Home Left

ରାଷ୍ଟ୍ରପତି ହେବା ପାଇଁ ଲଢ଼େଇ ଜାରି ରଖିବି: ନିକି ହାଲ

ଓ୍ବାଶିଂଟନ,୧୬।୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଅଧୀନରେ ରିପବ୍ଲିକାନ ଦଳର ଉପରାଷ୍ଟ୍ରପତି ପ୍ରାର୍ଥତ୍ତ୍ୱ ନିମନ୍ତେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଅନ୍ୟତମ ରାଷ୍ଟ୍ରପତି ପ୍ରାର୍ଥତ୍ତ୍ୱ ଆଶାୟୀ ନିକି ହାଲି ଏବଂ ବିବେକ ରାମସ୍ବାମୀ ଆଗ୍ରହୀ ନ ଥିବା ଜଣାପଡ଼ିଛି। ନିକି…

ଚଳନ୍ତା ସ୍କୁଟି ଉପରେ ମଝି ରାସ୍ତାରେ ରୋମାନ୍ସ, ଯୁବତୀ ଯୁବକଙ୍କୁ ଧରି…

ଚଳନ୍ତା ସ୍କୁଟି ଉପରେ ରୋମାନ୍ସ, ଜଣେ ଯୁବତୀ ଯୁବକ ମଝି ରାସ୍ତାରେ ସ୍କୁଟି ଚଳାଇବା ସହ ତାହା ଉପରେ ବସି ରୋମାନ୍ସ କରୁଥିବା ଭିଡିଓ ଭାଇରାଲ ହୋଇଛି। ବର୍ତ୍ତମାନ ଏଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମୁମ୍ବାଇର…

ଆମେରିକା ଯୁଦ୍ଧଜାହାଜ ଉପରେ କ୍ଷେପଣାସ୍ତ୍ର ମାଡ଼

ଜେରୁଜେଲମ,୧୬।୧: ଲୋହିତ ସାଗରରେ ଆମେରିକାର ଏକ ଯୁଦ୍ଧଜାହାଜକୁ ୟେମେନ୍‌ର ହୋଉଥି ବିଦ୍ରୋହୀମାନେ କ୍ଷେପଣାସ୍ତ୍ର ମାଡ଼ କରିଛନ୍ତି। ତେବେ ଆମେରିକାର ଲଢୁଆ ବିମାନ ଏହାକୁ ଖସାଇ ଦେଇଥିଲା। ଗାଜା ଷ୍ଟ୍ରିପ୍‌ରେ ହମାସ ଆତଙ୍କବାଦୀଙ୍କ ବିରୋଧରେ ଇସ୍ରାଏଲ୍‌ ଯୁଦ୍ଧ ଚଳାଇଥିବା ବେଳେ ଲୋହିତ ସାଗରରେ…

ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ‘ଆନିମଲ’ ର ସହ-ନିର୍ମାତା, ଓଟିଟି ରିଲିଜ୍‌ ଉପରେ ରୋକ ଲଗାଇବାକୁ ଦାବି

ମୁମ୍ବାଇ: ୨୦୨୩ ବର୍ଷର ବ୍ଲକବଷ୍ଟର ଚଳଚ୍ଚିତ୍ର ‘ଆନିମଲ’ ବକ୍ସ ଅଫିସରେ ରେକର୍ଡ ଭାଙ୍ଗିଛି। ଏହି ଚଳଚ୍ଚିତ୍ର ସାରା ବିଶ୍ୱରେ ୯୦୦ କୋଟିରୁ ଅଧିକ ଆୟ କରିଛି, କିନ୍ତୁ ‘ଆନିମଲ’ର ଓଟିଟି ରିଲିଜକୁ ନେଇ ବିବାଦ ଉପୁଜିଛି। ଏହି ଚଳଚ୍ଚିତ୍ରଟି ଜାନୁଆରୀ ୨୬ରେ…

