Home Left

୨୦୩୧-୩୨ସୁଦ୍ଧା ୩୮୪ଜିଡ଼ବ୍ଲ୍ୟୁ ଶକ୍ତି ଚାହିଦା ଆକଳନ

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ (ଆଇସିସି)ର ଓଡ଼ିଶା ଶଖା ପକ୍ଷରୁ ଭୁବନେଶ୍ୱର ଠାରେ ପୂର୍ବାଞ୍ଚଳରେ ବିକଳ୍ପ ଶକ୍ତି ଉସତ୍ର ସୁଚିନ୍ତିତ ତଥା ଅନୁସନ୍ଧାନ ପାଇଁ ଏକ ପ୍ଲାଟ୍‌ଫର୍ମ ସୃଷ୍ଟି କରିବା ପାଇଁ ‘ତୃତୀୟ ପୂର୍ବାଞ୍ଚଳ ଶକ୍ତି…

ବଜାରରେ ବଜାଜ୍‌ର ଫ୍ରିଡମ୍‌୧୨୫

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ବଜାଜ୍‌ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କମ୍ପ୍ରେସ୍‌ଡ ନ୍ୟାଚୁରାଲ ଗ୍ୟାସ୍‌ ବା ସିଏନ୍‌ଜି ବାଇକ୍‌ ‘ଫ୍ରିଡମ ୧୨୫’ର ଆନୁଷ୍ଠାନିକ ଅନାବରଣ ଶୁକ୍ରବାର ସର୍ବଭାରତୀୟ ସ୍ତରରେ ହୋଇଯାଇଛି। ଏପରିକି ଭାରତ (ଭାରତୀୟ…

ଇସ୍‌ରାଏର ଚାର୍ଟରିଂ ସେରିମନି

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ହିଟିଂ, ରେଫ୍ରିଜରେଟିଂ ଆଣ୍ଡ ଏୟାର କଣ୍ଡିସ୍‌ନିଂ ଇଞ୍ଜିନିୟର୍ସ (ଆଇଏସ୍‌ଏଚ୍‌ଏଆର୍‌ଏଇ ବା ଇସ୍‌ରାଏ)ର ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଶୁକ୍ରବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଚାର୍ଟରିଂ ସେରିମନି’ର ଆୟୋଜନ ଭୁବନେଶ୍ୱରର ଏକ ୫ ତାରକା…

ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ମନ୍‌ସୁନ୍‌ ସେଲ୍‌

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ପୂର୍ବ ଭାରତର ପ୍ରମୁଖ ଗହଣା ବ୍ରାଣ୍ଡ୍‌ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ବହୁ ପ୍ରତୀକ୍ଷିତ ଅଫର ‘ମନ୍‌ସୁନ୍‌ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବର୍ତ୍ତମାନ ସାରା ଓଡ଼ିଶାରେ ମୌସୁମୀ (ବର୍ଷାଋତୁ)…

ହାଥରସ ଘଟଣାକୁ ନେଇ ଆସିଲା ‘ଭୋଲେ ବାବା’ ଙ୍କ ପ୍ରଥମ ବୟାନ, କହିଲେ…

ଲକ୍ଷ୍ନୌ,୬।୭: ହାଥରସ ଦୁର୍ଘଟଣା ସମ୍ପର୍କରେ ବାବା ସୁରଜପାଲଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କହିଛନ୍ତି, ଏହି ଘଟଣାରେ ସେ ଅତ୍ୟନ୍ତ ଦୁଃଖିତ। ପ୍ରଶାସନରେ ଲୋକଙ୍କ ବିଶ୍ୱାସ ରହିବା ଉଚିତ୍‌। କୌଣସି ଦୋଷୀଙ୍କୁ ଛଡାଯିବ ନାହିଁ। ବାବା କହିଛନ୍ତି, ଏଭଳି ଦୁଃଖ ସମୟରେ…

ବ୍ୟବସାୟ ସମ୍ପ୍ରସାରଣକୁ ସର୍ବାଧିକ ଗୁରୁତ୍ୱ

ଭୁବନେଶ୍ୱର ,୬।୭ (ଅଭୟ ଦାଶ): କିସ୍‌ନା ଡାଇମଣ୍ଡ ଆଣ୍ଡ ଗୋଲ୍ଡ ଜୁଏଲେରି ପକ୍ଷରୁ ଭୁବନେଶ୍ୱରଠାରେ ଏକ ଦିନିକିଆ ଗ୍ରାହକ ସମ୍ମିଳନୀ (ରିଟେଲ ପାର୍ଟନରମାନଙ୍କ ପାଇଁ ଏକ ବ୍ୟବସାୟିକ ବୈଠକ)ର ଆୟୋଜନ କରାଯାଇଥିଲା। ଏହି ଏକତ୍ରୀକରଣର ପ୍ରାଥମିକ ଲକ୍ଷ୍ୟ ଥିଲା ଦେଶବ୍ୟାପୀ କିସ୍‌ନା…

