Home Left

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ ବିତାଉଛନ୍ତି ଲୋକେ। ଗତ ୨୪ ଘଣ୍ଟା ମଧ୍ୟରେ ୧୭୦ ମିଲିମିଟର ବର୍ଷା ରେକର୍ଡ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି । ସେ ତାଙ୍କୁ ଆବଣ୍ଟିତ ହୋଇଥିବା ସରକାରୀ ବାସଭବନକୁ ନିଜର ବ୍ୟକ୍ତିଗତ ବାସସ୍ଥାନ…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥିତ ଥିବା ବେଳେ ଏଠାରେ ଅନ୍ୟ ଗ୍ରହଙ୍କ ସହ ସଂଯୋଗ କରୁଛନ୍ତି। ଏବେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି ଥରେ ଚର୍ଚ୍ଚାରେ ଆସିଛି। ଏହାକୁ ଏପର୍ଯ୍ୟନ୍ତ ସର୍ବକାଳୀନ ସ୍ମରଣୀୟ ଚଳଚ୍ଚିତ୍ର ମଧ୍ୟରେ ଗଣନା…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି ଲେଖିଲେ ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ। ଅନିୟମିତ ଅଭିଯୋଗରେ ୨୦୨୪ରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା ଜଣେ ଷ୍ଟାଫ୍ ନର୍ସ ରୂପାଲି ବର୍ମନଙ୍କ ମୃତଦେହ ହସ୍ପିଟାଲର ଶୌଚାଳୟରୁ ମିଳିବା ପରେ…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଭୋଟିଂ ଶେଷ ହୋଇଛି। ଅପରପକ୍ଷରେ ସରପଞ୍ଚ ଓଝା…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା ଗାଁର ପୁର୍ଣ୍ଣଚନ୍ଦ୍ର ବାରିକଙ୍କ ପୁଅ ଦିଲ୍ଲିପ କୁମାର ବାରିକ (୩୫) ଘରପାଖ ଚାଷଜମିକୁ…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ ଗୁଡ୍‌ବୁକ୍‌ରେ ଅଛନ୍ତି। ତେବେ ଏମ୍‌ପି ଏବଂ ମନ୍ତ୍ରୀପୂର୍ବରୁ ଭାରତୀୟ ପ୍ରଶାସନିକ ଅଧିକାରୀ ଭାବେ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର ତର୍କବିତର୍କ ଦେଖିବାକୁ ମିଳିଛି । ରାଜ୍ୟ ସଭାରେ ବିରୋଧୀଦଳର ନେତା ମଲ୍ଲିକାର୍ଜୁନ ଖାର୍ଗେ…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର ଲୁଟେରା। ଖୁଣ୍ଟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରିନ୍ସିପାଲ ନନ୍ଦ କିଶୋର ପଟ୍ଟନାୟକଙ୍କ ନିକଟକୁ…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ। ଅଗଷ୍ଟ ୩୧ ପର୍ଯ୍ୟନ୍ତ ସୂର୍ଯ୍ୟ ମଘା ନକ୍ଷତ୍ର ଦେଇ ଗତି କରିବେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?