ଝିଅ ବେଶରେ ବାନ୍ଧବୀଙ୍କ ପାଇଁ ପରୀକ୍ଷା ଦେଉଥିଲେ ଯୁବକ, ପରେ…

ନୂଆଦିଲ୍ଲୀ,୧୫।୧ :ପଞ୍ଜାବ ଫରିଦକୋଟ୍‌ର ଏକ ପରୀକ୍ଷା କେନ୍ଦ୍ରରେ ଜଣେ ଯୁବକ ଝିଅ ବେଶ ଧାରଣ କରି ତାଙ୍କ ବାନ୍ଧବୀଙ୍କ ପାଇଁ ପରୀକ୍ଷା ଦେଉଥିବାବେଳେ ଧରାପଡ଼ିଛନ୍ତି। ଏହି ଘଟଣା ପରୀକ୍ଷା କେନ୍ଦ୍ରରେ ହାସ୍ୟରୋଳ ସୃଷ୍ଟି କରିଥିଲା। କୋଟକପୁରାର ଡିଏଭି ପବ୍ଲିକ୍‌ ସ୍କୁଲ୍‌ରେ ଗତ…

କନିଷ୍ଠ ଶିକ୍ଷକ ପରୀକ୍ଷାଫଳ ପ୍ରକାଶ: ମାସ ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର, ୧୫।୧(ଅସମାପିକା ସାହୁ): କନିଷ୍ଠ ଶିକ୍ଷକ(ସ୍କିମାଟିକ୍‌) ଲିଖିତ ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଓଡ଼ିଶା ପ୍ରାଥମିକ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ୱେବ୍‌ସାଇଟ୍‌ରେ ପରୀକ୍ଷାଫଳ ଉପଲବ୍ଧ ହୋଇଛି। ଫଳ ତାଲିକାରେ କଳା, ବିଜ୍ଞାନ, ତେଲୁଗୁ, ଉର୍ଦ୍ଦୁ ଓ ବଙ୍ଗଳା ଶିକ୍ଷକ ପାଇଁ ମୋଟ…

କ୍ଲବ୍‌ରେ ଯୁବତୀଙ୍କୁ ଦୁର୍ବ୍ୟବହାର, ଜଣେ ଗିରଫ

ଭୁବନେଶ୍ୱର,୧୫।୧(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ପଟିଆ ଅଞ୍ଚଳରେ ଥିବା ଏକ କ୍ଲବରେ ଖାଉଥିବାବେଳେ ଯୁବତୀ ଏବଂ ତାଙ୍କ ବାନ୍ଧବୀଙ୍କୁ ଜଣେ ଯୁବକ ଦୁର୍ବ୍ୟବହାର କରିବା ସହ ଖରାପ ଭାଷାରେ ଗାଳିଗୁଲଜ କରି ମାରିଦେବାର ଧମକ ଦେଇଥିଲେ। ଏ ନେଇ ଅଭିଯୋଗ ହେବା ପରେ…

ପୂର୍ବ ଶତ୍ରୁତାରୁ ଗଣ୍ଡଗୋଳ, ୪ ଆହତ

ବଳଙ୍ଗା,୧୫ା୧(କେଦାରେଶ୍ୱର ନନ୍ଦ): ପୁରୀ ଜିଲା ବଳଙ୍ଗା ଥାନା ଅଧୀନ ଗଣ୍ଡସାହି ଗ୍ରାମରେ ପୂର୍ବବିବାଦକୁ କେନ୍ଦ୍ରକରି ସୋମବାର ପୂର୍ବାହ୍ନରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ୪ଜଣ ଆହତ ହୋଇଛନ୍ତି। ଏ ନେଇ ଥାନାରେ ଉଭୟ ପକ୍ଷରୁ ଏତଲା କ୍ରମେ ପୋଲିସ ଦୁଇଟି…