ଆଜି ଭାରତ-ଜିମ୍ବାଓ୍ବେ ପ୍ରଥମ ଟି-୨୦: ଜାଣନ୍ତୁ କେଉଁଠି, କେତେବେଳେ ଦେଖିପାରିବେ ମ୍ୟାଚ୍‌

ହରାରେ,୬।୭: ଭାରତୀୟ କ୍ରିକେଟ ଦଳ ୨୦୧୬ ପରଠାରୁ ପ୍ରଥମ ଥର ପାଇଁ ଆଫ୍ରିକୀୟ ଦେଶରେ ଦ୍ୱିପାକ୍ଷିକ ସିରିଜ ଖେଳିବ। ଟି-୨୦ ବିଶ୍ୱକପ ଜିତିଥିବା ଭାରତୀୟ ଦଳ ଜିମ୍ବାୱେ ଗସ୍ତରେ ଯାଇ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଇଛନ୍ତି। ଆଜି…

ମାଲାବାରରେ ମାଇନ ଡାଇମଣ୍ଡ ଶୋ

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡର ବହୁ ପ୍ରତୀକ୍ଷିତ ‘ଡାଇମଣ୍ଡ ’ ଶୋ ସର୍ବଭାରତୀୟ ସ୍ତରରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡର ଭୁବନେଶ୍ୱରସ୍ଥିତ ଶହୀଦନଗର ଶୋ’ରୁମ୍‌ରେ ମାଇନ ଡାଇମଣ୍ଡ ଶୋ’ ଶୁକ୍ରବାରଠାରୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧.୭୧ ବିଲିୟନ ଡଲାର ହ୍ରାସ

ଭୁବନେଶ୍ୱର,୬।୭(ଅନୁରାଧା ମହାରଣା): ଦେଶରେ ବୈଦେଶିକ ମୁଦ୍ରାଭଣ୍ଡାରରେ ହ୍ରାସ ଘଟିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଶୁକ୍ରବାର ତଥ୍ୟ ପ୍ରକାଶକରି କହିଛି, ଚଳିତବର୍ଷ ଜୁନ୍‌ ଶେଷ ସପ୍ତାହରେ ୧.୭୧୩ ବିଲିୟନ ଡଲାର ହ୍ରାସ ସହିତ ବୈଦେଶିକ ବିନିମୟ ସଂରକ୍ଷଣ ୬୫୧.୯୯୭ ବିଲିୟନ ଡଲାର ଥିଲା।…

ଏ.ଟି.କେଆର୍ନେୟ ସହ ଏଲ୍‌ଆଇସିର ସହଭାଗିତା

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଗ୍ଲୋବାଲ କନ୍‌ସଲ୍‌ଟିଂ ଫର୍ମା ମେସର୍ସ ଏ. ଟି. କେଆର୍ନେୟ ଏବଂ ଭାରତୀୟ ଜୀବନ ବିମା ନିଗମ (ଲାଇଫ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ବା ଏଲ୍‌ଆଇସି) ମଧ୍ୟରେ ଏକ…

ମନ୍ଦ ଉଦ୍ଦେଶ୍ୟ ନେଇ ରତ୍ନଭଣ୍ଡାର କମିଟି ଭଙ୍ଗାଯାଇଛି: ବିଜେଡି

ଭୁବନେଶ୍ୱର,୬ା୭(ଅନିଲ ଦାସ/ସୁନିତ୍‌ ମିଶ୍ର): ରତ୍ନଭଣ୍ଡାର ଖୋଲିବା ପାଇଁ ରାଜ୍ୟର ନବଗଠିତ ଭାଜପା ସରକାର ଗୁରୁବାର ୧୬ଜଣିଆ କମିଟି ଗଠନ କରିଛନ୍ତି। ତେବେ ସରକାରଙ୍କ ଏହି ପଦକ୍ଷେପକୁ ବିଜେଡି ସମାଲୋଚନା କରିଛି। ଏହାକୁ ନେଇ ବିଜେଡି ଏବଂ ଭାଜପା ମୁହଁାମୁହିଁ ହୋଇଛନ୍ତି। ମନ୍ଦ…

ବେଦାନ୍ତ ଆଲୁମିନିୟମର ନୂତନ ଅଭିଯାନ

ଭୁବନେଶ୍ୱର,୬।୭ (ଅଭୟ ଦାଶ): ବେଦାନ୍ତ ଆଲୁମିନିୟମର ନୂତନ ଅଭିଯାନ ତଥା ଇ-ଲର୍ନିଂ କାର୍ଯ୍ୟକ୍ରମ ‘ବିଦ୍ୟାଗ୍ରହ’ର ୩ୟ ପର୍ଯ୍ୟାୟ ବା ଫେଜ୍‌-୩ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ତଥା ଇ-ଲର୍ନିଂ ପଦକ୍ଷେପ ‘ବିଦ୍ୟାଗ୍ରହ’କୁ ନିକଟରେ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?