Home Left

ଭାଜପାରେ ଯୋଗଦେବେ ଜଷ୍ଟିସ୍‌ ଗଙ୍ଗୋପାଧ୍ୟାୟ

ନୂଆଦିଲ୍ଲୀ,୬।୩: କାଲ୍‌କାଟା ହାଇକୋର୍ଟର ବିଚାରପତି ଜଷ୍ଟିସ୍‌ ଅଭିଜିତ ଗଙ୍ଗୋପାଧ୍ୟାୟ ମଙ୍ଗଳବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସେ ଗୁରୁବାର ଅପରାହ୍ନରେ ଭାଜପାରେ ଯୋଗଦେବେ ବୋଲି କହିଛନ୍ତି। ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ତୃଣମୂଳ କଂଗ୍ରେସ ଦୁର୍ନୀତିଗ୍ରସ୍ତ।…

ଦେଶର ପ୍ରଥମ ଭୂତଳ ଜଳ ମେଟ୍ରୋ

କୋଲକାତା, ୬।୩: ଦେଶର ପ୍ରଥମ ଭୂତଳ ଜଳ ମେଟ୍ରୋ ଟ୍ରେନ୍‌କୁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାରେ ଉଦଘାଟନ କରିବେ। କୋଲକାତାର ହୁଗୁଳି ନଦୀ ତଳେ ଏହି ଭୂତଳ ଜଳ ମେଟ୍ରୋ ଟନେଲର ନିର୍ମାଣ କରାଯାଇଛି। ଏହି ମେଟ୍ରୋ ଟ୍ରେନ୍‌ ସହରର…

୭ ଭାରତୀୟଙ୍କୁ ଯୁଦ୍ଧ ଲଢ଼ିବାକୁ ବାଧ୍ୟ କରୁଛି ରୁଷିଆ

ନୂଆଦିଲ୍ଲୀ,୬ା୩: ନବବର୍ଷ ପାଳନ ପାଇଁ ରୁଷିଆ ଯାଇଥିବା ପଞ୍ଜାବ ଓ ହରିୟାଣାର ଏକ ଯୁବଗୋଷ୍ଠୀଙ୍କୁ ୟୁକ୍ରେନ୍‌ ବିରୋଧରେ ଯୁଦ୍ଧ ଲଢ଼ିବାକୁ ବାଧ୍ୟ କରାଯାଇଛି। ଏନେଇ ସମ୍ପୃକ୍ତ ୭ ଯୁବକ ଏକ୍ସ’ରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ୧୦୫ ସେକେଣ୍ଡ ଅବଧିର ଭିଡିଓରେ…

ସିବିଆଇକୁ ସନ୍ଦେଶଖାଲି ମାମଲା ଭାର

କୋଲକାତା,୬।୩: ପଶ୍ଚିମବଙ୍ଗର ସନ୍ଦେଶଖାଲିରେ ଇଡ଼ି ଅଧିକାରୀଙ୍କୁ ଆକ୍ରମଣ ମାମଲାର ତଦନ୍ତ ଭାର ସିବିଆଇକୁ ଦେବା ପାଇଁ କାଲ୍‌କାଟା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଆକ୍ରମଣର ମୁଖ୍ୟ ଅଭିଯୁକ୍ତ ତଥା ଆଦିବାସୀ ମହିଳାଙ୍କୁ ଯୌନ ନିର୍ଯାତନା, ଜମି ହଡ଼ପ ଏବଂ ଜବରଦସ୍ତ ଚାନ୍ଦା…

ନବୀନ ଓଡ଼ିଶା ମ୍ୟାଜିକ୍‌ କାର୍ଡ ପଞ୍ଜୀକରଣ ଆରମ୍ଭ

ଭୁବନେଶ୍ୱର/ମାଲକାନଗିରି,୬ା୩ (ଅନିଲ ଦାସ/ଦୁର୍ଯ୍ୟୋଧନ ପାତ୍ର): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନବୀନ ଓଡ଼ିଶା ମ୍ୟାଜିକ୍‌ କାର୍ଡ ପଞ୍ଜୀକରଣ ପାଇଁ ମାଲକାନଗିରି ଜିଲାରେ ଓ୍ବେବ୍‌ ପୋର୍ଟାଲ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ମାଳଦ୍ୱୀପରେ ରହିବେନି ଭାରତୀୟ ସୈନ୍ୟ

ମାଲେ/ବେଜିଂ,୬ା୩: ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ନିଜ ଭାରତ ବିରୋଧୀ ଆଭିମୁଖ୍ୟକୁ ଆହୁରି କଠୋର କରି ସମସ୍ତ ଭାରତୀୟ ସୈନ୍ୟଙ୍କୁ ମେ’ ୧୦ ସୁଦ୍ଧା ଦେଶ ଛାଡ଼ିବାକୁ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଏପରି କି କୌଣସି ଭାରତୀୟ ସାମରିକ କର୍ମୀ ସାଦା…