ବାଲେଶ୍ୱରର ନାବାଳିକା କଟକ ଷ୍ଟେଶନରୁ ଉଦ୍ଧାର: ପାଠପଢ଼ା ଚାପ ଯୋଗୁ

କଟକ,୧୫ା୧(କାର୍ତ୍ତିକ ସାହୁ): କଟକ ଆର୍‌ପିଏଫ୍‌ର ମେରି ସହେଲି ଟିମ୍‌ ଦ୍ୱାରା ଉଦ୍ଧାର ନାବାଳିକାଙ୍କୁ ତାଙ୍କ ପରିବାରକୁ ସୋମବାର ହସ୍ତାନ୍ତର କରାଯାଇଛି। ନାବାଳିକାଙ୍କ ବୟସ ୧୫ ହୋଇଥିବାବେଳେ ସେ ବାଲେଶ୍ୱର ଅଙ୍ଗାରଗଡ଼ିଆ ଅଞ୍ଚଳର ବୋଲି ଜଣାପଡ଼ିଛି। ସୂଚନାନୁସାରେ, ରବିବାର ରାତିରେ ସାନ୍ତ୍ରାଗାଛି-ତିରୁପତି ଏକ୍ସପ୍ରେସ୍‌…

ସବୁଠୁ ଉଚ୍ଚରେ ଥିବା ଏଟିଏମ୍‌

ଇସଲାମାବାଦ୍‌: ଯେତେବେଳେ ପଡ଼ୋଶୀ ଦେଶ ପାକିସ୍ତାନର କଥା ଉଠେ, ସେତେବେଳେ ସେଠାରେ ଚାଲୁଥିବା ରାଜନୀତି, ଆତଙ୍କବାଦୀଙ୍କୁ ନେଇ ଚର୍ଚ୍ଚା ହୁଏ। ହେଲେ ବି ପାକିସ୍ତାନ ଏକ ଖାସ କାରଣ ପାଇଁ ପ୍ରସିଦ୍ଧ। ତେବେ ବିଶ୍ୱର ସବୁଠୁ ଉଚ୍ଚରେ ଏକ ଏଟିଏମ୍‌ ଏବଂ…

ମଙ୍ଗଳବାର ସୁନ୍ଦରକାଣ୍ଡ ପାଠ କରିବେ କେଜ୍‌ରିଓ୍ବାଲ, ସୋସିଆଲ ମିଡିଆରେ ଦେଲେ ସୂଚନା

ନୂଆଦିଲ୍ଲୀ,୧୫।୧: ଦିଲ୍ଲୀରେ କ୍ଷମତାରେ ଥିବା ଆମ ଆଦମୀ ପାର୍ଟି ସମସ୍ତ ବିଧାନସଭା ନିର୍ବାଚନମଣ୍ଡଳୀରେ ସୁନ୍ଦରକାଣ୍ଡ ପାଠ କରିବାକୁ ନିଷ୍ପତ୍ତି ନେଇଛି। ରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପୂର୍ବରୁ ଏଏପି ଏହି ଘୋଷଣା କରିଛି। ଏହି ସମୟରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ…

ଗଞ୍ଜେଇ ସହ ୨ ଜଣଙ୍କୁ ମାଡ଼ିବସିଲା ପୋଲିସ

ଫିରିଙ୍ଗିଆ,୧୫ା୧(ବିକ୍ରମ ଦିଗାଲ): ବେଆଇନ ଗଞ୍ଜେଇ ଚାଲାଣ ଅଭିଯୋଗରେ ଫିରିଙ୍ଗିଆ ପୋଲିସ ୨ ଜଣଙ୍କୁ ସୋମବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଉକ୍ତ ଥାନା ଅନ୍ତର୍ଗତ ପାଙ୍ଗା ଉପରସାହି ପଞ୍ଚାୟତ ବାଲିଗଟା ଗାଁର ମିଙ୍ଗୁନା ବିନ୍ଧାଣିଙ୍କ ପୁଅ ପ୍ରକାଶ((୩୫) ଓ ଉକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri