Home Left

୪୭ ବର୍ଷର ପରମ୍ପରା ଭାଙ୍ଗିଲେ ଜୟନ୍ତ ଚୌଧୁରୀ

ନୂଆଦିଲ୍ଲୀ,୫।୩: ନିକଟରେ ଭାଜପା ସହ ମିଳିତ ମେଣ୍ଟରେ ଯୋଗ ଦେଇଥିବା ରାଷ୍ଟ୍ରୀୟ ଲୋକ ଦଳ ମଧ୍ୟ ଦୁଇଟି ଲୋକ ସଭା ଏବଂ ଗୋଟିଏ ବିଧାନ ପରିଷଦ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ସୋସିଆଲ ମିଡିଆ ମାଧ୍ୟମରେ ଆରଏଲଡି ନିଜର…

ଜଲ୍‌ଓ୍ବା ଦେଖାଇବେ ରଣବୀର

ମୁମ୍ବାଇ: ଆସନ୍ତା ୨ ବର୍ଷ ମଧ୍ୟରେ ବଲିଉଡ୍‌ ଆକ୍ସନ ହିରୋ ରଣବୀର ସିଂଙ୍କୁ ଅନେକ ବଡ ଫିଲ୍ମରେ ଦେଖିବାକୁ ମିଳିବ। ଆଗାମୀ ଦିନରେ ‘ଶକ୍ତିମାନ’ ଓ ‘ସିଘଂମ୍‌ ଏଗେନ’ ଚଳଚ୍ଚିତ୍ରରେ ରଣବୀର ନିଜ ଜଲୱା ଦେଖାଇବେ ବୋଲି ପୂର୍ବରୁ ସୂଚନା ଦେଇସାରିଛନ୍ତି। ତେବେ…

ମା’ଙ୍କ ଫୋନ୍‌କଲ୍‌ ବଞ୍ଚାଇଲା ଜୀବନ

ବେଙ୍ଗାଲୁରୁ: କୁହାଯାଏ ଯେ ମା’ଙ୍କ ଆଶୀର୍ବାଦ ଯାହା ଉପରେ ଥାଏ ସେ କୌଣସି ମଧ୍ୟ ଅସୁବିଧାର ସମ୍ମୁଖୀନ ହୁଏ ନାହିଁ। କର୍ନାଟକ ରାଜଧାନୀ ବେଙ୍ଗାଲୁରୁର ରାମେଶ୍ବର କାଫେରେ ଏପରି ଏକ ଘଟଣା ଦେଖିବାକୁ ମିଳିଛି। ଶୁକ୍ରବାର ଏଠାରେ ବିସ୍ଫୋରଣ ଘଟି ୧୦ ଜଣ…

ପଓ୍ବନ୍‌ଙ୍କ ପରେ ନିର୍ବାଚନରୁ ଓହରିଲେ ଭାଜପା ବାରବାଙ୍କୀ ପ୍ରାର୍ଥୀ

ନୂଆଦିଲ୍ଲୀ,୫।୩: ଲୋକ ସଭା ନିର୍ବାଚନ ପାଇଁ ଭାଜପା ୧୯୫ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିବାର ଦୁଇଦିନ ମଧ୍ୟରେ ୨ ଜଣ ପ୍ରାର୍ଥୀ ଓହରିଲେଣି। ପଶ୍ଚିମବଙ୍ଗର ଆସାନସୋଲ୍‌ ଆସନରୁ ପ୍ରାର୍ଥୀ ହୋଇଥିବା ଭୋଜପୁରୀ ଅଭିନେତା ତଥା ଗାୟକ ପଓ୍ବନ ସିଂ ଭୋଟ ଲଢ଼ିବା ପାଇଁ…

ଇଲେକ୍ଟୋରାଲ ବଣ୍ଡ୍‌ ତଥ୍ୟ ଦେବାକୁ ସମୟ ମାଗିଲା ଏସ୍‌ବିଆଇ

ନୂଆଦିଲ୍ଲୀ,୪।୩ : ଇଲେକ୍ଟ୍ରୋରାଲ ବଣ୍ଡ୍‌ଗୁଡ଼ିକର ସବିଶେଷ ତଥ୍ୟ ଦେବା ସମୟସମୀମା ଜୁନ୍‌ ୩୦ ପର୍ଯ୍ୟନ୍ତ ବଢ଼ାଇବାକୁ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ସୋମବାର ସୁପ୍ରିମକୋର୍ଟଙ୍କୁ ନିବେଦନ କରିଛି। ଗତ ମାସରେ ସୁପ୍ରିମକୋର୍ଟ ତାଙ୍କ ରାୟରେ ଇଲେକ୍ଟୋରାଲ ବଣ୍ଡ୍‌କୁ ବେଆଇନ କହିବା…

ରାମେଶ୍ୱରମ୍‌ କାଫେ ବିସ୍ଫୋରଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ,୪।୩: ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ନିର୍ଦ୍ଦେଶକ୍ରମେ ବେଙ୍ଗାଲୁରୁର ରାମେଶ୍ୱରମ୍‌ କାଫେ ବିସ୍ଫୋରଣର ତଦନ୍ତ ଦାୟିତ୍ୱ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)କୁ ଦିଆଯାଇଛି। ଗତ ୧ ତାରିଖରେ ବେଙ୍ଗାଲୁରୁ ହ୍ବାଇଟ୍‌ଫିଲ୍ଡ ଅଞ୍ଚଳରେ ଥିବା କାଫେରେ ଆଇଇଡି ବିସ୍ଫୋରଣ ଘଟି ୧୦ ଜଣ ଆହତ ହୋଇଥିଲେ।…