ଜାତୀୟସ୍ତରର ଖେଳାଳିଙ୍କ ପାଇଁ ଖୁସିଖବର, ଖେଳ କୋଟାରେ ନିଯୁକ୍ତି ନିୟମ ପରିବର୍ତ୍ତନ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୫।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ଖେଳାଳିଙ୍କୁ ନିଯୁକ୍ତି ଏବଂ ପଦୋନ୍ନତି ମାମଲାରେ ଥିବା ନିର୍ଦ୍ଦେଶନାମାକୁ ସଂଶୋଧନ କରାଯାଇଛି। ବର୍ତ୍ତମାନ ସମୟରେ ମହତ୍ୱପୂର୍ଣ୍ଣ ପାଲଟିଥିବା ପ୍ରତିଯୋଗିତାଗୁଡ଼ିକୁ ଏଥିରେ ସାମିଲ କରାଯାଇଛି। ଫଳରେ ପ୍ରତିଯୋଗିତାରେ ଭଲ ପ୍ରଦର୍ଶନ କରିଥିବା ଖେଳାଳି ଖେଳ କୋଟାରେ ନିଯୁକ୍ତି…

ଧର୍ମଶାଳାରେ ଡେବ୍ୟୁ କରିବେ ୮ ଖେଳାଳି 

ନୂଆଦିଲ୍ଲୀ,୫।୩: ଧର୍ମଶାଳାର ଏଚ୍‌ପିସିଏ ଷ୍ଟାଡିୟମରେ ମାର୍ଚ୍ଚ ୭ରୁ ଭାରତ-ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଅନ୍ତିମ ମୁକାବିଲା ଖେଲାଯିବ। ଏହି ମ୍ୟାଚ୍‌ରେ ବିଜେତା ହୋଇ ଭାରତ ଗସ୍ତର ସୁଖଦ ଅନ୍ତ କରିବାକୁ ଇଂଲଣ୍ଡ ଚାହିଁବ। ସେହିଭଳି ଟିମ୍‌ ଇଣ୍ଡିଆ…

ସନ୍ନ୍ୟାସ ଘୋଷଣା କରି ଚମକାଇଲେ ୮୫୦ ଉଇକେଟ ନେଇଥିବା ଏହି ଭାରତୀୟ କ୍ରିକେଟର

କୋଲକାତା, ୫ା୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଧର୍ମଶାଳାରେ ମାର୍ଚ୍ଚ ୭ରୁ ୫ମ ଟେଷ୍ଟ ଖେଳାଯିବ। ଏହି ମ୍ୟାଚ୍‌ ପୂର୍ବରୁ ଭାରତର ଜଣେ କ୍ରିକେଟର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଏହି ଖେଳାଳି ଇଂଲଣ୍ଡ ବିପକ୍ଷରେ ହିଁ ନିଜର ଶେଷ…

ତେଜୁଛି ପୋଷ୍ଟର ରାଜନୀତି

କଟକ,୫।୩(ଶିଳ୍ପା ପ୍ରିୟଦର୍ଶିନୀ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି, ସେତେ ବିବାଦ ଦେଖିବାକୁ ମିଳୁଛି। ଏବେ ପୋଷ୍ଟର ରାଜନୀତି ତୀବ୍ର ହେବାରେ ଲାଗିଛି। ଏଥିରୁ ବାଦ୍‌ ପଡ଼ିନି ଭାଜପା। ମଙ୍ଗଳବାର କଟକ ସହରର ପ୍ରମୁଖ ସ୍ଥାନଗୁଡ଼ିକରେ ଦେଖିବାକୁ ମିଳିଛି ଭାଜପା ପୋଷ୍ଟର। ହେଲେ…

ଏପ୍ରିଲ ୮ରେ ଲୁଚିଯିବେ ସୂର୍ଯ୍ୟ, ଦିନରେ ହେବ ରାତିର ଭ୍ରମ!

ନୂଆଦିଲ୍ଲୀ,୫।୩: ଚଳିତ ବର୍ଷ ଦୃଶ୍ୟମାନ ହେବ ଏକ ବିରଳ ମହାଜାଗତିକ ଦୃଶ୍ୟ। ମାର୍ଚ୍ଚ ୮ରେ ପୃଥିବୀବାସୀ ଦେଖିବେ ପୂର୍ଣ୍ଣ ସୂର୍ଯ୍ୟ ପରାଗ। ଏହି ସମୟରେ ପରାଗ ସମ୍ପୂଣ୍ଣ ଭାବେ ସୂର୍ଯ୍ୟଙ୍କୁ ଗ୍ରାସ କରିବ, ଫଳରେ ଦିନରେ ରାତିର ଭ୍ରମ ସୃଷ୍ଟି ହେବ।…

ଏହି ୭ ଜିନିଷ ପବିତ୍ର; ଖାଇବା ପରେ ବି କରିପାରିବେ ପୂଜାପାଠ, ଲାଗିବନି ପାପ…

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ଏକାଧିକ ସମସ୍ୟା ଓ ତାର ସମାଧାନ ବିଷୟରେ ବର୍ଣ୍ଣନା କରିଛନ୍ତି। ସେଥିମଧ୍ୟରେ ସଫା-ସୁତୁରା ଏବଂ ପବିତ୍ରତାକୁ ନେଇ ଚାଣକ୍ୟ ଅନେକ ନୀତି ବିଷୟରେ ଉଲ୍ଲେଖ କରିଛନ୍ତି। ସେ କୁହନ୍ତି ଏଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri