ପ୍ରଥମ ବିଜୟ ଲକ୍ଷ୍ୟରେ ସ୍ପୋଟର୍ସ ଓଡ଼ିଶା
ଭୁବନେଶ୍ୱର, ୧୬।୧ (ତପନ ସ୍ବାଇଁ): ଚଳିତ ଇଣ୍ଡିଆନ ଓମେନ୍ସ ଲିଗ୍ (ଆଇଡବ୍ଲ୍ୟୁଏଲ୍)ରେ ମଙ୍ଗଳବାର ସ୍ପୋଟର୍ସ ଓଡ଼ିଶା ଓ ହୋପ୍ସ ଏଫ୍ସି ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ। ସ୍ଥାନୀୟ କ୍ୟାପିଟାଲ ଫୁଟବଲ ଆରେନାରେ ଏହି ମ୍ୟାଚ ଖେଳାଯିବ। ସ୍ପୋଟର୍ସ ଓଡ଼ିଶା ଏପର୍ଯ୍ୟନ୍ତ ୫ଟି…
ମାସିକିଆ ବଟିଦେଇ ଖଣିରୁ ଲୁଟ୍
ଖୋର୍ଦ୍ଧା,୧୬ା୧(ପ୍ରଭାତ ପାଣିଗ୍ରାହୀ):ଖୋର୍ଦ୍ଧା ଜିଲାରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ବଢ଼ିଚାଲିଛି। ମାଫିଆମାନେ ବେଆଇନଭାବେ ପାହାଡ଼ ଖନନ କରିବା ସହ ଦୈନିକ ଶହ ଶହ ଟ୍ରକରେ ଲଘୁ ଖଣିଜ ସମ୍ପଦ ଜିଲା ତଥା ଜିଲା ବାହାରକୁ ଚାଲାଣ କରୁଛନ୍ତି। ମାଙ୍କଡ଼ା ପଥର, ମୋରମ, କଳାମୁଗୁନି…
କମୁନି ଅଳିଆ, ବଢ଼ିଚାଲିଛି ଟିଟିଏସ୍ ଆକାର
ଭୁବନେଶ୍ୱର, ୧୬।୧ (ବନ୍ଦନା ସେଠୀ):କାହିଁକି ଆଉ ସେ ଫଟୋ ଉଠାଉଛ। ଯେତେ ଫଟୋ ଉଠାଇଲେ, କି ଲୋକଙ୍କ ଅଭିଯୋଗ ଶୁଣିଲେ କିଛି ତ ଫଳ ମିଳୁନି। ଯୋଉ ଗନ୍ଧକୁ ସେଇ ଗନ୍ଧ ହଉଛିି। ବରଂ ଦିନରାତି ମେଶିନ୍ ଲଗାଇ ଅଳିଆ ଘାଣ୍ଟୁଥିବାରୁ…
କିଟ୍ରେ ଓ୍ବାଲର୍ଡ ଆଥ୍ଲେଟିକ୍ସ କୋଚ୍ ଏଜୁକେଶନ ପ୍ରୋଗ୍ରାମ
ଭୁବନେଶ୍ୱର, ୧୬।୧(ତପନ ସ୍ବାଇଁ): ଆଥ୍ଲେଟିକ୍ସ ଫେଡେରେଶନ ଅଫ୍ ଇଣ୍ଡିଆ (ଏଏଫ୍ଆଇ) ଆନୁକୂଲ୍ୟରେ ଓ୍ବାଲର୍ଡ ଆଥ୍ଲେଟିକ୍ସ କୋଚ୍ମାନଙ୍କର ଏଜୁକେଶନ ପ୍ରୋଗ୍ରାମ (ଲେଭଲ-୧) ସୋମବାର କିଟ୍ ବିଶ୍ୱବିଦ୍ୟାଳୟ ପରିସରରେ ଆରମ୍ଭ ହୋଇଛି। ଓଡ଼ିଶାରେ ପ୍ରଥମଥର ପାଇଁ ଆୟୋଜନ ହୋଇଥିବା ଏହି ପ୍ରୋଗ୍ରାମ ୨୬ ତାରିଖ…
ଆଜିଠାରୁ ଆରମ୍ଭ ହେବ ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ପୂଜାବିଧି: ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ ବିଷୟରେ ଜାଣନ୍ତୁ
ଅଯୋଧ୍ୟା,୧୬।୧: ଭବ୍ୟ ରାମମନ୍ଦିରରେ ରାମଲାଲାଙ୍କୁ ପ୍ରାଣ ପ୍ରତିଷ୍ଠା ରୀତିନୀତି ଆଜିଠାରୁ ଆରମ୍ଭ ହୋଇ ଜାନୁୟାରୀ ୨୧ ପର୍ଯ୍ୟନ୍ତ ଚାଲିବ। ଜାନୁଆରୀ ୧୮ରେ ଗର୍ଭଗୃହରେ ରାମଲାଲାଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ। ଗତ ୭୦ ବର୍ଷ ଧରି ପୂଜାପାଠ କରୁଥିବା ବର୍ତ୍ତମାନର ପ୍ରତିମାକୁ ମଧ୍ୟ…
ନର୍ଥ ଇଷ୍ଟ ୟୁନାଇଟେଡର ପ୍ରଥମ ବିଜୟ
ଭୁବନେଶ୍ୱର, ୧୬।୧(ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା କଳିଙ୍ଗ ସୁପର କପ୍ ଫୁଟବଲ ଟୁର୍ନାମେଣ୍ଟରେ ନର୍ଥ ଇଷ୍ଟ ୟୁନାଇଟେଡ ପ୍ରଥମ ବିଜୟ ହାସଲ କରିଛି। ପିଚ୍-୧ରେ ସୋମବାର ଅନୁଷ୍ଠିତ ଦିବସର ପ୍ରଥମ ମ୍ୟାଚରେ ଏହି ଦଳ ଶିଲଂ ଲାଜଂ ଦଳକୁ ୨-୧…