ଆଗକୁ ନିର୍ବାଚନ: କଟକରେ ଯବାନଙ୍କ ଫ୍ଲାଗ୍‌ମାର୍ଚ୍ଚ

କଟକ,୪ା୩ (କାର୍ତ୍ତିକ ସାହୁ): ଆଗକୁ ସାଧାରଣ ନିର୍ବାଚନ। ନିର୍ବାଚନକୁ ଶାନ୍ତି, ଶୃଙ୍ଖଳା ସହ ଅବାଧ, ନିରପେକ୍ଷ ପରିଚାଳନା ପାଇଁ କେନ୍ଦ୍ରୀୟ ସୁରକ୍ଷା ବଳ(ସିଆରପିଏଫ୍‌) ଯବାନମାନେ କଟକରେ ପହଞ୍ଚିଛନ୍ତି। କଟକ କମିସନରେଟ ପୋଲିସ ସହିତ ମିଳିତ ଭାବେ ସିଆର୍‌ପିଏଫ ଯବାନ ସୋମବାର ସହର…

ଛୁରାମାଡ଼ରେ ଚାଲିଗଲା ମହିଳାଙ୍କ ଜୀବନ

କଟକ,୪ା୩(କାର୍ତ୍ତିକ ସାହୁ): ଛୁରାମାଡ଼ରେ ଜଣେ ମହିଳାଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସିଆର୍‌ଆର୍‌ଆଇ ଥାନା ଅଧୀନ ନେହେରୁ ପଲ୍ଲୀ ବସ୍ତିରେ ଏଭଳି ଅମାନବୀୟ ଘଟଣା ଘଟିଛି। ମୃତକ ଜଣକ ହେଲେ ବସ୍ତିର ଭାରତୀ ସାହୁ(୪୦)। ସୋମବାର ରାତିରେ ବଚସାରୁ ଜଣେ ଯୁବକ ଏଭଳି…

ସବ୍‌ଡିଭିଜନ ଦାବିରେ ୧୨ ଘଣ୍ଟା ବନ୍ଦ

ଲକ୍ଷ୍ମୀପୁର,୪ା୩(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକକୁ ସବ୍‌ଡିଭିଜନ ଦାବିରେ ଲକ୍ଷ୍ମୀପୁର ବିକାଶ ପରିଷଦ ପକ୍ଷରୁ ସୋମବାର ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଉକ୍ତ ଅଞ୍ଚଳରେ ଗାଡ଼ିମୋଟର ଚଳାଚଳ ଓ ଦୋକାନ ବଜାର…

ପଓ୍ବନ୍‌ ସିଂଙ୍କ ପରେ ନିର୍ବାଚନରୁ ଓହରିଲେ ଉପେନ୍ଦ୍ର ସିଂ ରାଓ୍ବତ୍‌

ନୂଆଦିଲ୍ଲୀ,୪।୩ : ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଭାଜପା ୧୯୫ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିବାର ଦୁଇଦିନ ମଧ୍ୟରେ ୨ ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ିବାକୁ ମନା କରି ଦେଇଛନ୍ତି। ପଶ୍ଚିମବଙ୍ଗର ଆସାନସୋଲ୍‌ ଆସନରୁ ପ୍ରାର୍ଥୀ ହୋଇଥିବା ଲୋକପ୍ରିୟ ଭୋଜପୁରୀ…

Video: ଛକା ମାରି କାର୍‌ କାଚ ଭାଙ୍ଗିଦେଲେ ଏଲିସ୍‌ ପେରି

ବେଙ୍ଗାଲୁର,୪।୩: ଚାଲୁଥିବା ମହିଳା ପ୍ରିମିୟର ଲିଗ୍(ଡବ୍ଲୁପିଏଲ୍ ୨୦୨୪) ର ଏକାଦଶ ମ୍ୟାଚ୍ ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଏବଂ ୟୁପି ୱାରିଅର୍ (ୟୁପିଡବ୍ଲୁ) ମଧ୍ୟରେ ମୁକାବିଲା ଚାଲିଛି। ୟୁପିଡବ୍ଲୁ ଅଧିନାୟକ ଆଲିସା ହେଲି ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ…

ଧରାପଡ଼ିଲା ମାଙ୍କଡ଼ା ପଥର ବୋଝେଇ ଟ୍ରକ

ନିରାକାରପୁର,୪।୩(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ୧୬ନମ୍ବର ଜାତୀୟ ରାଜପଥର ବଡ଼ପୋଖରୀଆ ଛକ ନିକଟରୁ ଏକ ମାଙ୍କଡା ପଥର ବୋଝେଇ ଟ୍ରକକୁ ଜଙ୍କିଆ ପୋଲିସ ଜବତ କରିଛି । ଏପରି କି ପୋଲିସ ଅଚ୍ୟୁତପୁର ପଞ୍ଚାୟତ ଅଚ୍ୟୁତପୁର ଗ୍ରାମର ଗାଡ଼ି ଚାଳକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri