Home Left

ମୁଖ୍ୟମନ୍ତ୍ରୀଙ୍କୁ ଦୁର୍ବ୍ୟବହାର କରିଥିବା ଆଇଆଇସିଙ୍କୁ ଗଜପତି ବଦଳି

ପାରଳାଖେମୁଣ୍ଡି/କେନ୍ଦୁଝର, ୬ା୭ (ଗିରିଧାରୀ ପରିଛା/ ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଜେଡି ସରକାର ସମୟରେ କେନ୍ଦୁଝର ଜିଲା ସଦର ଥାନାରେ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଆଇଆଇସି ତ୍ରିନାଥ ସେଠୀଙ୍କୁ ଶୁକ୍ରବାର ଗଜପତି ଜିଲାକୁ ବଦଳି କରାଯାଇଛି।…

ଅଧିକାରୀଙ୍କୁ ଏମିତି ନିର୍ଦ୍ଦେଶ ଦେଲେ ମନ୍ତ୍ରୀ: ସମସ୍ତେ ଥରହର

ମୋରଡ଼ା,୬ା୭(ସ୍ମାରକ ମାଜୀ):ମୋରଡ଼ା ବିଧାୟକ ତଥା ଗୃହ ଓ଼ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଶୁକ୍ରବାର ମୋରଡା ବ୍ଲକ ଗସ୍ତରେ ଆସିଥିଲେ। ପ୍ରଥମେ ସେ ମୋରଡ଼ା ବଜାରରେ ପହଞ୍ଚତ୍ବା ପରେ ଭାଜପା କର୍ମୀମାନେ ଫୁଲମାଳ ଓ଼ ଫୁଲତୋଡ଼ା ଦେଇ ତାଙ୍କୁ ସ୍ବାଗତ…

ରାଜ୍ୟ ସଭାରୁ କେଶବ ରାଓଙ୍କ ଇସ୍ତଫା

ହାଇଦ୍ରାବାଦ,୬ା୭: ଭାରତ ରାଷ୍ଟ୍ର ସମିତି (ବିଆର୍‌ଏସ୍‌) ଛାଡ଼ି କଂଗ୍ରେସରେ ଯୋଗଦେବାର ଦିନକ ପରେ କେ. କେଶବ ରାଓ ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍‌ ଧନ୍‌କରଙ୍କୁ ପ୍ରଦାନ କରିଛନ୍ତି। ସେ…

ସମଲିଙ୍ଗୀ ବିବାହ ରାୟ ସମୀକ୍ଷା ଆବେଦନ ଶୁଣାଣି ୧୦ରେ

ନୂଆଦିଲ୍ଲୀ,୬ା୭: ସମଲିଙ୍ଗୀ ବିବାହକୁ ସ୍ବୀକୃତି ଦେବାକୁ ସୁପ୍ରିମକୋର୍ଟ ଗତବର୍ଷ ଅକ୍ଟୋବର ୧୭ରେ ମନା କରିଦେଇଥିଲେ। ଉକ୍ତ ରାୟର ସମୀକ୍ଷା ପାଇଁ ହୋଇଥିବା ଆବେଦନର ଶୁଣାଣି ଆସନ୍ତା ୧୦ରେ ହେବ। ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ୫ ଜଣିଆ ପୀଠ ଚାମ୍ବରରେ…

ଡେଭିଡ୍‌ ଲାମି ନୂଆ ବହିର୍ବ୍ୟାପାର ସଚିବ

ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟର୍ମର ଶୁକ୍ରବାର ଲେବର ଏମ୍‌ପି ଡେଭିଡ୍‌ ଲାମିଙ୍କୁ ଦେଶର ନୂଆ ବହର୍ବ୍ୟାପାର ସଚିବ ନିଯୁକ୍ତ କରିଛନ୍ତି। ୫୧ ବର୍ଷୀୟ ଡେଭିଡ୍‌ ଭାରତ ସହ ଦୃଢ଼ ଦ୍ୱିପାକ୍ଷିକ ସମ୍ପର୍କର ସପକ୍ଷବାଦୀ। ସେ ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ…

ହାଉସ୍‌ ଅଫ୍‌ କମନ୍ସରେ ୨୬ ଭାରତୀୟ ବଂଶୋଦ୍ଭବ

ବ୍ରିଟେନ୍‌ ପାର୍ଲାମେଣ୍ଟର ନିମ୍ନ ସଦନ ହାଉସ୍‌ ଅଫ୍‌ କମନ୍ସର ୬୫୦ ଆସନ ପାଇଁ ଅନୁଷ୍ଠିତ ନିର୍ବାଚନରେ ୧୦୭ ବ୍ରିଟିଶ-ଇଣ୍ଡିଆନ ଅବତୀର୍ଣ୍ଣ ହୋଇଥିଲେ। ସେମାନଙ୍କ ମଧ୍ୟରୁ ରେକର୍ଡ ସଂଖ୍ୟକ ୨୬ ଭାରତୀୟ ବଂଶୋଦ୍ଭବ ବିଜୟୀ ହୋଇଛନ୍ତି। ବିଜୟୀଙ୍କ ମଧ୍ୟରେ ଉଭୟ ଲେବର ପାର୍ଟି…