ମ୍ୟାଚ ଡ୍ର, ଓଡ଼ିଶାକୁ ୩ ପଏଣ୍ଟ
ଭୁବନେଶ୍ୱର, ୧୬।୧ (ତପନ ସ୍ବାଇଁ): ଇନ୍ଦୋରସ୍ଥିତ ଇମରଲାଣ୍ଡ ହାଇଟ୍ସ ଇଣ୍ଟରନ୍ୟାଶନାଲ ସ୍କୁଲ ଗ୍ରାଉଣ୍ଡରେ ଓଡ଼ିଶା-ମଧ୍ୟପ୍ରଦେଶ ଏଲିଟ ଗ୍ରୁପ୍ ‘ଡି’ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚ ସୋମବାର ଶେଷ ହୋଇଛି। ମ୍ୟାଚରୁ ଫଳାଫଳ ମିଳିପାରି ନ ଥିବାବେଳେ ପ୍ରଥମ ଇନିଂସ ଅଗ୍ରଣୀ ଭିତ୍ତିରେ…
ଜେଏଫ୍ଏସ୍ର ତ୍ରୈମାସିକ ଫଳାଫଳ
ଭୁବନେଶ୍ୱର,୧୬।୧ : ଜିଓ ଫାଇନାନ୍ସିଆଲ ସର୍ଭିସ (ଜେଏଫ୍ଏସ୍)ର ନିର୍ଦ୍ଦେଶକ ମଣ୍ଡଳୀର ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ୨୦୨୩-୨୪ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ବିସ୍ତୃତ ସୂଚନା ଦିଆଯାଇଥିଲା। ଚଳିତ ଆର୍ଥିକ ବର୍ଷର ଅକ୍ଟୋବରରୁ ଡିସେମ୍ବର ଶେଷ…
KYC ସମ୍ପୂର୍ଣ୍ଣ ନ ଥିଲେ ୩୧ରୁ ଫାସ୍ଟାଗ୍ ଅଚଳ
ବୈଧ ବାଲାନ୍ସ ଥାଇ ମଧ୍ୟ KYC ସମ୍ପୂର୍ଣ୍ଣ ହୋଇ ନ ଥିଲେ ଜାନୁଆରୀ ୩୧ ପରେ ବ୍ୟାଙ୍କଗୁଡ଼ିକ ଫାସ୍ଟାଗ୍କୁ ଅକାମୀ କରିଦେବେ କିମ୍ବା ଏହାକୁ କଳା ତାଲିକାଭୁକ୍ତ କରିବେ। ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ଏହା ଘୋଷଣା…
ଏସ୍ପ୍ଲାନେଡ୍ ମଲ୍ରେ ସଡ଼କ ସୁରକ୍ଷା ସପ୍ତାହ
ଭୁବନେଶ୍ୱର,୧୬।୧: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱର ନେକ୍ସସ୍ ଏସ୍ପ୍ଲାନେଡ୍ ମଲ୍ ପରିସରରେ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି। ଏପରିକି ରାପିଡୋ, ମ୍ୟାଡ୍ ବାଇକର୍ ଏବଂ ଏସ୍ପ୍ଲାନେଡ୍ ମଲ୍ର ମିଳିତ ସହଯୋଗରେ ଉକ୍ତ ସପ୍ତାହ ମଲ ପରିସରରେ…
ଓଡ଼ିଆରେ ଉପଲବ୍ଧ ହେବ ପାଣିପାଗ ସୂଚନା
ନୂଆଦିଲ୍ଲୀ,୧୬ା୧:ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପ୍ରତିଷ୍ଠାର ୧୫୦ତମ ବର୍ଷ ଅବସରରେ କୃଷକମାନଙ୍କ ପାଇଁ ପାଣିପାଗ ପୂର୍ବାନୁମାନ ପୋର୍ଟାଲ ‘ପଞ୍ଚାୟତ ମୌସମ ସେବା’ର ଶୁଭାରମ୍ଭ କରାଯାଇଛି। ଏହା ଚାଷୀଙ୍କୁ ଠିକ୍ ସମୟରେ ପାଣିପାଗ ଏବଂ କୃଷି କାର୍ଯ୍ୟ ସମ୍ପର୍କିତ ଯୋଜନା ସମ୍ପର୍କରେ ସତର୍କ…
ସବୁକିଛି ମୋ ନିୟନ୍ତ୍ରଣରେ ନାହିଁ… ଟି-୨୦ରୁ ବାଦ୍ ପଡ଼ିବା ପରେ ମୁହଁ ଖୋଲିଲେ ଆୟର
ନୂଆଦିଲ୍ଲୀ,୧୬।୧୨: ଟିମ ଇଣ୍ଡିଆର ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ଶ୍ରେୟସ ଆୟର ବର୍ତ୍ତମାନ ଟି-୨୦ ଦଳର ଅଂଶ ନାହଁାନ୍ତି। କୁହାଯାଉଛି ଯେ, ଆୟର ୨୦୨୪ ଟି-୨୦ ବିଶ୍ୱକପରେ ଖେଳୁଥିବା ଦେଖାଯିବ ନାହିଁ। ସେ ବର୍ତ୍ତମାନ ଇଂଲଣ୍ଡ ଟେଷ୍ଟ ସିରିଜ ପ୍ରସ୍ତୁତି ପାଇଁ ରଣଜୀ…
Archives


