୋଗ ହୋଇଥିବା ବେଳେ ପୋଲିସ ଘଟଣାର…
ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୧୦୦ କୋଟି ଟଙ୍କା
ଭୁବନେଶ୍ୱର,୬।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜଧାନୀର ଗୋଠପାଟଣାଠାରେ ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ପ୍ରାୟ ୧୦୦ କୋଟି ଟଙ୍କା ବ୍ୟୟ ଅଟକଳରେ କରାଯାଉଥିବା ଏହି ଭବନ ଆଦିବାସୀ…
ସିବିଆଇକୁ ମିଳିଲା ଶାଜହାନ ଶେଖ୍ଙ୍କ କଷ୍ଟଡି
କୋଲକାତା,୫।୩ ପଶ୍ଚିମବଙ୍ଗର ସନ୍ଦେଶଖାଲିରେ ଆଦିବାସୀ ମହିଳାଙ୍କୁ ଯୌନ ନିର୍ଯାତନା, ଜମି ହଡ଼ପ ଏବଂ ଜବରଦସ୍ତ ଚାନ୍ଦା ଆଦାୟ ମାମଲାରେ ଅଭିଯୁକ୍ତ ତୃଣମୂଳ କଂଗ୍ରେସ (ଟିଏମ୍ସି)ର ପୂର୍ବତନ ବାହୁବଳୀ ନେତା ଶାଜହାନ ଶେଖ୍ଙ୍କୁ ସିବିଆଇକୁ ହସ୍ତାନ୍ତର କରାଯାଇଛି। କାଲ୍କାଟା ହାଇକୋର୍ଟ ରାଜ୍ୟ ସରକାରଙ୍କୁ…
ରାହୁଲଙ୍କୁ ସତର୍କବାଣୀ ଶୁଣାଇଲେ ନିର୍ବାଚନ ଆୟୋଗ
ନୂଆଦିଲ୍ଲୀ,୬।୩: ଲୋକ ସଭା ନିର୍ବାଚନ ପାଇଁ ପ୍ରସ୍ତୁତି ମଧ୍ୟରେ ନିର୍ବାଚନ ଆୟୋଗ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଭବିଷ୍ୟତରେ ସାଧାରଣ ସଭାରେ ଦେଉଥିବା ବିବୃତ୍ତି ଉପରେ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ଗତ ବର୍ଷ ନଭେମ୍ବରରେ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଚେତା ହରାଉଥିବା ସତ୍ତ୍ୱେ ଅଶ୍ୱିନଙ୍କୁ ମା’ ପଚାରିଥିଲେ ଗୋଟିଏ ପ୍ରଶ୍ନ, ମନେ ପକାଇଲେ…
ଧର୍ମଶାଳା,୬।୩: ଭାରତ-ଇଂଲଣ୍ଡ ମଧ୍ୟରେ ଧର୍ମଶାଳାରେ ଗୁରୁବାରଠାରୁ ଟେଷ୍ଟ ସିରିଜର ୫ମ ତଥା ଅନ୍ତିମ ମୁକାବିଲା ଆରମ୍ଭ ହେବ। ଏହି ମ୍ୟାଚ୍ ଅଶ୍ୱିନଙ୍କ ପାଇଁ ସ୍ବତନ୍ତ୍ର ହେବ। କାରଣ ସେ ନିଜ କ୍ୟାରିୟରର ୧୦୦ତମ ଟେଷ୍ଟ ଖେଳିବେ। ତେବେ ଏହି ମ୍ୟାଚ୍ ଖେଳିବା…
୧୪ ପ୍ରକଳ୍ପ ପାଇଁ ସୋରଡ଼ା ବ୍ଲକକୁ ପ୍ରଥମଥର ଆସିଲା ୪୧ ଲକ୍ଷ ୬୦ ହଜାର ଟଙ୍କା
ସୋରଡ଼ା,୬ା୩(ଲମ୍ବୋଦର ପାଣିଗ୍ରାହୀ): ଆଦିବାସୀ ବହୁଳ ସୋରଡ଼ା ବ୍ଲକ୍କୁ ୨୦୨୩ /୨୪ ଆର୍ଥିକ ବର୍ଷରେ ୧୪ଟି ପ୍ରକଳ୍ପ ପାଇଁ ୪୧ ଲକ୍ଷ ୬୦ ହଜାର ଓ ପାତ୍ରପୁର ବ୍ଲକକୁ ୧୪ଟି ପ୍ରକଳ୍ପ ପାଇଁ ୪୮ ଲକ୍ଷ ଟଙ୍କା ପରିଷଦ ଗଠନ ହେବା ପରେ…
Archives