୬୩୦ ଭୋଟରେ ହାରିଲେ ଲିଜ୍‌ ଟ୍ରସ୍‌

ବ୍ରିଟେନ୍‌ରେ ସବୁଠୁ କମ୍‌ ସମୟ ପାଇଁ ପ୍ରଧାନମନ୍ତ୍ରୀ ହୋଇଥିବା କଞ୍ଜରଭେଟିଭ୍‌ ପାର୍ଟିର ଲିଜ୍‌ ଟ୍ରସ୍‌ ୬୩୦ ଭୋଟ ବ୍ୟବଧାନରେ ନିର୍ବାଚନ ହାରିଯାଇଛନ୍ତି। ପୂର୍ବ ଲଣ୍ଡନ୍‌ର ନୋର୍‌ଫୋକ୍‌ ସାଉଥ୍‌ ଓ୍ବେଷ୍ଟ ସଂସଦୀୟ ଆସନରେ ଲେବର ପ୍ରାର୍ଥୀ ଟେରି ଜର୍ମି ୨୬,୦୦୦ରୁ ଊର୍ଦ୍ଧ୍ୱ ଭୋଟ…

ବିଏସ୍‌ପିର ତାମିଲନାଡ଼ୁ ଅଧ୍ୟକ୍ଷଙ୍କୁ ନିର୍ମମ ହତ୍ୟା, ୬ ଜଣ ଘେରିଯାଇ ନେଇଗଲେ ଜୀବନ

ଚେନ୍ନାଇ,୫।୭: ତାମିଲନାଡ଼ୁ ବିଏସ୍‌ପିର ପ୍ରଦେଶ ଅଧ୍ୟକ୍ଷ ଆର୍ମଷ୍ଟ୍ରଙ୍ଗଙ୍କୁ ଚେନ୍ନାଇରେ ହତ୍ୟା କରାଯାଇଛି। ତାଙ୍କ ଉପରେ ଆକ୍ରମଣ ହେବା ପରେ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଚେନ୍ନାଇ ପୋଲିସର ଏକ ଅଧିକାରୀ କହିଛନ୍ତି ଯେ, ବହୁଜନ…

ଅନ୍ୟର ଜମିରେ ଚାଷ କରୁଛନ୍ତି କି? ଜାଣନ୍ତୁ କ’ଣ ଏଭଳି ଭାଗଚାଷୀଙ୍କୁ ମିଳିବ ପିଏମ୍‌ କିଷାନ ଟଙ୍କା…

ନୂଆଦିଲ୍ଲୀ,୫।୭: ଦେଶର କୃଷକମାନଙ୍କୁ ଆର୍ଥିକ ଭାବେ ସହାୟତା କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନା’ ଚାଲୁ ରହିଛି। ଏହି ଯୋଜନା ଅଧୀନରେ ସରକାର କୃଷକଙ୍କୁ ପ୍ରତିବର୍ଷ ୬୦୦୦ ଟଙ୍କା ଦେଉଛି। ଏହି ଟଙ୍କା ୩…

୧୪ ବର୍ଷ ଶାସନ କରିବା ପରେ କାହିଁକି ହାରିଲା ସୁନକଙ୍କ ଦଳ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ, ୫।୭: ବ୍ରିଟେନ୍‌ରେ ୧୪ ବର୍ଷ ଶାସନ କରିବା ପରେ ଋଷି ସୁନକ୍‌ଙ୍କର କଞ୍ଜରଭେଟିଭ୍‌ ପାର୍ଟି ନିର୍ବାଚନ ହାରିଛି । ସୁନକଙ୍କ ପାର୍ଟିକୁ ହରାଇ କିଏର ଷ୍ଟାର୍ମରଙ୍କ ନେତୃତ଼୍ବାଧୀନ ଲେବର ପାର୍ଟି ସାଧାରଣ ନିର୍ବାଚନ ଜିତିବା ସହ ସରକାର ଗଠନ କରିବାକୁ…

କ୍ୟାନସର ଜାଣିବା ପରେ ହିନା ଖାନଙ୍କୁ ଆଉ ବିବାହ କରିବେନି ରକି! ସାମ୍ନାକୁ ଆସିଲା ବଡ଼ ପ୍ରତିକ୍ରିୟା

ମୁମ୍ବାଇ: ‘ୟେ ରିସ୍ତା କ୍ୟା କେହଲତା ହୈ’ ର ଅକ୍ସରା ଭାବେ ପରିଚିତ ହିନା ଖାନ ଜଣେ ଲୋକପ୍ରିୟ ଟିଭି ଅଭିନେତ୍ରୀ । ହିନା ତାଙ୍କ ଅଭିନୟ ଜୀବନ ଅପେକ୍ଷା ତାଙ୍କ ପ୍ରେମ ଜୀବନକୁ ନେଇ ସବୁବେଳେ ଚର୍ଚ୍ଚାରେ ଥା’ନ୍ତି ।…

ଓଡ଼ିଶାକୁ ଦାଦନ ଖଟିବାକୁ ଆସି ରାସ୍ତା ନିର୍ମାଣବେଳେ ଚାଲିଗଲା ଜୀବନ

ପଟ୍ଟାଙ୍ଗି,୫।୦୭(ଶରତ ଧଳ): ନିଜ ପରିବାରଙ୍କୁ ବାହାର ରାଜ୍ୟରେ ଛାଡ଼ି ଓଡିଶାରେ ପହଞ୍ଚି କିଛି ରୋଜଗାର କରିବା ସ୍ବପ୍ନ ଦେଖି ଆସିଥିଲେ। ହେଲେ ଲାଲ ବିହାରୀ ମହାରଣାଙ୍କୁ ଓଡ଼ିଶାରେ ମିଳିଥିଲା ଦାଦନ ଚାକିରି। ଏବେ ସେହି ରୋଜଗାର ପରିବାର ସଦସ୍ୟଙ୍କ ପାଇଁ ଦୁଃଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?